Home

୧୪ରୁ ଖୋଲିବ ହରିୟାଣା ସ୍କୁଲ: ଛାତ୍ରୀଛାତ୍ରମାନେ ଦାଖଲ କରିବେ କୋଭିଡ୍‌ ନେଗେଟିଭ୍‌ ସାର୍ଟିଫିକେଟ

ଚଣ୍ଡିଗଡ଼, ୧୦।୧୨- ହରିୟାଣାରେ ଆସନ୍ତା ୧୪ ତାରିଖରୁ ଦଶମ ଓ ଦ୍ୱାଦଶ ଶ୍ରେଣୀ ଖୋଲିବାକୁ ନିଷ୍ପତ୍ତି ହୋଇଛି। ଏଥିପାଇଁ ପିଲାଙ୍କୁ କୋଭିଡ୍‌ ନେଗେଟିଭ୍‌ ସାର୍ଟିଫିକେଟ ଦାଖଲ କରିବାକୁ ପଡ଼ିବ। ପ୍ରତିଦିନ ସକାଳ ୧୦ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ୩ ଘଣ୍ଟା ସ୍କୁଲ…

ଦେଶର ନୂତନ ସଂସଦ ଭବନ ଗୋଲାକାର ନୁହେଁ ବରଂ ନିର୍ମାଣ ହେବ ତ୍ରିଭୁଜ ଆକାରର, ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ: ଆମ ଦେଶର ନୂତନ ସଂସଦ ଭବନର ପ୍ରାରମ୍ଭିକ ଫଟୋ ପ୍ରକାଶ ପାଇଛି। ଟାଟା ପ୍ରୋଜେକ୍ଟ ଲିମିଟେଡ୍‌ ଅଧୀନରେ ନିର୍ମାଣ ହେବାକୁ ଥିବା ଏହି ନୂତନ କୋଠାର ଭିତ୍ତିପ୍ରସ୍ତର ଡିସେମ୍ବର ୧୦ ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ସ୍ଥାପନ କରାଯାଇଛି।…

ଏ ହେଉଛନ୍ତି ଭାରତର ସବୁଠୁ ଧନୀ ମହିଳା: ମିଡିଆରେ କରୁଥିଲେ କାମ…

ଚଳିତ ବର୍ଷ ହୁରୁନ ଇଣ୍ଡିଆ କୋଟକ ଓ୍ବେଲ୍ଥ ସହ ମିଶି ଭାରତର ସବୁଠାରୁ ଧନୀ ୧୦୦ ମହିଳାଙ୍କ ତାଲିକା ପ୍ରକାଶ କରିଛି। ଏହି ତାଲିକାର ସବୁଠୁ ଶୀର୍ଷ ସ୍ଥାନରେ ରହିଛନ୍ତି ରୋଶନୀ ନାଦର। ଅର୍ଥାତ୍‌ ରୋଶନୀ ହେଉଛନ୍ତି ଭାରତର ସବୁଠୁ ଧନୀ…

୯୮ ବର୍ଷରେ ଟ୍ରାଜେଡି କିଙ୍ଗ୍‌ ଦିଲ୍ଲୀପ କୁମାର

ମୁମ୍ବାଇ,୧୧।୧୨: ଟ୍ରାଜେଡି କିଙ୍ଗ୍‌ ଦିଲ୍ଲୀପ କୁମାର ଶୁକ୍ରବାର ୯୮ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୨୨ ଡିସେମ୍ବର ୧୧ରେ ସେ ପେଶଓ୍ବାରରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପ୍ରକୃତ ନାମ ମହମ୍ମଦ୍‌ ୟୁସୁଫ ଖାଁ। ରାଜକପୁର, ଦେବାନନ୍ଦ ଏବଂ ଦିଲ୍ଲୀପ ବିଭାଜନ ସମୟରେ ପାକିସ୍ତାନରୁ…

ପତ୍ର ତୋଳିଲେ ଗଛକୁ ବି ହୁଏ କଷ୍ଟ…

ତେଲ୍‌ ଅଭିବ୍‌: ମଣିଷକୁ ଆଘାତ ଲାଗିଲେ କଷ୍ଟ ହୋଇଥାଏ। ଅନୁରୂପ ଭାବେ ଛୋଟ ବଡ଼ ସମସ୍ତ ପ୍ରାଣୀଙ୍କୁ ମଧ୍ୟ ଏଭଳି ଅନୁଭୁତି ହୋଇଥାଏ। ତେବେ ଗଛଲତାକୁ କାଟିଲେ ଅବା ପତ୍ର ଛିଣ୍ଡାଇଲେ କଷ୍ଟ ହୋଇଥାଏ। ଏନେଇ ଇସ୍ରାଏଲ୍‌ ତେଲ୍‌ ଅଭିବ୍‌ ବିଶ୍ୱବିଦ୍ୟାଳୟରେ…

ପୂର୍ବ ୨ ବିବାହ ବାର୍ଷିକୀରେ ଅନୁଷ୍କାଙ୍କୁ ଏହି ସ୍ବତନ୍ତ୍ର ଉପହାର ଦେଇଥିଲେ କୋହଲି: ଏଥର…

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲିଙ୍କର ଆଜି ଅର୍ଥାତ୍‌ ଡିସେମ୍ବର ୧୧ ହେଉଛି ୩ୟ ବିବାହ ବାର୍ଷିକୀ। ଚଳିତ ବର୍ଷ ତାଙ୍କର ବିବାହ ବାର୍ଷିକୀ ସବୁଠାରୁ ସ୍ବତନ୍ତ୍ର ହେବ। କାରଣ ଏଥର ସ୍ତ୍ରୀ ଅନୁଷ୍କା ଶର୍ମା ତାଙ୍କୁ ସବୁଠାରୁ ବଡ଼…

କମ୍‌ ବୟସରେ କୋହଲିଙ୍କୁ ବିବାହ କରିଥିଲେ ଅନୁଷ୍କା: ଜାଣନ୍ତୁ କାହିଁକି…

ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମା ଏବଂ ଭାରତୀୟ କ୍ରିକେଟ ଦଳର ଅଧିନୟକ ବିରାଟ କୋହଲିଙ୍କର ଆଜି ହେଉଛି ୩ୟ ବିବାହ ବାର୍ଷିକୀ। ଏହି ଯୋଡି ୩ ବର୍ଷ ପୂର୍ବେ ଇଟାଲିରେ ବିବାହ କରିଥିଲେ। ବିରୁଷ୍କା ନାମରେ ଜଣାଶୁଣା ଏହି ଯୋଡି ନିଜ…

ଡାଇବେଟିସ୍‌ ରୋଗୀଙ୍କୁ ବିପଦରୁ ରକ୍ଷା କରେ ଛତୁ

ଛତୁ କେବଳ ଖାଇବା ପାଇଁ ସ୍ବାଦିଷ୍ଟ ତାହା ନୁହେଁ ଏହାର ଅନେକ ଗୁଣ ରହିଛି ଯାହା ସ୍ବାସ୍ଥ୍ୟ ପକ୍ଷେ ଉପକାରୀ ହୋଇଥାଏ। ଆୟୁର୍ବେଦରେ ଛତୁକୁ ଔଷଧ ଭାବରେ ବ୍ୟବହାର କରାଯାଏ। ଆସନ୍ତୁ ଜାଣିବା ପୋଷକ ତତ୍ତ୍ୱରେ ଭରପୂର ମଶରୁମ୍‌କୁ ଖାଇଲେ କେଉଁ…

ଗ୍ୟାଙ୍ଗଷ୍ଟର ଧଳସାମନ୍ତଙ୍କ ଘରୁ ୫୦୦ ରାଉଣ୍ଡ ଗୁଳି ଜବତ

କଟକ ଅଫିସ, ୧୦।୧୨-ଗ୍ୟାଙ୍ଗଷ୍ଟର ସୁଶାନ୍ତ ଧଳସାମନ୍ତ ଓ ସୁଶୀଳ ଧଳସାମନ୍ତଙ୍କ କଟକ ସ୍ଥିତ ସିଡିଏ ବାସଭବନରେ ଗୁରୁବାର ପୋଲିସ ଚଢାଉ କରି ବନ୍ଧୁକ, ଗୁଳି ଓ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ କରିଛି। ଏହି ଘଟଣାରେ ପୋଲିସ ୩ ଜଣଙ୍କୁ ଅଟକ…

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୫୮ କରୋନା ଆକ୍ରାନ୍ତ: ଅନୁଗୋଳ ଜିଲାରୁ ସର୍ବାଧିକ

ଭୁବନେଶ୍ୱର,୧୦।୧୨(ବ୍ୟୁରୋ)-ରାଜ୍ୟରେ ଗୁରୁବାର ଆଉ ୪୫୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଅନୁଗୋଳ ଜିଲାରୁ ସର୍ବାଧିକ ୪୮ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ବଲାଙ୍ଗୀରରୁ ୪୪, ଖୋର୍ଦ୍ଧାରୁ ୪୧, ସୁନ୍ଦରଗଡ଼ରୁ ୩୭, ମୟୂରଭଞ୍ଜରୁ ୩୫, କଟକରୁ ୨୪, ନୂଆପଡ଼ାରୁ ୨୪, ଜଗତସିଂହପୁରରୁ ୨୨, ଯାଜପୁରରୁ…

ମିସ୍‌ ଥାଇଲାଣ୍ଡ ପାଇଁ ଚାଲିଥିଲା ଫଟୋସୁଟ୍‌: ଅଚାନକ ପାଣିରେ ଖସିପଡିଲେ ମଡେଲ

ବ୍ୟାକଂକ,୧୦।୧୨: ନିକଟରେ ଥାଇଲାଣ୍ଡରେ ମିସ୍‌ ଥାଇଲାଣ୍ଡ ପ୍ରତିଯୋଗିତାରେ ଅନେକ ମଡେଲଙ୍କ ଏକ ଫଟୋସୁଟ୍‌ ଚାଲିଥିଲା। ହେଲେ ସେହି ସମୟରେ ହଠାତ୍‌ ଏକ ଦୁର୍ଘଟଣା ଘଟିଥିଲା। ଯାହା ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ସୂଚନାଯୋଗ୍ୟ, ମିସ୍‌ ଥାଇଲାଣ୍ଡ ପ୍ରତିଯୋଗିତା ପାଇଁ…

ଗଛରେ ପିଟି ହେଲା ବାଇକ: ଚାଲିଗଲା ୩ ଜୀବନ

ମାଲକାନଗିରି,୧୦ା୧୨(ଡି.ଏନ୍‌.ଏ.)-ମାଲକାନଗିରି କାଲିମେଳା ମୁଖ୍ୟରାସ୍ତା ଏମ୍‌ଭି-୧୬ ଗ୍ରାମ ନିକଟରେ ଗୁରୁବାର ବାଇକ୍‌ ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ହୋଇଛି। ଜଣେ ଗୁରୁତର ଅବସ୍ଥାରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି। ମୃତକମାନେ ହେଲେ ମୁକୁନ୍ଦ ପଡିଆମି (୩୦), ରାଜା ମାଢି (୪୨) ଓ ସିନ୍ଧ୍ରିମାଳ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri