Home

ଟିକା ନେବା ପରେ ଡ୍ରାଇଭରଙ୍କ ମୃତ୍ୟୁ, ଆଶାକର୍ମୀ ଅସୁସ୍ଥ: ପରୀକ୍ଷା ନିରୀକ୍ଷା ଜାରି

ହାଇଦ୍ରାବାଦ୍‌/ଚଣ୍ଡିଗଡ଼, ୨୧।୧: କରୋନା ଟିକା ନେବା ପରେ ତେଲଙ୍ଗାନାର ନିର୍ମଳ ଜିଲାରେ ଆମ୍ବୁଲାନ୍ସ୍‌ ଡ୍ରାଇଭର ବିଠୁଲଙ୍କ ମୃତ୍ୟୁ ଘଟିଥିବା ତାଙ୍କ ପରିବାର ସଦସ୍ୟଙ୍କ ପକ୍ଷରୁ ଅଭିଯୋଗ ହୋଇଛି। ପାର୍ଶ୍ୱ ପ୍ରତିକ୍ରିୟା ଯୋଗୁ ଏଭଳି ହୋଇଥିବା ସେମାନେ କହିଛନ୍ତି। ଟିକାନେବାର କିଛି ଘଣ୍ଟା…

ଜିମ୍‌ ଯାଇ ଝାଳ ବୁହାଉଛନ୍ତି ଏହି ଅଭିନେତ୍ରୀ, ସଲମାନଙ୍କ ସହ ଆସିବେ ନଜର

ମୁମ୍ବାଇ: ବଲିଉଡ୍‌ର ଜଣେ ଅଭିନେତ୍ରୀ ସବୁବେଳେ ନିଜର ଫିଟ୍‌ନେସକୁ ନେଇ ଚର୍ଚ୍ଚାରେ ଥାନ୍ତି। ଆଜିକାଲି ଆଉ ଟିକେ ବେଶି ଚର୍ଚ୍ଚାରେ ରହୁଛନ୍ତି। ସୋସିଆଲ ମିଡିଆରେ ସେ ଶେୟାର କରିଥିବା ଫଟୋକୁ ନେଇ ଏବେ ଖୁବ୍‌ ଚର୍ଚ୍ଚା। ସେ ଆଉ କେହି ନୁହନ୍ତି,…

ଆମେରିକା ରାଷ୍ଟ୍ରପତିଙ୍କ ଭାଷଣ ଲେଖିଥିଲେ ଜଣେ ଭାରତୀୟ ବଂଶୋଦ୍ଭବ, ଜାଣନ୍ତୁ ସେ କିଏ

ଓ୍ବାଶିଂଟନ୍‌,୨୧।୧: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଜାନୁୟାରୀ ୨୦ରେ ଶପଥ ନେବାପରେ ପ୍ରଥମ ଥର ପାଇଁ ଦେଶକୁ ସମ୍ବୋଧିତ କରିଥିଲେ। ବାଇଡେନଙ୍କ ଭାଷଣ ସମଗ୍ର ବିଶ୍ୱରେ ଧ୍ୟାନ ଦିଆଯାଇଥିଲା। ଅନ୍ୟପକ୍ଷରେ, ଏହି ମୁହୂର୍ତ୍ତ ଭାରତ ପାଇଁ ଅତ୍ୟନ୍ତ ସ୍ବତନ୍ତ୍ର ଥିଲା। ଭାରତ…

ଶତକ ନ ମାରି ବି କ୍ରିକେଟରେ ସର୍ବାଧିକ ରନ୍‌ କରିଛନ୍ତି ଏହି ଖେଳାଳି: ଆଜି ବି ଭାଙ୍ଗିନି ରେକର୍ଡ

ନୂଆଦିଲ୍ଲୀ,୨୧।୧: କ୍ରିକେଟ ଇତିହାସରେ ଅନେକ ଖେଳାଳି ଏଭଳି ଅଛନ୍ତି ଯିଏ ନିଜର ଅଜବ ରେକର୍ଡକୁ ନେଇ ଆଜିବି ପରିଚିତ। ସେଭଳି ଜଣେ ହେଲେ ଅଷ୍ଟ୍ରେଲିଆର ଅଭିଜ୍ଞ ସେନ୍‌ ଓ୍ବାର୍ନ। ଉଇକେଟ ସହ ରନ୍‌ କରିବାକୁ ନେଇ ସେ ଚର୍ଚ୍ଚାରେ ରହୁଥିଲେ ହେଁ…

ଭାରତରେ କରୋନା ଟିକାର କମ୍‌ ପାର୍ଶ୍ୱ ପ୍ରତିକ୍ରିୟା: ଅସୁସ୍ଥଙ୍କ ସଂଖ୍ୟା ୬୦୦ ଛୁଇଁଲା

ନୂଆଦିଲ୍ଲୀ, ୨୧।୧: ଭାରତରେ ସାର୍ବଜନୀକ କରୋନା ଟିକାକରଣ ଅଭିଯାନ ଜାରି ରହିଛି। କରୋନା ଟିକା ନେବା ପରେ ପାର୍ଶ୍ୱ ପ୍ରତିକ୍ରିୟା ଯୋଗୁ ଜାନୁୟାରୀ ୧୬ଠାରୁ ଇତିମଧ୍ୟରେ ୬୦୦ ଜଣ ଅସୁସ୍ଥ ହୋଇପଡ଼ିଛନ୍ତି। ସେଥିମଧ୍ୟରୁ ୧୦ ଜଣଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି…

ଆଜି ରାଜ୍ୟରୁ ୧୪୩ କରୋନା ପଜିଟିଭ୍‌ ଚିହ୍ନଟ, କମୁନି ସ୍ଥାନୀୟ ସଂକ୍ରମଣ

ଭୁବନେଶ୍ୱର,୨୧।୧(ବ୍ୟୁରୋ): ଗୁରୁବାର ରାଜ୍ୟରେ ୧୪୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୩,୮୬୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୮୪ଜଣ ଚିହ୍ନଟ ହୋଇଥିବା…

ଆମ୍ବେଦକରଙ୍କ ଫଟୋ ଥିବା ଟି-ଶର୍ଟ ପିନ୍ଧି ଟ୍ରୋଲ ହେଲେ ଏହି ଅଭିନେତ୍ରୀ

ବଲିଉଡ୍‌ ଅଭିନେତ୍ରୀଙ୍କ ଦୈନନ୍ଦିନ ଜୀବନଶୈଳୀକୁ ପ୍ରସଂଶକ ଫଲୋ କରନ୍ତି, ଏଥିରେ କିଛି ନୂଆ କଥା ନାହିଁ। କିନ୍ତୁ ଏମିତି କିଛି ପ୍ରଶଂସକ ଅଛନ୍ତି ଯେଉଁମାନେ ସୋସିଆଲ ମିଡିଆରେ ସେଲିବ୍ରିଟିଙ୍କ ପରିଧାନ ଶୈଳୀକୁ ଦେଖି ଟ୍ରୋଲ କରନ୍ତି। ନିକଟରେ ଏମିତି ଟ୍ରୋଲର ସାମ୍ନା…

ପିପିଇ କିଟ୍‌ ପିନ୍ଧି ଲୁଟି ନେଇଥିଲେ ୧୩ କୋଟି ଟଙ୍କାର ଅଳଙ୍କାର

ନୂଆଦିଲ୍ଲୀ, ୨୧।୧:ପିପିଇ କିଟ୍‌ ପିନ୍ଧି ଫିଲ୍ମ ଷ୍ଟାଇଲ୍‌ରେ ଜଣେ ଇଲେକ୍ଟ୍ରିସିଆନ୍‌ ଦକ୍ଷିଣ ପୂର୍ବ ଦିଲ୍ଲୀର କାଲକାଜି ସ୍ଥିତ ଅଞ୍ଜଳି ଜୁଏଲରର୍ସରୁ ୧୩ କୋଟି ଟଙ୍କାର ଅଳଙ୍କାର ଲୁଟି ନେଇଥିବା ଘଟଣାର ପର୍ଦ୍ଦାଫାଶ୍‌ ହୋଇଛି। ଦିଲ୍ଲୀ ପୋଲିସ ପକ୍ଷରୁ ୨୪ ଘଣ୍ଟା ମଧ୍ୟରେ…

ସ୍ମିଥ୍‌ଙ୍କୁ ଛାଡ଼ିବା ପରେ ଏଭଳି ବିଦାୟ ଜଣାଇଲା ରାଜସ୍ଥାନ ରୟାଲ୍ସ

ନୂଆଦିଲ୍ଲୀ,୨୧।୧:ଆଇପିଏଲ୍‌ର ଆଗାମୀ ୧୪ତମ ସଂସ୍କରଣ ପାଇଁ ନିଲାମ ପୂର୍ବରୁ ରାଜସ୍ଥାନ ରୟାଲ୍ସ ଅଷ୍ଟ୍ରେଲିଆ ପୂର୍ବତନ ଅଧିନାୟକ ଷ୍ଟିଭ୍‌ ସ୍ମିଥ୍‌ଙ୍କୁ ଛାଡ଼ିଛି। ତାଙ୍କ ସ୍ଥାନରେ କେରଳର ଯୁବ ବ୍ୟାଟ୍ସମ୍ୟାନ୍‌ ସଞ୍ଜୁ ସାମସନଙ୍କୁ ନୂଆ ଅଧିନାୟକ ଭାବେ ନିଯୁକ୍ତ କରିଛି। ଏହି ନିଷ୍ପତ୍ତିକୁ ନେଇ…

ପାକିସ୍ତାନ ଉପରେ ପୁଣି ସର୍ଜିକାଲ ଷ୍ଟ୍ରାଇକ୍‌: ରତଲେ ଜଳ ବିଦ୍ୟୁତ୍‌ ପରିଯୋଜନାକୁ ମଞ୍ଜୁରୀ

ନୂଆଦିଲ୍ଲୀ, ୨୧।୧: ଭାରତ ସରକାରଙ୍କ ପକ୍ଷରୁ ପୁଣି ଥରେ ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କରାଯାଇଛି। ଜମ୍ମୁ-କଶ୍ମୀରର କିସ୍ତଓ୍ବାଡ ଜିଲାର ଚେନାବ୍‌ ନଦୀ ଉପରେ ରତଲେ ଜଳ ଜଳବିଦ୍ୟୁତ୍‌ ପରିଯୋଜନାକୁ ଭାରତ ସରକାର ମଞ୍ଜୁରୀ ଦେଇଛନ୍ତି। ୮୫୦ ମେଗାଓ୍ବାଟ ଏହି ଜଳ…

ମାସ୍କ ପିନ୍ଧି ହ୍ବାଇଟ୍‌ ହାଉସରେ ଏଣ୍ଟ୍ରି କଲେ ବାଇଡେନ ଦମ୍ପତି

ଓ୍ବାଶିଂଟନ,୨୧।୧: ଆମେରିକାର ୪୬ ତମ ରାଷ୍ଟ୍ରପତି ଭାବେ ଜୋ ବାଇଡେନ ଗୁରୁବାର ତାଙ୍କ ସ୍ତ୍ରୀ ଜିଲ ବାଇଡେନଙ୍କ ସହ ରାଷ୍ଟ୍ରପତି ଭବନ ଅର୍ଥାତ୍‌ ହ୍ବାଇଟ୍‌ହାଉସରେ ଏଣ୍ଟ୍ରି କରିଛନ୍ତି। ଏହି ସମୟରେ ବ୍ୟାଣ୍ଡ ବଜାଇ ବାଇଡେନ ଦମ୍ପତିଙ୍କୁ ସ୍ବାଗତ କରିଥିଲେ ଅଧିକାରୀମାନେ। ମାସ୍କ…

ଫ୍ରାଞ୍ଚାଇଜ୍‌ କ୍ରିକେଟରୁ ଅବସର ନେଲେ ଶ୍ରୀଲଙ୍କାର ଏହି ଅଭିଜ୍ଞ ବୋଲର୍‌

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ର ଆମାଗୀ ସିଜନ ପାିଁ ମୁମ୍ବାଇ ଇଣ୍ଡିଆନ୍ସ ସହ ହୋଇଥିବା ଚୁକ୍ତି ନବୀକରଣ ନ ହେବା ପରେ ଶ୍ରୀଲଙ୍କାର ଅଭିଜ୍ଞ ଦ୍ରୁତ ବୋଲର୍‌ ଲସିଥ ମାଲିଙ୍ଗା ଫ୍ରାଞ୍ଚାଇଜ୍‌ କ୍ରିକେଟରୁ ଅବସର ନେଇଛନ୍ତି। ଆଇପିଏଲ୍‌ ଇତିହାସରେ ସର୍ବାଧିକ ୧୭୦…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri