Home

୨୫୦ରେ ଟିକା

ନୂଆଦିଲ୍ଲୀ, ୨୮।୨: ଘରୋଇ ହସ୍ପିଟାଲ ଓ ସ୍ବାସ୍ଥ୍ୟକେନ୍ଦ୍ରରେ କୋଭିଡ୍‌ ଟିକା ଡୋଜ୍‌ ପିଛା ୨୫୦ ଟଙ୍କାରେ ଉପଲବ୍ଧ ହେବ। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଶନିବାର ଏହା ସ୍ଥିର ହୋଇଛି। ତେବେ ସରକାରୀ ହସ୍ପିଟାଲ ଓ ଟିକାଦାନ କେନ୍ଦ୍ରରେ ଟିକା ମାଗଣାରେ…

ଏବେ ରାନୁ ମଣ୍ଡଳଙ୍କ ନାଁ ଶୁଣିଲେ ପ୍ରଚଣ୍ଡ ରାଗୁଛନ୍ତି ହିମେଶ

ମୁମ୍ବାଇ: ବଲିଉଡ୍‌ କମ୍ପୋଜର, ଗାୟକ ତଥା ଅଭିନେତା ହିମେଶ ରେଶମିୟା ନିଜର କଠୋର ଆଭିମୁଖ୍ୟ ପାଇଁ ବେଶ୍‌ ଜଣାଶୁଣା। ମ୍ୟୁଜିକ୍‌ ଶୋ’ ସମୟରେ ହେଉ କି ଖବରଦାତାଙ୍କ ପ୍ରଶ୍ନ ପାଇଁ ହେଉ ସେ ରୋକ୍‌ଠୋକ୍‌ ଜବାବ ଦିଅନ୍ତି। ଏବେ ଏକ କାର୍ଯ୍ୟକ୍ରମରେ…

ଜନ୍ମଦିନ ପାଳନ ପାଇଁ ୪ ବର୍ଷ ଅପେକ୍ଷା କରନ୍ତି ଏହି ଅଭିନେତ୍ରୀ…

ଛୋଟ ପରଦାର ସୁନ୍ଦରୀ ନାୟିକା ଜାହ୍ନଭୀ ଛେଡ଼ା ନିଜର ଜନ୍ମଦିନ ପାଳନ ପାଇଁ ସମସ୍ୟାରେ ପଡ଼ିଥାନ୍ତି। ସେ ୧୯୮୪ ଫେବୃୟାରୀ ୨୯ରେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ତେଣୁ କେବଳ ୨୯ ଦିନିଆ ଫେବୃୟାରୀ ମାସକୁ ସେ ଚାହିଁ ବସିଥାନ୍ତି। ପ୍ରତି ୪…

ସ୍ବାମୀଙ୍କର ଏହି ପଦିଏ କଥାରେ ଭିଡିଓ ପ୍ରସ୍ତୁତ କରି ଜୀବନ ହାରିଲେ ସ୍ତ୍ରୀ

ଅହମ୍ମଦାବାଦ,୨୭।୨: ଅହମ୍ମଦାବାଦର ଆୟେଶା ନାମକ ଜଣେ ମହିଳା ଆତ୍ମହତ୍ୟା ପୂର୍ବରୁ ଭିଡିଓ ଏକ ପ୍ରସ୍ତୁତ କରିଥିଲେ। ଯାହା ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଯେଉଁଥିରେ ସେ ତାଙ୍କ ପରିବାରକୁ ମେସେଜ ଦେଇଛନ୍ତି। ଖାଲି ଏତିକି ନୁହେଁ ଆତ୍ମହତ୍ୟା ପୂର୍ବରୁ ନିଜ…

ଖଳାରେ ନିଆଁ ଲାଗି ଜଳିଗଲା ବସ୍ତା ବସ୍ତା ଧାନ

ହିଞ୍ଜିଳିକାଟୁ,୨୭।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ପଳାସି ଗ୍ରାମରେ ଶନିବାର ଅପରାହ୍ନରେ ଗୋଟିଏ ଖଳାରେ ପ୍ରାୟ ୩୫ ବସ୍ତା ଧାନ ଓ ୩ଟି ପାଳଗଦା ପୋଡ଼ି ଯାଇଛି। ନିକଟ ବିଲରେ ଖତ ପ୍ରସ୍ତୁତ ପାଇଁ ନିଆଁ ଲଗା ଯାଇଥିବା ବେଳେ ପବନରେ…

ସନି ଲିଓନଙ୍କ ପାଖରେ ରହିଛି ଏସବୁ ଦାମୀ ଗାଡ଼ି

ମୁମ୍ବାଇ: ସନି ଲିଓନଙ୍କୁ କିଏ ବା ନ ଜାଣେ। ପିଲାଙ୍କଠାରୁ ଆରମ୍ଭ କରି ଯୁବପିଢ଼ି ପର୍ଯ୍ୟନ୍ତ ସମସ୍ତେ ତାଙ୍କୁ ଉଣା ଅଧିକେ ଜାଣିଛନ୍ତି। ତାଙ୍କ ଗୀତ ହେଉ କି ଫିଲ୍ମ ପ୍ରାୟ ସମସ୍ତେ ଦେଖିଥାନ୍ତି। ବିଶେଷକରି ସନି ପର୍ନଷ୍ଟାର ଭାବେ ଜଣାଶୁଣା।…

ମଡେଲ ପରି ଚାଲୁଛି ଗାଈ, ଭିଡିଓ ଦେଖିଲେ ହସିହସି ଗଡ଼ିବେ

ସୋସିଆଲ ମିଡିଆରେ ଏକ ଗାଈର ଚାଲିବା ଷ୍ଟାଇଲ୍‌ ଭାଇରାଲ ହେଉଛି। ଯାହାକୁ ଦେଖିଲେ ଆପଣ ହସିହସି ଗଡ଼ିବେ ଆଉ କହିବେ ଏହା କେଉଁ ମଡେଲଠାରୁ ବି କମ୍‌ ନୁହଁ। ଭିଡିଓରେ ଗାଈଟି ରାସ୍ତାରେ ଧୀରେ ଧୀରେ ଚାଲୁଛି। ଆଉ ବେଳେବେଳେ ଗୋଡ଼…

ପଡ଼ୋଶୀ ମହିଳାଙ୍କୁ ହତ୍ୟା କରି ହାର୍ଟ କାଢ଼ିନେଲେ, ଆଳୁ ସହ ତରକାରୀ କରି ପରିବାର ସଦସ୍ୟଙ୍କୁ ଖାଇବାକୁ ଦେଲେ; ଘଟଣା ଜଣାପଡ଼ିବା ପରେ…

ଓ୍ବାଶିଂଟନ,୨୭।୨: ଆମେରିକାରେ ଏକ ଆଶ୍ଚର୍ଯ୍ୟକର ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ବ୍ୟକ୍ତି ନିଜ ପଡ଼ୋଶୀ ମହିଳାଙ୍କୁ ହତ୍ୟା କରି ତାଙ୍କ ହାର୍ଟ କାଢ଼ି ନେଇଥିଲେ। ଏତିକିରେ ବି ରାଗ ଶାନ୍ତ ହେଲାନି ଘରେ ପହଞ୍ଚି ଆଳୁ ସହିତ ତରକାରୀ କରି…

ବେସରକାରୀ ଡାକ୍ତରଖାନାରେ ଉପଲବ୍ଧ ହେବ କରୋନା ଟିକା, ଦାମ୍‌ ରହିବ…

ନୂଆଦିଲ୍ଲୀ,୨୭।୨: ଭାରତରେ ପ୍ରଥମ ପର୍ଯ୍ୟାୟ କରୋନା ଟିକାକରଣ କାର୍ଯ୍ୟକ୍ରମ ୧୬ ଜାନୁୟାରୀରେ ଆରମ୍ଭ ହୋଇଥିବା ବେଳେ ମାର୍ଚ୍ଚ ୧ରୁ ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣ ଆରମ୍ଭ ହେବ। ତେବେ ଟିକାକରଣର ପ୍ରଥମ ପର୍ଯ୍ୟାୟରେ ସ୍ବାସ୍ଥ୍ୟକର୍ମୀ ଏବଂ ଫ୍ରଣ୍ଟଲାଇନ୍‌ କର୍ମଚାରୀଙ୍କୁ ଟିକା ଦିଆଯାଇଥିଲା। ଏପରିସ୍ଥିତିରେ…

ବିଧାନସଭାରେ ଶ୍ରୀମନ୍ଦିର ପରିକ୍ରମା ଯୋଜନା ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭।୨(ବ୍ୟୁରୋ) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ବିଧାନସଭାରେ ଶ୍ରୀମନ୍ଦିର ପରିକ୍ରମା ଯୋଜନା ଉପସ୍ଥାପନା କରିଛନ୍ତି। ଶ୍ରୀଜଗନ୍ନାଥ ହେଉଛନ୍ତି ଓଡ଼ିଆ ଜାତିର ପରିଚୟ। ଆମ ଇତିହାସ, ସଂସ୍କୃତି, ପରମ୍ପରା ଏବଂ ବିଶ୍ୱାସ ସବୁକିଛି ମହାପ୍ରଭୁଙ୍କୁ ନେଇ ଗଢ଼ିଉଠିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।…

ଏମିତି ଟାଟୁ କରି ଚର୍ଚ୍ଚାରେ ଏହି ଯୁବତୀ, ହାତରେ ଲେଖିଛନ୍ତି…

ସାଧାରଣତଃ ଯୁବପିଢ଼ିଙ୍କୁ ବର୍ତ୍ତମାନ ଟାଟୁ ମାନିଆ ଘାରିଛି। ସବୁଦିନେ କିଛି ନା କିଛି ଅଜବ ଟାଟୁକୁ ନେଇ ଚର୍ଚ୍ଚା ହୋଇଥାଏ। କେଉଁଠି ଟାଟୁର ସ୍ଥାନକୁ ନେଇ ତ ଆଉ କେଉଁଠି ଟାଟୁର ରଙ୍ଗକୁ ନେଇ। ଏହି ସମୟରେ ଏମିତି ଟାଟୁ ଚର୍ଚ୍ଚାକୁ…

ଖାଦ୍ୟ ଅଭାବରୁ ରାଜରାସ୍ତାରେ ମାଙ୍କଡ଼

କେନ୍ଦୁଝର,୨୭।୨(ସ୍ବ.ପ୍ର.): ଏକଦା କେନ୍ଦୁଝର ଜିଲା ବଣପାହାଡ଼ ଘେରରେ ପରିପୂର୍ଣ୍ଣ ଥିଲା। କିଛି ବର୍ଷ ହେଲା ବିଭିନ୍ନ କାରଣରୁ ଜଙ୍ଗଲ ନଷ୍ଟ ହେବା ଫଳରେ ଜଙ୍ଗଲ ମଧ୍ୟରେ ରହୁଥିବା ମାଙ୍କଡ଼ଙ୍କ ମଧ୍ୟରେ ଖାଦ୍ୟାଭାବ ଦେଖାଦେଇଛି। ଫଳରେ ମାଙ୍କଡ଼ମାନେ ଏବେ ରାଜରାସ୍ତାରେ ବୁଲୁଛନ୍ତି। ରାସ୍ତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?