ଚର୍ବି ପରିମାଣ କମାଏ ଟମାଟୋ
ଟମାଟୋରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଏହାକୁ ନିୟମିତ ଖାଇଲେ ତାହା ଆମ ଶରୀରରେ ଚର୍ବି ପରିମାଣକୁ କମାଇଥାଏ। ଏଥିରେ ଆଣ୍ଟିଅକ୍ସିଡାଣ୍ଟ ଗୁଣ ଭରି ରହିଛି। ଟମାଟୋ ଖାଇବା ଦ୍ୱାରା ହାର୍ଟ ବେଶ୍ ସକ୍ରିୟ ଭାବରେ କାମ କରିଥାଏ…
ବିରାଟ କୋହଲି ନୁହେଁ, ଗୁଗଲ ସର୍ଚ୍ଚ କହୁଛି ଏହି କ୍ରିକେଟରଙ୍କ ସ୍ତ୍ରୀ ହେଉଛନ୍ତି ଅନୁଷ୍କା ଶର୍ମା
ଭାରତୀୟ କ୍ରିକେଟ୍ ଦଳର ଅଧିନାୟକ ବିରାଟ କୋହଲିଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ଅନୁଷ୍କା ଶର୍ମା ଏବେ ଗର୍ଭବତୀ ଅଛନ୍ତି। ଏସମୟରେ ସ୍ବାମୀଙ୍କ ସହ ସେ ୟୁଏଇରେ ସମୟରେ ବିତାଉଛନ୍ତି। ବେଳେବେଳେ ଫଟୋ ଶେୟାର କରି ପ୍ରଶଂସକଙ୍କ ସହ ଗର୍ଭବସ୍ଥାର ଅନୁଭବ ବାଣ୍ଟୁଛନ୍ତି।…
ଆଜି ବିଶ୍ୱ ସନ୍ଧିପ୍ରଦାହ ଦିବସ: ଗଣ୍ଠିର ହେପାଜତ
ଆଜି ଅର୍ଥାତ୍ ଅକ୍ଟୋବର ୧୨ ହେଉଛି ଓ୍ବାଲର୍ଡ ଆର୍ଥ୍ରାଇଟିସ୍ ଡେ’ (ବିଶ୍ୱ ସନ୍ଧିପ୍ରଦାହ ଦିବସ)। ସେ ବିଷୟରେ ଉପସ୍ଥାପନା… ଗଣ୍ଠିରୋଗ ବିଷୟରେ ଡାକ୍ତରମାନେ ବହୁ ସମୟରେ ଦୁଇଟି ଡାକ୍ତରୀ ଶବ୍ଦ-ଆର୍ଥ୍ରାଇଟିସ୍ ଓ ରିଉମାଟିଜ୍ମ ଉଚ୍ଚାରଣ କରିଥାଆନ୍ତି। ଗ୍ରୀକ୍ ଶବ୍ଦ ‘ଆର୍ଥ୍ରନ’ର ଅର୍ଥ…
ରାମବାଗରେ ମିଳିତ ସୁରକ୍ଷାକର୍ମୀ ଆତଙ୍କବାଦୀ ମୁହାଁମୁହିଁ
ଶ୍ରୀନଗର, ୧୨।୧୦: ଜମ୍ମୁ-କଶ୍ମୀରର ଶ୍ରୀନଗରର ରାମବାଗ ଅଞ୍ଚଳରେ ମିଳିତ ସୁରକ୍ଷାକର୍ମୀ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏନ୍ କାଉଣ୍ଟରରେ ୨ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ମୃତ ଆତଙ୍କବାଦୀଙ୍କ ମଧ୍ୟରେ ଜଣେ ବିଦେଶୀ ଥିବାବେଳେ ଅନ୍ୟ ଜଣେ ସ୍ଥାନୀୟ ଅଞ୍ଚଳର ବୋଲି କଶ୍ମୀର ଜୋନ୍…
ହେପାଟାଇଟିସ୍ ‘ସି’ର ଇତିବୃତ୍ତ
କିଏ ପାଇଛନ୍ତି : ୨୦୨୦ ମସିହାର ଶରୀର ବିଜ୍ଞାନ, ଭେଷଜ ବିଜ୍ଞାନ କିମ୍ବା ଚିକିତ୍ସା ବିଜ୍ଞାନ ନୋବେଲ ପୁରସ୍କାର ପାଇବାର ଗୌରବ ଅର୍ଜନ କରିଛନ୍ତି ତିନି ଜଣ ଭୂତାଣୁ ବିଜ୍ଞାନୀ। ଏମାନେ ହେଲେ ଯୁକ୍ତରାଷ୍ଟ୍ର ଆମେରିକାର ହାର୍ଭେ ଜେ. ଅଲଟର, ଚାର୍ଲସ…
ଲୁଟେରାଙ୍କ କବ୍ଜାରେ ସୁନାମୁହିଁ ପର୍ଯ୍ୟଟନସ୍ଥଳୀ
ଖଣ୍ଡପଡ଼ା,୧୨।୧୦(ସ୍ବ.ପ୍ର.): ଖଣ୍ଡପଡ଼ା ସହର ଉପକଣ୍ଠରେ ଅବସ୍ଥିତ ସୁନାମୁହିଁ ପରିବେଶ ପର୍ଯ୍ୟଟନସ୍ଥଳୀ ଏବେ ଲୁଟେରାଙ୍କ କବ୍ଜାରେ ଥିବା ଦେଖିବାକୁ ମିଳିଛି। ୨ ବର୍ଷ ତଳେ ଉକ୍ତ ସ୍ଥାନରେ ଅନେକ ଉନ୍ନୟନମୂଳକ କାର୍ଯ୍ୟ କରାଯାଇଥିଲା। ଶାରୀରିକ ବ୍ୟାୟାମ ନିମନ୍ତେ ଅନେକ ଉପକରଣ ସ୍ଥାପନ କରାଯାଇଥିଲା।…
ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ ଝଟ୍କା
ୟୁଏଇ,୧୨।୧୦: ଆଇପିଏଲ୍ ୨୦୨୦ରେ ଭଲ ପ୍ରଦର୍ଶନ କରୁଥିବା ଦିଲ୍ଲୀ କ୍ୟାପିଟାଲ୍ସକୁ ଏକ ବଡ ଝଟ୍କା ଲାଗିଛି। ଦଳର ଉଇକେଟ କିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତଙ୍କୁ ଏକ ସପ୍ତାହ ଧରି ଆଇପିଏଲରୁ ବାଦ ଦିଆଯାଇଛି। ଗତ ଶୁକ୍ରବାର ଦିନ ରାଜସ୍ଥାନ ରୟାଲ୍ସ ବିପକ୍ଷ…
କିଶୋରୀଙ୍କୁ ଚିହ୍ନଟ କରିବେ ରାଜ୍ୟ ସରକାର
ଭୁବନେଶ୍ୱର,୧୨ା୧୦(ବ୍ୟୁରୋ): ରାଜ୍ୟରେ ଥିବା କିଶୋରୀମାନଙ୍କ ବିକାଶ ପାଇଁ ସରକାର ବିଶେଷ ଧ୍ୟାନ ଦେଇଛନ୍ତି। ସେମାନଙ୍କୁ ଚିହ୍ନଟ କରିବା ପାଇଁ ଏକ ସୂଚନା ପରିଚାଳନା ବ୍ୟବସ୍ଥାର ବିକାଶ କରାଯିବ। ଏହାସହ କିଶୋରୀଙ୍କ ସ୍ବାସ୍ଥ୍ୟ ସମ୍ବନ୍ଧୀୟ ତଥ୍ୟ, ପୁଷ୍ଟିସାଧନ, ସୁରକ୍ଷା ବ୍ୟବସ୍ଥାକୁ ନିରୀକ୍ଷଣ କରିବା…
କଂଗ୍ରେସରୁ ଇସ୍ତଫା ଦେଲେ ଖୁଶବୁ: ଭାଜପାରେ ଯୋଗଦେବା ନେଇ ଚର୍ଚ୍ଚା
ଚେନ୍ନାଇ, ୧୨।୧୦: ତାମିଲନାଡୁରେ କଂଗ୍ରେସକୁ ଏକ ବଡ଼ ଝଟ୍କା ଲାଗିଛି। ଫିଲ୍ମ ଅଭିନେତ୍ରୀ ଖୁଶବୁ ସୁନ୍ଦର କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେ ଭାଜପାରେ ଯୋଗଦେବା ନେଇ ରାଜ୍ୟ ରାଜନୀତିରେ ଚର୍ଚ୍ଚା ହେଉଛି। ରାଜ୍ୟ ପ୍ରବକ୍ତା ପଦରୁ ତାଙ୍କୁ…
ମୋଦି କ୍ୟାବିନେଟରେ ଏନ୍ଡିଏର ଜଣେ
ନୂଆଦିଲ୍ଲୀ,୧୨ା୧୦: ଲୋକ ଜନଶକ୍ତି ପାର୍ଟି (ଏଲ୍ଜେପି) ପ୍ରତିଷ୍ଠାତା ରାମବିଲାସ ପାଶ୍ୱାନଙ୍କ ପରଲୋକ ପରେ କେନ୍ଦ୍ର ସରକାରରେ ଏବେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍ଡିଏ)ର ମାତ୍ର ଗୋଟିଏ ସହଯୋଗୀ ରହିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟରେ ଶାସକ ମେଣ୍ଟର ଅଂଶୀଦାର ଦଳଗୁଡ଼ିକ ମଧ୍ୟରୁ…
୯୦ ବର୍ଷ ପରେ ମୈନ ଦ୍ୱୀପରେ ଶିଶୁ ଜନ୍ମ
ମୈନେ,୧୨।୧୦: ଦୀର୍ଘ ୯୦ ବର୍ଷ ପରେ ମୈନ ଦ୍ୱୀପରେ ଜଣେ ଶିଶୁ ଜନ୍ମ ନେଇଛି। ଦୁଇ ସପ୍ତାହ ପୂର୍ବରୁ ଜନ୍ମ ହୋଇଥିବା ଏହି ଶିଶୁର ନାମ ଆଜାଲିଏ ବେଲି ଗ୍ରେ ରଖାଯାଇଛି। ଆରୋନ୍ ଗ୍ରେ ଓ ଏରିନ୍ ଫର୍ନାଲ୍ଡ ଗ୍ରେଙ୍କର ଏହା…
ଟିଆର୍ଏସ୍ କର୍ମୀଙ୍କୁ ହତ୍ୟାକଲେ ମାଓବାଦୀ
ହାଇଦ୍ରାବାଦ, ୧୨।୧୦: ତେଲଙ୍ଗାନାର ମୁଲୁଗୁ ଜିଲା ଅନ୍ତର୍ଗତ ଆଲୁବାକା ଗ୍ରାମରେ ମାଓବାଦୀମାନେ ଜଣେ ଟିଆର୍ଏସ୍ କର୍ମୀଙ୍କୁ ଛୁରି ଭୁସି ହତ୍ୟା କରିଛନ୍ତି। ମାଓବାଦୀଙ୍କୁ ଟଙ୍କା ଦେବାକୁ ମନା କରିବାରୁ ସେମାନେ ଏଭଳି ବର୍ବରକାଣ୍ଡ ଭିଆଇଛନ୍ତି। ପୋଲିସ ଘଟଣାର ଛାନ୍ଭିନ୍ ଆରମ୍ଭ କରିଛି।…
Archives


