Home

ସମ୍ମାନ ରକ୍ଷା ପାଇଁ ପଡିଆକୁ ଓହ୍ଲାଇଲା ଭାରତ: ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି

କାନବେରା,୨।୧୨: ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ତିନିମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ତୃତୀୟ ତଥା ଅନ୍ତିମ ମ୍ୟାଚ କାନବେରାରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଭାରତ ଟସ୍‌ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ପ୍ରଥମ ଦୁଇଟି ମ୍ୟାଚ ହାରି ସିରିଜ ହାରିଥିବା…

କୁକୁରର ଅନ୍ତିମ ସତ୍କାର କଲେ ପୋଲିସ କର୍ମଚାରୀ: ପ୍ରଶଂସାରେ ପୋତିପକାଇଲେ ପ୍ରଧାନମନ୍ତ୍ରୀ

ଲକ୍ଷ୍ନୌ, ୨।୧୨: ଉତ୍ତରପ୍ରଦେଶର ମିରୁଟର କମିଶନର ଛକଠାରେ ଏକ ନିଆରା ଦୃଶ୍ୟ ଦେଖିବାକୁ ମିଳିଛି। ଏଠାରେ କେତେଜଣ ପୋଲିସ କର୍ମଚାରୀ ଏକ କୁକୁରର ମୃତ୍ୟୁ ପରେ ତାକୁ ଅନ୍ତିମ ଯାତ୍ରାରେ ନେଇ ପାର୍କରେ ପୋତି ଦେଉଛନ୍ତି। ଏହି ଅବସରରେ ପୋଲିସ କର୍ମଚାରୀଙ୍କ…

ଓଡ଼ିଶୀ, ଭାରତନାଟ୍ୟମରେ ଶିବ ଆରାଧନା

କୋଣାର୍କ,୨।୧୨(ଡି.ଏନ୍‌.ଏ.): ଓଡ଼ିଶା ପର୍ଯ୍ୟଟନ ବିଭାଗର ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ ଓ ଓଡ଼ିଶା ସଙ୍ଗୀତ ନାଟକ ଏକାଡ଼େମୀ ସହଯୋଗରେ ଆୟୋଜିତ କୋଣାର୍କ ଉତ୍ସବ ୨୦୨୦ ମଙ୍ଗଳବାର ଉଦ୍‌ଘାଟିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଡିଜିଟାଲ ମାଧ୍ୟମରେ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରି କୋଣାର୍କ…

ଓଏଚ୍‌ଆର୍‌ସି ଅଧ୍ୟକ୍ଷ ଦାୟିତ୍ୱ ନେଲେ ଜଷ୍ଟିସ ବିଜୟ ପଟେଲ

ଭୁବନେଶ୍ୱର, ୨।୧୨(ବ୍ୟୁରୋ): ଜଷ୍ଟିସ ବିଜୟ କ୍ରିଷ୍ଣ ପଟେଲ ମଙ୍ଗଳବାର ଓଡ଼ିଶା ମାନବ ଅଧିକାର ଆୟୋଗ (ଓଏଚ୍‌ଆରସି)ର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଗଠିତ ଏକ କମିଟି ରାଜ୍ୟପାଳ ଗଣେଶୀ ଲାଲଙ୍କ ନିକଟରେ ଜଷ୍ଟିସ୍‌ ପଟେଲଙ୍କ…

ଓଏମ୍‌ସି ଗ୍ରାହକ ପରିଚାଳନା ସେବା ଶୁଭାରମ୍ଭ

ଭୁବନେଶ୍ୱର,୨ା୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭିଡିଓ କନଫରେନ୍ସ ଜରିଆରେ ୫-ଟି କାର୍ଯ୍ୟକ୍ରମ ଅନ୍ତର୍ଗତ ଓଡ଼ିଶା ଖଣି ନିଗମ(ଓଏମ୍‌ସି)ର ଗ୍ରାହକ ସମନ୍ବିତ ପରିଚାଳନା ସେବା(ସିଆଇଏମ୍‌ଏସ୍‌) ଏବଂ ଷ୍ଟକ୍‌ୟାର୍ଡ ପରିଚାଳନା ବ୍ୟବସ୍ଥା(ଏସ୍‌ଏମ୍‌ଏସ୍‌)ର ଶୁଭାରମ୍ଭ କରିଛନ୍ତି। ବର୍ତ୍ତମାନ ଓଏମ୍‌ସି ଦେଶର ଦ୍ରୁତ ଅଭିବୃଦ୍ଧି ସାଧାରଣ…

ସଂଘର୍ଷରୁ ସଫଳ: ଅଣଶ୍ୱେତାଙ୍ଗ ସିନେଟର୍‌

ଭରମୋଣ୍ଟ ଷ୍ଟେଟ୍‌ ଲେଜିସ୍‌ଲେଚରକୁ ପ୍ରଥମ ଭାରତୀୟ ବଂଶୋଦ୍ଭବ ତଥା ଅଣଶ୍ୱେତାଙ୍ଗ ମହିଳା ଭାବେ ନିର୍ବାଚିତ ହେବାରେ କେଶା ରାମ ଥିଲେ ଆମେରିକାର ସବୁଠୁ କମ୍‌ ବୟସର ଲେଜିସ୍‌ଲେଟର। ରାଜନୀତିରେ ଡେମୋକ୍ରାଟ ଦଳର ଏହି ନେତ୍ରୀଜଣଙ୍କ ତାଙ୍କ ଲକ୍ଷ୍ୟରେ ପହଞ୍ଚିବାକୁ ବହୁ ବାଧାବିଘ୍ନ…

ଯଦୁପୁରରେ ଏସ୍‌ଆଇଟି ଟିମ୍‌

ନୟାଗଡ଼ ଅଫିସ,୨ା୧୨: ପରୀ ହତ୍ୟା ଘଟଣାର ତଦନ୍ତ ପାଇଁ ସ୍ପେଶାଲ ଇନ୍‌ଭେଷ୍ଟିଗେଶନ୍‌ ଟିମ୍‌ (ଏସ୍‌ଆଇଟି) ମୁଖ୍ୟ ପୋଲିସ ଆଇଜି ଅରୁଣ ବୋଥ୍ରା ମଙ୍ଗଳବାର ନୟାଗଡ଼ରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛନ୍ତି। ପ୍ରଥମେ ସେ ନୟାଗଡ଼ ସର୍କିଟ ହାଉସ୍‌ରେ ଅତିରିକ୍ତ ଏସ୍‌ପି, ନୟାଗଡ଼…

ଶୁଭଶ୍ରୀ ‘ଫେମିନା ମିସ୍‌ ଇଣ୍ଡିଆ ଓଡ଼ିଶା’

ଭୁବନେଶ୍ୱର, ୨ା୧୨(ବ୍ୟୁରୋ): ୨୦୨୦ ବର୍ଷ ପାଇଁ ‘ଫେମିନା ମିସ୍‌ ଇଣ୍ଡିଆ ଓଡ଼ିଶା’ ଟାଇଟଲ୍‌ ଜିତିଛନ୍ତି ବଲାଙ୍ଗୀରର ଶୁଭଶ୍ରୀ ରାୟଗୁରୁ। କୋଭିଡ୍‌ ସଂକ୍ରମଣ ଲାଗି ଚଳିତବର୍ଷ ଭିଡିିଓ କନ୍‌ଫରେନ୍ସ ମାଧ୍ୟମରେ ଏହି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏଥିରେ ଦେଶର ଶ୍ରେଷ୍ଠ ୩୧ ଜଣ…

ନାବାଳିକାଙ୍କୁ ବଳାତ୍କାର ପରେ ବିଷ ଘଟଣାରେ ୨ ଅଟକ

ସଜନାଗଡ଼, ୨ା୧୨(ଡି.ଏନ.ଏ.): ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଥିବା ଏକ ଇଟାଭାଟିରେ ଜଣେ ନାବାଳିକାଙ୍କୁ ବଳାତ୍କାର ପରେ ବିଷ ପିଆଇ ଦିଆଯାଇଥିଲା। ପରେ ମେଡିକାଲରେ ବିଷକ୍ରିୟାରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ଏନେଇ ତାଙ୍କ ଦାଦା ନୀଳଗିରି ଥାନାରେ ଏତଲା ଦେଇଥିଲେ। ଏତଲାକୁ…

ପୁଣି ନାଗାର୍ଜୁନ ବେଶ ସାମଗ୍ରୀ ଗାଏବ

ପୁରୀ ଅଫିସ,୨ା୧୨: ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶର ଚନ୍ଦ୍ର, ସୂର୍ଯ୍ୟ ଗାଏବ ଘଟଣା ପରେ ସୋମବାର ଜଣେ ସେବାୟତ କିଛି ବେଶ ସାମଗ୍ରୀ ନେଉଥିବା ଜଣାପଡ଼ିଥିଲା। ବାଘଛାଲ ଓ ଦୁଇଟି ଓଳମାଳ ଗାଏବ ହେବା ନେଇ ଆଲୋଚନା ଚାଲିଥିବାବେଳେ ମଙ୍ଗଳବାର କଦମ୍ବ…

ଗ୍ରାମାଞ୍ଚଳରେ ଦୁର୍ନୀତିର ଚିତ୍ର: ମାସେ ବି ତିଷ୍ଠିଲାନି

ଯାଜପୁର ଅଫିସ/ ଭୁବନେଶ୍ୱର,୨ା୧୨(ବ୍ୟୁରୋ): ରାଜ୍ୟର ଗ୍ରାମାଞ୍ଚଳ ଲୋକଙ୍କୁ ସହଜରେ ପାନୀୟ ଜଳ ଯୋଗାଇଦେବା ଲକ୍ଷ୍ୟରେ ବିଭିନ୍ନ ସ୍ଥାନରେ ହ୍ୟାଣ୍ଡପମ୍ପ ଟ୍ୟୁବ୍‌ୱେଲ୍‌ରେ ସୌରଚାଳିତ ପମ୍ପ ସଂଯୋଗ କରାଯାଇଛି। ଏଥିପାଇଁ ଗୋଟିଏ ପ୍ରକଳ୍ପ ପିଛା ୨.୮ ଲକ୍ଷରୁ ୪.୫୭ ଲକ୍ଷ ଟଙ୍କା ଯାଏ ଖର୍ଚ୍ଚ…

୨୫ରେ ବାଜିବ ସାହାନାଇ

ବମ୍ବେ: ବଲିଉଡ୍‌ରେ ଏବେ ଚାଲିଛି ବିବାହର ସିଜନ। ଗୋଟିଏ ପରେ ଗୋଟିଏ କଳାକାଳ ଚଳିତ ବର୍ଷ ହାତକୁ ଦୁଇହାତ ହେବାକୁ ଯୋଜନା କରୁଛନ୍ତି। ନିକଟରେ ପ୍ରେମିକ ଜୈଦ ଦରବାରଙ୍କୁ ହଁ କହିଥିବା ଗୌହର ଖାନ୍‌ ଏହି ଦୌଡ଼ରେ। ଡିସେମ୍ବର ୨୫ରେ ସେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri