Home

ଅଶ୍ଳୀଳ ଭିଡିଓ ପ୍ରସ୍ତୁତ କରି ପ୍ରଫେସରଙ୍କୁ ୧୦ ଲକ୍ଷ ଟଙ୍କା ମାଗିଲେ ମହିଳା, ଆଉ ତା’ ପରେ…

ଲକ୍ଷ୍ନୌ,୨୦।୨: ଉତ୍ତରପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ ଜଣେ ମହିଳା ଜଣେ ପ୍ରଫେସରଙ୍କୁ ବ୍ଲାକମେଲ କରି ୧୦ ଲକ୍ଷ ଟଙ୍କା ମାଗିବା ପରି ଏକ ଘଟଣା ସାମ୍ନାକୁ ଆସିଛି। ଅଭିଯୁକ୍ତ ମହିଳା ଜଣକ ତାଙ୍କର ଦୁଇ ବନ୍ଧୁଙ୍କ ସହ ମିଶି ପ୍ରଫେସରଙ୍କୁ ଲୁଟିଛନ୍ତି। ପ୍ରଫେସର…

ମାଜିଷ୍ଟ୍ରେଟଙ୍କ ଜାଲ୍‌ ଦସ୍ତଖତରେ ଅଭିଯୁକ୍ତଙ୍କୁ ବେଲ୍‌: ଏଏସ୍‌ଆଇ ଗିରଫ

ବୁଗୁଡ଼ା,୨୦।୨(ଡି.ଏନ୍‌.ଏ.): ମାଜିଷ୍ଟ୍ରେଟଙ୍କ ଜାଲ ଦସ୍ତଖତ କରି ଅଭିଯୁକ୍ତଙ୍କୁ ବେଲରେ ଛାଡ଼ିବା ଘଟଣାରେ ବୁଗୁଡ଼ା ଜେଏମ୍‌ଏଫ୍‌ସି କୋର୍ଟର ପୋଲିସ ଏଏସ୍‌ଆଇ ସୂର୍ଯ୍ୟ ନାରାୟଣ ବେହେରାଙ୍କୁ ଗିରଫ କରିଛି । ସୂର୍ଯ୍ୟ ନାରାୟଣଙ୍କ ବିରୋଧରେ ବୁଗୁଡ଼ା କୋର୍ଟର ମାଜିଷ୍ଟ୍ରେଟ ସୋନାଲି ଅପରାଜିତା ଏଫ୍‌ଆଇଆର ଦେବାପରେ…

ଭାରତୀୟ ମୌସୁମୀ ୨୭୦ ଲକ୍ଷ ବର୍ଷ ପୁରୁଣା

ନୂଆଦିଲ୍ଲୀ,୨୦।୨: ଭାରତୀୟ ମୌସୁମୀର ବିବର୍ତ୍ତନ ନେଇ ସମ୍ପୂର୍ଣ୍ଣ ଭାବରେ କୌଣସି ତଥ୍ୟ ମିଳି ପାରିନାହିଁ। ଏହାର ଉତ୍ପତ୍ତି ସ୍ଥିତିର ତୀବ୍ରତା କିପରି ସମ୍ଭବ ହେଉଛି ତାହାର ଡିକୋଡ କୈଜ୍ଞାନିକମାନେ ବର୍ତ୍ତମାନ ସୁଦ୍ଧା କରିନାହାଁନ୍ତି। ସମୟ ସହିତ ଏହା କିପରି ବଦଳିଛି ତାହାର…

ଓସ୍କାର ଦୌଡ଼ରେ ‘କାଲିର ଅତୀତ’

ଭୁବନେଶ୍ୱର,୨୦।୨(ବ୍ୟୁରୋ): ନୀଳମାଧବ ପଣ୍ଡାଙ୍କ ନିର୍ଦ୍ଦେଶିତ ଓଡ଼ିଆ ଚଳଚ୍ଚିତ୍ର ‘କାଲିର ଅତୀତ’ ଓସ୍କାର ଦୌଡ଼ରେ ସାମିଲ ହୋଇଛି। ଶ୍ରେଷ୍ଠ ଛବି, ଶ୍ରେଷ୍ଠ ଅଭିନେତା, ଶ୍ରେଷ୍ଠ ନିର୍ଦ୍ଦେଶକ ସହ ଆହୁରି ଅନେକ କ୍ଷେତ୍ରରେ ଏହି ଚଳଚ୍ଚିତ୍ରଟି ଓସ୍କାର ଦୌଡ଼ର ସାଧାରଣ ବର୍ଗରେ ପ୍ରବେଶ କରିଛି।…

‘ଭିତ୍ତିଭୂମି ସଜାଡ଼ି ପାରିଛି ଆଇଆଇଆଇଟି’

ଭୁବନେଶ୍ୱର,୨୦।୨(ବ୍ୟୁରୋ): ଓଡ଼ିଶା ସରକାରଙ୍କ ଦ୍ୱାରା ଭୁବନେଶ୍ୱରରେ ପ୍ରତିଷ୍ଠିତ ଅନ୍ତର୍ଜାତୀୟ ସୂଚନା ପ୍ରଯୁକ୍ତିବିଦ୍ୟା ପ୍ରତିଷ୍ଠାନ (ଆଇଆଇଆଇଟି) ଜାତୀୟସ୍ତରରେ ପ୍ରମୁଖ ଅନୁଷ୍ଠାନ ଭାବେ ଉଭା ହୋଇଛି। ୨୦୦୬ରେ ଆରମ୍ଭ ହୋଇଥିବା ଏହି ପ୍ରତିଷ୍ଠାନ ନିଜର ଭିତ୍ତିଭୂମି ସଜାଡ଼ି ପାରିଛି। ଶୈଖିକ ପରିବେଶ, ଗୁଣବତ୍ତା, ଉଚ୍ଚ…

ଫୁସ୍‌ଫୁସ୍‌ର ଆୟୁ କମାଏ ଆଜ୍‌ବେଷ୍ଟୋସିସ୍‌

ନୂଆଦିଲ୍ଲୀ: ଆଜବେଷ୍ଟସ ସଂସ୍ପର୍ଶରେ ଦୀର୍ଘ ସମୟ ରହିଲେ ମଣିଷର ଫୁସଫୁସରେ ସଂକ୍ରମଣ ହେବା ସହ କ୍ଷତ ହୋଇ ଏଥିରୁ ରକ୍ତ କ୍ଷରଣ ହୋଇଥାଏ। ଏଭଳି ଶାରୀରିକ ସମସ୍ୟାକୁ ଡାକ୍ତରୀ ଭାଷାରେ ଆଜବେଷ୍ଟୋସିସ କୁହାଯାଏ। ଏହା ଯୋଗୁ ନିଶ୍ୱାସ ନେବାରେ କଷ୍ଟ ହେବା…

ଆଜି ବିଶ୍ୱ ସାମାଜିକ ନ୍ୟାୟ ଦିବସ: ଭେଦଭାବ ପ୍ରଗତିରେ ବାଧକ

ଭେଦଭାବ ସାମାଜିକ ବିଧି ବ୍ୟବସ୍ଥାରେ ମହାମାରୀ ଭଳି। ସଭ୍ୟତାର ବିକାଶ ସହିତ ସମାନ୍ତରାଳ ଭାବେ ଏହା ରହି ଆସିଛି। ଗୋଟିଏ ଗୋଷ୍ଠୀ ସର୍ବଦା ସୁବିଧାବାଦୀ ନୀତି ଆପଣାଇ ବ୍ୟବସ୍ଥାକୁ କରାୟତ୍ତ କରି ରଖିବାକୁ ଉଦ୍ୟମ କରୁଥିବାବେଳେ ଅପେକ୍ଷାକୃତ ଦୁର୍ବଳ ଗୋଷ୍ଠୀ ସାମାଜିକ…

କେନ୍ଦ୍ର ସହିତ ରାଜ୍ୟ ସରକାର ମିଳିତ ଭାବେ କାର୍ଯ୍ୟ କରିବା ଆବଶ୍ୟକ: ମୋଦି

ନୂଆଦିଲ୍ଲୀ,୨୦।୨: ଦେଶର ବିକାଶ ପାଇଁ କେନ୍ଦ୍ର ସରକାରଙ୍କ ସହିତ ରାଜ୍ୟ ସରକାର ମିଳିତ ଭାବେ କାର୍ଯ୍ୟ କରିବାର ଆବଶ୍ୟକତା ରହିଛି। ଏହା ଦ୍ୱାରା ଦେଶର କୃଷି କ୍ଷେତ୍ର ସହିତ ଅନ୍ୟ କ୍ଷେତ୍ରରେ ମଧ୍ୟ ବିକାଶ ସମ୍ଭବ ହୋଇ ପାରିବ। ନୀତି ଆୟୋଗର…

ସୌର ପ୍ରକଳ୍ପ ପାଇଁ ୭୦ କୋଟି ବ୍ୟୟବରାଦ

ଭୁବନେଶ୍ୱର,୨୦।୨(ବ୍ୟୁରୋ): ରାଜ୍ୟରେ ୨୦୨୨ ସୁଦ୍ଧା ୨୨୫୦ ମେଗାଓ୍ବାଟ୍‌ ସୌରଶକ୍ତି ଉତ୍ପାଦନ ପାଇଁ ସରକାର ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି। ଓଡ଼ିଶା ଅଣପାରମ୍ପରିକ ନୀତି -୨୦୧୬ ଅନୁଯାୟୀ ଏହି ସୌର ପ୍ରକଳ୍ପ ସ୍ଥାପନ କରାଯିବ। ରାଜ୍ୟରେ ଏ ପର୍ଯ୍ୟନ୍ତ ୪୭୨ ମେଗାଓ୍ବାଟ୍‌ ସୌରଶକ୍ତି ଉତ୍ପାଦନ…

ଭିଡିଓ ଭାଇରାଲ ନେଇ ବିଜେଡି, ଭାଜପା ମୁହାଁମୁହିଁ

ଭୁବନେଶ୍ୱର,୨୦।୨(ବ୍ୟୁରୋ): ବିଧାନସଭାରେ ଆଲୋଚନା ପାଇଁ ଚାଷୀ ସମସ୍ୟା, ସୀମା ବିବାଦ, ଓଡିଶା ସୀମାରେ ଆନ୍ଧ୍ର ନିର୍ବାଚନ କରାଇବା, ଆଇନ ଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ଆଦି ପ୍ରସଙ୍ଗ ରହିଛି। ଏହି ସମୟରେ ରାଜ୍ୟ ସରକାର ଜାଣିଶୁଣି ଏସ୍‌ଆଇଟିକୁ ଲଗାଇ ପରୀ ହତ୍ୟାକାଣ୍ଡ ସମ୍ପର୍କିତ…

ଚୋରି ସୁନା ବିକି ସ୍କୁଟି କିଣିଥିଲେ

ଭୁବନେଶ୍ୱର,୨୦।୨(ବ୍ୟୁରୋ): ଖଣ୍ଡଗିରି ଥାନା ଅଞ୍ଚଳରେ ରହୁଥିବା ନିବେଦିତା ରାୟଙ୍କ ଘରୁ ୧୦ଲକ୍ଷ ଟଙ୍କାର ସୁନା ଅଳଙ୍କାର ଓ ନଗଦ ଟଙ୍କା ଚୋରି କରି ଗିରଫ ହୋଇଛନ୍ତି ଜଣେ ମହିଳା ଘରୋଇ ସହାୟିକା ଓ ତାଙ୍କ ସହଯୋଗୀ। ସେମାନେ ହେଲେ ଡୁମୁଡୁମା ରଘୁନାଥ…

ଦିଲ୍ଲୀ ପୋଲିସକୁ ସୋସିଆଲ ମିଡ଼ିଆରେ ଖୋଲା ଚ୍ୟାଲେଞ୍ଜ୍‌ କଲେ ଲଖା ସିଧାନା

ନୂଆଦିଲ୍ଲୀ,୨୦।୨: ଜାନୁୟାରୀ ୨୬ ଦିଲ୍ଲୀ ହିଂସାର ମାଷ୍ଟର ମାଇଣ୍ଡ ଥିବା ପୂର୍ବ ଗ୍ୟାଙ୍ଗଷ୍ଟର ଲଖା ସିଧାନା ସୋସିଆଲ ମିଡ଼ିଆରେ ଦିଲ୍ଲୀ ପୋଲିସକୁ ଖୋଲା ଚ୍ୟାଲେଞ୍ଜ୍‌ ଦେଇଛନ୍ତି। ସେ ଚାଷୀଙ୍କ ଆନ୍ଦୋଳନକୁ ସମର୍ଥନ କରିବା ସହିତ ଫେବୃୟାରୀ ୨୩ରେ ଭଟିଣ୍ଡା ଜିଲାର ମେହରାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?