ଓଜନ ଆଉ ପେଟ କମାଇବ ଏହି ଯୋଗାସନ
ସୁସ୍ଥ ରହିବା ପାଇଁ ଯୋଗାସନ ଜରୁରୀ ଅଟେ। ଫଳକାସନ ଏମିତି ଏକ ଆସନ ଯାହା କରିବା ଦ୍ୱାରା ଓଜନ କମିବା ସହ ପେଟ କମିଥାଏ ବୋଲି ଯୋଗଗୁରୁ ମତ ଦିଅନ୍ତି। ଖାଲି ଏତିକି ନୁହେଁ, ପାଚନ ସମ୍ବନ୍ଧୀୟ ସମସ୍ୟା, ନିଦ୍ରାହୀନତା ହୂର…
ଭିନ୍ନ ରହିବେନି ଭିନ୍ନକ୍ଷମ
ଅନୁଗୋଳ ଅଫିସ, ୨୭।୨ ଜନ୍ମରୁ ହେଉ ଅବା ରୋଗ କି ଦୁର୍ଘଟଣା, ବିଭିନ୍ନ କାରଣରୁ ଭିନ୍ନକ୍ଷମ ହୋଇଯାଇଥିବା ବ୍ୟକ୍ତିଙ୍କୁ ଶାରୀରିକ ଭାବେ ସକ୍ଷମ କରାଯିବ। କୃତ୍ରିମ ଅଙ୍ଗପ୍ରତ୍ୟଙ୍ଗ ଲଗାଇ ସେମାନଙ୍କୁ ସାଧାରଣଙ୍କ ପରି ଜୀବନ ଅତିବାହିତ ପାଇଁ ସୁଯୋଗ ଦିଆଯିବ। ଏଥିନିମନ୍ତେ…
ଷ୍ଟ୍ରାଣ୍ଡ୍ଜା ମେମୋରିଆଲ ବକ୍ସିଂ: ଦୀପକ କୁମାର ଫାଇନାଲରେ
ନୂଆଦିଲ୍ଲୀ, ୨୭ା୨ (ପି.ଟି.)-ଅଲିମ୍ପିକ ଓ ବିଶ୍ୱ ଚାମ୍ପିୟନ ଉଜ୍ବେକିସ୍ତାନର ସାଖୋବିଦ୍ଦିିିନ ଜୋଇରୋଭଙ୍କ ବିପକ୍ଷରେ ୪-୧ରେ ବିଜୟ ହାସଲ କରି ଏସିଆନ ଗେମ୍ସ ବିଜେତା ଦୀପକ କୁମାର (୫୨କେଜି) ବୁଲ୍ଗେରିଆର ସୋଫିଆଠାରେ ଚାଲିଥିବା ୭୨ତମ ଷ୍ଟ୍ରାଣ୍ଡ୍ଜା ମେମୋରିଆଲ ବକ୍ସିଂ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ…
ହିମାଙ୍କୁ ପୋଲିସ ଡିଏସ୍ପି ନିଯୁକ୍ତି
ଗୁଆହାଟୀ, ୨୭ ୨ (ପି.ଟି.)-ଷ୍ଟାର ସ୍ପ୍ରିଣ୍ଟର ହିମା ଦାସ ଆସାମ ପୋଲିସରେ ଡେପୁଟି ସୁପରିଣ୍ଟେଣ୍ଡେଣ୍ଟ ପଦବୀରେ ନିଯୁକ୍ତି ପାଇଛନ୍ତି। ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲଙ୍କଠାରୁ ସେ ନିଯୁକ୍ତିପତ୍ର ଗ୍ରହଣ କରିଛନ୍ତି। ଏହି ଅବସରରେ ଆୟୋଜିତ ଏକ ସ୍ବତନ୍ତ୍ର ଉତ୍ସବରେ ପୋଲିସ ଡିଜିଙ୍କ ସମେତ…
ବିଜୟ ହଜାରେ ଟ୍ରଫି: ଓଡ଼ିଶାର ପ୍ରଥମ ବିଜୟ
ଭୁବନେଶ୍ୱର, ୨୭।୨(କ୍ରୀଡ଼ା ପ୍ରତିନିଧି)-ଅଧିନାୟକ ଶାନ୍ତନୁ ମିଶ୍ରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ଓଡ଼ିଶା ଚଳିତ ବିଜୟ ହଜାରେ ଟ୍ରଫି ଦିନିକିଆ ଘରୋଇ କ୍ରିକେଟ ଟୁର୍ନାମେଣ୍ଟରେ ଶୁକ୍ରବାର ପ୍ରଥମ ବିଜୟ ସ୍ବାଦ ଚାଖିଛି। ଅଲୁରର କେଏସ୍ସିଏ ଗ୍ରାଉଣ୍ଡ-୨ରେ ଶୁକ୍ରବାର ଅନୁଷ୍ଠିତ ଗ୍ରୁପ୍ ‘ସି’ ମ୍ୟାଚରେ…
ଓଜନ ନିୟନ୍ତ୍ରଣ କରେ ସାଗୁ
ଅନେକ ଅଛନ୍ତି ବ୍ରତ ଉପବାସ ସମୟରେ ହିଁ କେବଳ ସାଗୁଦାନା ଭିଜେଇ ଖାଇବାକୁ ପସନ୍ଦ କରନ୍ତି। କିନ୍ତୁ ଜାଣିରଖନ୍ତୁ, ଏସମୟରେ ସାଗୁଦାନା ଯେତିକି ଆବଶ୍ୟକ ଅନ୍ୟସମୟରେ ବି ସ୍ବାସ୍ଥ୍ୟ ପାଇଁ ତାହା ଅଧିକ ନିରାମୟ ଏବଂ ଲାଭକାରୀ ସାବ୍ୟସ୍ତ ହୋଇଥାଏ। ଧଳା…
ପୁଣି ଆଇସୋଲେଶନ
ଭୁବନେଶ୍ୱର,୨୬।୨ : କରୋନାର ଦ୍ୱିତୀୟ ସଂକ୍ରମଣକୁ ଦୃଷ୍ଟିରେ ରଖି ପୁଣି ଥରେ ରାଜ୍ୟରେ ଆରମ୍ଭ ହେବାକୁ ଯାଉଛି ଆଇସୋଲେଶନ ପ୍ରକ୍ରିୟା। ଏ ନେଇ ଜାରି ହୋଇଛି ନୂଆ ଗାଇଡ୍ଲାଇନ। ରାଜ୍ୟ ସରକାର ହୋମ ଆଇସୋଲେଶନକୁ ଗୁରୁତ୍ୱ ଦେଇଥିବାବେଳେ ରେଳ ଷ୍ଟେଶନ ଓ…
ଗୋଟିଏ ପର୍ଯ୍ୟାୟରେ ତାମିଲନାଡୁ, କେରଳ, ପୁଡୁଚେରୀରେ ହେବ ନିର୍ବାଚନ
ନୂଆଦିଲ୍ଲୀ,୨୬।୨: ତାମିଲନାଡୁ, କେରଳ, ପଶ୍ଚିମ ବଙ୍ଗ, ଆସାମ ଓ ପୁଡୁଚେରୀରେ ବିଧାନସଭା ନିର୍ବାଚନ ଲାଗି ଶୁକ୍ରବାର ତାରିଖ ଘୋଷଣା କରିଛି ନିର୍ବାଚନ କମିଶନ (ଇସି)। ଆସନ୍ତା ମାର୍ଚ୍ଚ ୨୭ ତାରିଖରୁ ୪ ରାଜ୍ୟ ସମେତ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳରେ ନିର୍ବାଚନ…
ବଲିଉଡ୍ରେ ଶ୍ୱେତାଙ୍କ ଝିଅ ପଲକଙ୍କ ଡେବ୍ୟୁ
ଫିଲ୍ମ ତଥା ଟିଭି ଅଭିନେତ୍ରୀ ଶ୍ୱେତା ତିଓ୍ବାରୀଙ୍କ ଝିଅ ପଲକ ବଲିଉଡ୍ରେ ଡେବ୍ୟୁ କରିବାକୁ ଯାଉଛନ୍ତି। ବିଶାଲ ମିଶ୍ରଙ୍କ ଫିଲ୍ମ ‘ରୋଜି’ରେ ତାଙ୍କୁ ମୁଖ୍ୟ ଭୂମିକାରେ ଦେଖିବାକୁ ମିଳିବ। ଏହାର ଶୁଟିଂ କାର୍ଯ୍ୟ ଚାଲୁରହିଛି। ଫିଲ୍ମର ନିର୍ମାଣ ମନ୍ଦିରା ଏଣ୍ଟରଟେନମେଣ୍ଟ, ବିବେକ…
ହାରିବା ପରେ ମାପିଚୁପି ପ୍ରତିକ୍ରିୟା ଦେଲେ ଇଂଲଣ୍ଡ ଅଧିନାୟକ: କହିଲେ ‘ପିଚ୍କୁ ଦୋଷ ଦେବା ଠିକ୍ ନୁହେଁ, ହେଲେ…’
ନୂଆଦିଲ୍ଲୀ,୨୬।୨: ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଇଂଲଣ୍ଡ ବିପକ୍ଷ ମୁକାବିଲାରେ ବିଜେତା ହୋଇଛି ଭାରତୀୟ ଟିମ୍। ୧୦ ଉଇକେଟରେ ମ୍ୟାଚ୍କୁ ଜିତି ନେଇ ସିରିଜକୁ ୨-୧ ସ୍ଥିତିକୁ ଆଣିଛି ଭାରତ। ଏଥିସହ ଦଳ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ରେ ନିଜ ସ୍ଥାନ ନିଶ୍ଚିତ…
ଛାଡ଼ପତ୍ର ପରେ ସ୍ତ୍ରୀଙ୍କୁ ଭରଣପୋଷଣ ଲାଗି ସ୍ବାମୀ ଦେଲେ…
ଆର୍ଜେଣ୍ଟିନାର ସ୍ଥାନୀୟ କୋର୍ଟ ଜଣେ ବ୍ୟକ୍ତିଙ୍କୁ ତାଙ୍କ ଡିଗ୍ରୀଧାରୀ ସ୍ତ୍ରୀଙ୍କୁ ୨୮ ବର୍ଷ ପର୍ଯ୍ୟନ୍ତ ଘର କାମ କରିବା ନିମନ୍ତେ ୧ କୋଟି ୨୦ ଲକ୍ଷ ଭରଣପୋଷଣ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଛାଡ଼ପତ୍ର ମାମଲାରେ କୋର୍ଟ ଏହି ରାୟ ପ୍ରକାଶ କରିଛନ୍ତି।…
କୋଲକାତାରୁ ଆଇପିଏଲ ବେଟିଂ ମୁଖିଆ ଗିରଫ: ୭୨. ୯୬ ଲକ୍ଷ ଟଙ୍କାର ବ୍ୟାଙ୍କ ଆକାଉଣ୍ଟ ସିଜ୍
ବ୍ରହ୍ମପୁର ଅଫିସ ,୨୬।୨ : ଗଞ୍ଜାମ ଜିଲାରେ ଆଇପିଏଲ ବେଟିଂ ପାଇଁ ୟୁଜର ଆଇଡି ଓ ପାସୱାର୍ଡ ଦେଇ କେତେକ ବୁକିଂ ଜରିଆରେ କାରବାର ଚଳାଇଥିବା ମୁଖିଆଙ୍କୁ ବ୍ରହ୍ମପୁର ପୋଲିସ ଗୁରୁବାର କୋଲକାତାରୁ ଗିରଫ କରିଥିଲା। ଅଭିଯୁକ୍ତ ଜଣଙ୍କ ହେଲେ ଦିନେଶ…

