Home

ବାଜି ମାରି ବାଇକ୍‌ ରେସିଂ କରିବା କାଳ ହେଲା: ଚାଲିଗଲା ଯୁବକଙ୍କ ଜୀବନ

ପାଟଣା,୨୩ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା କେନ୍ଦୁଝର ରାସ୍ତାର ପୁଟୁଳିଆ ୟୁକାଲି ପଟାସ ଜଙ୍ଗଲ ନିକଟରେ ଶୁକ୍ରବାର ସକାଳୁ ଏକ ବାଇକ୍‌ ଭାରସାମ୍ୟ ହରାଇ ରାସ୍ତାପାଶର୍‌ବରେ ଥିବା ବିରାଟ ପଥରରେ ପିଟି ହେବା ଫଳରେ ଜଣେ ୨୫ ବର୍ଷୀୟ ଯୁବକଙ୍କ ଘଟଣାସ୍ଥଳରେ ମୃତ୍ୟୁ…

ପ୍ରଥମ ଦେଖାରେ ଅନୁଷ୍କାଙ୍କୁ କ୍ଷମା ମାଗିଥିଲେ ବିରାଟ: ଜାଣନ୍ତୁ କାହିଁକି

ବଲିଉଡ୍‌ ଏବଂ କ୍ରିକେଟ ଦୁନିଆରେ ଅନୁଷ୍କା-ବିରାଟ ଏକ ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡି। ୨୦୧୭ ମସିହାରେ ଏହି ଯୋଡି ଇଟାଲିରେ ବିବାହ କରିଥିଲେ। ବିବାହ ସମୟର ଫଟୋ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ମଧ୍ୟ ହୋଇଥିଲା। ପ୍ରଶଂସକ ଏହି ଯୋଡିକୁ ‘ଭିରୁଷ୍କା’…

ବନ୍ଦର ଆଧୁନିକୀକରଣ ପାଇଁ ୨ ପଦକ୍ଷେପ

ପାରାଦୀପ,୨୩।୧୦(ସ୍ବ.ପ୍ର.): ଦେଶର ବୃହତ ବନ୍ଦର କ୍ଷେତ୍ରରେ ଆଧୁନିକୀକରଣ ପାଇଁ କେନ୍ଦ୍ର ଜାହାଜ ଚଳାଚଳ ମନ୍ତ୍ରଣାଳୟ ଗତ ସପ୍ତାହ ମଧ୍ୟରେ ଦୁଇଟି ପଦକ୍ଷେପ ନେଇଛନ୍ତି। ତାହା ହେଲା ଭିଟିଏସ୍‌(ଭେସେଲ ଟ୍ରାଫିକ ମନିଟରିଂ) ଏବଂ ଭିଟିଏମ୍‌ଏସ୍‌(ଭେସେଲ ଟ୍ରାଫିକ ମ୍ୟାନେଜମେଣ୍ଟ ସିଷ୍ଟମ)। ଏହାକୁ କେନ୍ଦ୍ର ଜାହାଜ…

ଭଙ୍ଗାକାନ୍ଥରେ ୱାଲ୍‌ପେଣ୍ଟିଂ

ନୟାଗଡ଼ ଅଫିସ, ୨୩ା୧୦: ପ୍ରଶାସନ ପକ୍ଷରୁ ନୟାଗଡ଼ ଜିଲାର ବିଭିନ୍ନ ସ୍ଥାନରେ କାନ୍ଥ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଚାଲୁରହିଛି। ତେବେ କିଛି ସ୍ଥାନରେ ଭଙ୍ଗା କାନ୍ଥରେ ୱାଲ୍‌ପେଣ୍ଟିଂ କରାଯାଉଥିବାରୁ ଏହାର ସ୍ଥାୟିତ୍ୱ ନେଇ ପ୍ରଶ୍ନ ଉଠିଛି। କିଛିଦିନ ତଳେ ନୟାଗଡ଼ ଜଗନ୍ନାଥ ମନ୍ଦିରର…

ଆତ୍ମହତ୍ୟା କରିବା ପୂର୍ବରୁ ସ୍ତ୍ରୀଙ୍କୁ ଏମିତି ନିବେଦନ କଲେ ସ୍ବାମୀ

ଅନ୍‌ଲାଇନ୍‌ ଜୁଆ ଖେଳି ଲକ୍ଷ ଲକ୍ଷ ଟଙ୍କା ହରାଇବା ପରେ ପୁଡୁଚେରୀର ଜଣେ ବ୍ୟକ୍ତି ମୃତ୍ୟୁକୁ ଆପଣାଇନ୍ତି। ବିଜୟ କୁମାର ନାମକ ଏହି ବ୍ୟକ୍ତି ଜଣଙ୍କ ମୃତ୍ୟୁ ପୂର୍ବରୁ ଏକ ଅଡିଓ କ୍ଲିପ ରେକର୍ଡ କରି ଲୋକଙ୍କୁ ଅନଲାଇନ ଖେଳ ଏବଂ…

ବେପାରୀଙ୍କ କବ୍‌ଜାରେ ଚାଷୀ ହାଟ

ରସୁଲପୁ୍‌ର, ୨୨।୧୦ (ଡି.ଏନ୍‌.ଏ.): ରସୁଲପୁର ବ୍ଲକ ଅଧୀନ ବାରବାଟୀ ପଞ୍ଚାୟତର ୧୬ନଂ ଜାତୀୟ ରାଜପଥ ପାଶର୍‌ବସ୍ଥିତ ପରିବା ହାଟ ଚାଷୀ ହାଟ ଭାବେ ପରିଚିତ। ସ୍ଥାନୀୟ ଅଞ୍ଚଳର ଚାଷୀ ବିଭିନ୍ନ କିସମର ପନିପରିବା ଚାଷକରି ଏହି ହାଟକୁ ବିକ୍ରି କରିବାକୁ ଆସନ୍ତି।…

କିଛି ସପ୍ତାହ ମଧ୍ୟରେ ଆସିବ କରୋନା ଟିକା: ଟ୍ରମ୍ପ

ଓ୍ବାଶିଂଟନ୍‌,୨୩।୧୦:ଚୁ ନଭେମ୍ବର ୩ରେ ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ଦୃଷ୍ଟିରେ ରଖି ରାଷ୍ଟ୍ରପତିଙ୍କ ପାଇଁ ଦ୍ୱିତୀୟ ତଥା ଶେଷ ବିତର୍କ ଶୁକ୍ରବାର ଦିନ ନାଶଭିଲରେ ଅନୁଷ୍ଠିତ ହୋଇଥିଲା। ଏଥିରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଡେମୋକ୍ରାଟ ରାଷ୍ଟ୍ରପତି ପ୍ରାର୍ଥୀ…

ଜଳସେଚନ ଆଶାରେ ବିତିଲା ୮ ବର୍ଷ

ଯାଜପୁର ଅଫିସ/ବରୀ, ୨୩।୧୦ (ଡି.ଏନ୍‌.ଏ.): ରାଜ୍ୟ ସରକାର ୨୦୧୧-୧୨ ଆର୍ଥିକ ବର୍ଷରେ ମେଗା ଉଠା ଜଳସେଚନ ପ୍ରକଳ୍ପ ଆରମ୍ଭ କରିଥିଲେ। ଉଚ୍ଚ ଭୂମିରେ ଥିବା ଚାଷଜମିକୁ ନଦୀ ଏବଂ ଜଳ ଭଣ୍ଡାରରୁ ପାଣି ଉଠାଇ ଜଳସେଚନ କରିବା ଏହାର ମୁଖ୍ୟ ଲକ୍ଷ୍ୟ…

୪୩୮ ଅଙ୍ଗନୱାଡି କେନ୍ଦ୍ର ଗୃହ ନିର୍ମାଣରେ ବିଳମ୍ବ

କେନ୍ଦ୍ରାପଡ଼ା ଅଫିସ,୨୩।୧୦: କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ ସାନମଙ୍ଗରେ ୨ଟି ଅଙ୍ଗନୱାଡି କେନ୍ଦ୍ର ନିକଟସ୍ଥ ସ୍କୁଲ ବାରଣ୍ଡାରେ ଚାଲିଥିଲେ ମଧ୍ୟ ଏହାର ଗୃହ ନିର୍ମାଣ ହୋଇ ନାହିଁ। ଏହି ଦୁଇ କେନ୍ଦ୍ର ନିର୍ମାଣ ପାଇଁ ୨୦୧୯ ଜାନୁୟାରୀ ୫ ଓ ଅଗଷ୍ଟ…

ଚହଲଙ୍କ ଦୁଷ୍ଟ କହିଲେ ଏହି କ୍ରିକେଟର୍‌

ଦୁବାଇ,୨୩।୧୦: ଆଇପିଏଲ୍‌ରେ ୨୦୨୦ରେ ରୟାଲ୍‌ ଚ୍ୟାଲେଞ୍ଜର୍ସ (ଆରସିବି)ଦଳ ଭଲ ପ୍ରଦର୍ଶନ କରୁଛି। ଖେଳାଳିମାନେ ଏଥିରେ ଖୁସି ମଧ୍ୟ ଅଛନ୍ତି। ମ୍ୟାଚ୍‌ ପରେ ମଜା କରୁଥିବା ନଜର ଆସୁଛନ୍ତି। ନିକଟରେ ରୟାଲ ଚାଲେଞ୍ଜର୍ସ ବାଙ୍ଗାଲୋରର ଅଭ୍ୟାସ ଅଧିବେଶନ ବେଳର ଏକ ଫଟୋ ଅଧିନାୟକ…

ପୁରୀ ହେବ ସ୍ବଚ୍ଛ ଐତିହ୍ୟ ଧାମ

ପୁରୀ ଅଫିସ,୨୩ା୧୦: ଚାରିଧାମ ମଧ୍ୟରୁ ଅନ୍ୟତମ ହେଉଛି ପୁରୀ। ତେଣୁ ପୁରୀକୁ ସ୍ବଚ୍ଛ ଐତିହ୍ୟ ଧାମ ଭାବେ ଗଢି ତୋଳିବାକୁ ଜିଲା ପ୍ରଶାସନ ପକ୍ଷରୁ ‘ମୋ ଧାମ, ମୋ ଗର୍ବ ଅଭିଯାନ’ ଆରମ୍ଭ ହୋଇଛି। ଏହାର ରୂପରେଖ କ’ଣ ରହିବ ଓ…

ଖପୁରିଆ ଆଇଟିଆଇରେ ପ୍ରତିଷ୍ଠା ହେବ ଅତ୍ୟାଧୁନିକ ଇନୋଭେଶନ ସେଣ୍ଟର

କଟକ ଅଫିସ, ୨୨ା୧୦: ଖପୁରିଆସ୍ଥିତ ସରକାରୀ ଆଇଟିଆଇରେ ପ୍ରତିଷ୍ଠା ହେବ ଫିଜିକାଲ ଏବଂ ଭର୍ଚ୍ଚୁଆଲ ଅତ୍ୟାଧୁନିକ ଇନୋଭେସନ ସେଣ୍ଟର। ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ, ରୋବୋଟିକ୍ସ, ଇଲେକ୍ଟ୍ରୋନିକ୍ସ ଏବଂ ବିଭିନ୍ନ ଯନ୍ତ୍ରପାତି ଉପରେ ଛାତ୍ରୀଛାତ୍ରମାନେ ଶିକ୍ଷାଲାଭ କରିପାରିବେ। ଏ ନେଇ ଗୁରୁବାର ଓଡ଼ିଶା ବୈଷୟିକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri