ହ୍ବାଇଟ୍ ହାଉସ୍ରେ ସମୀରା
ଓ୍ବାଶିଂଟନ୍, ୧୭ା୧: ଆମେରିକାର ନବ ନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନ୍ଙ୍କ ଟିମ୍ରେ ସାମିଲ ହୋଇଛନ୍ତି ଭାରତୀୟ ବଂଶୋଦ୍ଭବ ସମୀରା ଫେଜିଲି। ଭାରତୀୟ-ଆମେରିକୀୟ କମ୍ୟୁନିଟି ଏବଂ ଅର୍ଥନୈତିକ ବିକାଶ ବିଶେଷଜ୍ଞ ସମୀରାଙ୍କୁ ହ୍ବାଇଟ୍ ହାଉସ୍ରେ ଜାତୀୟ ଅର୍ଥନୈତିକ ପରିଷଦର ଡେପୁଟି ନିର୍ଦ୍ଦେଶକ ଭାବେ…
ସୁପ୍ରିମକୋର୍ଟ ଗଲା ବିକେୟୁ
ନୂଆଦିଲ୍ଲୀ, ୧୭।୧(ପି.ଟି.): ବିବାଦୀୟ କୃଷି ଆଇନକୁ ନେଇ ଅଚଳାବସ୍ଥା ଜାରି ରହିଥିବାବେଳେ ଏହାର ସମାଧାନ ସୂତ୍ର ବାହାର କରିବା ଲାଗି ସୁପ୍ରିମକୋର୍ଟ ୪ ଜଣିଆ ବିଶେଷଜ୍ଞ କମିଟି ଗଠନ କରିଥିଲେ। ଉକ୍ତ କମିଟିରୁ ଭୂପିନ୍ଦର ସିଂ ମାନ୍ ଓହରିଯାଇଥିବାବେଳେ ଅନ୍ୟ ୩…
୧.୯ ଲକ୍ଷ ନେଲେ
ନୂଆଦିଲ୍ଲୀ, ୧୭।୧(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦେଶରେ ବିଶ୍ୱର ସର୍ବବୃହତ୍ କୋଭିଡ୍ ଟିକାକରଣ ଅଭିଯାନ ଶୁଭାରମ୍ଭ କରିଛନ୍ତି। ପ୍ରଥମ ଦିନରେ ପ୍ରାୟ ୩ ଲକ୍ଷ ଜଣଙ୍କୁ ଟିକା ଦେବା ପାଇଁ ଧାର୍ଯ୍ୟ କରାଯାଇଥିବାବେଳେ ଅପରାହ୍ନ ୫ଟା ୩୦ ସୁଦ୍ଧା ୧,୯୧,୧୮୧…
ବଲିଉଡ୍ର ଏହି ଲୋକପ୍ରିୟ ଗୀତ ଗାଇ ସମସ୍ତଙ୍କ ହୃଦୟ ଜିତିଲେ କୁନି ବାଳକ, ରବୀନା ଟଣ୍ଡନ କଲେ ପ୍ରଶଂସା
ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ଜଣେ ବାଳକ ଫିଲ୍ମ ‘ବର୍ଡର’ର ଗୀତକୁ ଖୁବ୍ ସୁନ୍ଦର ଭାବରେ ଗାଉଥିବାର ନଜର ଆସିଛନ୍ତି। ଏହି ବାଳକଙ୍କ ଭିଡିଓଟି ସୋସିଆଲ ମିଡିଆରେ ତୀବ୍ର ବେଗରେ ଭାଇରାଲ ହେଉଛି। ୧୯୯୭ ମସିହାରେ…
ମନ ଖୋଜେ ସାଥୀ…
ସୃଷ୍ଟିର ନିୟମ ଅନୁସାରେ ପ୍ରତିଟି କୀଟ-ପତଙ୍ଗ, କ୍ଷୁଦ୍ର ପ୍ରାଣୀଙ୍କଠାରୁ ମଣିଷ ପର୍ଯ୍ୟନ୍ତ ସଭିଙ୍କର ଜୀବନଶୈଳୀ ବିଭିନ୍ନ ବୟସରେ ଭିନ୍ନ ଭିନ୍ନ ହୋଇଥାଏ। ଏକ ନିର୍ଦ୍ଦିଷ୍ଟ ବୟସରେ ମଣିଷ ସହିତ ଅନ୍ୟ ସମସ୍ତ ପ୍ରାଣୀଙ୍କ ମଧ୍ୟରେ ବିପରୀତ ଲିଙ୍ଗଙ୍କ ପ୍ରତି ଆକର୍ଷଣ ସୃଷ୍ଟି…
ସ୍ବାସ୍ଥ୍ୟ ସମସ୍ୟା ବି ଦୂର କରେ ଅଳଙ୍କାର…
ଭାରତୀୟ ସଂସ୍କୃତିରେ ଶୃଙ୍ଗାରକୁ ଗୁରୁତ୍ୱ ପ୍ରଦାନ କରାଯାଇଥାଏ। ମହିଳାମାନେ ନାକରେ କାନରେ ବେକରେ ତଥା ହାତ ଏବଂ ଗୋଡ଼ରେ ଭିନ୍ନ ଭିନ୍ନ ଧାତୁରେ ନିର୍ମିତ ହୋଇଥିବା ବିଭିନ୍ନ ପ୍ରକାରର ଅଳଙ୍କାର ପିନ୍ଧିଥାନ୍ତି। ଏସବୁ ଅଳଙ୍କାର ସୌନ୍ଦର୍ଯ୍ୟ ଏବଂ ସୌଭାଗ୍ୟ ବୃଦ୍ଧି କରିବା…
ପୁଅର ଫିଲ୍ମ ଦେଖି କାନ୍ଦି ପକାଇଥିଲେ ଜାଭେଦ୍ ଅଖତର…
ମୁମ୍ବାଇ,୧୭।୧: ଗୀତିକାର ଜାଭେଦ୍ ଅଖତର୍ଙ୍କୁ ରବିବାର ୭୬ ବର୍ଷ ପୂରଣ ହୋଇଛି। ସେ ୭୭ ବର୍ଷରେ ପାଦ ଦେଇଛନ୍ତି। ସେ ୧୯୪୫ ଜାନୁୟାରୀ ୧୭ରେ ଗ୍ବାଲିୟରଠାରେ ଜନ୍ମଗ୍ରହଣ କରିଥିଲେ। ଜୀବନର ପ୍ରାଥମିକ ପର୍ଯ୍ୟାୟରେ ଜାଭେଦ୍ଙ୍କୁ ଅନେକ ସଂଘର୍ଷର ସମ୍ମୁଖୀନ ହେବାକୁ ପଡ଼ିଥିଲା।…
ପ୍ରବଳ ତୁଷାରପାତ: ଘୋଡ଼ା ଚଢ଼ି ପାର୍ସଲ ବାଣ୍ଟୁଛନ୍ତି ଡେଲିଭରୀ ବୟ
ଶ୍ରୀନଗର,୧୬।୧: ଆଜିକାଲି ଜମ୍ମୁ-କଶ୍ମୀରରେ ପ୍ରବଳ ତୁଷାରପାତ ହେଉଛି। ଫଳରେ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇପଡ଼ିଛି। ଏପରି ସ୍ଥିତିରେ ଲୋକେ ଅନ୍ଲାଇନ୍ରେ ଜିନିଷ ମଗାଉଛନ୍ତି। ମାତ୍ର ସବୁଠୁ ବଡ଼ କଥା ହେଲା ମଗାଇଥିବା ସାମଗ୍ରୀ କିପରି ପାଇବେ ସେନେଇ ଚିନ୍ତାରେ ପଡ଼ିଛନ୍ତି। ପ୍ରବଳ…
ଆଜି ରାଜଧାନୀରେ ଏକ ଅଙ୍କକୁ ଖସିଲା କରୋନା ପଜିଟିଭ୍ ସଂଖ୍ୟା
ଭୁବନେଶ୍ୱର,୧୬ା୧(ବ୍ୟୁରୋ): ଶନିବାର ରାଜଧାନୀରେ କରୋନା ପଜିଟିଭ୍ଙ୍କ ସଂଖ୍ୟା ଏକ ଅଙ୍କକୁ ଖସିଛି। ତେବେ ଆଜି ରାଜଧାନୀରୁ ମାତ୍ର ୪ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେହିପରି ୩ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବିଏମ୍ସି ଟୁଇଟ୍ କରି ସୂଚନା ଦେଇଛି। କ୍ୱାରାଣ୍ଟାଇନରୁ…
ଖରାପ୍ ଶର୍ଟ ଖେଳି ଆଉଟ୍ ହୋଇଥିଲେ ରୋହିତ ଶର୍ମା: ସମାଲୋଚନାକୁ ନେଇ କହିଲେ ‘ପଶ୍ଚାତାପ କରୁନାହିଁ’
ବ୍ରିସବେନ୍,୧୬।୧: ଦଳକୁ ଆବଶ୍ୟକତା ଥିବା ବେଳେ ଭୁଲ୍ ଶଟ୍ ଖେଳି ଆଉଟ୍ ହେବାକୁ ନେଇ ଭାରତୀୟ ଉପଅଧିନାୟକ ରୋହିତ ଶର୍ମାଙ୍କ ଆଲୋଚନା କରାଯାଉଛି। ଏନେଇ ପ୍ରତିକ୍ରିୟା ରଖି ସେ ପଶ୍ଚାତାପ କରୁ ନ ଥିବା କହିଛନ୍ତି। ଏପରିକି ବୋଲରମାନଙ୍କୁ ଚାପରେ ରଖିବା…
ଜୁନାଗଡ଼ରେ ପ୍ରଥମ ଟିକା ନେଲେ ଏହି ସଫେଇ କର୍ମଚାରୀ
ଜୁନାଗଡ଼,୧୬।୧(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଶନିବାର କୋଭିଡ-୧୯ ଟିକାକରଣ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଏଥିରେ ଜୁନାଗଡ଼ ବିଡିଓ ଦୁଲାରାମ ମାରାଣ୍ଡି ଅତିଥି ଭାବେ ଯୋଗଦେଇ ଏହି ଟିକାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ପ୍ରଥମ ବ୍ୟକ୍ତି ଭାବେ ଡାକ୍ତରଖାନାର ସଫେଇ…
ଭୋଡାଫୋନ୍ ଆଇଡିଆର ଧମାକା ଅଫର୍: ମାତ୍ର ୨.୮ ଟଙ୍କାରେ ମିଳୁଛି ୧ ଜିବି ଡାଟା
ନୂଆଦିଲ୍ଲୀ,୧୬।୧: ଭୋଡାଫୋନ୍ ଆଇଡିଆ(ଭିଆଇ) ଏହାର ପ୍ରିପେଡ୍ ଗ୍ରାହକଙ୍କ ପାଇଁ ଏକ ଉତ୍ତମ ପ୍ଲାନ୍ ଆଣିଛି। ଏହି ଯୋଜନାରେ ବ୍ୟବହାରକାରୀଙ୍କୁ ମାତ୍ର ୨.୦୮ ଟଙ୍କାରେ ୧ଜିବି ଡାଟା ମିଳିବ। ଏହାଛଡ଼ା ଓଟିଟି ସବ୍ସ୍କ୍ରିପ୍ସନ ସମେତ ଅନେକ ସୁବିଧାର ଲାଭ ମଧ୍ୟ ମିଳିବ। ତେବେ…
Archives


