Home

ଆଜି ଚନ୍ଦ୍ରଭାଗାରେ ମାଘମେଳା

କୋଣାର୍କ, ୧୯ା୨(ଡି.ଏନ.ଏ):ଚନ୍ଦ୍ରଭାଗାରେ ଏଥର କୋଭିଡ୍‌ କଟକଣାରେ ମାଘମେଳା ହେବ। ଶ୍ରଦ୍ଧାଳୁଙ୍କ ବୁଡ଼ ପକାଇବା ଉପରେ ପ୍ରଶାସନ କଟକଣା ଜାରି କରିଥିବାବେଳେ କେବଳ ୫୦୦ ଜଣଙ୍କୁ ନୀତି ଓ ମେଳା କାର୍ଯ୍ୟ ପାଇଁ ଅନୁମତି ମିଳିଛି। ପ୍ରଶାସନ ପକ୍ଷରୁ ଚନ୍ଦ୍ରଭାଗା ମେଳା ପଡ଼ିଆରେ…

ବିହାରରେ ଜନ୍ମ ନେଲେ ଏଲିଅନ ଶିଶୁ, ଦେଖିବା ପାଇଁ ଜମିଲା ଭିଡ଼

ପାଟନା,୧୯।୨: ବିହାରର ଗୋପାଳଗଞ୍ଜରେ ଏକ ଅଜବ ଶିଶୁ ଜନ୍ମ ହୋଇଛି। ଶିଶୁଟିକୁ ଦେଖିବା ପାଇଁ ଶହ ଶହ ଲୋକ ଡାକ୍ତରଖାନାରେ ଭିଡ ଜମିଛି। ନବଜାତ ଶିଶୁକୁ ଦେଖି ସମସ୍ତେ ଆଶ୍ଚର୍ଯ୍ୟ ହେବା ସହ ଏହାକୁ ଏଲିଏନ ବେବି ବୋଲି କହିଛନ୍ତି। ତେବେ…

ଏନ୍‌କାଉଣ୍ଟରରେ ୩ ଆତଙ୍କବାଦୀ ନିହତ

ଶ୍ରୀନଗର,୧୯।୨: ଜମ୍ମୁ କଶ୍ମୀରର ଶୋପିଆନରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ଚାଲିଛି। ଏହି ଏନ୍‌କାଉଣ୍ଟରରେ ୩ ଆତଙ୍କବାଦୀ ନିହତ ହୋଇଥିବାବେଳେ ଜଣେ ଏସପିଓ ଶହୀଦ ହୋଇଛନ୍ତି। ଜଣେ ଯବାନ ଆହତ ହୋଇଛନ୍ତି। ଘଟଣାସ୍ଥଳରୁ ବିପୁଳ ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ…

୨୨ରେ ନାରାୟଣସ୍ବାମୀଙ୍କ ଶକ୍ତିପରୀକ୍ଷା

ପୁଡୁଚେରୀ,୧୯ା୨(ପି.ଟି.)::ତେଲଙ୍ଗାନା ରାଜ୍ୟପାଳ ତାମିଲିସାଇ ସୌନ୍ଦରରାଜନ ତେଲଙ୍ଗାନା ଗୁରୁବାର ଉପରାଜ୍ୟପାଳ ଭାବେ ଶପଥ ନେଇଛନ୍ତି। ଏହି ଅତିରିକ୍ତ ଦାୟିତ୍ୱ ଗ୍ରହଣ କରିବା ପରେ ପୁଡୁଚେରୀ ମୁଖ୍ୟମନ୍ତ୍ରୀ ଭି. ନାରାୟଣସ୍ବାମୀଙ୍କୁ ଆସନ୍ତା ୨୨ ତାରିଖରେ ବିଧାନସଭାରେ ଆସ୍ଥାଭୋଟର ସମ୍ମୁଖୀନ ହେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।…

ନ୍ୟୁଜ୍‌ ଶେୟାର ବନ୍ଦକଲା ଫେସ୍‌ବୁକ୍‌

କାନ୍‌ବେରା,୧୯ା୨: ମାର୍କ ଜୁକରବର୍ଗଙ୍କ ଫେସ୍‌ବୁକ୍‌ ଓ ଅଷ୍ଟ୍ରେଲିଆ ସରକାରଙ୍କ ମଧ୍ୟରେ ନ୍ୟୁଜ୍‌ କଣ୍ଟେଣ୍ଟ ପାଇଁ ପେମେଣ୍ଟକୁ ନେଇ ତିକ୍ତତା ବଢ଼ିବାରେ ଲାଗିଛି। ନୂଆ ଆଇନ ଉପରେ ଆପତ୍ତି ଜଣାଇ ଫେସ୍‌ବୁକ୍‌ ଅଷ୍ଟ୍ରେଲିଆର ବିରୋଧୀ ନେତାମାନଙ୍କ ସମେତ ସ୍ବାସ୍ଥ୍ୟ ବିଭାଗ ଓ ପାଣିପାଗ…

ଓଡ଼ିଶା ବିଶ୍ୱର ମାଇନିଂ ହବ୍‌ ହେବାର କ୍ଷମତା ରଖିଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯ା୨:ଓଡ଼ିଶାର ୨ ଲୁହାପଥର ଖଣିରୁ ଉତ୍ପାଦନ ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ କେନ୍ଦ୍ର ଖଣି ମନ୍ତ୍ରୀ ପ୍ରହଲ୍ଲାଦ ଜୋଷୀ ଗୁରୁବାର ଭର୍ଚୁଆଲ କାର୍ଯ୍ୟକ୍ରମରେ ଖଣିଗୁଡ଼ିକର ଖନନ କାର୍ଯ୍ୟକୁ ଶୁଭାରମ୍ଭ କରିଛନ୍ତି। ଏହି ଲୁହାପଥର ଖଣି ମଧ୍ୟରେ ଜିଲଙ୍ଗ-ଲାଙ୍ଗଲୋଟା…

ରାସ୍ତା ମାଡ଼ି ବସୁଥିଲା ଆନ୍ଧ୍ର

ରାୟଗଡ଼ା ଅଫିସ,୧୯ା୨:ସୀମାନ୍ତରେ ଥିବା ଓଡ଼ିଶାର ଗୋଟିଏ ପରେ ଗୋଟିଏ ଗଁାକୁ ମାଡ଼ିବସୁଛି ଆନ୍ଧ୍ର। କୋରାପୁଟର କୋଟିଆ ପରେ ଏବେ ଏପରି ଘଟଣା ଦେଖିବାକୁ ମିଳିଛି ରାୟଗଡ଼ା ବ୍ଲକ ବୈରାଗିହାଲୁଆ ପଞ୍ଚାୟତର ବଡ଼ଲୁକୁଟି ଗ୍ରାମରେ। ଅଞ୍ଚଳର ଏକ ରାସ୍ତାକୁ ଅତି ଚତୁରତାର ସହ…

ପାଣି ପାଇଲେ ପିଢ଼ପୋଖରୀ ବନବାସୀ

କେନ୍ଦୁଝର, ୧୯ା୨(ସ୍ବ.ପ୍ର.)-ପାହାଡ ଜଙ୍ଗଲ ଘେରା କେନ୍ଦୁଝର ଜିଲାର ଅନେକ ଅଗମ୍ୟ ଅଞ୍ଚଳରେ ଲୋକଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ସୁବିଧା ନ ଥିଲେ ହେଁ ପ୍ରଶାସନର ଉଦ୍ୟମରେ କେତେକ ଅଞ୍ଚଳରେ ପାଇପ ଦ୍ୱାରା ପାନୀୟ ଜଳ ଯୋଗାଇବା ପାଇଁ ପଦକ୍ଷେପ ନିଆଯାଇଛି।…

ବେଧଡକ ଚାଲିଛି ଗୋଚାଲାଣ : ୧ ଗୋରୁ ମୃତ, ୨୭ ଉଦ୍ଧାର

କେନ୍ଦୁଝର, ୧୯ା୨ (ସ୍ବ.ପ୍ର.)-ବ୍ୟାପକ ଧରପଗଡ ସତ୍ତ୍ୱେ କେନ୍ଦୁଝର ଜିଲା ଦେଇ ବାହାର ରାଜ୍ୟ ଓ ଦେଶକୁ ଗୋଚାଲାଣ ବନ୍ଦ ହେଉ ନ ଥିବାରୁ ଅସନ୍ତୋଷ ବଢିବାରେ ଲାଗିଛି। ଏହାକୁ ରୋକିବା ପାଇଁ ପ୍ରଶାସନ ପକ୍ଷରୁ ଆଦୌ ଦୃଢ ପଦକ୍ଷେପ ନିଆଯାଉ ନ…

ବିପଦ ବଢ଼ାଉଛି ବେଆଇନ ବ୍ଲାଷ୍ଟିଂ

ଢେଙ୍କାନାଳ ଅଫିସ, ୧୯।୨ ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ଆର୍ତ୍ତସାନ୍ତରାକାଟେଣୀ ଗ୍ରାମ ନିକଟରେ ଥିବା କଳାମୁଗୁନି ପଥର ଖାଦାନରେ ବେଆଇନ ବ୍ଲାଷ୍ଟିଂ ସ୍ଥାନୀୟ ବାସିନ୍ଦାଙ୍କ ସୁରକ୍ଷା ବିପନ୍ନ କରିଛି। ଭୟଙ୍କର ବିସ୍ଫୋରଣରେ କୋଠାଘର ଛାତ, କାନ୍ଥ ଫାଟି ଆଁ କଲାଣି। ବାରମ୍ବାର…

ପାଟିକୋଣ ଘା’ରୁ ଦୂରେଇ ରୁହନ୍ତୁ…

ପାଟିକୋଣ ଘା’ ଏକ ପ୍ରକାର ପ୍ରଦାହ। ଏଥିରେ ପାଟିର ଗୋଟିଏ ବା ଉଭୟ କୋଣରେ ଘା’ ହୋଇଥାଏ । ଏହାକୁ ଡାକ୍ତରୀ ଭାଷାରେ ଚିଲିଟିସ୍‌ କୁହାଯାଇଥାଏ। ସଂକ୍ରମିତ ସ୍ଥାନ ଲାଲ ଦେଖାଯିବାପରେ ଏଠାକାର ଚର୍ମ ଫାଟି ଏକ ଆବରଣ ତିଆରି ହୁଏ।…

ଆଇପିଏଲ୍‌ ନିଲାମ: ଚକିତ କରିଥିବା ଖେଳାଳି

ମାଡ୍ରାସ, ୧୯ା୨(ପି.ଟି.)-ଗୁରୁବାର ହୋଇଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ନିଲାମରେ ବହୁ ଖେଳାଳି ଅପ୍ରତ୍ୟାଶିତ ମୂଲ୍ୟରେ ବିକ୍ରି ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜଣେ ହେଉଛନ୍ତି ସ୍ପିନ ଅଲରାଉଣ୍ଡର କ୍ରିଷ୍ଣାପ୍ପା ଗୋଥାମ୍‌। ତାଙ୍କ ବେସ୍‌ ପ୍ରାଇସ୍‌ ୨୦ ଲକ୍ଷ ଟଙ୍କା ରହିଥିବାବେଳେ ଚେନ୍ନାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?