Home

କେନ୍ଦ୍ରୀୟ ମନ୍ତ୍ରୀ କରୋନା ପଜିଟିଭ୍‌

କାନପୁର,୨୮।୧୧: କେନ୍ଦ୍ରୀୟ ଗ୍ରାମୀଣ ବିକାଶ ରାଷ୍ଟ୍ରମନ୍ତ୍ରୀ ତଥା ଫତେହପୁର ଏମ୍‌ପି ସାଧ୍ୱୀ ନିରଞ୍ଜନ ଜ୍ୟୋତିଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ନିଶ୍ୱାସ ନେବାରେ କଷ୍ଟ ହେବାରୁ ତାଙ୍କୁ ଏଲ୍‌ଅଲ୍‌ଆର୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଦୁଇ ଫୁସଫୁସ୍‌ରେ ସଂକ୍ରମଣ ହୋଇଥିବାରୁ ତାଙ୍କୁ…

ଚାଇନାର ମିଥ୍ୟା ପ୍ରଚାର: ଭାରତ ଯୋଗୁ ବ୍ୟାପିଛି କରୋନା

ବେଜିଂ,୨୮।୧୧: ଚାଇନା ଏବେ ଭାରତ ବିରୋଧରେ ମିଥ୍ୟା ପ୍ରଚାର ଆରମ୍ଭ କରିଛି। ଉହାନ ସହର କରୋନାର ଏନ୍ତୁଡ଼ିଶାଳ ପାଲଟିଥିବାବେଳେ ଚାଇନା ଭାରତରୁ କରୋନାର ସଂକ୍ରମଣ ପୃଥିବୀରେ ବ୍ୟାପି ଥିବା ଭ୍ରମାତ୍ମକ ଖବର ପ୍ରସାର କରୁଛି। ଚାଇନାର ବୈଜ୍ଞାନିକ କହିଛନ୍ତି ଯେ, ଭାରତରେ…

‘ଉତ୍ପୀଡ଼ନ ପାଇଁ ଆପରାଧିକ ଆଇନ ଅସ୍ତ୍ର ନୁହେଁ’

ନୂଆଦିଲ୍ଲୀ, ୨୮।୧୧: ରଚନାତ୍ମକ ଉତ୍ପୀଡ଼ନ ପାଇଁ ଆପରାଧିକ ଆଇନକୁ ଯେପରି ଅସ୍ତ୍ର ଭାବେ ବ୍ୟବହାର କରା ନ ଯାଏ ତାହା ଦେଖିବା ନ୍ୟାୟପାଳିକାର କାର୍ଯ୍ୟ। ରିପବ୍ଲିକ୍‌ ଟିଭିର ଏଡିଟର-ଇନ୍‌-ଚିଫ୍‌ ଅର୍ଣ୍ଣବ ଗୋସ୍ବାମୀଙ୍କ ଅନ୍ତରୀଣ ଜାମିନ ସମୟ ସୀମାକୁ ଆଉ ୪ ସପ୍ତାହ…

ମାସ୍କରେ ରହିବ ପଲିପ୍ରୋପାଇଲିନ୍‌ ଫିଲ୍ଟର

ଓଟାଓ୍ବା, ୨୮।୧୧: କରୋନା ସଂକ୍ରମଣ ରୋକିବା ଲାଗି ଏବେ କପଡ଼ା ପ୍ରସ୍ତୁତ ଫେସ୍‌ ମାସ୍କରେ ପଲିପ୍ରୋପାଇଲିନ୍‌ କପଡ଼ାର ତୃତୀୟ ସ୍ତର ରଖିବା ଲାଗି କାନାଡାର ଜନସ୍ବାସ୍ଥ୍ୟ ସଂସ୍ଥା ସୁପାରିସ କରିଛି। ବିଭିନ୍ନ ଅଧ୍ୟୟନରୁ ଜଣାପଡ଼ିଛି ଯେ, ଫେସ୍‌ ମାସ୍କରେ ଅତିରିକ୍ତ ସ୍ତର…

ନୀତୀଶ-ତେଜସ୍ବୀ ମୁହାଁମୁହିଁ

ପାଟନା, ୨୮।୧୧: ନିର୍ବାଚନ ପ୍ରଚାର ବେଳେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ତାଙ୍କର ମୁଖ୍ୟ ପ୍ରତିଦ୍ୱନ୍ଦ୍ୱୀ ଆର୍‌ଜେଡି ଅଧ୍ୟକ୍ଷ ଲାଲୁ ଯାଦବଙ୍କୁ କଡ଼ା ସମାଲୋଚନା କରିଥିଲେ। ଅନେକ ସମୟରେ ଏହି ସମାଲୋଚନା ବ୍ୟକ୍ତିଗତ ସ୍ତରକୁ ଖସିଯାଇଥିଲା। ଏହି ଘଟଣାକୁ ନେଇ ଶୁକ୍ରବାର…

କଳା ଆଇନ ଫେରାଇ ନିଅ

ନୂଆଦିଲ୍ଲୀ,୨୮ା୧୧: କେନ୍ଦ୍ର ସରକାରଙ୍କ ଚାଷୀମାରଣ ନୀତି ସମ୍ବଳିତ ୩ ବିବାଦୀୟ କୃଷି ଆଇନକୁ ପ୍ରତ୍ୟାହାର ପାଇଁ ଦାବି ଜୋର୍‌ ଧରିଛି। କୃଷକମାନେ ଏହି ‘କଳା ଆଇନ’ ଫେରାଇନେବା ପାଇଁ କେନ୍ଦ୍ର ନିକଟରେ ଅଡ଼ିବସିଛନ୍ତି। ଇତିମଧ୍ୟରେ କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର…

ସଂରକ୍ଷିତ ଜଙ୍ଗଲରେ ଶିକାରୀ ସକ୍ରିୟ

ଢେଙ୍କାନାଳ ଅଫିସ, ୨୮।୧୧ – ସଂରକ୍ଷିତ ଜଙ୍ଗଲରେ ଗର୍ଜୁଛି ବନ୍ଧୁକ। ବିଦ୍ୟୁତ୍‌ ଫାଶରେ ପଡ଼ି ବନ୍ୟଜନ୍ତୁ ପଡୁଛନ୍ତି ମୃତ୍ୟୁମୁଖରେ। ମାଂସ, ଚମଡ଼ା, ଦାନ୍ତ ଲୋଭରେ ଶିକାରୀମାନେ ଅବାଧ ଜନ୍ତୁ ଶିକାର କରୁଥିବାବେଳେ ଅସୁରକ୍ଷିତ ହୋଇପଡ଼ିଛି ଜୈବ ବିବିଧତାରେ ଭରପୂର ଢେଙ୍କାନାଳର ଅଭୟାରଣ୍ୟ। ଶିଳ୍ପ,…

ପ୍ରଥମ ଟି୨୦: ନ୍ୟୁଜିଲାଣ୍ଡ ୫ ଉଇକେଟରେ ବିଜୟୀ

ଅକଲାଣ୍ଡ,୨୮।୧୧(ଏପି): ସ୍ଥାନୀୟ ଇଡେନ ପାର୍କ ଗ୍ରାଉଣ୍ଡରେ ଶୁକ୍ରବାର ଅନୁଷ୍ଠିତ ବର୍ଷା ବାଧାପ୍ରାପ୍ତ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି୨୦ ମ୍ୟାଚ୍‌ରେ ଘରୋଇ ନ୍ୟୁଜିଲାଣ୍ଡ ଡକ୍‌ଓ୍ବର୍ଥ- ଲୁଇସ୍‌ ନିୟମରେ ୫ ଉଇକେଟରେ ବିଜୟ ହାସଲ କରିଛି। ଫଳରେ ୩ ମ୍ୟାଚ୍‌ ବିଶିଷ୍ଟ ଏହି ସିରିଜରେ…

ମାଳଦ୍ୱୀପରେ ବଲିଉଡ ଷ୍ଟାରଙ୍କ ଭିଡ

ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ସେଲେବ୍ରିଟି ଯାଏ ସମସ୍ତେ ଲକ୍‌ଡାଉନ ସମୟରେ ନିଜ ନିଜ ଘରେ ରହି ପରିବାର ସହ ସମୟ ଅତିବାହିତ କରୁଥିଲେ। ଏହି ସମୟରେ ସମସ୍ତେ ନିଜର ନିଜର ଡେଷ୍ଟିନେସନରେ ଛୁଟି ଅବସରକୁ ମିସ୍‌ କରିଥିଲେ। ଅନଲକ ପରେ…

ଆଇଏଫ୍‌ଏସ୍‌ ଅଭୟକାନ୍ତଙ୍କୁ ନିଲମ୍ବନ କଲେ ରାଜ୍ୟ ସରକାର

ଭୁବନେଶ୍ୱର,୨୭।୧୧(ବ୍ୟୁରୋ)-ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବରିଷ୍ଠ ଆଇଏଫ୍‌ଏସ୍‌ ଅଧିକାରୀ ତଥା ରାଜ୍ୟର ଅତିରିକ୍ତ ପିସିସିଏଫ୍‌ ଅଭୟକାନ୍ତ ପାଠକ ଓ ପୁଅ ଆକାଶଙ୍କୁ ଶେଷରେ ଶୁକ୍ରବାର ଭିଜିଲାନ୍ସ ଗିରଫ କରିଛି। ପରେ ଉଭୟଙ୍କୁ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ହାଜର କରାଯାଇଥିଲା। କୋର୍ଟ…

ପୁଅ ଆକାଶଙ୍କ ସହ ଜେଲଗଲେ ଅଭୟକାନ୍ତ

ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବରିଷ୍ଠ ଆଇଏଫ୍‌ଏସ୍‌ ଅଧିକାରୀ ତଥା ରାଜ୍ୟର ଅତିରିକ୍ତ ପିସିସିଏଫ୍‌ ଅଭୟକାନ୍ତ ପାଠକ ଓ ପୁଅ ଆକାଶଙ୍କୁ ଶେଷରେ ଶୁକ୍ରବାର ଭିଜିଲାନ୍ସ ଗିରଫ କରିଛି। ପରେ ଉଭୟଙ୍କୁ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ହାଜର କରାଯାଇଥିଲା।…

ମଇଁଷି ପଲ ଉପରେ ଚଢିଗଲା ଟ୍ରେନ : ୩୧ ମଇଁଷି ମୃତ

ଢେଙ୍କାନାଳ ଅଫିସ, ୨୭।୧୧-ଢେଙ୍କାନାଳ ସଦର ଥାନା ଗୋବିନ୍ଦପୁର ଫାଣ୍ଡି ଅନ୍ତର୍ଗତ ଯୋରନ୍ଦା ରୋଡ୍‌ ରେଳଷ୍ଟେଶନ ନିକଟରେ ଶୁକ୍ରବାର ଅପରାହ୍ନ ୩ଟା ୧୧ରେ ଛାତିଥରା ଦୁର୍ଘଟଣା ଘଟିଛି। ଭୁବନେଶ୍ୱର-ରାଉରକେଲା ଇଣ୍ଟରସିଟି ଧକ୍କାରେ ୩୧ ମଇଁଷିଙ୍କ ମୃତ୍ୟୁ ଘଟିଛି। ମଇଁଷି ମୃତଦେହ ରେଳଧାରଣା ଉପରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri