Home

ସୁଯୋଗ ଅପେକ୍ଷାରେ କରୀନା

କରୀନା ପୁଣି ସୁଯୋଗ ଅପେକ୍ଷାରେ ! ସତରେ, ଏପରି କଥାକୁ ହଜମ କରିବା ଭାରି କଷ୍ଟ। କାରଣ ବଲିଉଡ୍‌ରେ ଏଣ୍ଟ୍ରି କରିବା ପରେ କରୀନା ସଫଳତା ହାସଲ କରିଚାଲିଛନ୍ତି। ଭିନ୍ନ ଭିନ୍ନ ଭୂମିକାରେ ସେ ଦର୍ଶକଙ୍କ ସାମ୍‌ନାକୁ ଆସିବା ସହ ନିଜ…

ଜେଏମ୍‌ଏମ୍‌ ନେତାଙ୍କୁ ଗୁଳି କରି ହତ୍ୟା: ଘର ଅଗଣାରେ ସ୍ତ୍ରୀ-ସ୍ବାମୀଙ୍କ ରକ୍ତ ଜୁଡୁବୁଡୁ ମୃତଦେହ

ଧାନବାଦ, ୧୧।୧୦: ଝାଡ଼ଖଣ୍ଡରେ ଜେଏମ୍‌ଏମ୍‌ ନେତା ଶଙ୍କର ରଓ୍ବାନି ଏବଂ ତାଙ୍କ ସ୍ତ୍ରୀ ବାଳିକା ଦେବୀଙ୍କ ଗୁଳି କରି ହତ୍ୟା କରାଯାଇଛି। ଶନିବାର ରାତିରେ ଏହା ଘଟିଥିବା ପୋଲିସ ଅନୁମାନ କରୁଛି। ସୁଦାମଡ଼ିହ ଥାନା ଅନ୍ତର୍ଗତ ଭୈରା ଗୋରଖୁଣ୍ଟି ସ୍ଥିତ ବାସ…

ଅଟକି ଯାଇଛି ବୟସ

ରୁଷୀୟ ଗଣମାଧ୍ୟମରେ ଏବେ ଡେନିସ ଭାସୁରିନ୍‌ ଜଣେ ବହୁ ପରିଚିତ ନାମ। ସେ ପରିଚୟ ପାଇଛନ୍ତି ତାଙ୍କର ଅବିଶ୍ୱସନୀୟ ଶରୀର ପାଇଁ। ଅର୍ଥାତ୍‌ ୧୯୮୭ ମସିହାରେ ଜନ୍ମିତ ଡେନିସ୍‌ ଦେଖିବାକୁ ଜଣେ ୧୨-୧୩ ବର୍ଷର ପୁଅ ଭଳି। ଛୋଟ ପିଲାଙ୍କ ପରି…

ରାନୀଙ୍କ ନୂଆ ଯୋଜନା

ବେଳେବେଳେ ମଣିଷ ଯାହା ଚାହଁୁଥାଏ ତାହା ଦେଖୁ ଦେଖୁ ପୂରଣ ହୋଇଯାଇଥାଏ। କରୋନା ମହାମାରୀ ଯୋଗୁଁ ଓଡ଼ିଆ ସିନେମାର ଶୁଟିଂ ବନ୍ଦ ଥିଲା। ଏବେ କୋଭିଡ୍‌ ଗାଇଡଲାଇନ୍‌ ଅନୁସାରେ ଶୁଟିଂ ଆରମ୍ଭ ହୋଇଯାଇଛି। ତା’ସହ କେତେକ ନୂଆ ସିନେମାର ପ୍ରାରମ୍ଭିକ କାମ…

ଅନ୍ଧାରରେ ଚମକେ ଏହି ବଡିପେଣ୍ଟିଂ

ଜନ ପପଲ୍‌ଟନ୍‌ ଜଣେ ଚିତ୍ରକର ସହ ଫଟୋଗ୍ରାଫର୍‌ ମଧ୍ୟ। ଦୀର୍ଘ ୨୦ ବର୍ଷ ହେବ ସେ ୱେଡିଂ ଓ ପୋର୍ଟ୍ରେଟ୍‌ ଫଟୋଗ୍ରାଫୀ କରିଛନ୍ତି। ସେ ସବୁବେଳେ ଚାହୁଁଥିଲେ ତାଙ୍କ ପେଣ୍ଟିଂ ଜୀବନ୍ତ ଲାଗୁ। ତେବେ ଦିନେ ଏହାକୁ ବାସ୍ତବ କରିବାର ଏକ…

ପରିଚ୍ଛନ୍ନ ଗାଁ ବବେଇଯୋଡା

ମୟୂରଭଞ୍ଜର ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ବବେଇଯୋଡ଼ା ଗାଁ , ଯାହା ଏବେ ପରିଚ୍ଛନ୍ନ ଗାଁ ଭାବେ ଅନ୍ୟ ଗାଁ ପାଇଁ ଉଦାହରଣ…. ସୌନ୍ଦର୍ଯ୍ୟର ଗନ୍ତାଘର ମୟୂରଭଞ୍ଜ ଏକ ଆଦିବାସୀ ବହୁଳ ଜିଲା। ଏହି ଆଦିବାସୀ ବହୁଳ ଜିଲାରେ ରହିଛି ଅନେକ ଗ୍ରାମ…

ମୁଖ୍ୟମନ୍ତ୍ରୀ ବିପ୍ଲବ ଦେବ ସରକାରରେ ବିଦ୍ରୋହ: ଦିଲ୍ଲୀରେ ୧୨ବିଧାୟକ

ଅଗରତାଲା, ୧୧।୧୦: ତ୍ରିପୁରାରେ ମୁଖ୍ୟମନ୍ତ୍ରୀ ବିପ୍ଲବ କୁମାର ଦେବଙ୍କ ସରକାରରେ ବିଦ୍ରୋହ ସୃଷ୍ଟି ହୋଇଛି। ଶାସକଦଳର ୧୨ ଜଣ ଅସନ୍ତୁଷ୍ଟ ବିଧାୟକ ଦିଲ୍ଲୀରେ ହାଇକମାଣ୍ଡଙ୍କ ସହିତ ସାକ୍ଷାତ୍‌ କରିବା ଲାଗି ଡେରା ପକାଇ ରହିଛନ୍ତି। ବିଧାୟକମାନେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.…

ମହାବିନାଶକାରୀ ଅସ୍ତ୍ରଶସ୍ତ୍ର ପ୍ରଦର୍ଶନ କଲେ କିମ୍‌ ଜୋଙ୍ଗ୍‌

ପୋୟାଙ୍ଗ୍‌ୟଙ୍ଗ, ୧୧।୧୦: ଉତ୍ତରକୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ୍‌ ଉନ୍‌ ମହାବିନାଶକାରୀ ଅସ୍ତ୍ରଶସ୍ତ୍ର ପ୍ରଦର୍ଶନ କରିଛନ୍ତି। ଆମେରିକା ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ କିମ୍‌ ଏଭଳି କରିଛନ୍ତି। ଏହା ସହିତ ସେ ଆମେରିକା ନାମ ନ ନେଇ ଚେତାବନୀ ବି ଦେଇଛନ୍ତି। କିମ୍‌…

ସ୍ତନ କର୍କଟ ସଚେତନତା: ସ୍ତନ ଯନ୍ତ୍ରଣାକୁ ହେୟଜ୍ଞାନ କରନ୍ତୁ ନାହିଁ

କଟକ ଅଫିସ,୧୧ା୧୦: ଅକ୍ଟୋବର ମାସକୁ ସ୍ତନ କର୍କଟ ସଚେତନତା ମାସ ଭାବେ ପାଳନ କରାଯାଏ। ଏହି ପରିପ୍ରେକ୍ଷୀରେ ରୋଟାରୀ କ୍ଲବ ଅଫ୍‌ କଟକ ଗୋଲ୍ଡେନ ଷ୍ଟାର୍‌, ରୋଟାରୀ କ୍ଲବ ଅଫ୍‌ କଟକ ମହାନଦୀ ଏବଂ ଆଓ୍ବେକେନ ସାମାଜିକ ସଂଗଠନ ମିଳିତ ଭାବେ…

ବରଗଡ଼ରେ ୯୨ ନୂଆ ପଜିଟିଭ୍‌, ଆକ୍ରାନ୍ତଙ୍କ ମଧ୍ୟରେ ଅଛନ୍ତି ୬ ଶିଶୁ

ବରଗଡ଼ ଅଫିସ,୧୧ା୧୦: ବରଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ରବିବାର ଜିଲାରେ ପୁଣି ୯୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୩୭ ଜଣ ମହିଳା ଓ ୫୫ ଜଣ ପୁରୁଷ ଅଛନ୍ତି। ସେହିପରି ନୂଆ…

ଭାରତମାଳା ପରିଯୋଜନାରେ ୧୨ ହଜାରରୁ ଅଧିକ କିମିର ସଡ଼କ ପଥର କାର୍ଯ୍ୟ ଶେଷ ହୋଇଛି: କେନ୍ଦ୍ର ସରକାର

ନୂଆଦିଲ୍ଲୀ, ୧୧।୧୦: ଭାରତମାଳା ପରିଯୋଜନା ଅନ୍ତର୍ଗତ ଦେଶରେ ୧୨ ହଜାର ୪୧୩ କିମିର ସଡ଼କ ପଥର କାର୍ଯ୍ୟ ୨୦୨୦ ଅଗଷ୍ଟ ସୁଦ୍ଧା ଶେଷ ହୋଇଥିବା କେନ୍ଦ୍ର ସରକାର କହିଛନ୍ତି। ଏସମ୍ପର୍କରେ ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରଣାଳୟ ପକ୍ଷରୁ ରବିବାର ସୂଚନା…

ଆଜି ରାଜ୍ୟରୁ ଆଉ ୧୬ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୧୦୨୨କୁ ବୃଦ୍ଧି

ଭୁବନେଶ୍ୱର,୧୧ା୧୦(ବ୍ୟୁରୋ): ରବିବାର ରାଜ୍ୟରୁ ଆଉ ୧୬ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୦୨୨କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଖୋର୍ଦ୍ଧା ଜିଲାରୁ ସର୍ବାଧିକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri