ହସ୍ପିଟାଲରେ ଭର୍ତ୍ତି ହେଲେ ଖଣି ଓ ଇସ୍ପାତ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ
ଭୁବନେଶ୍ୱର,୨୫।୧୦(ବ୍ୟୁରୋ)-ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି ଖଣି ଓ ଇସ୍ପାତ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ। ଏ ନେଇ ସେ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି। ମନ୍ତ୍ରୀ ମଲ୍ଲିକ କହିଛନ୍ତି, ମୁଁ ନିଜର କୋଭିଡ ଟେଷ୍ଟ କରାଇଥିଲି, ଯେଉଁଥିରେ ରିପୋର୍ଟ ପଜିଟିଭ ଆସିଛି।…
ଚିତ୍ରକୋଣ୍ଡା ବିଚ୍ଛିନ୍ନାଞ୍ଚଳରେ ମାଓବାଦୀ ବିରୋଧୀ ପୋଷ୍ଟର
ଚିତ୍ରକୋଣ୍ଡା,୨୫ା୧୦(ଡି.ଏନ୍.ଏ.)-ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଏବଂ ଯୋଡ଼ାମ୍ବ ଭଳି ବିଭିନ୍ନ ସ୍ଥାନରେ ରବିବାର ବିଚ୍ଛିନ୍ନାଞ୍ଚଳ ଉନ୍ନୟନ ସମିତି ପକ୍ଷରୁ ମାଓବାଦୀ ବିରୋଧୀ ପୋଷ୍ଟର ଲାଗିଥିବା ଦେଖିବାକୁ ମିଳିଛି। ମାଓବାଦୀମାନେ ବିପ୍ଳବ ନାଁରେ ନିରୀହ ଆଦିବାସୀଙ୍କୁ ହତ୍ୟା କରୁଛନ୍ତି। ସେମାନଙ୍କ ମୁଖା…
ସୁସ୍ଥ ହେଲେ କପିଲ: ଚେତନ ଶର୍ମା
ନୂଆଦିଲ୍ଲୀ,୨୫ ।୧୦: ଭାରତୀୟ କ୍ରିକେଟ ଦଳର ପୂର୍ବତନ କ୍ୟାପଟେନ କପିଲ ଦେବ ଏବେ ସମ୍ପୂର୍ଣ୍ଣ ସୁସ୍ଥ ହୋଇ ହ୍ପିଟାଲରୁ ଡିସଚାର୍ଜ ହୋଇଥିବା କହିଛନ୍ତି ଚେତନ ଶର୍ମା । ଶର୍ମା ଏକ ଟୁଇଟ୍ କରି ଲେଖିଛନ୍ତି, ଖୁସି ଖବର କପିଲ ପାଜି ଏବେ…
ପ୍ରାଥମିକ ସ୍କୁଲରେ ଆଖିବୁଜା ଗୁଳିମାଡ଼: ୮ ମୃତ, ୧୨ ଆହତ
ୟାଉଣ୍ଡେ, ୨୫।୧୦: ଆଫ୍ରିକୀୟ ଦେଶ କ୍ୟାମେରୁନ୍ରେ କେତେକ ଅଜଣା ବନ୍ଧୁକଧାରୀ ଏକ ପ୍ରାଥମିକ ସ୍କୁଲରେ ପଶି ଆଖିବୁଜା ଗୁଳିମାଡ଼ କରିଛନ୍ତି। ଏଥିରେ ୮ ଜଣ ପିଲାଙ୍କ ମୃତ୍ୟୁ ଘଟିଥିବାବେଳେ ୧୨ରୁ ଅଧିକ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ଲାଗି…
ଚାଲାଣ କାଟିବାରୁ ଟ୍ରାଫିକ୍ ପୋଲିସଙ୍କୁ ନିସ୍ତୁକ ପିଟିଲେ ମହିଳା: ଭିଡ଼ିଓ ଭାଇରାଲ
ମୁମ୍ବାଇ, ୨୫।୧୦: ଟ୍ରାଫିକ୍ ନିୟମ ନ ମାନୁଥିବା ଅମାନିଆଙ୍କୁ ସୁଧାରିବା ପାଇଁ ଚାଲାଣ କଟାଯାଇଥାଏ। ତେବେ ମୁମ୍ବାଇର ଏଲ୍ଟି ମାର୍ଗରେ ଟ୍ରାଫିକ୍ ନିୟନ୍ତ୍ରଣ କରୁଥିବା କନଷ୍ଟେବଳ ଏକନାଥ ପୋର୍ଟେଙ୍କୁ ଏଥିପାଇଁ ସଦାବିକା ରମାକାନ୍ତ ତିଓ୍ବାରୀ ନାମ୍ନୀ ଜଣେ ମହିଳା ନିସ୍ତୁକ ମାଡ଼…
ପିଡ଼ିପି କାର୍ଯ୍ୟାଳୟରେ ତ୍ରିରଙ୍ଗା ଲଗାଇବା ପାଇଁ ପ୍ରବେଶ କଲେ ଯୁବକର୍ମୀ
ଜମ୍ମୁ, ୨୫।୧୦: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପିଡ଼ିପି ସଦସ୍ୟା ମେହବୁବା ମୁଫ୍ତି ତ୍ରିରଙ୍ଗାକୁ ନେଇ ଦେଇଥିବା ମନ୍ତବ୍ୟ ଯୋଗୁ ଏବେ ସ୍ଥିତି ଉତ୍ତେଜନାପୂର୍ଣ୍ଣ ହେବାରେ ଲାଗିଛି। ଜମ୍ମୁରେ ଯୁବକର୍ମୀମାନେ ରବିବାର ପିଡ଼ିପି କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚି ତ୍ରିରଙ୍ଗା ଲଗାଇବାର ଉଦ୍ୟମ…
ଉପନିର୍ବାଚନ ପୂର୍ବରୁ ମଧ୍ୟପ୍ରଦେଶରେ କଂଗ୍ରେସକୁ ଝଟ୍କା: ଭାଜପାରେ ସାମିଲ ହେଲେ ରାହୁଲ
ଭୋପାଳ, ୨୫।୧୦: ଉପନିର୍ବାଚନ ପୂର୍ବରୁ ମଧ୍ୟପ୍ରଦେଶରେ କଂଗ୍ରେସକୁ ପୁଣି ଏକ ବଡ଼ ଝଟ୍କା ଲାଗିଛି। ଦଳର ଅସନ୍ତୁଷ୍ଟ ବିଧାୟକ ରାହୁଲ ଲୋଧୀ ରବିବାର କଂଗ୍ରେସ ଛାଡ଼ି ଭାଜପାରେ ଯୋଗଦେଇଛନ୍ତି। ରାହୁଲ ଦମୋହ ବିଧାନସଭା ଆସନରୁ ନିର୍ବାଚିତ ହୋଇଥିଲେ। ମୁଖ୍ୟମନ୍ତ୍ରୀ ଶିବରାଜ ସିଂ…
ଦଶହରାରେ କନ୍ୟା ପୂଜନ କଲେ ଯୋଗୀ: ସୋସିଆଲ୍ ମିଡ଼ିଆରେ ଅପଲୋଡ୍ କଲେ ଫଟୋ
ଗୋରଖପୁର, ୨୫।୧୦: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଦଶହରା ଅବସରରେ ରବିବାର କନ୍ୟା ପୂଜନ କରିଛନ୍ତି। ଗୋରଖପୁରରେ ଯୋଗୀ ନିଜ ହାତରେ କନ୍ୟାଙ୍କ ପାଦ ଧୋଇ ମଥାରେ ତିଳକ ଲଗାଇ ପୂଜାର୍ଚ୍ଚନା କରିଛନ୍ତି। ଏହାପରେ କନ୍ୟାମାନଙ୍କୁ ନିଜ ହାତରେ ଖୁଆଇଛନ୍ତି। ଏସମ୍ପର୍କରେ…
ପୁଣି ରାଜ୍ୟରେ ୧୬ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୨୫।୧୦(ବ୍ୟୁରୋ): ରାଜ୍ୟରେ ରବିବାର ଆଉ ୧୬ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୨୪୫ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ରାଜ୍ୟରେ କରୋନା…
ମତେ ମାରିବା ପାଇଁ ଲାଲୁ କରିଥିଲେ ତନ୍ତ୍ର ପୂଜା: ସୁଶିଲ ମୋଦି
ପାଟନା, ୨୫।୧୦: ବିହାର ଉପମୁଖ୍ୟମନ୍ତ୍ରୀ ସୁଶିଲ କୁମାର ମୋଦି ଲାଲୁ ପ୍ରସାଦ ଯାଦବଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ, ମତେ ମାରିବା ପାଇଁ ଲାଲୁ ତନ୍ତ୍ର ପୂଜା କରିଥିଲେ। ତାନ୍ତ୍ରିକ କହିବାରୁ ଅନ୍ଧବିଶ୍ୱାସୀ ଲାଲୁ ଧଳା ପୋଷାକ ପିନ୍ଧିବା ବନ୍ଦ…
CORONAVIRUS UPDATE: ରାଜ୍ୟରେ ୧୬୩୩ ନୂଆ ପଜିଟିଭ୍ ଚିହ୍ନଟ, କମୁଛି ସଂଖ୍ୟା
ଭୁବନେଶ୍ୱର,୨୫।୧୦(ବ୍ୟୁରୋ): ରାଜ୍ୟରେ ରବିବାର ୧୬୩୩ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୮୧୨୧୫କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୯୫୫…
ଦଶହରା ହେଉଛି ସଙ୍କଟ ଉପରେ ବିଜୟର ପର୍ବ: ମୋଦି
ନୂଆଦିଲ୍ଲୀ, ୨୫।୧୦: ଦଶହରା ହେଉଛି ସଙ୍କଟ ଉପରେ ବିଜୟର ପର୍ବ। ଅସତ୍ୟ ଉପରେ ସତ୍ୟର ବିଜୟ ନେଇ ଏହା ଶିକ୍ଷା ଦେଇଥାଏ। ପାର୍ବଣରେ ଲୋକେ ସ୍ବଦେଶୀ ସାମଗ୍ରୀ କିଣିବା ଆବଶ୍ୟକ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ୭୦ତମ ମନ୍ କି…
Archives


