Home

ମଦ ଦୋକାନ ପାଇଁ ଲଟେରି

ଭୁବନେଶ୍ୱର,୩ା୩(ବ୍ୟୁରୋ)- ୨୦୨୧-୨୨ ଆର୍ଥିକ ବର୍ଷରେ ମଦ ଦୋକାନ କରିବା ପାଇଁ ଲଟେରି ବ୍ୟବସ୍ଥା କରାଯିବ। କେଉଁ ତାରିଖରେ ଲଟେରି ହେବ ତାହା ଜିଲାପାଳ ନିଷ୍ପତ୍ତି ନେବେ। ଏ ନେଇ ମଙ୍ଗଳବାର ଅବକାରୀ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଏଥିପାଇଁ ପ୍ରତ୍ୟେକ…

ଶୁଟିଂ ସମୟରେ ସାନିଟାଇଜର ସିଞ୍ଚନ କଲେ ଅଭିନେତ୍ରୀ

ବଲିଉଡ୍‌ ଅଭିନେତ୍ରୀ ରବୀନା ଟଣ୍ଡନ ନିଜର ଇନ୍‌ଷ୍ଟାଗ୍ରାମ୍‌ ଆକାଉଣ୍ଟରେ ଏକ ଭିଡିଓ ଶେୟାର କରିଛନ୍ତି। ଯେଉଁଥିରେ ତାଙ୍କୁ ଏକ ଭିନ୍ନ ଶେଳୀରେ ଦେଖିବାକୁ ମିଳୁଛି। ଏହି ଭିଡିଓର ବିଶେଷତ୍ୱ ହେଉଛି, କରୋନା ଠାରୁ ରକ୍ଷା ପାଇବାର ମାଧ୍ୟମ ଏଥିରେ ସ୍ପଷ୍ଟ ଦେଖିବାକୁ…

ଏହି ଜୁସ୍‌ରେ ଭରି ରହିଛି ରୋଗ ପ୍ରତିରୋଧକ ଶକ୍ତି

ସପୁରି ଜୁସ୍‌ ନିଶ୍ଚିତ ପିଇଥିବେ ମାତ୍ର ଏଥିରେ ଅଦା ମିଶାଇ ପିଇଲେ ବହୁତ ଲାଭଦାୟକ ହୋଇଥାଏ। ଏହି ଜୁସ୍‌ ସ୍ବାସ୍ଥ୍ୟ ପାଇଁ ଅତ୍ୟନ୍ତ ଲାଭଦାୟକ। ଏଥିରେ ଆଣ୍ଟିଅକ୍ସିଡାଣ୍ଟ ଗୁଣ ଭରପୂର ମାତ୍ରାରେ ରହିଛି। ଯାହା ହଜମ ପ୍ରକ୍ରିୟାକୁ ଠିକ୍‌ ରଖିବା ସହିତ…

ମାମୁ ଝିଅ ଭଉଣୀଙ୍କୁ ବିବାହ କରି ବିବାଦକୁ ଆସିଥିଲେ ଏହି କ୍ରିକେଟର, ବାପା ହେବା ପରେ…

ମାର୍ଚ୍ଚ ୧ରେ ନିଜର ଜନ୍ମଦିନ ପାଳନ କରିଥିବା ପାକିସ୍ତାନୀ କ୍ରିକେଟର ଶାହିଦ ଆଫ୍ରିଦୀ ଚଳିତ ବର୍ଷ ଜନ୍ମଦିନର ଶୁଭେଚ୍ଛା ପାଇଁ ଧନ୍ୟବାଦ ଜଣାଇ ବିବାଦକୁ ଆସିଛନ୍ତି। ଆଫ୍ରିଦୀ ନିଜ ଜନ୍ମଦିନରେ ପ୍ରଶଂସକଙ୍କୁ ଧନ୍ୟବାଦ ଜଣାଇବା ପାଇଁ ଏକ ଟୁଇଟ୍‌ କରିଥିଲେ। ଏଥିରେ…

ତକିଆ ଧରି ବୋଲ୍ଡ ହେଲେ ଜନ୍‌

ବଲିଉଡ୍‌ର ଆକ୍ସନ ହିରୋ ଜନ୍‌ ଆବ୍ରାହମ୍‌ ନିଜର ଫିଟ୍‌ ବଡ଼ିକୁ ଫିଲ୍ମ ହେଉ ଅବା ଫଟୋ ମାଧ୍ୟମରେ ପ୍ରଶଂସକଙ୍କ ସହ ଅଧିକାଂସ ସମୟରେ ଶେୟାର କରିଥାନ୍ତି। ଅନେକ ଫିଲ୍ମରେ ତାଙ୍କର ବୋଲ୍ଡ ରୂପ ଦେଖିବାକୁ ମିଳିଛି। ପ୍ରଶଂସକମାନେ ତାଙ୍କର ଶୈଳୀକୁ ବହୁତ…

ପ୍ରେମ ଏବେ, ନା ବାବା ନା…

ମୁମ୍ବାଇ : ବଲିଉଡ ଅଭିନେତ୍ରୀ ଶ୍ରଦ୍ଧା କପୁରଙ୍କୁ ବୁଧବାର ୩୪ ବର୍ଷ ପୂରଣ ହୋଇଛି। ସେ ୧୯୮୭ ମାର୍ଚ୍ଚ ୩ରେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ପିତା ଶକ୍ତି କପୁର ଏବଂ ମାଉସୀ ପଦ୍ମିନୀ କୋହ୍ଳାପୁରୀ ଫିଲ୍ମ ଇଣ୍ଡଷ୍ଟ୍ରିରେ ଥିବାରୁ ବଲିଉଡ୍‌ରେ ଅଭିନୟ…

ଜଙ୍ଗଲରେ ସାଇକେଲ ଚଲାଇଲେ ଅଭିନେତ୍ରୀ

ବଲିଉଡ୍‌ ଅଭିନେତ୍ରୀ ବିପାଶା ବସୁ ଏବେ ମାଲଦ୍ୱୀପରେ ସ୍ବାମୀଙ୍କ ସହ ସମୟ ବିତାଉଛନ୍ତି। ଏହି ସମୟର ଫଟୋ ଏବଂ ଭିଡିଓ ଅଭିନେତ୍ରୀ ପ୍ରଶଂସକଙ୍କ ସହ ଶେୟାର କରୁଛନ୍ତି। ଏବେ ବିପାଶ ଏକ ଭିଡିଓ ଶେୟାର କରିଛନ୍ତି, ଯେଉଁଥିରେ ସେ ମାଲଦ୍ୱୀପ ଜଙ୍ଗଲରେ…

ଶିବ ମନ୍ଦିର ବଟ ବୃକ୍ଷରେ ଲାଗିଲା ନିଆଁ

ମାଲକାନଗିରି, ୨।୩(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସଦର ମହକୁମା ପୁରୁଣା ମେଡିକାଲ ନିକଟରେ ଏକ ପୂରାତନ ଶିବ ମନ୍ଦିରକୁ ଲାଗିଥିବା ବଟ ଗଛରେ ନିଆଁ ଲାଗି ମନ୍ଦିରର କିଛି ଅଂଶ କ୍ଷତି ହୋଇଛି। ଏହି ମନ୍ଦିର ସର୍ବ ପୂରାତନ ଏବଂ ବଟ ବୃକ୍ଷଟି…

ଚାକିରି ହୋଇଛି କହି ମିଠାରେ ନିଶା ଔଷଧ ଦେଲେ ଭଡ଼ାଟିଆ: ମାଲିକଙ୍କ ଘରୁ ଲୁଟିନେଲେ ୩୫ ଲକ୍ଷର ସୁନାଗହଣା

ମାଲକାନଗିରି,୨।୩(ଡି.ଏନ୍‌.ଏ.): ମାଲକାନଗିରି ସଦର ମହକୁମା ବିବିଗୁଡା କଲୋନୀରେ ମିଠାରେ ନିଶା ମିଶାଇ ଖାଇବାକୁ ଦେଇ ଅତି ସହଜରେ ସୁନାରୀଙ୍କ ଘରୁ କଳାକନା ବୁଲାଇଲେ ଭଡାରେ ରହୁଥିବା ଲୁଟେରା। ୩୫ ଲକ୍ଷ ଟଙ୍କାର ସୁନା ଗହଣା ସହ ଦୁଇ ଲକ୍ଷ ଟଙ୍କା ଧରି…

ମ୍ୟାନ୍‌ ଅଫ୍‌ ଦ ମ୍ୟାଚ୍‌ଙ୍କୁ ପୁରସ୍କାରରେ ମିଳିଲା ‘୫ ଲିଟର ପେଟ୍ରୋଲ’, ଫଟୋ ଭାଇରାଲ ପରେ ଲୋକେ କହିଲେ…

ନୂଆଦିଲ୍ଲୀ,୨।୩: ସାରା ଦେଶରେ ପେଟ୍ରୋଲ ଏବଂ ଡିଜେଲ ଦର ଅହେତୁକ ଭାବେ ବୃଦ୍ଧି ପାଇବାରେ ଲାଗିଛି। କିଛି ରାଜ୍ୟରେ ପେଟ୍ରୋଲ ଦାମ ଲିଟର ପ୍ରତି ୧୦୦ ଟଙ୍କା ହୋଇସାରିଛି। ଏହା ସାଧାରଣଜନତା ପାଇଁ ମୁଣ୍ଡବିନ୍ଧାର କାରଣ ପାଲଟିଛି। ଦରବୃଦ୍ଧିକୁ ନେଇ କେନ୍ଦ୍ର…

ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଚାଷୀ

ଖୋର୍ଦ୍ଧା ଅଫିସ,୨।୩ : ଖୋର୍ଦ୍ଧା ଜିଲାରେ ଧାନକିଣାରେ ବ୍ୟାପକ ଅବ୍ୟବସ୍ଥା ଦେଖାଦେଇଛି। ସବୁ ମଣ୍ଡିରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ଟାର୍ଗେଟ ନାହିଁ କହି ସମିତି ସମ୍ପାଦକ ଦିନ ଗଡାଇ ଚାଲିଛନ୍ତି। ଟୋକନ ଥାଇ ମଣ୍ଡିରେ ଧାନ ଉଠୁନାହିଁ। ଏଭଳି ପରିସ୍ଥିତିରେ ଚାଷୀଙ୍କ…

୧୭ ଘଣ୍ଟା ପରେ ଉଠିଲା ଟ୍ୟାଙ୍କର

ଗଞ୍ଜାମ, ୨।୩(ଡି.ଏନ୍‌.ଏ.): ଗଞ୍ଜାମ ଥାନା ୧୬ନଂ ଜାତୀୟ ରାଜପଥ ଶଙ୍ଖ ନୂଆଗାଁ ଓ ପୁଇଁତୋଳା ମଝିରେ ସୋମବାର ଅପରାହ୍ନରେ ଓଲଟି ପଡ଼ିଥିବା ଆମୋନିଆ ଗ୍ୟାସ ଟ୍ୟାଙ୍କରକୁ ଦୀର୍ଘ ୧୭ ଘଣ୍ଟା ପରେ ଉଦ୍ଧାର କରାଯାଇଛି। ପାରାଦ୍ୱୀପ ଏକ୍ସପୋର୍ଟରୁ ଏକ ଚାରି ଜଣିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?