Home

ପିକ୍‌ନିକ୍‌ ସ୍ପଟ୍‌: ‘ଢୁ ଢୁଆ’ ଜଳପ୍ରପାତ

ପ୍ରକୃତିର ଅପରୂପ ସୌନ୍ଦର୍ଯ୍ୟରେ ଭରପୂର ଖୋର୍ଦ୍ଧା ଜିଲା। ପାହାଡ଼, ଜଙ୍ଗଲ, ନଦୀ, ଝରଣା, ଆଦିବାସୀ ସଂସ୍କୃତି ଏବଂ ବିଭିନ୍ନ ମନ୍ଦିର ଜିଲାକୁ ସ୍ବତନ୍ତ୍ର ପରିଚୟ ଦେଇଛି। ଏଠାରେ ରହିଥିବା ବିଭିନ୍ନ ପର୍ଯ୍ୟଟନସ୍ଥଳୀ ତଥା ପିକ୍‌ନିକ ସ୍ପଟଗୁଡ଼ିକ ଜିଲା, ରାଜ୍ୟ, ଦେଶ ସମେତ…

ଶୋଇଥିବା ସମୟରେ ଘରେ ଲାଗିଲା ନିଆଁ: ପୋଡ଼ି ହୋଇ ଗୋଟିଏ ପରିବାରର ୪ ଗୁରୁତର

ଝାରସୁଗୁଡ଼ା ଅଫିସ,୧୧।୧: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ହରିଓମ ବିହାରରେ ରବିବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଘରେ ଶୋଇଥିବା ଅବସ୍ଥାରେ ଗୋଟିଏ ପରିବାରର ୪ ଜଣ ପୋଡ଼ି ହୋଇ ଗୁରୁତର ହୋଇଛନ୍ତି। ଗୁରୁତରଙ୍କ ମଧ୍ୟରେ ଜଣେ ବୃଦ୍ଧା, ତାଙ୍କ ପୁଅ,…

ବର୍ଷେ ପରେ ବି ଫିଟିନି ରହସ୍ୟ

ଉହାନ,୧୧ା୧: ଚାଇନାରେ ପ୍ରଥମ କରୋନା ମୃତ୍ୟୁର ବର୍ଷେ ପରେ ମଧ୍ୟ ଏହି ଘାତକ ଭୂତାଣୁ ବୈଜ୍ଞାନିକମାନଙ୍କ ପାଇଁ ଏକ ରହସ୍ୟ ହୋଇ ରହିଛି। ଉହାନ ସହରକୁ କୋଭିଡ୍‌-୧୯ ଭାଇରସ୍‌ର ଉତ୍ପତ୍ତିସ୍ଥଳ ବୋଲି କୁହାଯାଉଥିଲେ ହେଁ ପ୍ରକୃତରେ ଏହା କେଉଁଠୁ ବାହାରିଛି ସେନେଇ…

ତୈଳ ସନ୍ଧାନରେ ଫୁଟୁଛି ଡିନାମାଇଟ୍‌, ଫାଟିଲା ଘର

ଗୋପ,୧୧।୧(ଡି.ଏନ୍‌.ଏ.): ପୁରୀ ଜିଲାର ଗୋପ, କୋଣାର୍କ ଅଞ୍ଚଳରେ ତୈଳ ସନ୍ଧାନ ଚାଲୁଥିବାବେଳ ମାଟି ତଳେ ଡିନାମାଇଟ ଫୁଟୁଛି। ଗାଁ ନିକଟରେ ଡିନାମାଇଟ ଫୁଟୁଥିବାରୁ ଗ୍ରାମବାସୀ ଆତଙ୍କିତ ହୋଇପଡୁଛନ୍ତି। ଏପରିକି ଡିନାମାଇଟ ଫୁଟିବାରୁ ଗୋପ ବ୍ଲକ ଅଧୀନ ଆମ୍ବିଳି ଗାଁରେ ଘର, ଛାତ…

୧୬୦ ସ୍ଥାନରେ ହେବ କୋଭିଡ୍‌ ଟିକାକରଣ

ଭୁବନେଶ୍ୱର,୧୧।୧(ବ୍ୟୁରୋ) : ରାଜ୍ୟରେ ୧୬୦ଟି ସ୍ଥାନରେ କୋଭିଡ୍‌ ଟିକାକରଣ ହେବ। ଏଥିପାଇଁ ସେସନ୍‌ ସାଇଟ୍‌ ନିର୍ଦ୍ଧାରଣ କରାଯାଇଛି। ସରକାରୀ ଡାକ୍ତରଖାନା ସହ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଏବଂ ଘରୋଇ ଡାକ୍ତରଖାନାକୁ ମିଶାଇ ମୋଟ ୧୬୦ଟି ସ୍ଥାନରେ ଟିକାକରଣ କରାଯିବ। ଏ…

ଆଜିଠୁ ଖୋଲିବ ଉଚ୍ଚ ଶିକ୍ଷାନୁଷ୍ଠାନ

ଭୁବନେଶ୍ୱର, ୧୧।୧(ବ୍ୟୁରୋ) : ରାଜ୍ୟରେ ସୋମବାରଠାରୁ ସମସ୍ତ ସରକାରୀ ଓ ବେସରକାରୀ ମହାବିଦ୍ୟାଳୟ ଏବଂ ବିଶ୍ୱବିଦ୍ୟାଳୟ ଖୋଲିବ। ୨୦୨୦-୨୧ ଶିକ୍ଷାବର୍ଷର ୟୁଜି ଓ ପିଜିର ଶେଷବର୍ଷ ଛାତ୍ରୀଛାତ୍ରଙ୍କ ପାଇଁ ଏହି ଉଚ୍ଚ ଶିକ୍ଷାନୁଷ୍ଠାନ ଖୋଲିବ। ୟୁଜିସିର ନିର୍ଦ୍ଦେଶାବଳୀକୁ ଆଧାର କରି ୟୁଜି…

ଫିଲ୍ମରେ ସଫଳ ମାତ୍ର ପ୍ରେମରେ ବିଫଳ ଏହି କଳାକାର

ବଲିଉଡ୍‌ ଇଣ୍ଡଷ୍ଟ୍ରିରେ ଅଭିନେତ୍ରୀ-ଅଭିନେତା ଏକାଠି କାମ କରୁକରୁ କେତେବେଳେ ସେମାନଙ୍କ ମଧ୍ୟରେ ପ୍ରେମ ହୋଇଯାଇଥାଏ। ଏଥିରୁ କିଛ ପ୍ରେମ ସଫଳ ହୋଇଥିବାବେଳେ ଆଉ କିଛି ବିଫଳ ହୋଇଛି। ବଲିଉଡ୍‌ର କିଛି ଅଭିନେତା ଅଭିନୟରେ ବେଶ୍‌ ସଫଳ ହୋଇଥିବାବେଳେ ପ୍ରେମରେ ବିଫଳ ହୋଇଛନ୍ତି।…

ଗ୍ଲାମରସ୍‌ ଦୁନିଆରୁ ଦୂରେଇ ଗଲେ ଆଶିକି ଗର୍ଲ…

ମୁମ୍ବାଇ,୧୧।୧: ବଲିଉଡ୍‌ ଅଭିନେତ୍ରୀ ତଥା ଆଶିକି ଗର୍ଲ ଭାବେ ପରିଚିତି ହାସଲ କରିଥିବା ଅନୁ ଅଗ୍ରଓ୍ବାଲ ସୋମବାର ନିଜର ୫୧ ବର୍ଷ ପୂରଣ କରିଛନ୍ତି। ସେ ୫୨ ବର୍ଷରେ ପାଦ ଦେଇଛନ୍ତି। ୧୯୬୯ ଜାନୁୟାରୀ ୧୧ରେ ସେ ନୂଆଦିଲ୍ଲୀଠାରେ ଜନ୍ମଗ୍ରହଣ କରିଥିଲେ।…

ଗଛକୁ ପୂଜା କଲେ ମାନସିକ ହେଉଛି ପୂରଣ …

ଛତିଶଗଡ଼ର ବାଲ୍କୋ ବନଖଣ୍ଡ ଅଞ୍ଚଳର କୋରଓ୍ବା ବ୍ଲକ୍‌ର ସତରେଙ୍ଗା ଗାଁରେ ରହିଛି ୧୪ ଶହ ବର୍ଷର ଏକ ଶାଳ ଗଛ। ଏଠାକାର ବାସିନ୍ଦା ଏହି ଗଛକୁ ଦେବତା ଭଳି ପୂଜା କରିଥାନ୍ତି। ବିବାହ ତଥା ବିଭିନ୍ନ ପର୍ବପର୍ବାଣିରେ ଗଛ ନିକଟରେ ପୂଜା…

ବାଲ୍ୟ ବାନ୍ଧବୀଙ୍କୁ ଜୀବନସାଥୀ କରିଥିଲେ ରାହୁଲ…

ନୂଆଦିଲ୍ଲୀ,୧୧।୧: ଭାରତୀୟ କ୍ରିକେଟର ରାହୁଲ ଦ୍ରାବିଡ୍‌ଙ୍କୁ ସୋମବାର ୪୭ ବର୍ଷ ପୂରଣ ହୋଇଛି। ସେ ୪୮ରେ ପାଦ ଥାପିଛନ୍ତି। ୧୯୭୩ ଜାନୁୟାରୀ ୧୧ରେ ସେ ଇନ୍ଦୋରଠାରେ ଜନ୍ମଗ୍ରହଣ କରିଥିଲେ। କ୍ରିକେଟ ଖେଳ ପରି ତାଙ୍କ ଲଭ୍‌ ଲାଇଫ୍‌ ମଧ୍ୟ ବେଶ୍‌ ନିଆରା।…

ଏମିତି ଏକ ଜୀବ, ଯାହାର ହୃଦୟ ୩

ଦୁନିଆରେ ଅନେକ ରୋଚକ ଜିନିଷ ଅଛି, ଯାହା ଆଶ୍ଚର୍ଯ୍ୟଜନକ। ବେଳେବେଳେ ଏଭଳି ଜିନିଷ କଥା ଶୁଣିଲେ ଆଶ୍ଚର୍ଯ୍ୟ ମଧ୍ୟ ଲାଗେ। ଏମିତି ଏକ ପ୍ରାଣୀ ହେଉଛି ଅକ୍ଟୋପସ। ଏହା ଏକ ଅଦ୍ଭୁତ ସମୁଦ୍ର ପ୍ରାଣୀ, ଯାହାକୁ ‘ଡେଭିଲ୍ଫିସ’ ମଧ୍ୟ କୁହାଯାଏ। ଯଦିଓ…

କରୋନା ଟିକାର ଦ୍ୱିତୀୟ ମାତ୍ରା ନେଲେ ପ୍ରଧାନମନ୍ତ୍ରୀ

ଜେରୁଜେଲମ୍‌,୧୦।୧: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କରୋନା ଟିକାର ଦ୍ୱିତୀୟ ମାତ୍ରା ନେଇଛନ୍ତି। ଏହା ମଧ୍ୟ ଜାତୀୟ ଟେଲିଭିଜନରେ ସିଧା ପ୍ରସାରଣ କରାଯାଇଥିଲା। ଏହା ବ୍ୟତୀତ ଇସ୍ରାଏଲର ସ୍ବାସ୍ଥ୍ୟମନ୍ତ୍ରୀ ୟୁଲି ଏଡେଲଷ୍ଟାଇନ ମଧ୍ୟ ଟିକାର ଦ୍ୱିତୀୟ ମାତ୍ରା ନେଇଥିଲେ। ଦ୍ୱିତୀୟ ଟିକାକରଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri