ପଥର ଖାଦାନରେ ବିସ୍ପୋରଣ: ୩ ମୃତ, ୫ ଆହତ
ଗୁଣପୁର,୧୬।୮(ଡି.ଏନ.ଏ)-ରାୟଗଡା ଜିଲା ଗୁଣପୁର ବ୍ଲକ ଜଲତାର ପଞ୍ଚାୟତ ଅନ୍ତର୍ଗତ ଓକିଲଗୁଡାରେ ନିକଟରେ ଥିବା ପଥର ଖାଦାନରେ ଶୁକ୍ରବାର ବିସ୍ପୋରଣ ଘଟିଛି। ଏଥିରେ ୩ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୫ ଜଣ ଆହତ ହୋଇଛନ୍ତି। ମୃତକ ହେଲେ ଜାମେସ ଶବର, କୁଶାବତୀ ଶବର…
ବରିଷ୍ଠ କଂଗ୍ରେସ ନେତା ଗୁଲାମ ନବୀ ଆଜାଦଙ୍କୁ କରୋନା
ନୂଆଦିଲ୍ଲୀ,୧୬।୧୦-ବରିଷ୍ଠ କଂଗ୍ରେସ ନେତା ଗୁଲାମ ନବୀ ଆଜାଦ ମହାମାରୀ କରୋନାରେ ସଂକ୍ରମିତ ହୋଇଛନ୍ତି। ଏ ନେଇ ସେ ଶୁକ୍ରବାର ଟୁଇଟ କରି ସୂଚନା ଦେଇଛନ୍ତି। ସେ ଟୁଇଟରେ ଉଲ୍ଲେଖ କରିଛନ୍ତି, ମୋର କରୋନା ରିପୋର୍ଟ ପଜିଟିଭ ଆସିଛି। ବର୍ତ୍ତମାନ ହୋମ କ୍ବାରାଣ୍ଟାଇନରେ…
ଚିରାଗଙ୍କ ଦଳକୁ ‘ଭୋଟ କଟର’ପାର୍ଟି ବୋଲି କହିଲେ ଜାଭେଡକର
ନୂଆଦିଲ୍ଲୀ,୧୬ ।୧୦: ବିହାର ବିଧାନସଭା ନିର୍ବାଚନକୁ ନେଇ ରାଜନୈତିକ ଦଳ ମଧ୍ୟରେ ଆରୋପ ପ୍ରତ୍ୟାରୋପ ଲାଗି ରହିଛି । ରାଜ୍ୟରେ ଏବେ ରାଜନୈତିକ ଉଷ୍ମତା ଚରମ ସୀମାରେ ପହଞ୍ଚିଛି । ଦ୍ୱିତୀୟ ପର୍ଯ୍ୟାୟ ନାମାଙ୍କନ ପ୍ରକ୍ରିୟାର ଶେଷ ଦିବସ ସହ ପ୍ରଥମ…
ସବୁଠାରୁ ମହଙ୍ଗା ଶାଗ: ସୁନାଠାରୁ ବି ମୂଲ୍ୟ ଅଧିକ
ଅକ୍ଟୋବର ୧୬ ଅର୍ଥାତ୍ ଆଜି ହେଉଛି ବିଶ୍ୱ ଖାଦ୍ୟ ଦିବସ। ଏହି ଦିନ ଭୋକରେ ପୀଡିତ ଲୋକଙ୍କ ପାଇଁ ସଚେତନତା କାର୍ଯ୍ୟ କରାଯାଇଥାଏ। ୧୯୪୫ ମସିହା ଆଜିର ଦିନରେ ମିଳିତ ଜାତିସଂଘର ଖାଦ୍ୟ ଏବଂ କୃଷି ସଂଗଠନ (ଏଫ୍ଏଓ) ପ୍ରତିଷ୍ଠା ହୋଇଥିଲା।…
ବରଗଡ଼ରେ କରୋନା ନେଲା ଆଉ ୧ ଜୀବନ, ୭୩ ନୂଆ ଆକ୍ରାନ୍ତ ଚିହ୍ନଟ
ବରଗଡ଼ ଅଫିସ,୧୬।୧୦: ବରଗଡ଼ ଜିଲାରେ କରୋନା ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। କରୋନାରେ ଜିଲାର ଆଉ ଜଣେ ଆକ୍ରାନ୍ତଙ୍କ ଜୀବନ ଯାଇଛି। ଏ ନେଇ ଶୁକ୍ରବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକ…
ମା’ ବିରଜାଙ୍କ ରଥଯାତ୍ରା: ମନ୍ଦିର ଚତୁଃପାର୍ଶ୍ୱରେ ୧୪୪ ଧାରା
ଯାଜପୁର ଟାଉନ, ୧୬।୧୦ (ଡି.ଏନ୍.ଏ.): ଉଚ୍ଚ ନ୍ୟାୟାଳୟଙ୍କ ନିର୍ଦ୍ଦେଶ ଏବଂ ଯାଜପୁର ଜିଲାପାଳଙ୍କ ନିଷ୍ପତ୍ତି ଆଧାରରେ ମା’ ବିରଜାଙ୍କ ଶାରଦୀୟ ଦୁର୍ଗାପୂଜା ଓ ରଥଯାତ୍ରା ରଥଯାତ୍ରା ଅନୁଷ୍ଠିତ ହେବ। ରଥଟଣା ଓ ପୂଜା ସହ ଜଡିତ ସମସ୍ତ ସେବାୟତ ଓ କର୍ମଚାରୀଙ୍କ…
ଦାନଗଦି ତହସିଲ: ବାଲିଘାଟର ବେଆଇନ ନିଲାମ
ଯାଜପୁର ଅଫିସ/କଳିଙ୍ଗନଗର (ଡି.ଏନ୍.ଏ.),୧୬।୧୦: ଯାଜପୁର ଜିଲାର ଯାଜପୁର ଓ ଦାନଗଦି ତହସିଲ ଅଧୀନ ଲଘୁ ଖଣିଜ ଦ୍ରବ୍ୟ ବାଲି ସୈରାତ ଦୀର୍ଘମିଆଦୀ ଲିଜ ବିଜ୍ଞପ୍ତି ସମ୍ପୂର୍ଣ୍ଣ ଭାବେ ବେଆଇନ ପଦ୍ଧତିରେ ହୋଇଥିବା ଅଭିଯୋଗ ହୋଇଛି। ଏହି ମର୍ମରେ ହାଇକୋର୍ଟରେ ନଂ.୨୧୦୭୮/୨୦୨୦ରେ ଏକ…
ମୁହଁ ଖୋଲିଲେ ମଲ୍ଲିକା: ହାତରୁ କାହିଁକି ଚାଲିଗଲା ୨୦-୩୦ ଫିଲ୍ମ କହିଲେ
ଅଭିନେତ୍ରୀ ମଳ୍ଲିକା ଶେରାଓ୍ବତ୍ ବୋଲ୍ଡ ଦୃଶ୍ୟ ପାଇଁ ବଲିଉଡ୍ରେ ବେସ୍ ପରିଚିତ। ଅନେକ ଫିଲ୍ମରେ କାମକରି ସେ ନିଜର ଏକ ସ୍ବତନ୍ତ୍ର ପରିଚୟ ମଧ୍ୟ ସୃଷ୍ଟି କରିପାରିଛନ୍ତି। ଏକଦା ତାଙ୍କ ହାତରେ ୨୦-୩୦ଟି ଫିଲ୍ମ ଥିଲା। ମାତ୍ର ଏଥିରୁ ସେ କୌଣସି…
ପିତା ହେବା ପୂର୍ବରୁ ଏହି ଖେଳାଳିଙ୍କଠାରୁ ଶିକ୍ଷା ନେବାକୁ ଚାହୁଁଛନ୍ତି କୋହଲି
ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଆସନ୍ତା ବର୍ଷ ଜାନୁଆରୀରେ ପିତା ହେବାକୁ ଯାଉଛନ୍ତି। ଏହାପୂର୍ବରୁ ଖେଳ ଏବଂ ପିତା ହେବା ଦାୟିତ୍ୱକୁ ଭଲ ଭାବେ ପାଳନ କରିବାକୁ ଚାହୁଁଛନ୍ତି। ଏଥିପାଇଁ ସେ ଭାରତର ୬ ଥର ବିଶ୍ୱ ଚାମ୍ପିୟନ…
ସରପଞ୍ଚଙ୍କୁ ହାଣିଲେ ଦୁର୍ବୃତ୍ତ
ସାକ୍ଷୀଗୋପାଳ,୧୬ା୧୦(ଡି.ଏନ୍.ଏ.): ପୁରୀ ଜିଲା ସତ୍ୟବାଦୀ ବ୍ଲକ ଦାଶବିଦ୍ୟାଧରପୁର ସରପଞ୍ଚ ହରିହର ନନ୍ଦଙ୍କୁ ଗୁରୁବାର ରାତିରେ ଦୁର୍ବୃତ୍ତମାନେ ଅତର୍କିତ ମରଣାନ୍ତକ ଆକ୍ରମଣ କରିଥିଲେ। ଏଥିରେ ସରପଞ୍ଚଙ୍କ ଡାହାଣ ହାତ ଦୁଇଟି ଆଙ୍ଗୁଠି କଟିଯାଇଛି । ମୁଣ୍ଡରେ ଗଭୀର ଆଘାତ ଲାଗିଛି। ଗ୍ରାମର ଗୋଟିଏ…
ମାଟି ବେଉସାରେ ଜୀବନ
ଖଣ୍ଡପଡ଼ା,୧୬ା୧୦(ସ୍ବ.ପ୍ର.): କରୋନାଜନିତ ଲକ୍ଡାଉନ ଓ ଶଟ୍ଡାଉନ ଯୋଗୁ ଗତ ୭ମାସ ହେଲା ଅଧିକାଂଶ ଲୋକ କାମଧନ୍ଦା ହରାଇଛନ୍ତି। ଏପରି ସମୟରେ ପେଟ ପୋଷିବା ପାଇଁ ଖଣ୍ଡପଡ଼ା ବ୍ଲକ କଣ୍ଟିଲୋ ଅଞ୍ଚଳର କେତେକ ମହିଳା ମାଟି ବ୍ୟବସାୟକୁ ଆଦରି ନେଇଛନ୍ତି। ଢଳେଇ ଆଲୁମିନିୟମ…
ମା’ବାପାଙ୍କୁ ଧମକ ଦେଇଥିଲେ କରୀନା: ଜାଣନ୍ତୁ କ’ଣ ପାଇଁ….
ବଲିଉଡ୍ର ସବୁଠାରୁ ଲୋକପ୍ରିୟ ଯୋଡିଙ୍କ ମଧ୍ୟରୁ ଅନ୍ୟତମ କରୀନା କପୁର, ସୈଫ୍ ଅଲ୍ଲୀ ଖାନ୍ଙ୍କ ଯୋଡି। ଆଜି ଅର୍ଥାତ୍ ଅକ୍ଟୋବର ୧୬ ହେଉଛି ଏହି ଯୋଡିଙ୍କର ୮ତମ ବିବାହ ବାର୍ଷିକୀ। ପ୍ରାୟ ୪ ବର୍ଷ ପର୍ଯ୍ୟନ୍ତ କରୀନା, ସୈଫ୍ ପରସ୍ପରକୁ ଡେଟ୍…
Archives


