Home

ପଞ୍ଜାବୀ କହିବ ଏବଂ ବୁଝିବ ଏହି ରୋବଟ

ପଞ୍ଜାବରେ ଲୋକେ ପଞ୍ଜାବୀ ଭାଷାରେ କଥାବାର୍ତ୍ତା କରିଥାନ୍ତି। କିଛି ଦେଶରେ ମଧ୍ୟ ପଞ୍ଜାବୀ ଭାଷାରେ ଲୋକେ କଥା ହୁଅନ୍ତି। ବିଶ୍ୱର ଅନ୍ୟ ଭାଗରେ ଯେଉଁଠି ଭାରତୀୟମାନେ ବସବାସ କରୁଛନ୍ତି ସେଠାରେ ଅଧିକାଂଶ ଲୋକ ପଞ୍ଜାବୀ ଭାଷାରେ କଥା ହୁଅନ୍ତି। ଜଳନ୍ଧର ସରକାରୀ…

ମାର୍ଚ୍ଚ ୧୪ ପର୍ଯ୍ୟନ୍ତ ସ୍କୁଲ, କଲେଜ ବନ୍ଦ

ପୁଣେ,୨୮।୨: ଦେଶରେ କରୋନା ଆତଙ୍କ ଯୋଗୁ ପୁଣି କୋକୁଆ ଭୟ ସୃଷ୍ଟି ହୋଇଛି। ମହାରାଷ୍ଟ୍ରର କେତେକ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁଦିନ ବଢ଼ି ଚାଲିଛି। ଏହାକୁ ଦୃଷ୍ଟିରେ ରଖି ପୁଣେରେ ମାର୍ଚ୍ଚ ୧୪ ପର୍ଯ୍ୟନ୍ତ ସମସ୍ତ ସ୍କୁଲ, କଲେଜକୁ ବନ୍ଦ…

ଏମିତି ଦେଶ, ଯେଉଁଠି ସବୁଠୁ ଶସ୍ତାରେ ମିଳେ ପେଟ୍ରୋଲ

କାରାକସ୍‌,୨୮।୨: ଆଜିକାଲି ଆମ ଦେଶରେ ପେଟ୍ରୋଲ, ଡିଜେଲ ଦର ଆକାଶଛୁଆଁ ହେଲାଣି। ଏମିତିକି ଆମ ଦେଶର କିଛି ସହରରେ ପେଟ୍ରୋଲ ଦାମ୍‌ ଲିଟର ପ୍ରତି ୧୦୦ ଟଙ୍କା ଉପରେ ରହିଛି। ମାତ୍ର ବିଶ୍ୱରେ କିଛି ଦେଶ ଅଛି, ଯେଉଁଠି ପେଟ୍ରୋଲ ଦାମ୍‌…

ସରକାରଙ୍କ ନୂଆ ରେକର୍ଡ: ୧୮ ଘଣ୍ଟାରୁ କମ୍‌ ସମୟରେ ୨୫.୫୪ କିଲୋମିଟର ରାଜରାସ୍ତା ନିର୍ମାଣ ଶେଷ

ହାଇଦ୍ରାବାଦ୍‌,୨୮।୨: ସଡ଼କ ନିର୍ମାଣ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ନୂଆ ରେକର୍ଡ କରିଛନ୍ତି। ମାତ୍ର ୧୭ ଘଣ୍ଟା ୪୫ ମିନିଟରେ ୨୫,୫୪ କିଲୋମିଟର ଜାତୀୟ ରାଜପଥ ନିର୍ମାଣ କାର୍ଯ୍ୟ ଶେଷ ହୋଇଛି। ଏନେଇ କେନ୍ଦ୍ରୀୟ ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ…

ବେଆଇନ ଇଟାଭାଟି ଭାଙ୍ଗିଲେ ତହସିଲଦାର

ପୁରୁଷୋତ୍ତମପୁର,୨୮।୨(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ରାଜସ୍ବ ଫାଙ୍କି ବେଆଇନ ଭାବରେ ଇଟାଭାଟି କରି ପରିବେଶକୁ ପ୍ରଦୂଷଣ କରିବାରେ ଲାଗିଛନ୍ତି। ଏହାକୁ ନେଇ ୪୦ ଜଣ ଇଟାଭାଟି ମାଲିକଙ୍କୁ ଜରିମାନା ଧାର୍ଯ୍ୟ କରାଯାଇଛି। ମାତ୍ର ଏହାକୁ କିଛି ମାଲିକ ଖାତିର…

ଅନ୍‌ଲାଇନରେ ଆଉ ଖେଳି ପାରିବେନି ରମି ଗେମ୍‌, ଏହି ରାଜ୍ୟ ସରକାର ଲଗାଇଲେ ପ୍ରତିବନ୍ଧକ

ଥିରୁଭନନ୍ତପୁରମ,୨୮।୨: ଏବେ ଅନ୍‌ଲାଇନରେ ଆଉ ରମି ଗେମ୍‌ ଖେଳିପାରିବେ ନାହିଁ। ଏନେଇ କେରଳ ସରକାର ପ୍ରତିବନ୍ଧକ ଲଗାଇଛନ୍ତି। ଶନିବାର ସରକାର ଏହି ଘୋଷଣା କରିଛନ୍ତି। ଏନେଇ ଅଧିସୂଚନା ଜାରି କରାଯାଇଛି। ଏଥିରେ କୁହାଯାଇଛି କି, ଅନ୍‌ଲାଇନରେ ରମି ଗେମ୍‌ ଖେଳାଯାଇପାରିବ ନାହିଁ।…

ପୃଥିବୀ ପାଇଁ ନୂଆ ବିପଦ: ଭାଙ୍ଗିଲା ବିରାଟ ହିମ ପାହାଡ଼

ଓ୍ବାଶିଂଟନ,୨୮।୨: ପୃଥିବୀ ଉପରେ ପୁଣି ନୂଆ ବିପଦ ମାଡ଼ି ଆସୁଛି। ଅଣ୍ଟାର୍କଟିକାରେ ଏକ ବିରାଟ ହିମ ପାହାଡ଼ ଭାଙ୍ଗି ପଡ଼ିଛି। ଏହାର ଆକାର ୧୨୭୦ ବର୍ଗ କିଲୋମିଟର। ଯାହାକି ରାଜଧାନୀ ଦିଲ୍ଲୀର ଆକାର ସହିତ ପ୍ରାୟ ସମାନ। ଦିଲ୍ଲୀର ଆକାର ୧୨୯୨…

ଜେଲରୁ ୨ କଏଦୀ ଫେରାର

ଆର.ଉଦୟଗିରି,୨୮।୨(ଡି.ଏନ୍‌.ଏ.): ଗଜପତି ଜିଲା ଆର.ଉଦୟଗିରି ସବ୍‌ଜେଲରୁ ଶନିବାର ୨ କଏଦୀ ଚମ୍ପଟ୍‌ ମାରିଥିଲେ। ସେମାନେ ହେଲେ ଅଡ଼ବା ଗ୍ରାମର କରୁଣାକର ଗମାଙ୍ଗ ଏବଂ ପୁରୀ ଜିଲା ବ୍ରହ୍ମଗିରିର ଶରତ କୁମାର ଦେଓ। ଗଞ୍ଜେଇ ଚାଲାଣ ମାମଲା ନଂ. ୫୬/୨୦ ଅନୁଯାୟୀ ଗିରଫ…

ଇର୍‌ଫାନଙ୍କ ପୁଅ ଶେୟାର କଲେ ଏହି ମେସେଜ, ଏଥିରେ ଲେଖାଥିଲା…

ମୁମ୍ବାଇ: ଅଭିନେତା ଇର୍‌ଫାନ ଖାନ ଦୁନିଆ ଛାଡ଼ି ଚାଲିଯିବା କେତେ ମାସ ବିତିଗଲାଣି। ମାତ୍ର ଆଜି ବି ସେ ମନେ ପଡ଼ନ୍ତି। ତାଙ୍କୁ ମନେ ପକାଇଛନ୍ତି ପୁଅ ବାବିଲ୍‌। ସେ ପିତାଙ୍କୁ ବହୁତ ମିସ୍‌ କରୁଛନ୍ତି। ପିତାଙ୍କ ଉଦ୍ଦେଶ୍ୟରେ ସୋସିଆଲ ମିଡିଆରେ…

କେବେ ସରିବ ଏହି ରାସ୍ତା ନିର୍ମାଣ, ବଢୁଛି ଅସନ୍ତୋଷ

ଗଞ୍ଜାମ,୨୮।୨(ଡି.ଏନ୍‌.ଏ.): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ୯ ନଂ ଓ୍ବାର୍ଡର ବରପଲି ଗ୍ରାମର ମୁଖ୍ୟ ରାସ୍ତା ନିର୍ମାଣ କାର୍ଯ୍ୟ ଅହେତୁକ ବିଳମ୍ବ ଯୋଗୁ ଗ୍ରାମବାସୀଙ୍କ ମଧ୍ୟରେ ଘୋର ଅସନ୍ତୋଷ ପ୍ରକାଶ ପାଇଛି। ଆଉ ମାତ୍ର ଦିନ କେଇଟା ପରେ ଗ୍ରାମରେ ଥିବା ମହାଦେବ…

ଗ୍ରାମବାସୀଙ୍କୁ କାଠପୋଲ ଭରସା

ଗଞ୍ଜାମ,୨୮।୨(ଡି.ଏନ୍‌‌.ଏ.) : ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ପୋଡ଼ମ ପେଟା ଗ୍ରାମର ୪୦୦ରୁ ଊର୍ଦ୍ଧ୍ୱ ମତ୍ସ୍ୟଜୀବୀ ପରିବାର ଯିବା ଆସିବା ପାଇଁ ଏକମାତ୍ର କାଠ ପୋଲ ଭରସା ପାଲଟିଛି। ଗ୍ରାମଟି ସମୁଦ୍ର କୂଳରେ ଅବସ୍ଥିତ ହୋଇଥିବା ବେଳେ ପାଲୁର ସାହେବ କେନାଲ…

ବରଗଛରେ ଝୁଲୁଛି ମୃତଦେହ

ବଲାଙ୍ଗୀର ଅଫିସ,୨୮।୨: ବଲାଙ୍ଗୀର ରେଲଓ୍ବେ ଷ୍ଟେଶନ କ୍ଲବ ନିକଟ ଏକ ବରଗଛରେ ରବିବାର ସକାଳେ ଗାମୁଛାରେ ଫାଶୀ ଲଗାଇ ଜଣେ ବ୍ୟକ୍ତି ଆତ୍ମହତ୍ୟା କରିଥିବା ଦେଖିବାକୁ ମିଳିଛି। ସମ୍ପୃକ୍ତ ବ୍ୟକ୍ତିଙ୍କ ପରିଚୟ ମିଳିନାହିଁ । କେଉଁ କାରଣରୁ ସେ ଆତ୍ମହତ୍ୟା କଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?