Home

ମହିଳା ଅପରାଧୀଙ୍କୁ ଫାଶୀ

ଓ୍ବାଶିଂଟନ୍‌,୧୪ା୧: ଜଣେ ଗର୍ଭବତୀଙ୍କୁ ହତ୍ୟା କରିବା ଅଭିଯୋଗରେ ଆମେରିକାର ସୁପ୍ରିମକୋର୍ଟ ଲିସା ମଣ୍ଟଗୋମୋରି (୫୨)ଙ୍କୁ ଫାଶୀ ଦିଆଯାଇଛି। ପ୍ରାୟ ସାତ ଦଶନ୍ଧିରେ ଆମେରିକା ଇତିହାସରେ ଜଣେ ମହିଳାଙ୍କୁ ଫାଶୀ ଦିଆଯିବା ଘଟଣା ପ୍ରଥମ। କୋର୍ଟ ଲିସାଙ୍କୁ ଦୋଷୀ ସାବ୍ୟସ୍ତ କରିବା ପରେ…

ଟ୍ରମ୍ପ୍‌ଙ୍କ ବିରୋଧରେ ନିମ୍ନ ସଦନ

ଓ୍ବାଶିଂଟନ୍‌, ୧୪ା୧: ପରାଜୟ ପରେ ବି କ୍ଷମତାମୋହ ଯୋଗୁ ଦଙ୍ଗା ଉସୁକାଇବା ରିପବ୍ଲିକାନ୍‌ ନେତା ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ମହଙ୍ଗା ପଡ଼ିଛି। ତାଙ୍କ ବିରୋଧରେ ଆଗତ ମହାଭିଯୋଗ ପ୍ରସ୍ତାବକୁ ନେଇ ବୁଧବାର ନିମ୍ନ ସଦନ ଅର୍ଥାତ ପ୍ରତିନିଧି ସଭାରେ ମତଦାନ ହୋଇଛି। ମହାଭିଯୋଗ…

ଭାରତୀୟମାନେ ଗିନି ପିଗ୍‌ ନୁହନ୍ତି

ନୂଆଦିଲ୍ଲୀ,୧୪ା୧: ମହାମାରୀ କରୋନାରୁ ମୁକ୍ତି ପାଇଁ କେନ୍ଦ୍ର ସରକାର ଭାକ୍ସିନ ଆମଦାନୀ କରି ବିଭିନ୍ନ ସହରକୁ ପଠାଉଥିବାବେଳେ ଏହାର ରିଲିଜ୍‌କୁ ନେଇ ବିବାଦ ଆରମ୍ଭ ହୋଇଛି। ଇଣ୍ଡିଆନ୍‌ କାଉନ୍‌ସିଲ୍‌ ଅଫ୍‌ ମେଡିକାଲ୍‌ ରିସର୍ଚ୍ଚ (ଆଇସିଏମ୍‌ଆର୍‌)ର ସହଭାଗିତାରେ ହାଇଦ୍ରାବାଦସ୍ଥିତ ଭାରତ ବାୟୋଟେକ୍‌ ପକ୍ଷରୁ…

ମକର ସଂକ୍ରାନ୍ତିରେ କାହିଁକି କରାଯାଏ ସୂର୍ଯ୍ୟ ପୂଜା, ଜାଣନ୍ତୁ …

ଆଜି ଜାନୁୟାରୀ ୧୪ ଗୁରୁବାର ମକର ସଂକ୍ରାନ୍ତି। ଏହି ଦିନ ସୂର୍ଯ୍ୟ ଉତ୍ତରାୟଣ ଗତି କରନ୍ତି। ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟ ଗ୍ରହମାନଙ୍କର ରାଜା ଭାବରେ ପରିଗଣିତ ହୋଇଥାନ୍ତି। ବିଜ୍ଞାନ ମତରେ ସମସ୍ତ ନଅଟି ଗ୍ରହ ସୂର୍ଯ୍ୟ ଚାରିପଟେ ଘୂରି ବୁଲୁଛନ୍ତି। କେବଳ…

ରିଲ୍‌ ଲାଇଫ୍‌ରେ ସଫଳତା ସାଉଁଟି ଥିବା ସୀମା ରିୟଲ ଲାଇଫ୍‌ରେ ବିଫଳ…

ମୁମ୍ବାଇ,୧୪।୧: ବଲିଉଡ୍‌ ଅଭିନେତ୍ରୀ ସୀମା ବିଶ୍ୱାସ ଗୁରୁବାର ୫୫ ବର୍ଷ ପୂରଣ କରିଛନ୍ତି। ସେ ୫୬ବର୍ଷରେ ପାଦ ଦେଇଛନ୍ତି। ୧୯୬୫ ଜାନୁୟାରୀ ୧୪ରେ ସେ ଆସାମର ନଳବାରିଠାରେ ଜନ୍ମଗ୍ରହଣ କରିଥିଲେ। ବଲିଉଡ୍‌ରେ ଶେଖର କପୁରଙ୍କ ଫିଲ୍ମ ବ୍ୟାଣ୍ଡିଟ୍‌ କୁଇନ୍‌ରେ ସୀମା ଡାକୁରାଣୀ…

ଏହି ଦୁଇଟି ଜିନିଷରୁ ହୋଇପାରେ ବ୍ରେନ୍‌ କ୍ୟାନ୍‌ସର୍‌

ଦୂଷିତ ଜଳ ଏବଂ ଦର ସିଝା ମାଂସରେ ମିଳୁଥିବା ଏକ ସାଧାରଣ ପରଜୀବୀ ଲୋକଙ୍କ ମଧ୍ୟରେ ବ୍ରେନ୍‌ କ୍ୟାନ୍‌ସର୍‌ ସମସ୍ୟା ସୃଷ୍ଟି କରିବାର ସମ୍ଭାବନା ରହିଛି। ଅନୁସନ୍ଧାନକାରୀମାନେ ଏକ ରିପୋର୍ଟରେ ଏହା ଦାବି କରିଛନ୍ତି। ସେମାନେ ପ୍ରମାଣ ପାଇଛନ୍ତି ଯେ ଟୋକ୍ସୋପ୍ଲାଜମା…

୪ ମାସରେ ୧୦ କିଲୋ ଓଜନ କମାଇଲେ ଏହି କ୍ରିକେଟର

ବ୍ରିସ୍‌ବେନ୍‌, ୧୪।୧: ଭାରତୀୟ କ୍ରିକେଟ୍‌ ଦଳର ଯୁବ ଉଇକେଟ୍‌କିପର ରିଷଭ ପନ୍ତ ଗତ କିଛି ମାସ ହେବ ନିଜ ଫିଟ୍‌ନେସ୍‌ ଉପରେ ଧ୍ୟାନ ଦେଉଛନ୍ତି। ତାଙ୍କ ପିଲାଦିନର କୋଚ ତାରକ ସିହ୍ନାଙ୍କ ମୁତାବକ, କରୋନା ଯୋଗୁ ରିଷଭଙ୍କ ଓଜନ ବଢି ଯାଇଥିଲା।…

ସୂର୍ଯ୍ୟାସ୍ତ ପରେ ଏସବୁ ମନା…

ସୂର୍ଯ୍ୟାସ୍ତ ପରେ ଘଣ୍ଟାଏ ପର୍ଯ୍ୟନ୍ତ କେତେକ କାର୍ଯ୍ୟ ନ କରିବାକୁ ଚିକିତ୍ସକ ପରାମର୍ଶ ଦେଇଥାନ୍ତି। ସନ୍ଧ୍ୟା ସମୟରେ ଶୋଇଲେ ଖାଦ୍ୟ ଗ୍ରହଣ କଲେ ସ୍ବାସ୍ଥ୍ୟ ଉପରେ ନକାରାତ୍ମକ ପ୍ରଭାବ ପଡ଼ିଥାଏ। କାରଣ ଏହାଦ୍ୱାରା ଶରୀରର ମେଟାବୋଲିକ ପ୍ରକ୍ରିୟା ବାଧା ପାଇଥାଏ। ଦିନ…

ସ୍କୁଲ ଖୋଲୁ ଖୋଲୁ ଶିକ୍ଷୟିତ୍ରୀଙ୍କୁ କରୋନା

ବରଗଡ଼ ଅଫିସ୍‌,୧୩।୧: ରାଜ୍ୟରେ ଗତ ୮ ତାରିଖରୁ ହାଇସ୍କୁଲଗୁଡ଼ିକ ଖୋଲିଛି। କେବଳ ଦଶମ ଶ୍ରେଣୀ ଛାତ୍ରୀଛାତ୍ର ପାଠପଢ଼ା ଚାଲିଛି। ନିୟମିତ ଛାତ୍ରୀଛାତ୍ର ମଧ୍ୟ ସ୍କୁଲକୁ ଆସୁଛନ୍ତି । ତେବେ ସ୍କୁଲ ଖୋଲିବା ପରେ ବରଗଡ଼ ଜିଲାର ଏକ ବାଳିକା ହାଇସ୍କୁଲରେ ଜଣେ…

ରାତିର ଅନ୍ଧକାରରେ ହୋଇଥାଏ କିନ୍ନରଙ୍କ ଅନ୍ତିମ ସଂସ୍କାର, ହୁଏ ଉତ୍ସବ ପାଳନ; କାରଣ ଜାଣିଲେ…

ଘରେ କିଛି ଶୁଭକାମ ହେଉଥିଲେ, କେଉଁଆଡୁ ପହଞ୍ଚିଯାଇଥାନ୍ତି କିନ୍ନର। ସେ ବିବାହ ହେଉ ଅବା ଶିଶୁ ଜନ୍ମ, ସମସ୍ତ କାର୍ଯ୍ୟରେ ପହଞ୍ଚି ଆଶୀର୍ବାଦ ଦେଇଥାନ୍ତି ସେମାନେ। ସମାଜରେ ‘ଥାର୍ଡ ଜେଣ୍ଡର’ସ୍ଥାନ ନେଇଥିବା କିନ୍ନରଙ୍କ ଚଳଣି, ଜୀବନଚର୍ଯ୍ୟାଠାରୁ ଆରମ୍ଭ କରି ଅନ୍ତିମ ସଂସ୍କାର…

ବିରୁଷ୍କାଙ୍କୁ ନିଆରା ବଧେଇ ଜଣାଇଲା ଅମୁଲ ଇଣ୍ଡିଆ, କାର୍ଟୁନ୍‌ କରି ଲେଖିଲା..

ନୂଆଦିଲ୍ଲୀ, ୧୩।୧: ଭାରତୀୟ କ୍ରିକେଟ ଟିମ୍‌ର ଅଧିନାୟକ ବିରାଟ କୋହଲୀ ପିତା ହୋଇଛନ୍ତି। ତାଙ୍କର ଏକ କନ୍ୟା ସନ୍ତାନ ଜନ୍ମ ହୋଇଛି। ଏହାକୁ ନେଇ ଉଭୟ ବିରାଟ ଏବଂ ପତ୍ନୀ ଅନୁଷ୍କାଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟୁଛି। ଏହି କ୍ରମରେ ଅମୁଲ୍‌…

ଉତ୍ତରାଖଣ୍ଡର ‘ପନୀର’ ଗାଁ: ନାମକରଣ ପଛରେ ରହିଛି ଏଭଳି…

ମସୁରୀ: ଅନେକ ଗ୍ରାମ ରହିଛି ଯାହା ନିଜର ଅଜବ ନାମକୁ ନେଇ ଖ୍ୟାତ। ସେଭଳି ଏକ ଗ୍ରାମ ହେଉଛି ଉତ୍ତରାଖଣ୍ଡ ମସୁରୀ ନିକଟସ୍ଥ ରୌତୁ ଗ୍ରାମ। ଲୋକଙ୍କ ଜୀବିକାକୁ ନେଇ ଏହାର ନାମକରଣ ହୋଇଛି। ପନୀର ଭିଲେଜ୍‌(ଗାଁ) ଭାବେ ଲୋକେ ଏହାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri