Home

ବେକାବୁ ହେଉଛି କରୋନା: ୨୪ଘଣ୍ଟାରେ ୧୧୩ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୭।୨: ଦେଶର ୬ଟି ରାଜ୍ୟରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। କରୋନାର ସ୍ଥିତି ବେକାବୁ ହେଉଥିବା ବେଳେ ଗତ ୨୪ ଘଣ୍ଟାରେ ୧୧୩ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଏହି ସମୟ ମଧ୍ୟରେ ୧୬,୪୮୮ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି।…

୨୧ ବର୍ଷରେ ବିବାହ ନ କରି ମା’ ହୋଇଥିଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ

୯୦ ଦଶକର ଲୋକପ୍ରିୟ ଅଭିନେତ୍ରୀ ରବୀନା ଟଣ୍ଡନ ଏବେ ବଲିଉଡ୍‌ଠାରୁ ଦୂରେଇ ଯାଇଥିଲେ ମଧ୍ୟ ଛୋଟ ପରଦାର ରିଆଲିଟି ଶୋ’ରେ ତାଙ୍କୁ ଅଧିକାଂଶ ସମୟରେ ଦେଖିବାକୁ ମିଳୁଛି। ଫିଲ୍ମଠାରୁ ଦୂରେଇ ସେ ନିଜ ପରିବାର ଓ ପିଲାମାନଙ୍କ ଦେଖାଶୁଣା କରୁଛନ୍ତି। ଏକ…

ଜନ୍ମଦିନରେ ୧୦ କେଜି ପିଆଜ କାଟିଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ

ବଲିଉଡ୍‌ ଅଭିନେତ୍ରୀ ଉର୍ବଶୀ ରୌତେଲା ଏବେ ଚର୍ଚ୍ଚାରେ ରହିଛନ୍ତି। ସବୁ ସମୟରେ ସେ ନିଜର ଫଟୋ ଏବଂ ଭିଡିଓ ମାଧ୍ୟମରେ ପ୍ରଶଂସକଙ୍କ ସହ ଯୋଡିହୋଇ ରହିଥାନ୍ତି। ସୋସିଆଲ ମିଡିଆରେ ସକ୍ରିୟ ରହୁଥିବା ଉର୍ବଶୀ ନିଜର ପ୍ରତିଟି ପୋଷ୍ଟ ମାଧ୍ୟମରେ ପ୍ରଶଂସକଙ୍କ ହୃଦୟ…

ସ୍ବଦେଶୀ ଖେଳନା ନିର୍ମାଣରେ ଭାରତ ହେବ ଆତ୍ମନିର୍ଭର: ମୋଦି

ନୂଆଦିଲ୍ଲୀ,୨୭।୨: ଭାରତ ସମସ୍ତ କ୍ଷେତ୍ରରେ ଆତ୍ମନିର୍ଭର ହେବାର ପଥ ଏବେ ପ୍ରଶସ୍ତ ହୋଇଛି। ଅନ୍ୟାନ୍ୟ ସାମଗ୍ରୀ ସହିତ ଛୋଟ ପିଲାଙ୍କ ଖେଳନା ନିର୍ମାଣ କ୍ଷେତ୍ରରେ ମଧ୍ୟ ଭାରତରେ ଆତ୍ମନିର୍ଭର ଧାରା ଆରମ୍ଭ ହୋଇଛି। ସ୍ବଦେଶୀ ଖେଳନାର ଚାହିଦା ବୃଦ୍ଧି ପାଇଁ ପ୍ରୟାସ…

ଖାଦ୍ୟ ଅପମିଶ୍ରଣ କଲେ ଆଜୀବନ କାରାଦଣ୍ଡ

ଭୋପାଳ,୨୭।୨: ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏଣିକି ରାଜ୍ୟରେ ଖାଦ୍ୟ ଅପମିଶ୍ରଣକାରୀଙ୍କୁ ଆଜୀବନ କାରାଦଣ୍ଡାଦେଶ କରାଯିବ ବୋଲି ଶିବରାଜଙ୍କ କ୍ୟାବିନେଟ୍‌ରେ ଏସମ୍ପର୍କିତ ଏକ ପ୍ରସ୍ତାବକୁ ସବୁଜ ସଙ୍କେତ ମିଳିଛି। ପୂର୍ବରୁ ରାଜ୍ୟରେ…

୮୩ ଲ୍ୟାଣ୍ଡମାଇନ୍‌ ନିଷ୍କ୍ରିୟ କଲେ କୋବ୍ରା-ସିଆର୍‌ପିଏଫ୍‌ ଯବାନ

ଗୟା,୨୭।୨: ବିହାରର ଗୟା ଜିଲାରେ ମାଓବାଦୀଙ୍କ ଦ୍ୱାରା ବିଛା ଯାଇଥିବା ୮୩ ଲ୍ୟାଣ୍ଡ୍‌ମାଇନ୍‌କୁ ଠାବ କରି ଏସବୁକୁ ନିଷ୍କ୍ରିୟ କରାଯାଇଛି। କୋବ୍ରା-୨୫୦ ବାଟାଲିୟନ୍‌ ଏବଂ ସିଆର୍‌ପିଏଫ୍‌ର ୧୫୯ ଏବଂ ୪୭ ବାଟାଲିୟନ ଯବାନଙ୍କ ମିଳିତ ଉଦ୍ୟମରେ ଏହା ସମ୍ଭବ ହୋଇଛି। ଏଥିରେ…

ଆନ୍ଧ୍ରରେ ଗଧବଂଶ ଲୋପ ପାଇବା ଆଶଙ୍କା

ହାଇଦ୍ରାବାଦ୍‌,୨୭।୨: ଆନ୍ଧ୍ରପ୍ରଦେଶରେ ଗଧବଂଶ ଲୋପ ପାଇବା ଆଶଙ୍କା ସୃଷ୍ଟି ହୋଇଛି। ରାଜ୍ୟରେ ମାଂସ ପାଇଁ ଗଧହତ୍ୟା କରାଯାଉଛି। ଭାରତୀୟ ଖାଦ୍ୟ ଏବଂ ମାନକ ପ୍ରାଧିକରଣ ଅନୁସାରେ ଗଧ ପ୍ରଜାତିଙ୍କୁ ଖାଦ୍ୟ ପ୍ରାଣୀ ଅନ୍ତର୍ଗତ ପଞ୍ଜିକୃତ କରାଯାଇ ନାହିଁ। ତେଣୁ ଗଧ ହତ୍ୟା…

ଜୀବନସାଥୀଙ୍କ ବିରୋଧରେ ବାରମ୍ବାର ଅଭିଯୋଗ ଛାଡପତ୍ରର କାରଣ ହୋଇପାରେ: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୨୭।୨: ଦାମ୍ପତ୍ୟ ଜୀବନରେ ସୃଷ୍ଟି ହେଉଥିବା ଅଶାନ୍ତି ନେଇ ସୁପ୍ରିମ୍‌କୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରିଛନ୍ତି। କୋର୍ଟ କହିଛନ୍ତି ଯେ, ଜଣେ ଜୀବନସାଥୀଙ୍କ ବିରୋଧରେ ଅନ୍ୟ ଜଣେ ବାରମ୍ବାର ଅଭିଯୋଗ ଆଣିବା ଅବା ତାଙ୍କୁ ତିରସ୍କାର କରିବା ଅନୁଚିତ। ଏହାଦ୍ୱାରା…

ଖାଶୋଗୀ ହତ୍ୟାରେ ଏମ୍‌ବିଏସ୍‌ଙ୍କ ବିମାନ

ଓ୍ବାଶିଂଟନ, ୨୭।୨: ଓ୍ବାଶିଂଟନ ପୋଷ୍ଟର ସ୍ତମ୍ଭକାର ଜମାଲ ଖାଶୋଗୀ ହତ୍ୟାକାଣ୍ଡ ସହ ସାଉଦି ଆରବର କ୍ରାଉନ ପ୍ରିନ୍ସ ମହମ୍ମଦ ବିନ୍‌ ସଲମାନ୍‌ (ଏମ୍‌ବିଏସ୍‌) ସମ୍ପୃକ୍ତ ଥିବା ନେଇ ନୂଆ ରିପୋର୍ଟ ପ୍ରକାଶ ପାଇବା ପୂର୍ବରୁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ସାଉଦି…

ଲିଜିଆ ୟୁଏନ୍‌ଇପି ମୁଖ୍ୟ

ଜାତିସଂଘ, ୨୭।୨: ଭାରତୀୟ ଅର୍ଥନୀତିଜ୍ଞ ଲିଜିଆ ନୋରୋନ୍‌ହାଙ୍କୁ ଜାତିସଂଘ ପରିବେଶ କାର୍ଯ୍ୟକ୍ରମ (ୟୁଏନ୍‌ଇପି)ସହକାରୀ ମହାସଚିବ ଏବଂ ନ୍ୟୁୟର୍କ କାର୍ଯ୍ୟାଳୟର ମୁଖ୍ୟ ଭାବେ ନିଯୁକ୍ତି ମିଳିଛି। ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁଟେରେସ୍‌ ତାଙ୍କୁ ଏହି ନିଯୁକ୍ତି ଦେଇଛନ୍ତି। ପୂର୍ବରୁ ଏହି ପଦବୀରେ ଥିବା…

ବଦଳିବ ସମୀକରଣ

ନୂଆଦିଲ୍ଲୀ,୨୭ା୨: ପ୍ରଚାର କେବେଠୁ ଆରମ୍ଭ ହୋଇସାରିଥିଲା। ବାକି ଥିଲା କେବଳ ନିର୍ବାଚନ ତାରିଖ। ଶୁକ୍ରବାର ସିଇସି ସୁନୀଲ ଆରୋରାଙ୍କ ଘୋଷଣା ସହ ୪ ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳରେ ଆନୁଷ୍ଠାନିକ ଭାବେ ବାଜିଛି ନିର୍ବାଚନୀ ବିଗୁଲ। ୮୨୪ ବିଧାନସଭା ଆସନରେ…

ଆମେରିକାରୁ ଫେରି ପାହାଡ଼କୁ ସବୁଜ ସୁନ୍ଦର କଲେ ଏହି ଯୁବ ଇଞ୍ଜିନିୟର

ଭୋପାଳ,୨୬।୨: ମଧ୍ୟପ୍ରଦେଶର ଖାର୍ଗୋନ ଜିଲାର ଦୀପକ ଗୋଏଲ ନାମକ ଜଣେ ଯୁବ ଇଞ୍ଜିନିୟର ଆମେରିକାରେ ଇଲେକ୍ଟ୍ରିକାଲ ଇଞ୍ଜିନିୟର ଥିଲେ। ବର୍ତ୍ତମାନ ସେ ଆମେରିକାରୁ ଫେରି ତାଙ୍କ ସ୍ତ୍ରୀ ଶିଳ୍ପାଙ୍କ ସହ ମିଶି ଏକ ପାହାଡ଼କୁ ସବୁଜ ସୁନ୍ଦର କରିବାରେ ସକ୍ଷମ ହୋଇପାରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?