Home

ଶେଖ ହାସିନାଙ୍କ ଭାଷଣକୁ ନେଇ ନିଆଁବାଣ ହେଲା ବାଂଲାଦେଶ, ଭାରତ ବିରୋଧରେ ନେଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ/ଢାକା,୩୦।୧: ବାଂଲାଦେଶ ଚଟ୍ଟୋଗ୍ରାମର ମିରସରାଇରେ ଭାରତୀୟ ଅର୍ଥନୈତିକ କ୍ଷେତ୍ର ପ୍ରକଳ୍ପକୁ ଆନୁଷ୍ଠାନିକ ଭାବରେ ବାତିଲ କରିଛି। ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସଙ୍କ ଅଧ୍ୟକ୍ଷତାରେ ବାଂଲାଦେଶ ଅର୍ଥନୈତିକ କ୍ଷେତ୍ର ପ୍ରାଧିକରଣ (BEZA) ବୋର୍ଡର ଏକ ଉଚ୍ଚସ୍ତରୀୟ ବୈଠକ ପରେ ଏହି ନିଷ୍ପତ୍ତି ନିଆଯାଇଛି,…

ମଣ୍ଡିରେ ପଡ଼ିଥିବା ଧାନ ଶୀଘ୍ର ଉଠାଅ,ସିପିଆଇ ପକ୍ଷରୁ ଜିଲାପାଳଙ୍କ ଅଫିସ ଘେରାଉ

ଭବାନୀପାଟଣା,୩୦।୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ବିଭିନ୍ନ ମଣ୍ଡିରେ ପଡିଥିବା ଧାନକୁ ଶୀଘ୍ର ଉଠାଣ ଦାବିରେ ଗୁରୁବାର ଭବାନୀପାଟଣାରେ ଜିଲାପାଳଙ୍କ ଅଫିସ ଘେରାଉ କରିଛି ସିପିଆଇ। ଏହା ପୂର୍ବରୁ ସ୍ଥାନୀୟ ଟାଉନ ହଲଠାରୁ ଜିଲାପାଳଙ୍କ ଅଫିସ ପର୍ଯ୍ୟନ୍ତ ଏକ ବିରାଟ ଶୋଭାଯାତ୍ରା…

T20 ବିଶ୍ୱକପରୁ ପାକିସ୍ତାନ ଆଉଟ…, ପାକିସ୍ତାନର ମଜା ଉଡାଇଲା ଏହି ଦେଶ

ନୂଆଦିଲ୍ଲୀ,୩୦।୧: ପାକିସ୍ତାନ ୨୦୨୬ ଟି୨୦ ବିଶ୍ୱକପ ପାଇଁ ତାର ଦଳ ଘୋଷଣା କରିଛି, କିନ୍ତୁ ପିସିବି ଅଧ୍ୟକ୍ଷଙ୍କ ପୋଷ୍ଟ ପରେ ସେମାନଙ୍କ ଅଂଶଗ୍ରହଣକୁ ନେଇ ଅନିଶ୍ଚିତତା ଜାରି ରହିଛି। ମୋହସିନ ନକଭି ଏକ ପୋଷ୍ଟରେ କହିଛନ୍ତି ଯେ ଆଇସିସି ପ୍ରସଙ୍ଗରେ ଚୂଡ଼ାନ୍ତ…

ଦେଶର ସବୁଠାରୁ ଭଲ ପ୍ରଧାନମନ୍ତ୍ରୀ କିଏ? ମୋଦି ନା ଇନ୍ଦିରା, ଚମକାଇଲା ସର୍ଭେ ରିପୋର୍ଟ

ନୂଆଦିଲ୍ଲୀ,୩୦।୧: ଜନତା ପ୍ରାୟତଃ ବର୍ତ୍ତମାନର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ କାର୍ଯ୍ୟକାଳର ତୁଳନା କରନ୍ତି। ଇଣ୍ଡିଆ ଟୁଡେ-ସି ଭୋଟରଙ୍କ ‘ମୁଡ ଅଫ ଦି ନେସନ’ (MOTN) ସର୍ଭେ ଏହି ସର୍ଭେ କରିଥିଲା। ସର୍ଭେରେ, ୫୦ ପ୍ରତିଶତ…

୧୨ ଟିକିଆ ହାତୀପଲଙ୍କ ତାଣ୍ଡବ, ଘର ଭାଙ୍ଗି ଧାନ…

ବଣାଇଁ, ୩୦।୧(ପ୍ରଦୀପ ତ୍ରିପାଠୀ): ବଣାଇଁ ବନଖଣ୍ଡର ତାମଡା ବନାଞ୍ଚଳରେ ୧୨ ଟିକିଆ ହାତୀ ପଲଙ୍କ ଉତ୍ପାତ ଯୋଗୁଁ ଅତିଷ୍ଠ ହୋଇ ପଡ଼ିଛନ୍ତି ୬ଟି ଗ୍ରାମର ଗ୍ରାମବାସୀ । ହାତୀ ଉପଦ୍ରବ ପାଇଁ ଚିନ୍ତାରେ ତାମଡା ବନାଞ୍ଚଳର ବଡ଼ଗାଁ, ଡୁମେରମୁଣ୍ଡା, ନୁନିଆପାଲି, କଣ୍ଟାପାଲି…

ଖଣ୍ଡଗିରି ମେଳାରେ ୫ଗୁଣା ପାର୍କିଂ ଫି’, ଲିଜ୍‌ଧାରୀଙ୍କୁ ସୋ’କଜ…

ଭୁବନେଶ୍ୱର, ୩୦।୧(ବନ୍ଦନା ସେଠୀ): ଖଣ୍ଡଗିରି କୁମ୍ଭମେଳାରେ ପାର୍କିଂ ଫି’ ନାମରେ ଲୋକଙ୍କୁ ଶୋଷଣ କରାଯାଉଛି। ଲିଜ୍‌ଧାରୀମାନେ ଧାର୍ଯ୍ୟ ଦରଠାରୁ ୫ଗୁଣା ଅଧିକ ନେଇ ଯାତ୍ରୀଙ୍କୁ ଲୁଟୁଛନ୍ତି। ଖଣ୍ଡଗିରି ମେଳାକୁ ସୁରୁଖୁରୁରେ କରିବା ପାଇଁ ବିଏମ୍‌ସି ବିଭିନ୍ନ ପଦକ୍ଷେପ ନେଉଥିବାବେଳେ ମନଇଚ୍ଛା ପାର୍କିଂ…

କାନାଡାକୁ ପୁଣି ଅଡୁଆରେ ପକାଇଲେ ଟ୍ରମ୍ପ, ଦେଲେ ଏମିତି ଧମକ

ଓ୍ବାଶିଂଟନ,୩୦।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ କାନାଡା ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ କରି ବିମାନ ଚଳାଚଳ କ୍ଷେତ୍ରରେ ଏକ ପ୍ରମୁଖ ଏବଂ ଆକ୍ରମଣାତ୍ମକ ପଦକ୍ଷେପ ଘୋଷଣା କରିଛନ୍ତି। ଏକ ସୋସିଆଲ ମିଡିଆ ପୋଷ୍ଟରେ ଟ୍ରମ୍ପ କାନାଡା ଉପରେ…

ସପ୍ତାହକରେ ୪ ଡିଗ୍ରୀ ବଢ଼ିଲା ତାପମାତ୍ରା, ଝାରସୁଗୁଡାରେ ସର୍ବୋଚ୍ଚ…

ଭୁବନେଶ୍ୱର, ୩୦।୧(ବନ୍ଦନା ସେଠୀ): ରାଜ୍ୟରେ ଶୀତ ପ୍ରକୋପ କମିଛି। ସର୍ବନିମ୍ନ ରାତି ତାପମାତ୍ରା ଓ ସର୍ବୋଚ୍ଚ ଦିନ ତାପମାତ୍ରାରେ କ୍ରମଶଃ ବୃଦ୍ଧି ହେବାରେ ଲାଗିଛି। ଗୁରୁବାର ଝାରସୁଗୁଡାରେ ସର୍ବୋଚ୍ଚ ତାପମାତ୍ରା ୩୧.୮ ଡିଗ୍ରୀ ରେକର୍ଡ କରାଯାଇଛି। ଆଞ୍ଚଳିକ ପାଣିପାଗ ବିଭାଗର ତଥ୍ୟକୁ…

ଭାରତୀୟ ମୁଦ୍ରା, ଡଲାର ଖସୁଛି

ନୂଆଦିଲ୍ଲୀ, ୩୦।୧: ଜାନୁଆରୀ ୨୦୨୬ ଶେଷ ଆଡ଼କୁ ଆମେରିକୀୟ ଡଲାର (ୟୁଏସ୍‌ଡି) ଓ ଭାରତୀୟ ମୁଦ୍ରା (ଆଇଏନ୍‌ଆର୍‌) ଉଭୟ ଭିନ୍ନ ଭାବରେ ହ୍ରାସ ପାଇବାରେ ଲାଗିଛି। ଡଲାର ତୁଳନାରେ ଭାରତୀୟ ମୁଦ୍ରା ରେକର୍ଡ ପରିମାଣରେ କମିଛି। ସରଳ ଭାଷାରେ କହିବାକୁ ଗଲେ…

ଶିଳ୍ପ ଅଭିବୃଦ୍ଧିରେ ସଂଘବାଦ ପ୍ରତିବନ୍ଧକ

ନୂଆଦିଲ୍ଲୀ,୩୦ା୧: ଘରୋଇ ସହାୟକମାନଙ୍କ ନିମନ୍ତେ ଏକ ବିସ୍ତୃତ ଆଇନଗତ ଢାଞ୍ଚା ପ୍ରସ୍ତୁତ କରିବା ସହ ସର୍ବନିମ୍ନ ମଜୁରି ଲାଗୁ କରିବା ପାଇଁ ନିର୍ଦ୍ଦେଶ ଦେବା ଲାଗି ଦାଏର ଏକ ଜନସ୍ବାର୍ଥ ମାମଲା (ପିଆଇଏଲ୍‌)ରେ ହସ୍ତକ୍ଷେପ କରିବାକୁ ସୁପ୍ରିମକୋର୍ଟ ଗୁରୁବାର ମନା କରିଦେଇଛନ୍ତି।…

ପରିମାଣ ନୁହେଁ, ଗୁଣବତ୍ତାକୁ ଗୁରୁତ୍ୱ ଦେଉଛନ୍ତି ଔଷଧ କମ୍ପାନୀ

ନୂଆଦିଲ୍ଲୀ,୨୯ା୧: ଭାରତୀୟ ଔଷଧ ଶିଳ୍ପଗୁଡ଼ିକ ପରିମାଣଯୁକ୍ତ ଆଭିମୁଖ୍ୟରୁ ମୂଲ୍ୟଯୁକ୍ତ ଆଭିମୁଖ୍ୟକୁ ବଦଳୁଛନ୍ତି। ଜଟିଳ ଜେନେରିକ୍ସ, ବାୟୋସିମିଲାର୍ସ ଉପରେ ଅଧିକ ଗୁରୁତ୍ୱ ଦିଆଯିବା ସହ ଔଷଧ ଶିଳ୍ପ ମୂଲ୍ୟ ଶୃଙ୍ଖଳ ଆଡ଼କୁ ମୁହଁାଇଥିବା ଚଳିତ ଆର୍ଥତ୍କ ବର୍ଷର ଅର୍ଥନୈତିକ ସର୍ଭେ ରିପୋର୍ଟରୁ ଜଣାପଡ଼ିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?