Home

ଭେଣ୍ଟିଲେଟରରେ ଏହି ପ୍ରସିଦ୍ଧ ଅଭିନେତା: ମାଗିଲେ ଆର୍ଥିକ ସହାୟତା

ବର୍ଷ ୨୦୨୦ ସମସ୍ତଙ୍କ ପାଇଁ ଖରାପ ବର୍ଷ ସାବ୍ୟସ୍ତ ହୋଇଛି। ମହାମାରୀ କରୋନା ଯୋଗୁ ଅନେକ କଳାକାର ଚାକିରି ହରାଇ ଆର୍ଥିକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏମିତି ଜଣେ ଅଭିନେତା ହେଲେ ଶିବକୁମାର ବର୍ମା। ଅଭିନେତା ତଥା ସିନେ ଆଣ୍ଡ ଟିଭି…

ବିଏସ୍‌ଏନ୍‌ଏଲ୍‌ ଲଞ୍ଚ କଲା ୩ ମନଲୋଭା ପ୍ଲାନ: ଅନଲିମିଟେଡ୍‌ କଲିଂ ସହ ୭୫ଜିବିରୁ ଅଧିକ ଡାଟା ପାଇବେ ଗ୍ରାହକ !

ନୂଆଦିଲ୍ଲୀ,୩।୧୨: ବିଏସ୍‌ଏନ୍‌ଏଲ୍‌ ଗ୍ରାହକଙ୍କ ପାଇଁ ୩ ନୂଆ ପୋଷ୍ଟପେଡ୍‌ ପ୍ଲ୍‌ାନ ବଜାରକୁ ଆସିଛି। କମ୍ପାନୀ ପକ୍ଷରୁ ଏହାର ଦାମ ଯଥାକ୍ରମେ ୧୯୯,୭୯୮,୯୯୯ ରଖାଯାଇଛି। ଏହି ପ୍ଲାନରେ ଗ୍ରାହକଙ୍କୁ ଅସୀମିତ କଲ୍‌ର ସୁବିଧା ସହ ଅନ୍ୟ ଲାଭ ମିଳିବ। ୧୯୯ ଟଙ୍କାର ପ୍ଲାନରେ…

ଟି-୨୦ ସିରିଜରେ ଧଓ୍ବନଙ୍କ ସହ ପଡ଼ିଆକୁ ଓହ୍ଲାନ୍ତୁ କେ.ଏଲ୍‌ ରାହୁଲ: ଗାଭାସ୍କର

ନୂଆଦିଲ୍ଲୀ,୩।୧୨: ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଦିନିକିଆ ସିରିଜ ଶେଷ ହେବା ପରେ ଏବେ ଟି-୨୦ ସିରିଜ ଉପରେ ସମସ୍ତଙ୍କ ନଜର। ୨-୧ରେ ଭାରତ ସିରିଜ ହାରିବା ପରେ ଏବେ ଟି-୨୦ରେ ଜିତ୍‌ ହାସଲ କରୁ ବୋଲି ଆଶା ରଖିଛନ୍ତି ପ୍ରଶଂସକ। ଏପରିସ୍ଥଳେ ଦଳର…

ଶାଢ଼ି ପିନ୍ଧି ବ୍ୟାକ୍‌ଫ୍ଲିପ୍‌ ମାରିଲେ ଯୁବତୀ, ଭିଡିଓ ଦେଖିଲେ ଚକିତ ହେବେ

ସୋସିଆଲ ମିଡିଆରେ ଜଣେ ଯୁବତୀଙ୍କ ଭିଡିଓ ଭାଇରାଲ ହେବାରେ ଲାଗିଛି। ଯାହା ଦେଖିଲେ ଆପଣ ମଧ୍ୟ ଆଶ୍ଚର୍ଯ୍ୟ ହୋଇଯିବେ। ଶାଢ଼ି ପିନ୍ଧିଥିବା ଏହି ଯୁବତୀ ଜଣକ ‘ବ୍ୟାକ୍‌ଫ୍ଲିପ୍‌’ ମାରି ରେକର୍ଡ ସୃଷ୍ଟି କରିଛନ୍ତି। ଲୋକେ ଯୁବତୀଙ୍କ ଏହି ପ୍ରତିଭା ଦେଖି ଖୁବ୍‌…

ଆସନ୍ତା ବର୍ଷ ଆଇପିଏଲ୍‌ରେ ଏଣ୍ଟ୍ରି କରିବେ ୨ ନୂଆ ଟିମ୍‌ ! ବିସିସିଆଇ ବୈଠକରେ ନିଆଯାଇପାରେ ନିଷ୍ପତ୍ତି

ନୂଆଦିଲ୍ଲୀ,୩।୧୨: ଆସନ୍ତା ବର୍ଷ ଆଇପିଏଲରେ ୨ ନୂତନ ଦଳ ଭାଗ ନେଇପାରନ୍ତି। ବିସିସିଆଇ ନିଜର ବାର୍ଷିକ ବୈଠକ(ଏଜିଏମ୍‌)ର ଏଜେଣ୍ଡାରେ ନୂଆ ଦଳକୁ ସାମିଲ କରିବାର ମୁଦ୍ଦା ସ୍ଥାନିତ କରିଛି। ଏଥିନେଇ ୨୪ ଡିସେମ୍ବରରେ ମୁମ୍ବାଇରେ ଅନୁଷ୍ଠିତ ହେବାକୁ ଥିବା ବୈଠକରେ ଚୂଡ଼ାନ୍ତ…

ବିଭିନ୍ନ ଦାବି ନେଇ ଗ୍ରାମବାସୀ ଜିଲା ପ୍ରଶାସନର ଦ୍ୱାରସ୍ଥ

କୋରାପୁଟ,୩ା୧୨(ସ୍ବ.ପ୍ର.): କୋରାପୁଟ ଜିଲା ଲମତାପୁଟ ବ୍ଲକରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟ ନେଇ ଗ୍ରାମବାସୀ ଜିଲା ପ୍ରଶାସନର ଦ୍ୱାରସ୍ଥ ହୋଇଛନ୍ତି। ଜିଲାପାଳ ମଧୁସୂଦନ ମିଶ୍ରଙ୍କୁ ଏ ସମ୍ପର୍କିତ ଏକ ଦାବିପତ୍ର ମଧ୍ୟ ପ୍ରଦାନ କରିଛନ୍ତି। ଲମତାପୁଟ ସିନ୍ଧିପୁଟିଠାରେ ଏକ ମେଗା ବ୍ରିଜ କରାଯିବା,…

ଘରେ ଶାନ୍ତି ଏବଂ ଧନବୃଦ୍ଧି ପାଇଁ ଆପଣାନ୍ତୁ ଏହି ଟିପ୍ସ

ସାଧାରଣତଃ ସମସ୍ତେ ଚାହିଁଥାନ୍ତି ପରିବାରରେ ହସଖୁସିରେ ରହିବା ପାଇଁ। ଘରେ ହସ ଏବଂ ଖୁସିର ବାତାବରଣ ରହିଲେ ମା’ ଲକ୍ଷ୍ମୀଙ୍କ କୃପା ରହିଥାଏ। ଅନେକଙ୍କ ପରିବାରରେ ସର୍ବଦା କଳିତକରାଳ ଲାଗି ରହିଥାଏ। ଯେଉଁଥିପାଇଁ ବାସ୍ତୁଦୋଷ ରହିଥାଏ ବୋଲି ଜ୍ୟୋତିର୍ବିଦ୍‌ମାନେ କୁହନ୍ତି। ତେଣୁ…

ବାସ୍ତବ ଦୁନିଆର ‘ମୋଗଲି’: ଆଖି ପିଛୁଳାକେ ଚଢ଼ନ୍ତି ଗଛ, ଜଙ୍ଗଲରେ ବିତାନ୍ତି ସମୟ

ନୂଆଦିଲ୍ଲୀ: ଫିଲ୍ମ ‘ଜଙ୍ଗଲ ବୁକ୍‌’ରେ ବେଶ୍‌ ଲୋକପ୍ରିୟ ହୋଇଥିଲା ମୋଗଲି ଚରିତ୍ର। ଜଙ୍ଗଲରେ ରହିବା ସହ ପଶୁପକ୍ଷୀଙ୍କ ମଧ୍ୟରେ ସମୟ ବିତାଉଥିବାକୁ ନେଇ ଚଳଚ୍ଚିତ୍ରର କାହାଣୀ ଗତିଶୀଳ ହୋଇଥିଲା। ହେଲେ ବାସ୍ତବରେ ମୋଗଲୀଙ୍କୁ ଦେଖିବାକୁ ଚାହାନ୍ତି ଯଦି ଆପଣଙ୍କୁ ପୂର୍ବ ଆଫ୍ରିକାର…

ଇସ୍ରାଏଲର ନୂଆ ଯୁଦ୍ଧ ଜାହାଜ ଦେଖି ଇରାନ ଛାନିଆ

ଜେରୁଜେଲମ,୩ା୧୨: ଇସ୍ରାଏଲକୁ ଏହାର ଆଧୁନିକ ଯୁଦ୍ଧ ଜାହାଜ ମିଳିଛି। ଏହା ଆସିବା ପରେ ଇରାନ ସବୁଠୁ ଭୟଭୀତ ଏବଂ ଚିନ୍ତାଗ୍ରସ୍ତ ହୋଇପଡ଼ିଛି। ଇସ୍ରାଏଲ ଏହି ଯୁଦ୍ଧ ଜାହାଜକୁ ଜର୍ମାନୀରୁ ମଗାଇଛି। ଏହି ଜାହାଜକୁ ଜର୍ମାନୀରେ ‘ସିଲ’୍ଡ କୁହାଯାଏ। ଏବେ ଇସ୍ରାଏଲ ଏବଂ…

୪୭୦୦ ବର୍ଷ ପୁରୁଣା ପିରାମିଡ୍‌ ସମ୍ମୁଖରେ ସେକ୍ସି ଫଟୋଶୁଟ୍‌ କରି ଫସିଲେ ଏହି ମଡେଲ; ଫଟୋ ଭାଇରାଲ ପରେ…

ହଜାର ହଜାର ବର୍ଷ ପୁରୁଣା ଇଜିପ୍ଟର ବିଶ୍ୱ ପ୍ରସିଦ୍ଧ ପିରାମିଡ୍‌ ସମ୍ମୁଖରେ ଫଟୋଶୁଟ କରି ଜଣେ ମଡେଲ ଏବେ ଅଡ଼ୁଆରେ। ମଡେଲ ସଲମା ଅଲ ସିମିଙ୍କ ଫଟୋ ଉଠାଇଥିବା ଫଟୋଗ୍ରାଫରଙ୍କୁ ଇଜିପ୍ଟ ପୋଲିସ ଗିରଫ କରିସାରିଛି। ଅର୍ଦ୍ଧନଗ୍ନ ଅବସ୍ଥାରେ ୪,୭୦୦ ବର୍ଷ…

ଚର୍ଚ୍ଚାରେ ଶମିତା

ବଲିଉଡ୍‌ରେ ଭାଗ୍ୟ ଏବଂ ପରିଶ୍ରମ ଏକାସାଙ୍ଗରେ କାମ କରିଥାଏ। ସୁପରହିଟ୍‌ ଫିଲ୍ମରୁ କ୍ୟାରିୟର ଆରମ୍ଭ କରିଥିଲେ ମଧ୍ୟ ଭାଗ୍ୟ ବେଳେ ବେଳେ ସାଥ୍‌ ଦେଇ ନ ଥାଏ। ଯେମିତିକି ଅଭିନେତ୍ରୀ ଶମିତା ଶେଟ୍ଟୀ। ଶମିତାଙ୍କ ବଡ଼ ଭଉଣୀ ଶିଳ୍ପା ଶେଟ୍ଟୀ ବଲିଉଡ୍‌ର…

ଦିଲ୍ଲୀରୁ ଆସିଲା ଖୁସି ଖବର: ଜାନୁୟାରୀ ସୁଦ୍ଧା ଭାରତରେ ମିଳିବ କରୋନା ଟିକା

ନୂଆଦିଲ୍ଲୀ,୩।୧୨: ଭାରତରେ କରୋନା ମହାମାରୀ ଥମିବାର ନା ଧରୁନି। ଏପରିସ୍ଥଳେ ଗୁରୁବାର ଦିଲ୍ଲୀରୁ ଖୁସି ଖବର ଆସିଛି। ଜାନୁୟାରୀ ସୁଦ୍ଧା ଦେଶରେ କରୋନା ଟିକା ମିଳିବ ବୋଲି ଏମ୍ସ୍‌ର ନିର୍ଦ୍ଦେଶକ ଡ.ରଣଦୀପ୍‌ ଗୁଲେରିଆ ସୂଚନା ଦେଇଛନ୍ତି। ସମ୍ପ୍ରତି ଦେଶରେ କରୋନା ଟିକାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri