ଉତ୍ତରପ୍ରଦେଶ ରାଜନୀତିରେ ମୋଦି ମ୍ୟାନ୍ଙ୍କ ଏଣ୍ଟ୍ରି
ଲକ୍ଷ୍ନୌ,୧୪।୧: ମୋଦି ମ୍ୟାନ୍ କୁହାଯାଉଥିବା ପୂର୍ବତନ ଆଇଏଏସ୍ ଅଫିସର ଅରବିନ୍ଦ କୁମାର ଶର୍ମା ଉତ୍ତରପ୍ରଦେଶ ରାଜନୀତିରେ ଏଣ୍ଟ୍ରି କରିଛନ୍ତି। ଗୁରୁବାର ସେ ଭାଜପାରେ ଯୋଗ ଦେଇଛନ୍ତି। ରାଜ୍ୟ ଭାଜପା ମୁଖ୍ୟ ସ୍ବତନ୍ତ୍ର ଦେବ ସିଂ ଏବଂ ଉପମୁଖ୍ୟମନ୍ତ୍ରୀ ଦିନେଶ ଶର୍ମାଙ୍କ ଉପସ୍ଥିତିରେ…
ଜୀବନ ପ୍ରଦୀପଙ୍କ ଘରବାହୁଡ଼ା
ଭୁବନେଶ୍ୱର,୧୪।୧: ବାଲେଶ୍ୱରର ପୂର୍ବ ବିଧାୟକ ଜୀବନ ପ୍ରଦୀପ ଦାସ ଗୁରୁବାର ଭାଜପାରେ ଯୋଗ ଦେଇଛନ୍ତି। କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କ ଉପସ୍ଥିତିରେ ସେ ଭାଜପାରେ ସାମିଲ ହୋଇଥିବା ସୂଚନା ମିଳିଛି। ପ୍ରକାଶ ଯେ, ପୂର୍ବରୁ ଭାଜପାରୁ ଆସି ବିଜେଡିରେ ଯୋଗ ଦେଇଥିଲେ ଜୀବନ…
ଆରମ୍ଭ ହେଲା ଏୟାର ଟ୍ୟାକ୍ସି ସେବା
ଚଣ୍ଡିଗଡ଼,୧୪।୧: କେନ୍ଦ୍ର ସରକାରଙ୍କ ‘ଉଡ଼ାଣ’ ଯୋଜନା ଅନ୍ତର୍ଗତ ଗୁରୁବାର ଦେଶର ପ୍ରଥମ ଏୟାର ଟ୍ୟାକ୍ସି ସେବା ଆରମ୍ଭ କରାଯାଇଛି। ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ୍ ଖଟ୍ଟର ଚଣ୍ଡିଗଡ଼ ବିମାନ ବନ୍ଦରରେ ଏହି ସେବାର ଶୁଭାରମ୍ଭ କରିଛନ୍ତି। ଚଣ୍ଡିଗଡ଼ରୁ ହିସାର ମଧ୍ୟରେ ବିମାନଟି…
୧୨୩ ବର୍ଷ ପୂର୍ବେ ଆଜିର ଦିନରେ ମରାଯାଇଥିଲା କ୍ରିକେଟ ଇତିହାସର ପ୍ରଥମ ଛକା: କିଛି ଏଭଳି ଥିଲା..
ନୂଆଦିଲ୍ଲୀ,୧୪।୧: ଖେଳଜଗତରେ ଏଭଳି ଅନେକ ଘଟଣା ଘଟେ ଯାହାକୁ ସହଜରେ ଭୁଲି ହୁଏନା। ସେଭଳି ଏକ ଘଟଣାକ୍ରମରେ କ୍ରିକେଟ ଇତିହାସରେ ଜାନୁୟାରୀ ୧୪ରେ ପ୍ରଥମ ଛକା ମରାଯାଇଥିଲା। ଆଜିଠାରୁ ୧୨୩ ବର୍ଷ ପୂର୍ବେ ୧୮୯୮ରେ କ୍ରିକେଟରେ ପ୍ରଥମ ଛକା ଦେଖିବାକୁ ମିଳିଥିଲା।…
ବିକାଶର ମଡେଲ ହୋଇପାରିଛି କଳାହାଣ୍ଡି: ମୁଖ୍ୟମନ୍ତ୍ରୀ
ଭବାନୀପାଟଣା,୧୪।୧(ଡି.ଏନ୍.ଏ.) : କଳାହାଣ୍ଡି ଗରିବୀର ପରୀକ୍ଷାଗାର ନୁହେଁ, ବିକାଶର ମଡେଲ ହୋଇପାରିଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଗୁରୁବାର ଦିନିକିଆ କଳାହାଣ୍ଡି ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ୨୦୮୫ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ କରିଛନ୍ତି। ମୁଖ୍ୟମନ୍ତ୍ରୀ…
ବ୍ରିଜ୍ ଉପରେ ଜଳିଗଲା କାର୍
ଭୁବନେଶ୍ୱର,୧୪।୧(ବ୍ୟୁରୋ): ଫାୟାରଷ୍ଟେଶନ ଓଭର ବ୍ରିଜ୍ ଉପରେ ଗୁରୁବାର ମଧ୍ୟାହ୍ନରେ ଏକ କାର୍ ଜଳିଯାଇଛି। ଏହି କାର୍ରେ ଡ୍ରାଇଭରଙ୍କ ସହ ଆଉ ୨ ଯାତ୍ରୀ ଥିଲେ। କାର୍ରେ ହଠାତ୍ ନିଆଁ ଲାଗିଯିବାରୁ ସେମାନେ ସମସ୍ତେ ବାହାରକୁ ବାହାରି ଆସିଥିଲେ। ଅଗ୍ନିଶମ ବାହିନୀ…
ଏହି ୫ ଭୁଲ୍ କରୁଛନ୍ତି କି, ହୋଇଯିବେ ବରବାଦ: ଜାଣନ୍ତୁ କ’ଣ କୁହନ୍ତି ଚାଣକ୍ୟ..
ମହାନ ଅର୍ଥନୀତିଜ୍ଞ ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ର ‘ଚାଣକ୍ୟ ନୀତି’ରେ ମନୁଷ୍ୟ ଜୀବନ ସହ ଜଡ଼ିତ ବିଭିନ୍ନ ସମସ୍ୟା ଓ ତାର ସମାଧାନ ବିଷୟରେ ଉଲ୍ଲେଖ କରିଛନ୍ତି। ଏଥିରେ ବର୍ଣ୍ଣିତ ବିଭିନ୍ନ ନୀତି ମଧ୍ୟରେ ବ୍ୟକ୍ତି କେଉଁ ୫ଟି ଭୁଲ କରିବା…
୨୦ ମାସର ଶିଶୁ ୫ ଜଣଙ୍କ ଜୀବନ ରକ୍ଷା କଲେ
ନୂଆଦିଲ୍ଲୀ,୧୪।୧: କୁହାଯାଏ ଖୁସି ବାଣ୍ଟିଲେ ବଢ଼ିଥାଏ। ଏଭଳି କାର୍ଯ୍ୟ ଜଣେ ୨୦ ମାସର ଶିଶୁ କରିଛନ୍ତି। ସେ ୫ ଜଣ ଲୋକଙ୍କ ଜୀବନ ରକ୍ଷା କରିଛନ୍ତି। ଅଙ୍ଗଦାନ କରି ସେ ଏଭଳି ମହାନ୍ କାର୍ଯ୍ୟ କରିପାରିଛନ୍ତି। ଏହାଦ୍ୱାରା ସେ ସର୍ବ କନିଷ୍ଠ…
ଗରମ ଲୁହାରେ ହାତୁଡ଼ି ପିଟିଲେ ରାହୁଲ ଗାନ୍ଧୀ
ମଦୁରାଇ,୧୪।୧: ମକର ସଂକ୍ରାନ୍ତିରେ ଦକ୍ଷିଣ ଭାରତରେ ରାଜନୈତିକ ମହଲରେ ଉଷ୍ଣତା ଭରିବାରେ ଲାଗିଛି। ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଏବଂ ଆର୍ଏସ୍ଏସ୍ ପ୍ରମୁଖ ମୋହନ ଭାଗଓ୍ବତ୍ ତାମିଲନାଡୁ ଗସ୍ତରେ ରହିଛନ୍ତି। ସେମାନେ ବିଭିନ୍ନ ଉତ୍ସବରେ ଯୋଗ ଦେଇଛନ୍ତି। ଏପରିସ୍ଥଳେ କଂଗ୍ରେସ…
କ୍ୱାରାଣ୍ଟାଇନ୍ରେ ୧୦ ଜଣିଆ ଡବ୍ଲ୍ୟୁଏଚ୍ଓ ଅନୁସନ୍ଧାନକାରୀ ଟିମ୍
ଉହାନ,୧୪।୧: କରୋନାର ଏନ୍ତୁଡ଼ିଶାଳ ପାଲଟିଥିବା ଚାଇନାର ଉହାନ ସହରରେ ଗୁରୁବାର ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍ଓ)ର ୧୦ ଜଣିଆ ଅନୁସନ୍ଧାନକାରୀ ଟିମ୍ ପହଞ୍ଚିଛନ୍ତି। ସେମାନେ କରୋନା ଉତ୍ପତ୍ତି ସମ୍ପର୍କରେ ଏଠାରେ ଅନୁସନ୍ଧାନ କରିବେ। କରୋନା ମହାମାରୀ ଭୂତାଣୁ ସମ୍ପର୍କରେ ଅଧିକ ତଥ୍ୟ…
ଆଜି ରାଜ୍ୟରୁ ୨୨୨ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୧୪।୧(ବ୍ୟୁରୋ): ଗୁରୁବାର ରାଜ୍ୟରେ ୨୨୨ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୨,୭୬୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୨୭ ଜଣ ଚିହ୍ନଟ…
ରାମସେତୁ ନିର୍ମାଣର ରହସ୍ୟ ଜଣାପଡ଼ିବ
ନୂଆଦିଲ୍ଲୀ,୧୪।୧: ରାମସେତୁର ନିର୍ମାଣର ରହସ୍ୟ ସମ୍ପର୍କରେ ଏବେ ଜଣାପଡ଼ିବ। ଏହା କେବେ ନିର୍ମିତ ହୋଇଥିଲା ଏବଂ ଏହା ସହିତ ଜଡ଼ିତ ରହିଥିବା ଅନ୍ୟ ତଥ୍ୟ ସମ୍ପର୍କରେ ଜାଣିବା ପାଇଁ ଅଣ୍ଡର ଓ୍ବାଟର ରିସର୍ଚ୍ଚ ପ୍ରୋଜେକ୍ଟ ଚଳିତ ବର୍ଷ ଆରମ୍ଭ ହେବାକୁ ଯାଉଛି।…
Archives


