Home

ପେଟ୍ରୋଲ ଟାଙ୍କି ବିସ୍ଫୋରଣ ଘଟଣା: ଫୋରେନ୍‌ସିକ ଲାବ୍‌କୁ ଗଲା ସିସିଟିଭି ହାର୍ଡ ଡିକ୍ସ

ଭୁବନେଶ୍ୱର,୧୪ା୧୦(ବ୍ୟୁରୋ):ରାଜଭବନ ପେଟ୍ରୋଲ ଟାଙ୍କି ବିସ୍ଫୋରଣ ଘଟଣାକୁ ଆଜିକୁ ୮ ଦିନ ବିତିଲାଣି। ଏଯାବତ୍‌ ନିଖୋଜ ସୀମାଞ୍ଚଳ ପରିଡ଼ାଙ୍କ ବିଷୟରେ ପୋଲିସ କିଛିବି ସୂଚନା ଦେଉ ନାହିଁ। ସୀମାଞ୍ଚଳଙ୍କ ପରିବାର ଲୋକେ ଏନେଇ କ୍ୟାପିଟାଲ ଥାନାରେ ଅଭିଯୋଗ କରିଥିଲେ ମଧ୍ୟ ପୋଲିସ ତାଙ୍କ…

୨୪ ଘଣ୍ଟା ମଧ୍ୟରେ ଦ୍ୱିତୀୟ କରୋନା ଟିକା ପରୀକ୍ଷାକୁ କରାଗଲା ବନ୍ଦ

ଓ୍ବାଶିଂଟନ, ୧୪।୧୦: ପୃଥିବୀରେ କରୋନା ମହାମାରୀର ତାଣ୍ଡବ ଜାରି ରହିଛି। ଏପରିସ୍ଥଳେ ଗତ ୨୪ ଘଣ୍ଟା ମଧ୍ୟରେ ଦ୍ୱିତୀୟ କରୋନା ଟିକାର ପରୀକ୍ଷଣକୁ ସୁରକ୍ଷା କାରଣରୁ ବନ୍ଦ କରିଦିଆଯାଇଛି। ଆମେରିକାର ଔଷଧ କମ୍ପାନୀ ଇଲି-ଲିଲି ପକ୍ଷରୁ ପ୍ରସ୍ତୁତ କରାଯାଇଥିବା କରୋନା ପ୍ରତିଷେଧକ…

ଅପହରଣ ପରେ ନାବାଳିକାଙ୍କୁ ବଳାତ୍କାର

କଟକ ଅଫିସ,୧୪ା୧୦:ଜଣେ ୧୫ବର୍ଷୀୟା ନାବାଳିକାଙ୍କୁ ୨୨ଦିନ ଧରି ବଳାତ୍କାର କରାଯାଇଛି। ୨ଜଣ ଯୁବକ ସମ୍ପୃକ୍ତ ନାବାଳିକାଙ୍କୁ ରାସ୍ତାରୁ ଅପହରଣ କରିନେଇ ଏକ ଚିକେନ ଫାର୍ମରେ ରଖି ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଚାଉଳିଆଗଞ୍ଜ ଥାନା ଅଧୀନ ଗତିରାଉତପାଟଣା ଅଞ୍ଚଳରେ ଏହି ଘଟଣା…

ଯାତ୍ରୀବାହୀ ବସ୍‌ ଉପରେ ଲାଗିଲା ୫ ଲକ୍ଷ ୬୬ ହଜାର ଟଙ୍କା ଜରିମାନା

ଭୁବନେଶ୍ୱର,୧୪।୧୦: ଭୁବନେଶ୍ୱର,୧୪।୧୦: କୋରାପୁଟରୁ ଭୁବନେଶ୍ୱରକୁ ଆସୁଥିବା ଏକ ଯାତ୍ରୀବାହୀ ବସ୍‌ ଉପରେ ଏକ ମୋଟା ଆକାରର ଜରିମାନା ଲଗାଇଛନ୍ତି ଆର୍‌ଟିଓ ଭୁବନେଶ୍ୱର-୨। ଓଡି୧୦ ଏଫ୦୪୦୯ ନମ୍ବର ଥିବା ଏହି ବସ୍‌ଟି ୨୦୧୯ ମେ’ରୁ ଏଯାଏ ମୋଟର ଭାଇକେଲ୍‌ ଟ୍ୟାକ୍ସ ଦେଇ ନ…

୧୦୦ ଦିନ ମଧ୍ୟରେ ପୁଣି ଥରେ ସୁସ୍ଥ ଆକ୍ରାନ୍ତଙ୍କୁ ହୋଇପାରେ କରୋନା ସଂକ୍ରମଣ: ଆଇସିଏମ୍‌ଆର୍‌

ନୂଆଦିଲ୍ଲୀ, ୧୪।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଏପରିସ୍ଥଳେ ଆଇସିଏମ୍‌ଆର୍‌ ପକ୍ଷରୁ କୁହାଯାଇଛି ଯେ, କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ୧୦୦ ଦିନ ମଧ୍ୟରେ ପୁଣି ଥରେ ସଂକ୍ରମଣ ହେବାର ଆଶଙ୍କା ରହିଛି। ଦେଶରେ ଇତିମଧ୍ୟରେ ଏଭଳି…

ଶ୍ରୀସେତୁ ପାଇଁ ଜନଶୁଣାଣି ଆରମ୍ଭ

ପୁରୀ ଅଫିସ,୧୪ା୧୦:ଶ୍ରୀସେତୁ ପ୍ରକଳ୍ପ ନିମନ୍ତେ ଜମି ଅଧିଗ୍ରହଣ ପାଇଁ ବୁଧବାର ଜନଶୁଣାଣି ଆରମ୍ଭ ହୋଇଛି। ଏହି ପ୍ରକଳ୍ପ ଯୋଗୁ ପ୍ରଭାବିତ ହେବାକୁ ଥିବା ୪ଟି ମୌଜା (ସମଙ୍ଗ, ମାଟିତୋଟା, ମାର୍କଣ୍ଡେଶ୍ୱର ସାହି ଓ ଦାଣ୍ଡିମାଳ ସାହି)ର ଲୋକେ ଜନଶୁଣାଣିରେ ଉପସ୍ଥିତ ରହି…

୧୫ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୪।୧୦(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୧୫ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୦୭୨କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ୧୫…

ସେନାର ଆବଶ୍ୟକତା ଅନୁସାରେ ସମସ୍ତ କ୍ଷେପଣାସ୍ତ୍ର ବିକଶିତ କରିବାକୁ ଡିଆର୍‌ଡିଓ ସକ୍ଷମ

ନୂଆଦିଲ୍ଲୀ, ୧୪।୧୦: ଭାରତୀୟ ସେନାର ଆବଶ୍ୟକତା ଅନୁସାରେ ସମସ୍ତ ପ୍ରକାରର କ୍ଷେପଣାସ୍ତ୍ର ବିକଶିତ କରିବାକୁ ଡିଆର୍‌ଡିଓ ସକ୍ଷମ। ଏ ସମ୍ପର୍କରେ ଡିଆର୍‌ଡିଓ ମୁଖ୍ୟ ଜି. ସତୀଶ ରେଡ୍ଡୀ ବୁଧବାର ସୂଚନା ଦେଇଛନ୍ତି। ଗତ ୪୦ ଦିନ ମଧ୍ୟରେ ଡିଆର୍‌ଡିଓ ୧୦ଟି ଭିନ୍ନ…

ବଗଲା ବଞ୍ଚାଓ ପଦଯାତ୍ରା ଆରମ୍ଭ

ପୁରୀ ଅଫିସ,୧୪ା୧୦:ବଗଲା ଧର୍ମଶାଳା ଜମି ବିକ୍ରି ବିରୋଧରେ ମୁଖ୍ୟମନ୍ତ୍ରୀଙ୍କୁ ଫେରାଦ ହେବ ଭାଜପା। ଏନେଇ ବୁଧବାର ସକାଳ ୯ଟାରେ ବିଧାୟକ ଜୟନ୍ତ ଷଡ଼ଙ୍ଗୀଙ୍କ ନେତୃତ୍ୱରେ ସିଂହଦ୍ୱାରଠାରୁ ନବୀନ ନିବାସ ଅଭିମୁଖେ ପଦଯାତ୍ରା ଆରମ୍ଭ ହୋଇଛି। ବିକ୍ରି ହୋଇଥିବା କବଲା ରଦ୍ଦ ଏବଂ…

ଆଜି ରାଜ୍ୟରେ ପୁଣି ୨୬୦୪ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୪।୧୦(ବ୍ୟୁରୋ): ରାଜ୍ୟରେ ପୁଣି ୨୬୦୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୫୧୧ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୦୯୩ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ…

ମଝି ଆକାଶରେ ୨ ହେଲିକପ୍ଟର ମଧ୍ୟରେ ଧକ୍କା: ୧୫ ମୃତ

କାବୁଲ, ୧୪।୧୦: ଆଫଗାନିସ୍ତାନରେ ୨ ବାୟୁସେନା ହେଲିକପ୍ଟର ମଧ୍ୟରେ ଧକ୍କା ହୋଇଛି। ଏଥିରେ ୧୫ ଜଣଙ୍କ ମୃତ୍ୟୁ ଘଟିଥିବା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଦକ୍ଷିଣ ହେଲମଣ୍ଡ ପ୍ରଦେଶର ଲଶ୍କର ଗେହ ନିକଟସ୍ଥ ନଓ୍ବା-ଇ ବର୍କଜାୟି ଜିଲାରେ ସୈନ୍ୟବାହିନୀଙ୍କୁ ଆଣିବା କାର୍ଯ୍ୟରେ…

୮୦ ଲକ୍ଷରୁ ଅଧିକ ଅପରାଧୀଙ୍କ ପାଇଁ ଡିସେମ୍ବର ସୁଦ୍ଧା ଫିଙ୍ଗରପ୍ରିଣ୍ଟ୍‌ ସିଷ୍ଟମ୍‌

ନୂଆଦିଲ୍ଲୀ, ୧୪।୧୦: ଦେଶରେ ଡିସେମ୍ବର ସୁଦ୍ଧା ୮୦ ଲକ୍ଷରୁ ଅଧିକ ଅପରାଧୀଙ୍କ ପାଇଁ ଅଟୋମେଟେଡ୍‌ ଫିଙ୍ଗରପ୍ରିଣ୍ଟ୍‌ ସିଷ୍ଟମ୍‌ ପ୍ରସ୍ତୁତି କାର୍ଯ୍ୟ ଶେଷ ହେବ। ଏହାଦ୍ୱାରା ସହଜରେ ଅପରାଧୀଙ୍କ ଡାଟା ସଂରକ୍ଷିତ ହୋଇ ରହିପାରିବ। ଏନେଇ ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ ପକ୍ଷରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri