ଫ୍ରିଜ୍ରେ ଅଣ୍ଡା ରଖିଲେ ପଚିଯାଏ ନା ସତେଜ ରହେ, ପ୍ରକୃତ ଉତ୍ତର ଜାଣିଲେ…
ଅଣ୍ଡା ପୁଷ୍ଟିସାରର ଏକ ବଡ଼ ଉତ୍ସ, ତେଣୁ ଏହାକୁ ଅଧିକାଂଶ ଘରେ ରଖାଯାଇଥାଏ। କିନ୍ତୁ ଏହାକୁ କେଉଁଠାରେ ରଖିବେ ସେନେଇ ଚିନ୍ତାରେ ଥାନ୍ତି ଗୃହିଣୀମାନେ। ଫ୍ରିଜ୍ରେ ରଖିବେ କି ଥାକରେ ସେ ନେଇ ଦ୍ୱନ୍ଦ୍ୱରେ ପଡ଼ିଥାନ୍ତି। ଅଣ୍ଡା ସକାଳ ଜଳଖିଆଠାରୁ ଆରମ୍ଭ…
ପାଇପ୍ ଫାଟି ରାସ୍ତାରେ ବନ୍ୟା: ଚିନ୍ତାରେ ପଡ଼ାବାସୀ
ଲୋଇସିଂହା,୧୧।୧୨(ସୁଶାନ୍ତ ବାରିକ): ଲୋଇସିଂହାଶକ୍ତି ନଗର ପଡାରେ ପାଇପ ଫାଟି ରାସ୍ତା ଉପରେ ବହୁଛି ପାଣି। ଏ ଦୃଶ୍ୟ ହେଉଛି ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଲୋଇସିଂହା ଓ୍ବାର୍ଡ ନଂ ୧୬ ଶକ୍ତି ନଗର ପଡା ଇଣ୍ଡିଆନ ବ୍ୟାଙ୍କ ରାସ୍ତାର ଦୃଶ୍ୟ। ପାନୀୟ…
ନରେନ୍ଦ୍ର ମୋଦିଙ୍କ ଉତ୍ତରାଧିକାରୀ କିଏ, ମୋହନ ଭାଗବତ କରିଦେଲେ ବଡ଼ ଖୁଲାସା
ନୂଆଦିଲ୍ଲୀ,୧୧।୧୨: ନରେନ୍ଦ୍ର ମୋଦିଙ୍କ ପରେ କିଏ ପ୍ରଧାନମନ୍ତ୍ରୀ ହେବେ, ସେନେଇ ଏବେ ଚର୍ଚ୍ଚା ଚାଲିଛି। ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS) ମୁଖ୍ୟ ମୋହନ ଭାଗବତ ଏ ବିତର୍କରେ ଅଂଶଗ୍ରହଣ କରିବାକୁ ସ୍ପଷ୍ଟ ଭାବରେ ମନା କରିଦେଛନ୍ତି। ଭାଗବତ କହିଛନ୍ତି, ଦେଶର ପରବର୍ତ୍ତୀ…
ଆମେରିକାରେ ରହିବାକୁ ହେଲେ ଦେବାକୁ ହେବ ମୋଟା ଅଙ୍କର ଟଙ୍କା, ଟ୍ରମ୍ପ ଆରମ୍ଭ କଲେ Gold Card
ନୂଆଦିଲ୍ଲୀ,୧୧|୧୨ : ଦିନକୁ ଦିନ ଭାରତ ଏବଂ ଆମେରିକା ମଧ୍ୟରେ ବିବାଦ ବଢିବାରେ ଲାଗିଛି । ଭାରତୀୟଙ୍କୁ ଆମେରିକାରେ ରହିବା ଏକ ପ୍ରକାର ସ୍ବପ୍ନ ହୋଇଯାଇଛି । ଏହାରି ଭିତରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୋଲ୍ଡ କାର୍ଡ ଲଞ୍ଚ କରିଛନ୍ତି…
ଅଜବ ପରମ୍ପରା:ପ୍ରେମ କରୁଥିଲେ ଏମିତି ଜଣାନ୍ତି….
ବେଜିଂ:ସାରା ବିଶ୍ୱରେ ପ୍ରେମ ପ୍ରକାଶର ଉପାୟ ପ୍ରାୟତଃ ଭିନ୍ନ। କିଏ ଫୁଲ ଦେଇ ପ୍ରପୋଜ୍ କରନ୍ତି ତ ଆଉ କିଏ ପ୍ରେମପତ୍ର ଦିଅନ୍ତି। ଆଉ କେହି କେହି ସଙ୍ଗୀତ ମାଧ୍ୟମରେ ନିଜର ଭାବନା ପ୍ରକାଶ କରନ୍ତି। ଚାଇନାର କିଛି ଜନଜାତି ମଧ୍ୟରେ…
ୟୁକାଲପଟାସ୍ ଜଙ୍ଗଲରେ କୁଢ଼କୁଢ଼ ଅଳିଆ: ମୁହଁ ଫେରାଉଛନ୍ତି ପର୍ଯ୍ୟଟକ
ଦାରିଙ୍ଗବାଡ଼ି,୧୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡ଼ିରେ ଏବେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ତେବେ ଏକାଧିକ ପର୍ଯ୍ୟଟନକ୍ଷେତ୍ର ଦୃଷ୍ଟି ଆଢୁଆଳରେ ରହିଥିବାରୁ ଦାରିଙ୍ଗବାଡ଼ି ଆସୁଥିବା ପର୍ଯ୍ୟଟକ ଅସନ୍ତୋଷ ପ୍ରକାଶ କରୁଛନ୍ତି। ଏଭଳି ଏକ ପର୍ଯ୍ୟଟନକ୍ଷେତ୍ର ରହିଛି ସେଠି ପ୍ରଶାସନର ଦୃଷ୍ଟି ପଡୁ…
ଗୁମର ଖୋଲିଦେଲେ ତାନ୍ୟା: ବିଗ୍ ବସ୍ରୁ ଆସିବା ପରେ….
ମୁମ୍ବାଇ:ଶେଷ ହୋଇଛି ‘ବିଗ୍ ବସ୍ ୧୯’। ଏହି ଶୋ’ରେ ସବୁଠୁ ଚର୍ଚ୍ଚାରେ ଥିବା ଆଧ୍ୟାତ୍ମିକ କଣ୍ଟେଣ୍ଟ କ୍ରିଏଟର ତାନ୍ୟା ମିତ୍ତଲଙ୍କୁ ଚତୁର୍ଥ ସ୍ଥାନରେ ସନ୍ତୁଷ୍ଟ ହେବାକୁ ପଡ଼ିଛି। ‘ବିଗ୍ ବସ୍ ୧୯’ ଘରୁ ବାହାରିବା ପରେ ତାନ୍ୟା ରାଗିଯାଇଛନ୍ତି। ସେ କହିଛନ୍ତି,…
ଗୋଆ ଅଗ୍ନିକାଣ୍ଡ: ଥାଇଲ୍ୟାଣ୍ଡରେ ଅଟକ ଦୁଇ କ୍ଲବ୍ ମାଲିକ
ଗୋଆ,୧୧ା୧୨: ଗୋଆ ଅଗ୍ନିକାଣ୍ଡ ଘଟଣାରେ ବଡ଼ ଆକ୍ସନ । ଥାଇଲ୍ୟାଣ୍ଡରେ ଅଟକ ରହିଲେ କ୍ଲବର ଦୁଇ ମାଲିକ । ତେବେ ଡିସେମ୍ବର ୬ ତାରିଖରେ ଗୋଆର ଆରପୋରାରେ ଥିବା ନାଇଟ୍ କ୍ଲବ୍ ବିର୍ଚ ବାଇ ରୋମିଓ ଲେନରେ ଘଟିଥିବା ଭୟଙ୍କର ଅଗ୍ନିକାଣ୍ଡ…
ଓଏଏସ୍ସ୍ତରରେ ବଡ଼ ଧରଣର ଅଦଳବଦଳ, ୨୩ ଓଏଏସ୍ଙ୍କୁ…
ଭୁବନେଶ୍ୱର,୧୧ା୧୨ (ରବିନାରାୟଣ ଜେନା): ରାଜସ୍ୱ ବିଭାଗ ପକ୍ଷରୁ ବୁଧବାର ୨୩ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍) ଅଧିକାରୀଙ୍କ ବଦଳି କରାଯାଇଛି। ବିଭାଗର ବିଜ୍ଞପ୍ତି ଅନୁଯାୟୀ, ମୋ-ସ୍କୁଲ ଅଭିଯାନର ଓଏସ୍ଡି କାବେରୀ ମୁଦୁଲିଙ୍କୁ ଯାଜପୁର ଜିଲା ବିଞ୍ଝାରପୁର ତହସିଲଦାର ଭାବେ ବଦଳି କରାଯାଇଥିବାବେଳେ କେନ୍ଦ୍ରାପଡ଼ା…
କେନ୍ଦ୍ର ଅସହାୟ କି? ଇଣ୍ଡିଗୋ ସଙ୍କଟକୁ ନେଇ ହାଇକୋର୍ଟଙ୍କ ପ୍ରଶ୍ନ
ନୂଆଦିଲ୍ଲୀ,୧୧ା୧୨: ସପ୍ତାହେରୁ ଊର୍ଦ୍ଧ୍ୱ ସମୟ ଧରି ବିମାନସେବାରେ ବିଭ୍ରାଟର ସମ୍ମୁଖୀନ ହୋଇଥିବା ଦେଶର ସର୍ୱବୃହତ୍ ଏୟାରଲାଇନ୍ ଇଣ୍ଡିଗୋର ବହୁ ଫ୍ଲାଇଟ ଉଡ଼ାଣ ରଦ୍ଦ ହୋଇଯାଇଥିବାବେଳେ ଉକ୍ତ ବିବାଦ ଏବେ ଦିଲ୍ଲୀ ହାଇକୋର୍ଟରେ ପହଞ୍ଚତ୍ଛି। ଇଣ୍ଡିଗୋ ସଙ୍କଟ ଓ ଏତେ ମାତ୍ରାରେ ବିମାନ…
ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର
ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ ବୁଧବାର ଦରବାର ହଲ୍ ପୁରସ୍କୃତ କରାଯାଇଛି। ସୂଚନା ଯେ, ଜିଲାରୁ ୩ଟି ପଞ୍ଚାୟତକୁ ଏଥିନିମନ୍ତେ…
ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…
ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ ବିଷୟରେ ପଚାରି ବୁଝିଥିଲେ। ବିଶେଷ କରି ଅମଳ ଧାନ ସମ୍ପର୍କରେ ଚାଷୀଙ୍କ ସହ ଆଲୋଚନା…
Archives


