ମୋଦିଙ୍କୁ ଚିଠି ଲେଖିଲେ ଅମରିନ୍ଦର: କୃଷକ ଆନ୍ଦୋଳନର ସମାଧାନ ବାହାର କରନ୍ତୁ
ଚଣ୍ଡିଗଡ,୨୦।୨: ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପ୍ଟଟେନ୍ ଅମରିନ୍ଦର ସିଂ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି। କୃଷକ ଆନ୍ଦୋଳନର ସମାଧାନର ବାଟ ବାହାର କରିବାକୁ ସେ ଚିଠିରେ ଉଲ୍ଲେଖ କରିଛନ୍ତି। ଶନିବାର ସେ ଅପିଲ କରି କହିଛନ୍ତି ଯେ, କୃଷକଙ୍କ ଯାହା…
ଜମ୍ମୁ କଶ୍ମୀରରେ ରକ୍ତପାତ ବନ୍ଦ ହେଉ: ମେହବୁବା
ଶ୍ରୀନଗର,୨୦।୨: ଜମ୍ମୁ-କଶ୍ମୀରରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ତିନି ଜଣ ପୋଲିସ ଶହୀଦ ହେବାର ଗୋଟିଏ ଦିନ ପରେ ପିଡିଏଫ ମୁଖ୍ୟ ମେହବୁବା ମୁଫତି ପାକିସ୍ତାନ ସହ ଆଲୋଚନା କରିବାକୁ କେନ୍ଦ୍ରକୁ ଆହ୍ବାନ କରିଛନ୍ତି। କେନ୍ଦ୍ର ଶାସିତ ଅଞ୍ଚଳରେ ଅଞ୍ଚଳରେ କୌଣସି ହିଂସା…
ଅବତରଣବେଳେ ବିଦ୍ୟୁତ୍ ଖୁଣ୍ଟ ସହ ଧକ୍କା ହେଲା ଏୟାର ଇଣ୍ଡିଆ ବିମାନ
ବିଜୟୱାଡା,୨୦।୨: ଆନ୍ଧ୍ରପ୍ରଦେଶର ବିଜୟଓ୍ବାଡା ବିମାନ ବନ୍ଦରରେ ବିମାନ ଦୁର୍ଘଟଣା ହୋଇଛି। ୬୪ ଜଣ ଯାତ୍ରୀଙ୍କୁ ନେଇ ଏୟାର ଇଣ୍ଡିଆ ବିମାନ ବିଜୟୱାଡା ଅନ୍ତର୍ଜାତୀୟ ବିମାନବନ୍ଦରରେ ଅବତରଣ କରିବା ସମୟରେ ବିଦ୍ୟୁତ ଖୁଣ୍ଟ ସହ ଧକ୍କା ହୋଇଛି। ବିମାନରେ ଥିବା ସମସ୍ତ ଯାତ୍ରୀ…
ନାଓମି ଓସାକା ଜିତିଲେ ଅଷ୍ଟ୍ରେଲିଆ ଓପନ୍
ମେଲବୋର୍ନ,୨୦।୨:ଅଷ୍ଟ୍ରେଲୀୟ ଓପନ ଟେନିସ ଟୁର୍ନାମେଣ୍ଟର ମହିଳା ସିଙ୍ଗଲ୍ସ ଟାଇଟଲ ଶନିବାର ନାଓମି ଓସାକା ଜିତିଛନ୍ତି। ୨୩ ବର୍ଷୀୟ ଜାପାନୀ ଖେଳାଳି ଫାଇନାଲରେ ଜେନିଫର ବ୍ରାଡିଙ୍କୁ ୬-୪, ୬-୩ ରେ ପରାସ୍ତ କରିଛନ୍ତି।ଏହା ତାଙ୍କ କ୍ୟାରିୟରର ଚତୁର୍ଥ ଗ୍ରାଣ୍ଡସ୍ଲାମ ଥିଲା। ଏହାପୂର୍ବରୁ ସେ…
ନିର୍ବାଚନ ପ୍ରସ୍ତୁତି ଆରମ୍ଭ: ୫ ରାଜ୍ୟରେ ପହଞ୍ଚିଲେ ସିଏପିଏଫ୍ ଯବାନ
ନୂଆଦିଲ୍ଲୀ,୨୦।୨: ଚଳିତ ବର୍ଷ ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାର ଅଛି। ରାଜ୍ୟଗୁଡ଼ିକ ହେଉଛି ଆସାମ, ପଶ୍ଚିମବଙ୍ଗ, ପୁଡୁଚେରୀ, ତାମିଲନାଡୁ ଏବଂ କେରଳ। ନିର୍ବାଚନ ଆୟୋଗଙ୍କ ଆଦେଶ ଅନୁଯାୟୀ, ବିଧାନସଭା ନିର୍ବାଚନ ଶାନ୍ତିପୂର୍ଣ୍ଣ ବାତାବରଣ ସୁନିଶ୍ଚିତ କରିବା ପାଇଁ କେନ୍ଦ୍ରୀୟ ସଶସ୍ତ୍ର…
ଅମିତାଭ ବଚ୍ଚନଙ୍କ ଘରର ସୁରକ୍ଷା ବଢିଲା
ମୁମ୍ବାଇ,୨୦।୨: ପେଟ୍ରୋଲ-ଡିଜେଲର ମୂଲ୍ୟ ବୃଦ୍ଧି ନେଇ ମହାରାଷ୍ଟ୍ର କଂଗ୍ରେସ ମୁଖ୍ୟ ନାନା ପାଟୋଲେ ଅମିତାଭ ବଚ୍ଚନ ଏବଂ ଅକ୍ଷୟ କୁମାରଙ୍କୁ ଟାର୍ଗେଟ କରିଛନ୍ତି। ପାଟୋଲଙ୍କ ବିବୃତ୍ତି ପରେ ବଚ୍ଚନଙ୍କ ଘରର ସୁରକ୍ଷା ବୃଦ୍ଧି କରାଯାଇଛି। ଏଥି ସହିତ କଂଗ୍ରେସ ନେତା ସ୍ପଷ୍ଟ…
ସଚିନଙ୍କ ପୁଅ ସପକ୍ଷରେ ବାହାରିଲେ ଅଭିନେତା, କହିଲେ ଏମିତି
ମୁମ୍ବାଇ,୨୦।୨: ଭାରତର କିମ୍ବଦନ୍ତୀ କ୍ରିକେଟର୍ ସଚିନ ତେନ୍ଦୁଲକରଙ୍କ ସୁପୁତ୍ର ଅର୍ଜୁନ ତେନ୍ଦୁଲକରଙ୍କୁ ମୁମ୍ବାଇ ଇଣ୍ଡିଆନ୍ସ ଟିମ କିଣିଛି। ଚେନ୍ନାଇରେ ଆୟୋଜିତ ଆଇପିଏଲର ୧୪ଶ ସଂସ୍କରଣର ଅକ୍ସନରେ ଅର୍ଜୁନଙ୍କୁ ୨୦ ଟଙ୍କାର ବେସ ପ୍ରାଇସରେ କିଣିଛି ମୁମ୍ବାଇ ଇଣ୍ଡିଆନ୍ସ। ୨୧ ବର୍ଷୀୟ ଅର୍ଜୁନ…
ଟୁଲକିଟ ମାମଲା: ଫେବୃୟାରୀ ୨୩ରେ ଦିଶା ରବିଙ୍କ ଜାମିନ ଆବେଦନ ନିଷ୍ପତ୍ତି
ନୂଆଦିଲ୍ଲୀ,୨୦।୨: ଟୁଲକିଟ ମାମଲାରେ ଗିରଫ ହୋଇଥିବା ଦିଶା ରବିଙ୍କ ଜାମିନ ଆବେଦନ ଶନିବାର ଦିଲ୍ଲୀର ପଟିଆଲା ହାଉସ କୋର୍ଟରେ ଶୁଣାଣି ହୋଇଥିଲା। ଆଡିସନାଲ ସେଶନ ଜଜ୍ ଧର୍ମେନ୍ଦ୍ର ରାଣାଙ୍କ ବେଞ୍ଚ ଏହି ମାମଲାର ଶୁଣାଣି କରିଛନ୍ତି। ଦିଶା ରବିଙ୍କ ଜାମିନ ଆବେଦନ…
ଆଉ ଗୋଟିଏ ବ୍ୟାଙ୍କ ଉପରେ ଲାଗିଲା ପ୍ରତିବନ୍ଧକ, ୬ ମାସ ପର୍ଯ୍ୟନ୍ତ ୧୦୦୦ରୁ ଅଧିକ ଟଙ୍କା ଉଠାଇ ପାରିବେ ନାହିଁ ଗ୍ରାହକ
ବେଙ୍ଗାଲୁରୁ,୨୦।୨: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆରବିଆଇ) କର୍ନାଟକର ଡେକାନ ଅର୍ବାନ କେଅପରେଟିଭ୍ ବ୍ୟାଙ୍କ ଉପରେ ପ୍ରତିବନ୍ଧକ ଲଗାଇଛି। ଫଳରେ ଏବେ ବ୍ୟାଙ୍କ ପକ୍ଷରୁ କୌଣସି ନୂଆ ଋଣ ଦିଆଯିବ ନାହିଁ। କେବଳ ନୁହେଁ, ନୂଆ ରାଶି ମଧ୍ୟ ଗ୍ରହଣ କରାଯିବ ନାହିଁ। ଏହି…
ଏହି କ୍ରିକେଟର୍ଙ୍କ କବାଟ ବାଡେଇଲେ ରୋହିତ ଶର୍ମା, ଖୋଲିବା ପରେ ତାଙ୍କୁ କଲେ ଆଲିଙ୍ଗନ
ଆଇପିଏଲ ନିଲାମରେ ୯.୨୫ କୋଟି ଟଙ୍କାରେ ବିକ୍ରି ହେବା ପରେ ଭାରତୀୟ ଦଳର ନେଟ ବୋଲର କୃଷ୍ଣପ୍ପା ଗୌତମ ଭାବପ୍ରବଣ ହୋଇପଡିଛନ୍ତି। ଏହା ବ୍ୟତୀତ ନିଲାମ ପରେ ତାଙ୍କ ମାତାପିତା ଏବଂ ସ୍ତ୍ରୀଙ୍କ ଆଖିରେ ଥିଲା ଖୁସିର ଲୁହ। ଚେନ୍ନାଇରେ ଅନୁଷ୍ଠିତ…
ନିୟମ ଉଲ୍ଲଂଘନ କରିଥିଲେ ମହିଳା, ‘ଚୁମ୍ବନ’ ଦେବା ପରେ ଛାଡ଼ିଲା ପୋଲିସ; ଭିଡିଓ ଭାଇରାଲ ପରେ…
ଲିମା: କରୋନା ଭାଇରସ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ବିଶ୍ୱରେ ଅନେକ କଟକଣା ଲଗାଯାଇଛି। ସେଥିରୁ ଗୋଟିଏ ହେଲା ଘରୁ ବାହାରକୁ ଗଲେ ମାସ୍କର ବ୍ୟବହାର। ହେଲେ କିଛି ଲୋକ ମାସ୍କ ପିନ୍ଧିବାକୁ ଭୁଲିଯାଇଥାନ୍ତି। ଏଥିପାଇଁ ତାଙ୍କୁ ଜରିମାନା ଦେବାକୁ ପଡ଼ିଥାଏ। ଏଭଳି…
ଘର ଚଳାଇବା ପାଇଁ ରାସ୍ତା କଡ଼ରେ ପୋଷାକ ବିକ୍ରି କରୁଥିଲେ ଏହି ଅଭିନେତ୍ରୀ
ହଲିଉଡ୍ ଅଭିନେତ୍ରୀ ତଥା ଗାୟିକା ରିହାନା ନାମ କାହା ପାଇଁ ନୂଆ ନୁହେଁ। କିନ୍ତୁ କୃଷକ ଆନ୍ଦୋଳନ ଯୋଗୁ ଏହି ନାମ ବିଗତ କିଛି ଦିନ ହେବ ଭାରତରେ ଚର୍ଚ୍ଚାରେ ରହିଛି। ରିହାନା ଜଣେ ଅନ୍ତର୍ଜାତୀୟ ତାରକା। ସମଗ୍ର ବିଶ୍ୱରେ ତାଙ୍କର…

