ଟାର୍ଗେଟ ଶେଷ: ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ
ବିଜେପୁର,୧୬।୧(ଡି.ଏନ୍.ଏ.): ବରଗଡ଼ ଜିଲା ବିଜେପୁର ବ୍ଲକରେ ଖରିଫ ଧାନ ବିକ୍ରିରେ ଚାଷୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ଟୋକନ ପାଇ ଚାଷୀ ବିକ୍ରି ପାଇଁ ଉତ୍ପାଦିତ ଧାନକୁ ମଣ୍ଡିକୁ ଆଣିଥିଲେ। ହେଲେ ସପ୍ତାହ ଅତିକ୍ରମ କଲେ ମଧ୍ୟ ଧାନ…
ଖିଲାଡି ହିରୋଙ୍କ ଦ୍ୱାରା ପ୍ରତାରିତ ହୋଇ ଆମେରିକା ଚାଲିଯାଇଥିଲେ ଏହି ଅଭିନେତ୍ରୀ
ବଲିଉଡ୍ର ଖିଲାଡି ହିରୋ ଅକ୍ଷୟ କୁମାରଙ୍କ ଅଭିନୟ କ୍ୟାରିୟର ବହୁତ ସଫଳ ରହିଛି । ଫିଲ୍ମକୁ ନେଇ ସେ ଯେତିକି ଚର୍ଚ୍ଚାରେ ଥାଆନ୍ତି ଅଭିନେତ୍ରୀଙ୍କ ସହ ପ୍ରେମ ସମ୍ପର୍କକୁ ନେଇ ମଧ୍ୟ ସେମିତି। ଅଭିନେତ୍ରୀଙ୍କ ସହ ପ୍ରେମ ସମ୍ପର୍କ ରଖିବା ପରେ…
କରୋନା ଟିକା ସମ୍ପୂର୍ଣ୍ଣ ସୁରକ୍ଷିତ,କହିଲେ କେଜରିଓ୍ବାଲ-ଅମରିନ୍ଦର
ନୂଆଦିଲ୍ଲୀ,୧୬।୧: ଭାରତରେ ଶନିବାରଠାରୁ ସର୍ବବୃହତ୍ ଟିକାକରଣ ଅଭିଯାନ ଆରମ୍ଭ ହୋଇଛି। କେନ୍ଦ୍ର ସରକାରଙ୍କ ସାର୍ବଜନୀକ ଟିକାକରଣକୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଏବଂ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ୍ ଅମରିନ୍ଦର ସିଂ ସ୍ବାଗତ କରିଛନ୍ତି। କେଜରିଓ୍ବାଲ ଜନସାଧାରଣଙ୍କୁ ଗୁଜବ ପ୍ରତି ଧ୍ୟାନ ନ…
ଧାନଗଦାରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ
ଦିଗପହଣ୍ଡି,୧୬।୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ବି.ତୁରୁବୁଡ଼ି ପଞ୍ଚାୟତ ନରେନ୍ଦ୍ରପୁର ଗ୍ରାମରେ ପୂର୍ବ ଶତ୍ରୁତାକୁ ନେଇ ଜି.ସୂର୍ଯ୍ୟ ରେଡ୍ଡୀଙ୍କ ଧାନଗଦାରେ କେହି ଦୁର୍ବୃତ୍ତ ନିଆଁ ଲଗାଇ ଦେଇଥିବା ଅଭିଯୋଗ ହୋଇଛି। ତେବେ କେଉଁ କାରଣରୁ ଦୁର୍ବୃତ୍ତ ଏହି ନିଆଁ ଲଗାଇଲେ…
ଯୁବକଙ୍କ ମଳଦ୍ୱାରରେ ଏୟାର ପ୍ରେସର ଦେଲେ ବନ୍ଧୁ: ଅବସ୍ଥା ହେଲା ଗୁରୁତର
ଭୋପାଳ,୧୬।୧: ବନ୍ଧୁଙ୍କ ମଧ୍ୟରେ ଥଟ୍ଟା ମଜା ହେବା ସାଧାରଣ କଥା। ମାତ୍ର ଏହି ଥଟ୍ଟା ମଜାରୁ ମଧ୍ୟପ୍ରଦେଶରେ ଜଣେ ଯୁବକ ଗୁରୁତର ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। କଟନି ଜିଲାର ମାଧବ ନଗର ସ୍ଥିତ ଏକ ଡାଲି ମିଲ୍ରେ ସୁଖରାମ ଯାଦବ…
ବିଲ୍ ଗେଟସ୍ ଆମେରିକାର ଏକ ନମ୍ବର ଚାଷୀ: କିଣିଲେ ୨୪୨ ହଜାର ଏକର ଚାଷ ଜମି
ଓ୍ବାଶିଂଟନ,୧୬।୧: ମାଇକ୍ରୋସଫ୍ଟ ସଂସ୍ଥାପକ ତଥା ପୃଥିବୀର ଚତୁର୍ଥ ଧନୀକ ଭାବେ ଖ୍ୟାତି ହାସଲ କରିଥିବା ବିଲ୍ ଗେଟସ୍ ଏବେ ଆମେରିକାର ଏକ ନମ୍ବର ଚାଷୀ ପାଲଟିଛନ୍ତି। ସେ ଦେଶର ୧୮ଟି ରାଜ୍ୟରେ ମୋଟ ୨୪୨ ହଜାର ଏକର ଚାଷ ଜମି କିଣିଛନ୍ତି।…
ବିଶ୍ୱକପ୍ର ସେମିଫାଇନାଲ-ଫାଇନାଲ୍ରେ ଶତକ ମାରିଥିବା ବିଶ୍ୱର ଏକମାତ୍ର ବ୍ୟାଟ୍ସମ୍ୟାନ୍ ହେଲେ ଏହି କ୍ରିକେଟର: ଆଜି ବି ରହିଛି ରେକର୍ଡ
ନୂଆଦିଲ୍ଲୀ,୧୬।୧: କ୍ରିକେଟରେ ପୁରୁଣା ରେକର୍ଡ ଭାଙ୍ଗି ନୂଆ ରେକର୍ଡ ସ୍ଥାପନ କରିଥାନ୍ତି କ୍ରିକେଟର। ହେଲେ କିଛି ରେକର୍ଡ ଏଭଳି ଥାଏ ଯାହା ଗୋଟିଏ ଥର ହୋଇଥିଲେ ହେଁ ସେହିଭଳି ରହିଥାଏ। ଅନ୍ୟ କେହି ତାକୁ ଭାଙ୍ଗିପାରି ନ ଥାନ୍ତି। ସେଭଳି ଏକ…
ଆଇଏଏସ୍ ଅଫିସର ହେବାକୁ ଚାହୁଁଥିଲେ ଏହି ଅଭିନେତା
ଭୋଜପୁରୀ ଅଭିନେତା ତଥା ଦିଲ୍ଲୀ ଭାଜପାର ପୂର୍ବତନ ଅଧ୍ୟକ୍ଷ ମନୋଜ ତିଓ୍ବାରୀ ନିକଟରେ ବାପା ହୋଇଛନ୍ତି। ମନୋଜ ‘ଦରୋଗା ବାବୁ ଆଇ ଲଭ୍ ୟୁ’, ‘ଧରତି କହେ ପୁକାର ଦେ’ ଆଦି ସୁପରହିଟ୍ ଫିଲ୍ମରେ କାମ କରିସାରିଛନ୍ତି। ରାଜନୀତିରେ ସକ୍ରିୟ ମନୋଜ…
ଟିକା ନେଇଥିବା ସ୍ବାସ୍ଥ୍ୟ କର୍ମୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୬।୧(ବ୍ୟୁରୋ) : ଆଜି ପ୍ରଥମ ଟିକା ନେଇଥିବା ସଫେଇ କର୍ମଚାରୀ ଏବଂ ସ୍ବାସ୍ଥ୍ୟକର୍ମୀଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଥା ହୋଇଛନ୍ତି। ସେମାନଙ୍କ ସହ କଥା ହେବା ସହ ଶୁଭେଚ୍ଛା ଜଣାଇଛନ୍ତି। ଟିକା ନେଇଥିବାରୁ ତାଙ୍କୁ ଉତ୍ସାହିତ କରିଥିଲେ ଏବଂ ଟିକାକରଣ…
ଏକଦା ପଡ଼ିଆରେ ଓ୍ବାଟ୍ସନଙ୍କ ମଜା ଉଡ଼ାଇଥିଲେ ଧଓ୍ବନ-ରାଇନା: ଗବ୍ବର କରିଥିଲେ ଏଭଳି ଖୁଲାସା
ନୂଆଦିଲ୍ଲୀ,୧୬।୧: ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ମ୍ୟାଚ୍ଗୁଡ଼ିକ ରୋମାଞ୍ଚକର ହୋଇଥାଏ। ଉଭୟ ଟିମ୍ ମୁହଁାମୁହିଁ ସ୍ଥିତି ବେଳେ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇଥାଏ। ଏଭଳି ଏକ ଘଟଣା ୨୦୧୩ରେ ଦେଖିବାକୁ ମିଳିଥିଲା। ସେତେବେଳେ ଭାରତ ଗସ୍ତରେ ଆସିଥିଲା ଅଷ୍ଟ୍ରେଲିଆ ଟିମ୍। ବାଙ୍ଗାଲୋରର ଏମ୍…
କେନ୍ଦୁଝରରେ ଡାକ୍ତର, ମହିଳା ସୁଇପର ନେଲେ ପ୍ରଥମ ଟିକା
କେନ୍ଦୁଝର,୧୬।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାର ୬ଟି କେନ୍ଦ୍ରରେ କରୋନା ଟିକାକରଣ ଆରମ୍ଭ ହୋଇଛି। ଜିଲା ମୁଖ୍ୟ ଡାକ୍ତରଖାନାରେ ଜିଲାପାଳ ଆଶିଷ ଥାକରେ ଓ ସିଡିଏମଓଙ୍କ ତତ୍ତ୍ୱାବଧାନରେ ଆରମ୍ଭ ହୋଇଛି। ମେଡିକାଲର ଜଣେ ସୁଇପର ବୀଣାପାଣି ବାରିକ ଏବଂ ଯକ୍ଷ୍ମା ଓ…
୪,୮୦୦ରୁ ଅଧିକ ଆଇସ୍ କ୍ରିମ୍ ବାକ୍ସରେ କରୋନା ଭୂତାଣୁ
ବେଜିଂ,୧୬।୧: କରୋନା ସଂକ୍ରମଣ ନେଇ ଚାଇନାରେ ପୁଣି ଆତଙ୍କ ଦେଖାଦେଇଛି। ଏଠାରେ ୪,୮୩୬ ଆଇସ୍ କ୍ରିମ୍ ବାକ୍ସ୍ରେ କରୋନା ଭୂତାଣୁ ରହିଥିବା ସ୍ବାସ୍ଥ୍ୟ ଅଧିକାରୀମାନେ ସୂଚନା ଦେଇଛନ୍ତି। ଦେଶର ଉତ୍ତର ପୂର୍ବ ଅଞ୍ଚଳରେ ଥିବା ତିଆନ୍ଜିିନ୍ ନଗର ପାଳିକାରେ ଥିବା ତିଆନ୍ଜିିନ୍…
Archives


