Home

ଜନସନ୍‌ ଟିକାକୁ ଆମେରିକାରେ ବ୍ୟବହାର ପାଇଁ ଅନୁମତି

ଓ୍ବାଶିଂଟନ,୨୮।୨: ଜନସନ୍‌ ଆଣ୍ଡ ଜନସନ୍‌ ପକ୍ଷରୁ ପ୍ରସ୍ତୁତ ହୋଇଥିବା ସିଙ୍ଗଲ ଡୋଜ୍‌ କରୋନା ଟିକାକୁ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ୍‌ ସରକାର ବ୍ୟବହା ପାଇଁ ଅନୁମତି ପ୍ରଦାନ କରିଛନ୍ତି। ପୂର୍ବରୁ ଆମେରିକା ସରକାର ଫାଇଜର ଏବଂ ମୋର୍ଡନା କରୋନା ଟିକାକରଣ ପାଇଁ…

ଆଜି ରାଜ୍ୟରୁ ୮୭ ପଜିଟିଭ୍‌ ଚିହ୍ନଟ, ୩୩୭୧୯୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୮।୨(ବ୍ୟୁରୋ): ରବିବାର ରାଜ୍ୟରୁ ୮୭ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୭,୧୯୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୫୩ ଜଣ ଚିହ୍ନଟ…

ବ୍ରାହ୍ମଣୀ ନଦୀ ପଠାରୁ ଚାଲିଛି ମାଟି, ବାଲି ଉଠାଣ

ପଟ୍ଟାମୁଣ୍ଡାଇ,୨୮।୨(ସ୍ବ.ପ୍ର.): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀ ପଠାରୁ ପରିବେଶ କ୍ଲିୟରାନ୍ସ ପ୍ରମାଣ ପତ୍ର ନ ଥାଇ ବାଲି ଓ ମାଟି ଉଠାଣ ଚାଲିଛି। ପ୍ରତିଦିନ ଶତାଧିକ ଟ୍ରକରେ ବାଲି ଓ ମାଟି ଉଠାଯାଇ ବିଭିନ୍ନ ସ୍ଥାନକୁ…

ଜଳ ପାରସ ମଣିଠାରୁ ବି ମୂଲ୍ୟବାନ: ମୋଦି

ନୂଆଦିଲ୍ଲୀ,୨୮।୨: ଦେଶରେ ଜଳ ସଂରକ୍ଷଣ ଜରୁରୀ। ଏହା ଜୀବନ ତଥା ବିକାଶ ପାଇଁ ଗୁରୁତ୍ୱପୂର୍ଣ୍ଣ। ପାରସ ମଣି ଲୁହାକୁ ମଧ୍ୟ ସୁନାରେ ପରିଣତ କରିଥାଏ ବୋଲି କୁହାଯାଇଥାଏ। ସେହିପରି ଜଳର ପ୍ରତି ବୁନ୍ଦାର ସ୍ପର୍ଶ ଜୀବନ ଲାଗି ମୂଲ୍ୟବାନ। ସରକାରଙ୍କ ପକ୍ଷରୁ…

ଆନ୍ଧ୍ର-ଓଡ଼ିଶାର ଅବହେଳିତ ସୀମା ବିବାଦ: କୋଟିଆର କାନ୍ଦ

ଉତ୍କଳର ଯୋଗ୍ୟ ସନ୍ତାନ ନିଜ ଜୀବନକୁ ବାଜି ଲଗାଇ ୧୯୩୬ ଏପ୍ରିଲ ୧ରେ ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ଭାବେ ପରିଚୟ ଦେଇଥିଲେ। କଟକ, ପୁରୀ, ବାଲେଶ୍ୱର, ସମ୍ବଲପୁର, ଗଞ୍ଜାମ ଓ କୋରାପୁଟ ପରି ୬ ଜିଲାକୁ ନେଇ ଏହାର ରୂପରେଖ ସଜେଇ…

ଗୁରୁଜଙ୍ଗ ଗୁଳିକାଣ୍ଡ: ମୁଖ୍ୟ ଅଭିଯୁକ୍ତ ଗିରଫ

ଖୋର୍ଦ୍ଧା ଅଫିସ,୨୮।୨: ଗୁରୁଜଙ୍ଗ ଗୁଳିକାଣ୍ଡର ମୁଖ୍ୟ ଅଭିଯୁକ୍ତ କୁମାରବସ୍ତ ଗ୍ରାମର ଦୀପୁ ଓରଫ ଦୀପକ କୁମାର ପ୍ରଧାନଙ୍କୁ ଖୋର୍ଦ୍ଧା ଆଦର୍ଶ ଥାନା ପୋଲିସ ଶନିବାର ଗିରଫ କରିଛି। ତାଙ୍କଠାରୁ ଗୋଟିଏ ପିସ୍ତଲ ଓ ୨ଟି ଜୀବନ୍ତ ଗୁଳି ଜବତ ହୋଇଛି। ଦୀପୁଙ୍କ…

ଆକର୍ଷଣ ପାଲଟିଛି ଅଲୋଡ଼ା କୁଞ୍ଜବନ ମଠ

ଖୋର୍ଦ୍ଧା ଅଫିସ,୨୮।୨: କୁହାଯାଏ ଇଚ୍ଛା ଓ ନିଷ୍ଠା ଥିଲେ ସବୁ କିଛି ସମ୍ଭବ। ସଫଳତା ଆପେ ଆପେ ମିଳିଥାଏ। ଏହାର ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି ଦୁଇ ଯୁବବନ୍ଧୁ ସନ୍ତୋଷ କୁମାର ମାନସିଂ ଓ ସୁମନ୍ତ କୁମାର ପ୍ରଧାନ। ଉଭୟଙ୍କ ଅକ୍ଳାନ୍ତ ପରିଶ୍ରମ…

ମାର୍ଚ୍ଚ-୧ରୁ କ୍ଷୀର ଲିଟର ୧୦୦ ଟଙ୍କା

ହିସାର,୨୮।୨: କୃଷି ଆଇନ ବିରୋଧରେ ଜାରି ରହିଥିବା ଆନ୍ଦୋଳନକୁ ହରିୟାଣା ଖାପ୍‌ ପଞ୍ଚାୟତର ସମର୍ଥନ ମିଳିଛି। ମାର୍ଚ୍ଚ ୧ରୁ କ୍ଷୀର ଲିଟର ପିଛା ୧୦୦ଟଙ୍କାରେ ବିକ୍ରି କରିବାକୁ ପଞ୍ଚାୟତ ପକ୍ଷରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ସରକାରୀ ସମିତି ସମେତ ଡାଏରୀ କମ୍ପାନୀଗୁଡ଼ିକୁ…

ଅଲିଭ୍‌ ରିଡ୍‌ଲେ କଇଁଛ ମୃତ୍ୟୁ ଘଟଣା: ୩ଜଣିଆ କମିଟି ଗଠନ କଲେ ହାଇକୋର୍ଟ

କଟକ ଅଫିସ୍‌,୨୮।୨: କେନ୍ଦ୍ରାପଡ଼ା ଜିଲା ଗହୀରମଥା ମୁହାଣରେ ୮୦୦ ଅଲିଭ୍‌ ରିଡ୍‌ଲେ କଇଁଛଙ୍କ ମୃତ୍ୟୁ ଘଟଣାରେ ନିଜ ଆଡ଼ୁ ଜନସ୍ବାର୍ଥ ମାମଲା ରୁଜୁ କରିଥିବା ହାଇକୋର୍ଟ ଏବେ ଏକ ୩ଜଣିଆ କମିଟି ଗଠନ କରିଛନ୍ତି। ଶୁକ୍ରବାର ମାମଲାର ଶୁଣାଣି କରି ହାଇକୋର୍ଟ…

ଆଇନଶୃଙ୍ଖଳାକୁ ନେଇ ବିରୋଧୀଙ୍କ ଟାର୍ଗେଟ

ଭୁବନେଶ୍ୱର,୨୮।୨(ବ୍ୟୁରୋ): ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ନିଖୋଜ ଶିଶୁଙ୍କ ସଂଖ୍ୟା ବଢ଼ିଚାଲିଛି। ଦିନ ଦ୍ୱିପ୍ରହରରେ ଗୁଳି ଫୁଟୁଛି। ରାଜନୈତିକ ହତ୍ୟା ବଢ଼ିଚାଲିଛି। ରାଜ୍ୟରେ ଲୋକଙ୍କ ଧନଜୀବନ ସୁରକ୍ଷିତ ନାହିଁ। ପୋଲିସ ଶାସକ ଦଳ ପାଇଁ କାର୍ଯ୍ୟ କରୁଛି। ରାଜନୈତିକ ଆକ୍ରୋଶ ରଖି…

୨,୩୩୦ ମଞ୍ଜୁରୀପ୍ରାପ୍ତ ଡାକ୍ତର ପଦବୀ ଖାଲି

ଭୁବନେଶ୍ୱର,୨୮।୨(ବ୍ୟୁରୋ): ରାଜ୍ୟ ପାଇଁ ଆବଶ୍ୟକ ଥିବା ବିଭିନ୍ନ କ୍ୟାଡରର ମୋଟ ମଞ୍ଜୁରୀପ୍ରାପ୍ତ ଡାକ୍ତର ପଦବୀ ସଂଖ୍ୟା ୮,୭୧୯ ରହିଛି। ସେଥିମଧ୍ୟରୁ ୬,୩୮୯ ପଦବୀରେ ନିୟମିତ ଡାକ୍ତର କାର୍ଯ୍ୟରତ ଥିବାବେଳେ ୨,୩୩୦ ଖାଲି ରହିଛି। ପ୍ରତିବର୍ଷ ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ଦ୍ୱାରା ଚୟନ…

ସବୁ ଜିଲାରେ ହେବ ସାଇନ୍ସ ପାର୍କ

ଭୁବନେଶ୍ୱର,୨୮।୨(ବ୍ୟୁରୋ): ରାଜ୍ୟର ପ୍ରତ୍ୟେକ ଜିଲାରେ ସାଇନ୍ସ(ବିଜ୍ଞାନ) ପାର୍କ ନିର୍ମାଣ କରାଯିବ। ପ୍ରଥମେ ୨୦ଟି ଜିଲାରେ ପାର୍କ ନିର୍ମାଣ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ପ୍ରଥମ ପର୍ଯ୍ୟାୟରେ ୧୦ଟି ଜିଲାରେ ନିର୍ମାଣ ହେବ। ଦ୍ୱିତୀୟ ପର୍ଯ୍ୟାୟରେ ଆଉ ୨୦ଟି ଜିଲାରେ ପାର୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?