Home

ପଞ୍ଜାବରେ ମୋଦିଙ୍କ କୁଶ ପୁତ୍ତଳିକା ଦାହ: କଂଗ୍ରେସର ଡ୍ରାମା ବୋଲି କହିଲେ ନଡ୍ଡା

ନୂଆଦିଲ୍ଲୀ, ୨୬।୧୦: ପଞ୍ଜାବରେ ଦଶହରା ଅବସରରେ କୃଷି ଆଇନକୁ ବିରୋଧ କରୁଥିବା ପ୍ରଦର୍ଶନକାରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କୁଶ ପୁତ୍ତଳିକା ଦାହ କରିଛନ୍ତି। ଏହାକୁ ନେଇ ପଞ୍ଜାବ ସମେତ ଦେଶର ରାଜନୈତିକସ୍ତରରେ ଉଷ୍ଣତା ବଢ଼ିବାରେ ଲାଗିଛି। ଏଭଳି ଘଟଣା ନେଇ ଭାଜପାର…

ଭାବପ୍ରବଣ ପୋଷ୍ଟ ଲେଖିଲେ ଧୋନୀଙ୍କ ସ୍ତ୍ରୀ

ଆଇପିଏଲ ୨୦୨୦ରେ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଉପରେ ରାଜସ୍ଥାନ ରୟାଲ୍ସ ବିଜୟ ସହିତ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ) ‘ପ୍ଲେ ଅଫ’କୁ ଯିବାର ସମ୍ଭାବନା ସମ୍ପୂର୍ଣ୍ଣ ଶେଷ ହୋଇଯାଇଛି। ଏଥିରେ ଭାଙ୍ଗିପଡିଛନ୍ତି ଚେନ୍ନାଇ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ସ୍ତ୍ରୀ ସାକ୍ଷୀ ଧୋନୀ।…

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟଙ୍କୁ ମିଳିଲା ଜାମିନ

ଭୁବନେଶ୍ୱର, ୨୬।୧୦(ବ୍ୟୁରୋ): ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟଙ୍କୁ ମିଳିଲା ଜାମିନ। ଜଣେ ଜାମିନଦାର ଏବଂ ୧ ଲକ୍ଷ ଟଙ୍କା ବେଲଦଣ୍ଡରେ ଜାମିନ ମିଳିଛି। ଦିଲୀପଙ୍କ ସହ ଅନ୍ୟ ୨ ଦୋଷୀଙ୍କୁ ମଧ୍ୟ ଜାମିନ ମଞ୍ଜୁର ହୋଇଛି। ଦିଲୀପଙ୍କୁ ୩ ବର୍ଷ ଜେଲ…

ମଧ୍ୟପ୍ରଦେଶ ଉପନିର୍ବାଚନ: ହାଇକୋର୍ଟଙ୍କ ଆଦେଶ ଉପରେ ରୋକ ଲଗାଇଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ, ୨୬।୧୦: ମଧ୍ୟପ୍ରଦେଶରେ ହେବାକୁ ଥିବା ଉପନିର୍ବାଚନ ନେଇ ରାଜ୍ୟ ହାଇକୋର୍ଟଙ୍କ ପକ୍ଷରୁ ଦିଆଯାଇଥିବା ଆଦେଶ ଉପରେ ସୁପ୍ରିମ୍‌କୋର୍ଟ ରୋକ ଲଗାଇଛନ୍ତି। କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ହାଇକୋର୍ଟ ନିର୍ବାଚନ ରାଲି କରିବାକୁ ବାରଣ କରିଥିଲେ। ଭର୍ଚୁଆଲ୍‌ ମିଟିଂ ଉପରେ…

ଅଜିତ୍‌ ପଓ୍ବାରଙ୍କୁ କରୋନା

ମୁମ୍ବାଇ, ୨୬।୧୦: ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ୍‌ ପଓ୍ବାର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତାଙ୍କର ସ୍ବାବ୍‌ର ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ତାଙ୍କୁ ଚିକିତ୍ସା ପାଇଁ ମୁମ୍ବାଇର ବ୍ରିଜ୍‌ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଗତ ସପ୍ତାହରେ ଅଜିତ୍‌ ରାଜ୍ୟର ବନ୍ୟା…

ରାଜ୍ୟରେ ଆଉ ୧୪ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର, ୨୬।୧୦(ବ୍ୟୁରୋ): ରାଜ୍ୟରେ କରୋନାରେ ଆଉ ୧୪ ଜଣଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୫୯କୁ ବୃଦ୍ଧି ପାଇଛି। ତେବେ…

CORONAVIRUS UPDATE: ରାଜ୍ୟରେ ପୁଣି ୧୪୮୦ ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ୨୬।୧୦(ବ୍ୟୁରୋ): ରାଜ୍ୟରେ ସୋମବାର ପୁଣି ୧୪୮୦ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮୨୬୯୫ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ…

ଭେଣ୍ଟିଲେଟରରେ ଥିବା କଂଗ୍ରେସର ଅହଙ୍କାର ଏକ୍ସିଲେଟରରେ:ନକ୍‌ଭୀଙ୍କ କଟାକ୍ଷ

ନୂଆଦିଲ୍ଲୀ, ୨୬।୧୦: କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଅହଙ୍କାରରେ ବୁଡ଼ି ରହିଥିବା ନେଇ କହିଥିଲେ। ଏହାର ଉତ୍ତରରେ ଭାଜପା ପକ୍ଷରୁ ସଂଖ୍ୟାଲଘୁ କଲ୍ୟାଣ ମନ୍ତ୍ରୀ ମୁକ୍ତାର ଅବାସ ନକ୍‌ଭୀ କଂଗ୍ରେସକୁ କଟାକ୍ଷ କରିଛନ୍ତି। ନକ୍‌ଭୀ କହିଛନ୍ତି…

ଦୁର୍ଗା ପେଣ୍ଡାଲରେ ଡ୍ୟାନ୍ସ କରି ଚର୍ଚ୍ଚାରେ ମହିଳା ଏମ୍‌ପି

କୋଲକତା,୨୬।୧୦: କରୋନା ସମୟରେ ସାରା ଦେଶରେ ସତର୍କତାର ସହିତ ଦୁର୍ଗା ପୂଜା ପାଳନ କରାଯାଉଛି। ଏଥି ସହ ଅଭିନେତ୍ରୀ ତଥା ତୃଣମୂଳ କଂଗ୍ରେସ ଏମ୍‌ପି ନୁସରତ ଜାହାନଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ନୁସରତ…

ଗର୍ବ ଅନୁଭବ କଲେ ଅମିତାଭ: ପିତାଙ୍କ ନାମରେ ହେବ ଏହି ଦେଶର ଏକ ସ୍ଥାନ

ବଲିଉଡ୍‌ ମହାନାୟକ ଅମିତାଭ ବଚ୍ଚନଙ୍କ ପିତା ହରିବଂଶ ରାୟ ବଚ୍ଚନଙ୍କ ନାମରେ ପୋଲାଣ୍ଡ ତାର ରୋକ୍ଲ ଶହରର ଏକ ସ୍ଥାନର ନାମ ରଖିବ। ଏହି ସୂଚନା ଅମିତାଭ ନିଜର ଇନ୍‌ଷ୍ଟାଗ୍ରାମ୍‌ ମାଧ୍ୟମରେ ଜଣାଇଛନ୍ତି। ତେବେ ବିଗ୍‌ ବିଙ୍କ ପିତାଙ୍କୁ ଏଠାରେ ସମ୍ମାନୀତ…

ଅକ୍ଷୟ କୁମାରଙ୍କ ସହ ନିର୍ବନ୍ଧ ପରେ ଭାଙ୍ଗିଯାଇଥିଲା ଏହି ଅଭିନେତ୍ରୀଙ୍କ ବିବାହ

୧୯୯୦ ମସିହାର ପ୍ରସିଦ୍ଧ ଅଭିନେତ୍ରୀଙ୍କ ମଧ୍ୟରୁ ଅନ୍ୟତମ ରବୀନା ଟଣ୍ଡନ ଆଜି ୪୬ ବର୍ଷରେ ପଦାର୍ପଣ କରିଛନ୍ତି। ଅକ୍ଟୋବର ୨୬, ୧୯୭୪ରେ ସେ ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ। ସେ ଆଜି ମଧ୍ୟ ନିଜ ଅଭିନୟରେ ଲୋକମାନଙ୍କ ହୃଦୟରେ ରାଜ କରନ୍ତି। ୧୯୯୧ରେ…

ପିଆଜ ମାଳ ପିନ୍ଧି ପ୍ରଚାର କଲେ ତେଜସ୍ବୀ

ପାଟନା, ୨୬।୧୦: ଦେଶରେ ପିଆଜ କିଲୋ ଆସି ୧୦୦ ଟଙ୍କାରେ ପହଞ୍ଚିଛି। ଏହାର ପ୍ରଭାବ ବିହାର ବିଧାନସଭା ନିର୍ବାଚନ ପ୍ରଚାରରେ ଦେଖିବାକୁ ମିଳିଛି। ଆର୍‌ଜେଡ଼ି ପକ୍ଷରୁ ତେଜସ୍ବୀ ଯାଦବ ପ୍ରଚାରରେ ପିଆଜ ମାଳ ପିନ୍ଧିଥିବାର ଦେଖିବାକୁ ମିଳିଛି। ପିଆଜ ଦାମ ବୃଦ୍ଧି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri