Home

୨୧ରୁ ବିନା କୋଭିଡ୍‌ ରିପୋର୍ଟରେ ଦର୍ଶନ

ପୁରୀ ଅଫିସ,୧୮।୧: ଆସନ୍ତା ୨୧ତାରିଖରୁ ବିନା କୋଭିଡ୍‌ ନେଗେଟିଭ୍‌ ରିପୋର୍ଟରେ ଦାରୁଦିଅଁଙ୍କ ଦର୍ଶନ ଆରମ୍ଭ ହେବ। ସ୍ବତନ୍ତ୍ର ଏସ୍‌ଓପି ମାନି ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିରକୁ ଯାଇପାରିବେ। ବରିଷ୍ଠ ନାଗରିକ ଓ ଦିବ୍ୟାଙ୍ଗଙ୍କ ପାଇଁ ସ୍ବତନ୍ତ୍ର ଧାଡ଼ି ବ୍ୟବସ୍ଥା କରାଯିବ ବୋଲି ପୁରୀ ଜିଲାପାଳ…

ଦିଲ୍ଲୀରେ ୧୦ ମାସ ପରେ ଖୋଲିଲା ସ୍କୁଲ

ନୂଆଦିଲ୍ଲୀ,୧୮।୧: କରୋନା ମହାମାରୀ ସଂକ୍ରମଣ ଯୋଗୁ ରାଜଧାନୀ ଦିଲ୍ଲୀରେ ଗତ ୧୦ ମାସ ଧରି ସ୍କୁଲ ବନ୍ଦ ରହିଥିଲା। ତେବେ ସୋମବାର ସ୍କୁଲ ଖୋଲିଛି। ଏନେଇ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ସେମାନେ ବିଜୟ ସୂଚକ ଚିହ୍ନ ଦେଖାଇ ସ୍କୁଲରେ…

ପିକ୍‌ନିକ୍‌ ସ୍ପଟ୍‌: କରଞ୍ଜେଇ ପୀଠ

ଗଞ୍ଜାମ ସହରରେ ରହିଛି ବହୁ ଦୈବୀପୀଠ ଓ ପିକ୍‌ନିକ୍‌ ସ୍ପଟ୍‌, ସେଥିମଧ୍ୟରୁ ଶେରଗଡର କରଞ୍ଜେଇ ପୀଠ ଅନ୍ୟତମ। କରଞ୍ଜେଇ ଓ ପାକିଡି ପାହାଡ ମଝିରେ ରହିଛି ଏହି ମନୋରମ ସ୍ଥଳ। କିମ୍ବଦନ୍ତୀ ଅନୁଯାୟୀ ମୁନିଋଷିମାନେ ଏହି ପାହାଡରେ ତପସ୍ୟା କରି ସିଦ୍ଧିଲାଭ…

ଗତବର୍ଷ ତୁଳନାରେ ୨୨ ପ୍ରତିଶତ ବଢ଼ିଲା ଧାନ ସଂଗ୍ରହ

ଭୁବନେଶ୍ୱର,୧୮।୧(ବ୍ୟୁରୋ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଦ୍ବାରା ରାଜ୍ୟରେ ଖରିଫ ଧାନ ସଂଗ୍ରହ କାର୍ଯ୍ୟ ଚାଲିଥିବା ବେଳେ ରବିବାର ସୁଦ୍ଧା ମୋଟ ୩୫ ଲକ୍ଷ ୬ ହଜାର ୧୮୩ ମେଟ୍ରିକ୍‌ ଟନ୍‌ ଧାନ ସଂଗ୍ରହ କରାଯାଇଛି। ଏହା ଗତବର୍ଷ…

ଘନକୁହୁଡ଼ି: ଆଜି ୫ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୧(ବ୍ୟୁରୋ): ରାଜ୍ୟରେ କିଛିଦିନ ଧରି ଉଭାନ ହୋଇଥିବା ଶୀତ ଲେଉଟିବା ପରେ ଥଣ୍ଡା ଅନୁଭୂତ ହେଉଛି। ଏଥିସହ ଭୋର୍‌ ସମୟରୁ ଘନକୁହୁଡ଼ି ମାଡ଼ି ଆସିବା ସହ ବହୁ ସମୟ ପର୍ଯ୍ୟନ୍ତ ଆଚ୍ଛାଦିତ ହୋଇରହୁଛି। ଏବେ ରାଜ୍ୟର ଅଧିକାଂଶ ଜିଲାରେ ଘନକୁହୁଡ଼ି ଦେଖିବାକୁ…

ଅର୍ଣ୍ଣବଙ୍କ ହ୍ବାଟ୍ସଆପ୍‌ ଚାଟ୍‌ ଲିକ୍‌କୁ ନେଇ ଝଡ଼

ନୂଆଦିଲ୍ଲୀ, ୧୮।୧: ରିପବ୍ଲିକ୍‌ ଟିଭି ମୁଖ୍ୟ ସମ୍ପାଦକ ଅର୍ଣ୍ଣବ ଗୋସ୍ବାମୀ ଏବଂ ଟେଲିଭିଜନ ରେଟିଂ ସଂସ୍ଥା ବିଏଆର୍‌ସିର ପୂର୍ବତନ ସିଇଓ ପାର୍ଥୋ ଦାସଗୁପ୍ତାଙ୍କ ମଧ୍ୟରେ ହୋଇଥିବା ହ୍ବାଟ୍ସଆପ୍‌ ଚାଟିଂର ସ୍କ୍ରିନ୍‌ଶଟ୍‌ ସୋସିଆଲ ମିଡିଆରେ ଲିକ୍‌ ଘଟଣାକୁ ନେଇ ରାଜନୈତିକ ଝଡ଼ ସୃଷ୍ଟି…

ଫେସ୍‌ବୁକ୍‌, ଟୁଇଟର ଅଧିକାରୀଙ୍କୁ ସମନ

ନୂଆଦିଲ୍ଲୀ, ୧୮।୧: ସୋସିଆଲ ମିଡିଆ କମ୍ପାନୀ ଫେସ୍‌ବୁକ୍‌ ଓ ଟୁଇଟର୍‌ର ଅଧିକାରୀମାନଙ୍କୁ ସୂଚନା ପ୍ରଯୁକ୍ତି ସମ୍ପର୍କିତ ସଂସଦୀୟ କମିଟି ରବିବାର ସମନ ଜାରି କରିଛି। ସେମାନଙ୍କୁ ୨୧ରେ ହାଜର ହେବା ଲାଗି କୁହାଯାଇଛି। ନାଗରିକମାନଙ୍କ ଅଧିକାରର ସୁରକ୍ଷା ଓ ସୋସିଆଲ୍‌ ତଥା…

‘ଜିଦି ଛାଡ଼ନ୍ତୁ କୃଷକ’

ନୂଆଦିଲ୍ଲୀ, ୧୮।୧: ନୂଆ କୃଷି ଆଇନ ପ୍ରତ୍ୟାହାର ନ କରିବା ଆଭିମୁଖ୍ୟକୁ କେନ୍ଦ୍ର ସରକାର ରବିବାର ପୁଣିଥରେ ଦୋହରାଇଛନ୍ତି। କୃଷକମାନେ ଆଇନ ପ୍ରତ୍ୟାହାର ଜିଦି ଛାଡନ୍ତୁ ବୋଲି କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର କହିଛନ୍ତି। ୧୯ରେ ହେବାକୁ ଥିବା ଦଶମ…

ମୋଦିଙ୍କ ଆଭିମୁଖ୍ୟ ବଦଳିଲେ…

ନୂଆଦିଲ୍ଲୀ/ଓ୍ବାଶିଂଟନ,୧୮ା୧: ଦୁଇଦିନ ପରେ ଆମେରିକାରେ କ୍ଷମତା ପରିବର୍ତ୍ତନ ହେବାକୁ ଯାଉଛି। ୨୦ ତାରିଖରେ ରିପବ୍ଲିକାନ୍‌ ନେତା ଡୋନାଲ୍ଡ ଟ୍ରମ୍ପ୍‌ ବିଦାୟ ନେବା ସହ ୭୮ ବର୍ଷୀୟ ଡେମୋକ୍ରାଟ୍‌ ଜୋ ବାଇଡେନ୍‌ ଦେଶର ୪୬ତମ ରାଷ୍ଟ୍ରପତି ଭାବେ ଶପଥ ନେବେ। ଗତ ନଭେମ୍ବରରେ…

ସୁପ୍ରିମକୋର୍ଟର ୨ ମହିଳା ବିଚାରପତିଙ୍କୁ ହତ୍ୟା

କାବୁଲ,୧୮ା୧: ଯୁଦ୍ଧ ପ୍ରଭାବିତ ଆଫଗାନିସ୍ତାନରେ ଆତଙ୍କବାଦୀମାନେ ବର୍ବରତାର ସୀମା ଲଂଘିଛନ୍ତି। ରାଜଧାନୀ କାବୁଲରେ ସେମାନେ ରବିବାର ସୁପ୍ରିମକୋର୍ଟର ୨ ଜଣ ମହିଳା ବିଚାରପତିଙ୍କୁ ଗୁଳିକରି ହତ୍ୟା କରିଛନ୍ତି। ଏହି ଆକ୍ରମଣରେ ମହିଳା ବିଚାରପତିଙ୍କ କାର୍‌ ଡ୍ରାଇଭରଙ୍କ ସମେତ ଆଉ ଜଣେ କର୍ମଚାରୀ…

ଭାରତ ପାଇଁ ସତର୍କ ଘଣ୍ଟି

ନୂଆଦିଲ୍ଲୀ, ୧୮।୧: ମହାମାରୀ କରୋନା ମୁଣ୍ଡ ପରେ ମୁଣ୍ଡ ଗଡ଼ାଇ ଚାଲିଥିବାବେଳେ ସମସ୍ତଙ୍କ ଅପେକ୍ଷା ଥିଲା ଟିକାକୁ। ସଂକ୍ରମଣର ପ୍ରାୟ ବର୍ଷେ ପରେ ଆମେରିକା, ବ୍ରିଟେନ, ରୁଷିଆ, ଚାଇନା ସମେତ ବିଶ୍ୱର ବିଭିନ୍ନ ଦେଶକୁ ଭାକ୍ସିନ୍‌ ଆସିଛି। କୋଭିଡ୍‌ ମହାମାରୀ ବିରୋଧରେ…

ଜୀବନ ସାରା ଲିଭ୍‌ ଇନ୍‌ରେ ରହି ବି ହୋଇ ପାରୁନି ବିବାହ…

ରାଞ୍ଚି: ଝାଡଖଣ୍ଡରେ ପାଖରେ ଟଙ୍କା ନ ଥିବାରୁ ଅନେକ ଜନଜାତି ସମ୍ପ୍ରଦାୟର ଲୋକେ ଏକାଠି ଲିଭ୍‌ ଇନ୍‌ରେ ରହୁଥିଲେ ମଧ୍ୟ ବିବାହ କରି ପାରୁ ନାହାଁନ୍ତି। ଜୀବନ ସାରା ଲିଭ୍‌ ଇନ୍‌ରେ ପିଲା ଛୁଆ ବଡ଼ ହୋଇ ଯାଉଛନ୍ତି। ସେମାନଙ୍କର ବିବାହ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri