Home

ବିଗ୍‌ ବିଙ୍କ ଜୀବନର ଗତିପଥ ବଦଳାଇ ଦେଇଥିଲା ‘ଆନନ୍ଦ’

ମୁମ୍ବାଇ: ବିଗ ବି ଅମିତାଭ ବଚ୍ଚନଙ୍କୁ ପ୍ରଥମେ ବଲିଉଡ୍‌ରେ ବହୁ ସଂଘର୍ଷ କରିବାକୁ ପଡ଼ିଛି। ଷ୍ଟାର ମାନ୍ୟତା ପାଇବା ପାଇଁ ବିଗ୍‌ ବିଙ୍କ ଆଖିରୁ ନିଦ ହଜି ଯାଇଥିଲା। ୧୯୬୯ରେ ସେ ମୃଣାଳ ସେନ୍‌ଙ୍କ ଫିଲ୍ମ ଭୁବନ ଶୋମେରେ ଅଭିନୟ କରିଥିଲେ।…

ଏହି ଯୁବତୀଙ୍କ ପ୍ରେମରେ ଉବୁଟୁବୁ ବାହୁବଳୀ ପ୍ରଭାସ!

‘ବାହୁବଳୀ’ ଷ୍ଟାର ପ୍ରଭାସଙ୍କ ବିବାହକୁ ସବୁବେଳେ ଚର୍ଚ୍ଚା ହୋଇଥାଏ। ସେ କେବେ ଓ କାହାକୁ ବିବାହ କରିବେ ତାହା ଜାଣିବା ପାଇଁ ପ୍ରଶଂସକଙ୍କ ପ୍ରବଳ ଇଚ୍ଛା। ଏପର୍ଯ୍ୟନ୍ତ ବିଭିନ୍ନ ଅଭିନେତ୍ରୀଙ୍କ ତାଙ୍କ ନାଁ ଯୋଡା ସରିଲାଣି। କିନ୍ତୁ ସେ କାହାକୁ ବିବାହ…

କ୍ଷୀରରେ ଏହାକୁ ମିଶାଇ ପିଅନ୍ତୁ, ଦୂରହେବ ଆଣ୍ଠୁଗଣ୍ଠି ସମସ୍ୟା

ଔଷଧୀୟ ଗୁଣରେ ଭରପୂର୍‌ ଡାଲଚିନ୍‌। ଅନେକ ପ୍ରକାର ରୋଗର ରାମବାଣ ଔଷଧ ଭାବେ ଏହା ପରିଚିତ। କ୍ଷୀରରେ ସାମାନ୍ୟ ଡାଲଚିନି ଗୁଣ୍ଡ ମିଶାଇ ପିଇଲେ ଶରୀରକୁ ଦ୍ୱିଗୁଣା ଫାଇଦା ମିଳିଥାଏ। ଏମିତିରେ ତ କ୍ଷୀର ପୋଷଣରେ ଭରପୂର୍‌ ଥାଏ। କିନ୍ତୁ ସେଥିରେ…

ରାହୁଲଙ୍କୁ ପ୍ରଧାନମନ୍ତ୍ରୀ କରିବା ଲକ୍ଷ୍ୟରେ ଅଛନ୍ତି ସୋନିଆ ଗାନ୍ଧୀ: ଶାହା

ଚେନ୍ନାଇ,୨୮।୨: ତାମିଲନାଡୁ ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ସ୍ବରାଷ୍ଟ୍ୟ ମନ୍ତ୍ରୀ ଅମିତ ଶାହା ରବିବାର ଭିଲୁପୁରମରେ ଏକ ସାଧାରଣ ସଭାରେ ଯୋଗ ଦେଇଥିଲେ। ସଭାକୁ ସମ୍ବୋଧିତ କରି ସେ କହିଛନ୍ତି, ମୁଁ ଦୁଃଖିତ ଯେ ମୁଁ ତାମିଲ ଭାଷାରେ କଥାବାର୍ତ୍ତା କରିପାରିବି…

୧୦ହଜାର ଟଙ୍କା ପାଇଁ ପୋଲିସ ମଧ୍ୟରେ ଝଗଡା

ପାଟନା,୨୮।୨: ବିହାରର ବକ୍ସରରେ କିଛି ପୋଲିସ କର୍ମଚାରୀଙ୍କ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ୧୦ ହଜାର ଟଙ୍କାକୁ ନେଇ ପୋଲିସ କର୍ମଚାରୀଙ୍କ ମଧ୍ୟରେ ଝଗଡା ହେଉଥିବା ଦେଖାଯାଇଛି। ରାଜପୁର ଥାନାର ପୋଲିସଙ୍କ ମଧ୍ୟରେ ଏହି ଝଗଡା ହୋଇଥିବା ଜଣାପଡିଛି।…

ପଶ୍ଚିମବଙ୍ଗରେ ଭାଜପା କର୍ମୀଙ୍କୁ ଘରେ ପଶି ଆକ୍ରମଣ

କୋଲକତା,୨୮।୨: ପଶ୍ଚିମବଙ୍ଗ ନିର୍ବାଚନରେ ରକ୍ତପାତ ହେବାର ସମ୍ଭାବନା ସତ ପ୍ରମାଣିତ ହେବାରେ ଲାଗିଛି। ରାଜ୍ୟର ଉତ୍ତର ୨୪ ପରଗଣା ଜିଲାରେ ଜଣେ ଭାଜପା ନେତାଙ୍କୁ ଘରେ ପଶି ଆକ୍ରମଣ କରାଯାଇଛି। ଭାଜପା କାର୍ଯ୍ୟକର୍ତ୍ତା ଗୋପାଳ ମଜୁମଦାର ଅଭିଯୋଗ କରିଛନ୍ତି ଯେ ତିନିଜଣ…

ଟିକ୍‌ଟକ୍‌ ଷ୍ଟାର୍‌ ଆତ୍ମହତ୍ୟା ମାମଲାରେ ମନ୍ତ୍ରୀ ଦେଲେ ଇସ୍ତଫା

ପୁଣେ,୨୮।୨: ମହାରାଷ୍ଟ୍ରର ପରିବେଶ ମନ୍ତ୍ରୀ ତଥା ଶିବସେନା ନେତା ସଞ୍ଜୟ ରାଠୋର ରବିବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ପୁଣେର ଜଣେ ଟିକ୍‌ଟକ୍‌ ଷ୍ଟାର୍‌ଙ୍କ ମୃତ୍ୟୁ ମାମଲାରେ ତାଙ୍କ ନାଁ ଆସିବା ପରେ ସେ ଇସ୍ତଫା ଦେଇଥିବା ଜଣାପଡିଛି। ସୂଚନାଯୋଗ୍ୟ ଯେ,…

ଭାଇ ଡେବ୍ୟୁ କରିବାକୁ ନେଇ ଖୁସିରେ ଆତ୍ମହରା ହେଲେ ଏହି କ୍ରିକେଟର୍‌

କୋଲକତା,୨୮।୨: ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ଭାଇ ମହମ୍ମଦ କୈଫ ବଙ୍ଗଳା ପକ୍ଷରୁ ବିଜୟ ହଜାରେ ଟ୍ରଫିରେ ଡେବ୍ୟୁ କରୁଛନ୍ତି। ସେ ଜମ୍ମୁ-କଶ୍ମୀର ବିରୋଧରେ ନିଜର ଜଲଓ୍ବା ଦେଖାଇବେ। ବେଙ୍ଗଲ ସିନିୟର ଦଳରେ ମନୋନୀତ ହେବା ପୂର୍ବରୁ କୈଫ କିଛି…

ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ କଂଗ୍ରେସର ବରିଷ୍ଠ ନେତା

ନୂଆଦିଲ୍ଲୀ,୨୮।୨: କଂଗ୍ରେସର ବରିଷ୍ଠ ନେତା ଗୁଲାମ ନବୀ ଆଜାଦ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ଜମ୍ମୁରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଗୁଜରାଟ ସମ୍ପ୍ରଦାୟକୁ ସମ୍ବୋଧିତ କରି ଆଜାଦ କହିଛନ୍ତି, ନରେନ୍ଦ୍ର ମୋଦିଙ୍କଠାରୁ ଲୋକମାନେ ଶିଖିବା ଆବଶ୍ୟକ, ଯିଏ ପ୍ରଧାନମନ୍ତ୍ରୀ…

ଜୀବନର ସର୍ବଶ୍ରେଷ୍ଠ ର଼୍ୟାଙ୍କିଙ୍ଗ ହାସଲ କଲେ ରୋହିତ ଶର୍ମା

ଅହମଦାବାଦ,୨୮।୨: ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜରେ ଜବରଦସ୍ତ ବ୍ୟାଟିଂ କରିଛନ୍ତି ଭାରତୀୟ ଓପନର୍‌ ରୋହିତ ଶର୍ମା। ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ପ୍ରକାଶିତ ସର୍ବଶ୍ରେଷ୍ଠ ଟେଷ୍ଟ ବ୍ୟାଟ୍ସମ୍ୟାନ ତାଲିକାର ଅଷ୍ଟମ ସ୍ଥାନକୁ ଉନ୍ନୀତ ହୋଇଛନ୍ତି ରୋହିତ। ସେ ୬ଟି ସ୍ଥାନ ଉପରକୁ…

ଏହି ପ୍ରସିଦ୍ଧ କ୍ରିକେଟର୍‌ଙ୍କ ସ୍ତ୍ରୀଙ୍କୁ ମିଳୁଛି ଧମକ

ସିଡନୀ,୨୮।୨: ଅଷ୍ଟ୍ରେଲିଆର ସୀମିତ ଓଭର ଅଧିନାୟକ ଆରୋନ ଫିଞ୍ଚ ଟି -୨୦ରେ ଭଲ ପ୍ରଦର୍ଶନ କରିପାରି ନାହାନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯାଉଥିବା ପାଞ୍ଚ ମ୍ୟାଚ ସିରିଜର ପ୍ରଥମ ଦୁଇଟି ମ୍ୟାଚରେ ସେ ମାତ୍ର ୧୩ ରନ ସ୍କୋର କରିବାରେ ସକ୍ଷମ ହୋଇଥିଲେ।…

ରାମ ମନ୍ଦିର ନିର୍ମାଣ ପାଇଁ ୨,୧୦୦ କୋଟି ଦାନ ସଂଗ୍ରହ

ଅଯୋଧ୍ୟା,୨୮।୨: ରାମ ମନ୍ଦିର ନିର୍ମାଣ ପାଇଁ ଲୋକଙ୍କଠାରୁ ୨,୧୦୦ କୋଟି ଟଙ୍କାର ଦାନ ଇତିମଧ୍ୟରେ ସଂଗ୍ରହ କରାଯାଇଛି। ଏନେଇ ଟ୍ରଷ୍ଟ୍‌ ପକ୍ଷରୁ ସୂଚନା ଦିଆଯାଇଛି। ୪୪ ଦିନିଆ ଦାନ ସଂଗ୍ରହ ଅଭିଯାନ ଶନିବାର ଶେଷ ହୋଇଛି। ଜାନୁୟାରୀ ୧୫ରେ ଅଭିଯାନ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?