Home

୧୦୦ତମ ଟେଷ୍ଟରେ କଲେ ଏମିତି ନିଆରା କାରନାମା କଲେ ଇଶାନ୍ତ ଶର୍ମା

ଅହମ୍ମଦାବାଦ,୨୬।୨: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ତୃତୀୟ ଟେଷ୍ଟରେ ଭାରତ ଇଂଲଣ୍ଡକୁ ପରାସ୍ତ କରିଛି। ଏହି ମ୍ୟାଚରେ ଭାରତୀୟ ବୋଲର୍‌ ଇଶାନ୍ତ ଶର୍ମା ଏକ ନିଆରା କାର୍ଯ୍ୟ କରିଥିଲେ। ୧୦୦ ତମ ଟେଷ୍ଟ ଖେଳୁଥିବା…

ସମଲିଙ୍ଗୀ ବିବାହକୁ କେନ୍ଦ୍ରର ବିରୋଧ

ନୂଆଦିଲ୍ଲୀ, ୨୬।୨(ପି.ଟି.):ସ୍ବତନ୍ତ୍ର ବିବାହ ଆଇନ ଅଧୀନରେ ସମଲିଙ୍ଗୀ ବିବାହକୁ ସ୍ବୀକୃତି ଦେବା ପାଇଁ ହୋଇଥିବା ଆବେଦନକୁ କେନ୍ଦ୍ର ସରକାର ବିରୋଧ କରିଛନ୍ତି। କେବଳ ପୁରୁଷ ଓ ମହିଳାଙ୍କ ମଧ୍ୟରେ ବିବାହକୁ ଆଇନ ସ୍ବୀକୃତି ଦେଇଥାଏ ବୋଲି ଦିଲ୍ଲୀ ହାଇକୋର୍ଟରେ ସତ୍ୟପାଠ ଦାଖଲ…

ଭୁଲ୍‌ରେ ଦୋଷୀସାବ୍ୟସ୍ତ ହୋଇଥିଲେ

ଲକ୍ଷ୍ନୌ, ୨୬।୨(ଆଇଏଏନ୍‌ଏସ୍‌):ଉତ୍ତରପ୍ରଦେଶର ଜଣେ ବ୍ୟକ୍ତି ଜେଲ୍‌ରେ ୨୦ ବର୍ଷ କାଟିସାରିବା ପରେ ସେ ବଳାତ୍କାର ମାମଲାରେ ଭୁଲ୍‌ରେ ଦୋଷୀସାବ୍ୟସ୍ତ ହୋଇଥିଲେ ବୋଲି ଜଣାପଡ଼ିଛି। ଶେଷରେ ଆଲ୍ଲାହାବାଦ ହାଇକୋର୍ଟ ତାଙ୍କୁ ଦୋଷମୁକ୍ତ କରିଛନ୍ତି। ଲଲିତପୁରର ବିଷ୍ଣୁ ଦିଓ୍ବାରୀ (୪୩)ଙ୍କୁ ଦୁଇ ଦଶନ୍ଧି ତଳେ…

ଅସ୍ତ୍ରବିରତି ପାଇଁ ଭାରତ, ପାକ୍‌ ରାଜି

ନୂଆଦିଲ୍ଲୀ, ୨୬।୨(ପି.ଟି.):ନିୟନ୍ତ୍ରଣ ରେଖା (ଏଲ୍‌ଓସି) ସମେତ ଅନ୍ୟାନ୍ୟ ସେକ୍ଟରରେ ଅସ୍ତ୍ରବିରତି ରାଜିନାମାକୁ କଡ଼ାକଡ଼ି ପାଳନ କରିବା ଲାଗି ଭାରତ ଓ ପାକିସ୍ତାନ ସହମତ ହୋଇଥିବା ଗୁରୁବାର ଏକ ମିଳିତ ବିବୃତିରେ ପ୍ରକାଶ କରିଛନ୍ତି। ବୁଧବାର ମଧ୍ୟରାତ୍ରରୁ ଏହି ନିଷ୍ପତ୍ତି କାର୍ଯ୍ୟକାରୀ ହୋଇଛି।…

ଓଟିଟି ଉପରେ ଅଙ୍କୁଶ: ସୋସିଆଲ ଓ ଡିଜିଟାଲ ମିଡିଆକୁ ନିୟନ୍ତ୍ରଣ କରିବ କେନ୍ଦ୍ର

ନୂଆଦିଲ୍ଲୀ,୨୬ା୨:ଦେଶରେ ଅଭିବ୍ୟକ୍ତି ସ୍ବାଧୀନତା କ୍ରମଶଃ ସଙ୍କୁଚିତ ହେବାରେ ଲାଗିଥିବାବେଳେ ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ, ଡିଜିଟାଲ ମିଡିଆ ଅର୍ଗାନାଇଜେଶନ ଏବଂ ଓଭର ଦି ଟପ୍‌ (ଓଟିଟି) ଷ୍ଟ୍ରିମିଂ ସେବା ପ୍ରଦାନକାରୀ ସଂସ୍ଥାଗୁଡ଼ିକ ଉପରେ ଅଙ୍କୁଶ ଲଗାଇବା ପାଇଁ ଉଦ୍ୟମ ଆରମ୍ଭ କରିଛନ୍ତି କେନ୍ଦ୍ର…

ସୀମା ବିବାଦ: ସରକାରଙ୍କୁ ଘେରିଲେ ବିରୋଧୀ

ଭୁବନେଶ୍ୱର,୨୬ା୨(ବ୍ୟୁରୋ):ସୀମା ବିବାଦ ଓ ଚାଷୀ ପ୍ରସଙ୍ଗକୁ ନେଇ ବିରୋଧୀ ବିଧାନସଭାରେ ପୁଣି ହଙ୍ଗାମା କରିଛନ୍ତି। ପୂର୍ବତନ ମୁଖ୍ୟମନ୍ତ୍ରୀ ରାଜେନ୍ଦ୍ର ନାରାୟଣ ସିଂଦେଓଙ୍କ ସମୟ ୧୯୬୮ ମସିହାରୁ କୋଟିଆ ସମସ୍ୟା ଦେଖାଦେଲାଣି। ମୁଖ୍ୟମନ୍ତ୍ରୀ ନିଘୋଡ଼ ନିଦରେ ଶୋଇଛନ୍ତି। ରାଜ୍ୟରେ କ’ଣ ଘଟୁଛି ସରକାରଙ୍କ…

ଆଜି ଭାରତ ବନ୍ଦ

ଭୁବନେଶ୍ୱର, ୨୬ା୨(ବ୍ୟୁରୋ): ବ୍ୟବସାୟୀ ସଂଘ ପକ୍ଷରୁ ଶୁକ୍ରବାର ଭାରତ ବନ୍ଦ ଡାକରା ଦିଆଯାଇଛି। କଟକ ନଗର ବ୍ୟବସାୟୀ ସଂଘ ଏହାକୁ ସମର୍ଥନ କରିବ ବୋଲି ଘୋଷଣା କରିଛି। ଜିଏସ୍‌ଟି ଜଟିଳତା ଦ୍ୱାରା ବ୍ୟବସାୟୀମାନେ ଆର୍ଥିକ ଓ ମାନସିକସ୍ତରରେ ଅତିଷ୍ଠ ହେଲେଣି। ଏହାଛଡ଼ା…

ଲିଙ୍ଗ ପରିବର୍ତ୍ତନ କରି ଭଉଣୀ ହେଲେ ଯାଆଁଳା ଭାଇ

ବ୍ରାଜିଲରେ ରହୁଥିବା ୨ ଯାଆଁଳା ଭାଇ ସେମାନଙ୍କର ଅଧିକାଂଶ କାମ ଏକାଠି କରିଥାନ୍ତି। ଏବେ ଏହି ୨ ଭାଇ ଏକତ୍ରି ଟ୍ରାନ୍ସଜେଣ୍ଡର ଅପରେଶନ କରି ରେକର୍ଡ କରିଛନ୍ତି। ୧୯ ବର୍ଷୀୟ ଏହି ୨ ଭାଇ ଲିଙ୍ଗ ଅସ୍ତ୍ରୋପଚାର କରି ଝିଅ ହୋଇଛନ୍ତି।…

କୋକୋ ଗଫ୍‌ ସେମିଫାଇନାଲରେ

ଆଡିଲେଡ୍‌, ୨୬ା୨ (ଏପି)-କୋକୋ ଗଫ୍‌ ଓ ଜିଲ୍‌ ଟିଚ୍‌ମ୍ୟାନ ଗୁରୁବାର ଆଡିଲେଡ୍‌ ଇଣ୍ଟରନ୍ୟାଶନାଲ ଟେନିସ ଟୁର୍ନାମେଣ୍ଟର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ୧୬ ବର୍ଷୀୟା ଗଫ୍‌ ୨-୬, ୬-୪, ୬-୪ ସେଟ୍‌ରେ ସେଲ୍‌ବି ରୋଜର୍ସଙ୍କୁ ପରାସ୍ତ କରିଥିବା ବେଳେ ଟିଚ୍‌ମ୍ୟାନ ୬-୪, ୬-୭…

କଲେଜରେ ରାଗିଂ ବଦଳାଇ ଦେଲା ଏହି ଅଭିନେତ୍ରୀଙ୍କ ଜୀବନ

ବଲିଉଡ୍‌ର ଜଣେ ସଫଳ ତଥା ଚର୍ଚ୍ଚିତ ଅଭିନେତ୍ରୀ ହେଉଛନ୍ତି ଚିତ୍ରଙ୍ଗଦା ସିଂ। ନିଜର ଅଭିନୟ ମାଧ୍ୟମରେ ସେ ପ୍ରଶଂସକଙ୍କ ହୃଦୟ ଜିତି ପାରିଛନ୍ତି। ତାଙ୍କର ଆଗାମୀ ଫିଲ୍ମ ‘ବବ୍‌ ବିଶ୍ୱାସ’। ଏଥିରେ ସେ ଅଭିଷେକ ବଚ୍ଚନଙ୍କ ସହ ନଜର ଆସିବେ। କଲେଜ…

ସୁରକ୍ଷିତ କରିପାରୁନି ସିସିଟିଭି

ଅନୁଗୋଳ ଅଫିସ, ୨୬।୨ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟର କଳେବର ବଢ଼ୁଛି। ନୂଆ ନୂଆ ବିଭାଗ ସଂଯୋଗ ହେଉଥିବାବେଳେ ପୂରା ବ୍ୟବସ୍ଥା ଉପରେ ନଜର ରଖିବାକୁ ଶତାଧିକ ସିସିଟିଭି ଲଗାଯାଇଛି। କିନ୍ତୁ ସେଥିରୁ ଅନେକ ଅଚଳ ହୋଇପଡ଼ିଥିବାରୁ ଏହାର ସୁଯୋଗ ନେଉଛନ୍ତି…

ନେପାଳ ଯିବେ ୩ ବର୍ଷୀୟ ସାଇ ଶ୍ରେୟାଂସୁ

ଭଦ୍ରକ ଅଫିସ, ୨୬।୨- ୩ ବର୍ଷ ବୟସରେ ସ୍ବତନ୍ତ୍ର ମଡେଲ ପାଇଁ ଜିଲା, ରାଜ୍ୟ ଓ ଦେଶ ପାଇଁ ଗୌରବ ଆଣିଛନ୍ତି। ଆସନ୍ତା ଜୁଲାଇରେ ନେପାଳରେ ହେବାକୁ ଥିବା ଅନ୍ତର୍ଜାତୀୟ ମଡେଲ ପ୍ରତିଯୋଗିତା ନିମନ୍ତେ ସର୍ବଭାରତୀୟ ଶିଶୁ ବର୍ଗରୁ ଚୟନ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?