ଜୈବବିବିଧତା ସନ୍ତୁଳନରେ ଲାଲ କଙ୍କଡ଼ା
ମହାକାଳପଡ଼ା,୨୨।୨(ଡି.ଏନ୍.ଏ.): ସାମୁଦ୍ରିକ ବିରଳ ଜୀବ ମଧ୍ୟରେ ଲାଲ କଙ୍କଡା ଜୈବବିବିଧତା ଓ ପ୍ରାକୃତିକ ପରିବେଶ ସନ୍ତୁଳନ ରଖିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥାନ୍ତି। ସମୁଦ୍ରରୁ ଭାସି ଆସୁଥିବା ବର୍ଜ୍ୟବସ୍ତୁ ଓ ଛୋଟ ଛୋଟ ସରୀସୃପ, ପଚା କଇଁଛ, ମାଛକୁ ଖାଇବା ସହ…
ଶିକ୍ଷା ବିଭାଗ ସତର୍କ ଅଛି: ଗଣଶିକ୍ଷା ମନ୍ତ୍ରୀ
ଭୁବନେଶ୍ୱର,୨୨।୨(ବ୍ୟୁରୋ): ଦେଶରେ କରୋନା ସଂକ୍ରମଣ ବଢ଼ିବା ପରେ ଓଡ଼ିଶାରେ ଛନକା ପଶିଛି। ରାଜ୍ୟରେ କୋଭିଡ୍ ନିୟମ କଡ଼ାକଡି ମାନିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିବାବେଳେ ଏସ୍ଆର୍ସି ଏନେଇ ସବୁ ଜିଲା ଓ ମହାନଗର ନିଗମକୁ ଚିଠି କରିଛନ୍ତି। ବିଶେଷକରି ଶିକ୍ଷାନୁଷ୍ଠାନ ଉପରେ ନଜର…
ଫେରିପାରେ କଟକଣା
ନୂଆଦିଲ୍ଲୀ, ୨୨।୨: ଗତ ୭ ଦିନ ମଧ୍ୟରେ କରୋନା ଭୂତାଣୁରେ ୮୭,୭୧୧ ଜଣ ସଂକ୍ରମିତ ହୋଇଥିବାରୁ ସରକାରଙ୍କ ଚିନ୍ତା ବଢ଼ିଯାଇଛି। ସଂକ୍ରମଣର ଦ୍ୱିତୀୟ ଲହର ନେଇ ଆଶଙ୍କା ପ୍ରକାଶ ପାଇଥିବାବେଳେ ବିଭିନ୍ନ ରାଜ୍ୟ ସରକାରଙ୍କ ପକ୍ଷରୁ ସୁରକ୍ଷା ନିୟମକୁ ପୁଣି ଥରେ…
ଆଜିଠୁ ଆନ୍ଦୋଳନକୁ ଓହ୍ଲାଇବେ ଯାତ୍ରା କଳାକାର
ଭୁବନେଶ୍ୱର,୨୨।୨ (ବ୍ୟୁରୋ): ଯାତ୍ରା ପରିବେଷଣ ପାଇଁ ଅନୁମତି ଦେବାକୁ ସୋମବାରଠାରୁ ଆନ୍ଦୋଳନକୁ ଓହ୍ଲାଇବେ ଯାତ୍ରା କଳାକାର। ଭୁବନେଶ୍ୱର ଲୋୟର ପିଏମ୍ଜିରେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଗଣଧାରଣା ଦିଆଯିବ। ଏଥିସହ ଦାବି ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଯିବ। ଏଥିରେ ବିଭିନ୍ନ ବର୍ଗର କଳାକାର…
ଯାଜପୁର ଜିଲାପାଳଙ୍କ ଉପରେ ଲୋକାୟୁକ୍ତ କ୍ଷୁବ୍ଧ
ଯାଜପୁର ଅଫିସ,୨୨।୨: ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନ ବିଭିନ୍ନ କଳାପଥର ଖାଦାନଗୁଡିକର ଏରିଆ ଚିହ୍ନଟ କରି ପିଲର ପୋତାରେ ଆର୍ଥିକ ଅନିୟମିତତା ଅଭିଯୋଗ ଉପରେ ଲୋକାୟୁକ୍ତ ଜିଲାପାଳଙ୍କ ଆଚରଣକୁ ଭର୍ତ୍ସନା କରିଛନ୍ତି। ୧୨୪୯/୨୦୨୦ ନମ୍ବର ମାମଲାରେ ଗତ ୧୮ ତାରିଖରେ…
କୋଭିଡ୍ ପୁନଃ ସଂକ୍ରମଣ ଆଶଙ୍କା: ସତର୍କ ରହିବାକୁ ଏସ୍ଆର୍ସିଙ୍କ ଚେତାବନୀ
ଭୁବନେଶ୍ୱର,୨୨।୨(ବ୍ୟୁରୋ): କୋଭିଡ୍-୧୯ ମହାମାରୀ କିଛିଦିନ ଥମି ଯାଇଥିବା ବେଳେ ଏବେ ପୁଣି ମହାରାଷ୍ଟ୍ର ଓ କେରଳ ଭଳି କେତେକ ରାଜ୍ୟରେ ସଂକ୍ରମଣ ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ମଧ୍ୟ ସତର୍କ ହୋଇଛନ୍ତି। କୋଭିଡ୍ ଗାଇଡ୍ଲାଇନକୁ କଡ଼ାକଡ଼ି ଭାବେ…
ଆଜି ବଜେଟ: ସରକାରଙ୍କୁ ସମ୍ବଳ ଚିନ୍ତା
ଭୁବନେଶ୍ୱର,୨୨।୨(ବ୍ୟୁରୋ): ରାଜ୍ୟ ସରକାର ୨୦୨୧-୨୨ ଆର୍ଥିକବର୍ଷ ପାଇଁ ୧ ଲକ୍ଷ ୭୦ ହଜାର କୋଟି ଟଙ୍କାର ଚିଠା ବଜେଟ ପ୍ରସ୍ତୁତ କରିଛନ୍ତି। ସୋମବାର ଅପରାହ୍ନରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବିଧାନସଭାରେ ଆସନ୍ତା ଆର୍ଥିକବର୍ଷ ପାଇଁ ବଜେଟ ଉପସ୍ଥାପନ କରିବେ। ଇ-ବିଧାନସଭା ବ୍ୟବସ୍ଥା…
ହାଇ ହିଲ୍ ପିନ୍ଧି ଏମିତି ଦୌଡ଼ିଲେ ଯୁବତୀ, ଦେଖିଲେ କହିବେ…
ସୋସିଆଲ ମିଡିଆରେ ଏବେ ଏକ ଭିଡିଓ ଭାଇରାଲ ହେଉଛି। ଯାହାକୁ ଦେଖିଲେ ଯିଏ ବି ହେଉ ନା କାହିଁକି ଆଶ୍ଚର୍ଯ୍ୟ ହୋଇଯିବ। କାରଣ ଏହି ଭିଡିଓରେ ଯୁବତୀ ଜଣକ ହାଇହିଲ୍ ପିନ୍ଧି ଖୁବ୍ ଜୋର୍ରେ ଦୌଡୁଛନ୍ତି। ତାହା ପୁଣି ଆବଡ଼ାଖାବଡ଼ା ରାସ୍ତାରେ।…
ଏମିତି ଗାଁ, ଯେଉଁଠି ସମସ୍ତ ଘର ନୀଳ ରଙ୍ଗର
ଦୁନିଆରେ ଏମିତି କିଛି ଗାଁ ଅଛି, ଯାହା ସ୍ବତନ୍ତ୍ର କାରଣ ପାଇଁ ବେଶ୍ ପରିଚିତ। କିଛି ଗାଁ ସଫାସୁତରାକୁ ନେଇ ଜଣାଶୁଣା ତ ଆଉ କେଉଁ ଗାଁ ସୁନ୍ଦର କାହାଣୀକୁ ନେଇ ପରିଚିତ। ସେମିତି ଏକ ଗାଁ ରହିଛି ସ୍ପେନ୍ରେ। ଏଠାରେ…
ଏହି ସମସ୍ୟାରେ ଚୁପ୍ଚାପ ବସି ହୁଏନି…
ବେଳେବେଳେ କେତେକ କୌଣସି ସ୍ଥାନରେ ସ୍ଥିର ରହିପାରନ୍ତି ନାହିଁ। ଏଭଳି ସମସ୍ୟାରେ ଚୁପ୍ଚାପ୍ ବସିବା ଏକ ପ୍ରକାର ଅସମ୍ଭବ ହୋଇଥାଏ। ଏହାକୁ ଡାକ୍ତରୀଭାଷାରେ ଆକାଥିସିଆ ବା ଚଳନ ସମସ୍ୟା କୁହାଯାଇଥାଏ। ଏହା ଶରୀର କେତେକ ଆଭ୍ୟନ୍ତରୀଣ ଅସ୍ଥିରତା ଯୋଗୁ ସୃଷ୍ଟି ହୋଇଥାଏ।…
ପୁଣି କଡ଼ାକଡ଼ି ହେବ କରୋନା କଟକଣା
ଭୁବନେଶ୍ୱର, ୨୧।୨: ବିଭିନ୍ନ ରାଜ୍ୟରେ ବୃଦ୍ଧି ପାଉଛି କରୋନା ସଂକ୍ରମଣ। ଏହାକୁ ଦୃଷ୍ଟିରେ ରଖି ଓଡ଼ିଶାରେ ମଧ୍ୟ କଡ଼ାକଡ଼ି ଭାବେ ପାଳନ କୋଭିଡ ନିୟମାବଳୀ। ଏ ନେଇ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର। ସ୍ବତନ୍ତ୍ର ରିଲିଫ କମିଶନ(ଏସଆରସି)ର ସମସ୍ତ ଜିଲାର ଜିଲାପାଳ,…
ଘାଟିରେ ଓଲଟିଲା ପେପର ବୋଝେଇ ଟ୍ରକ୍
ଦିଗପହଣ୍ଡି,୨୧।୨(ଡି.ଏନ୍.ଏ.): ଗଞ୍ଜାମ – ଗଜପତି ସୀମାନ୍ତ ପାଟପୁର ଥାନା ଅଧୀନ ତପ୍ତପାଣି ଘାଟି ବୁଲାଣି ରାସ୍ତାରେ ଭାରସାମ୍ୟ ହରାଇ ଏକ ପେପର ବୋଝେଇ ଟ୍ରକ ଓଲଟି ପଡ଼ିଥିବା ବେଳେ ଏଥିରେ ଟ୍ରକ ଚାଳକ ସମେତ ହେଲପର ଗୁରୁତର ହୋଇଥିବା ଜଣାପଡ଼ିଛି। ଖବରନୁଯାୟୀ,…

