Home

ଫିଲ୍ମ ଇଣ୍ଡଷ୍ଟ୍ରିରେ ୫୨ ବର୍ଷ ପୂରଣ କଲେ ମହାନାୟକ

ବଲିଉଡ ସୁପରଷ୍ଟାର ଅମିତାଭ ବଚ୍ଚନ ହିନ୍ଦୀ ଚଳଚ୍ଚିତ୍ର ଇଣ୍ଡଷ୍ଟ୍ରିରେ ମହାନାୟକ ଭାବେ ଜଣାଶୁଣା। ତାଙ୍କ କ୍ୟାରିୟର ଡେବ୍ୟୁ ଏବଂ ଅଭିନୟରେ ସଂଘର୍ଷ ବିଷୟରେ ସମସ୍ତେ ଜାଣନ୍ତି। ଆଜି ବିଗ ବି ବଲିଉଡରେ ୫୨ ବର୍ଷ ପୂରଣ କରିଛନ୍ତି। ଏହି ଦିନ ଅମିତାଭ…

ଇତିହାସ ରଚିଲା ପାକିସ୍ତାନ କ୍ରିକେଟ୍‌ ଦଳ

ଲାହୋର,୧୬।୨: ତୃତୀୟ ତଥା ନିର୍ଣ୍ଣାୟକ ମ୍ୟାଚରେ ପାକିସ୍ତାନ ଦକ୍ଷିଣ ଆଫ୍ରିକାକୁ ୪ ଉଇକେଟରେ ପରାସ୍ତ କରି ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜକୁ ୨-୧ରେ ଜିତି ନେଇଛି। ଏହା ସହିତ ସେ ବିଶ୍ୱର ପ୍ରଥମ ଦଳ ଭାବେ ୧୦୦ଟି ଟି -୨୦…

ସ୍ତ୍ରୀଙ୍କ ସହ ଜବରଦସ୍ତ ଡ୍ୟାନ୍ସ କଲେ ଧୋନୀ

ଗତ ବର୍ଷ ୟୁଏଇରେ ଖେଳାଯାଇଥିବା ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ)ର ୧୩ତମ ସିଜିନ ପରେ ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ କ୍ରିକେଟରୁ ଦୂରେଇ ରହିଛନ୍ତି। ଏବେ ସେ ନିଜ ପରିବାର ଏବଂ ସାଙ୍ଗମାନଙ୍କ ସହିତ ସମୟ ବିତାଉଛନ୍ତ। ଏହି…

ମିଳିତ କୃଷକ ମୋର୍ଚ୍ଚାର ନୂଆ ରଣନୀତି

ନୂଆଦିଲ୍ଳୀ,୧୬।୨: ମିଳିତ କୃଷକ ମୋର୍ଚ୍ଚା ପକ୍ଷରୁ କୃଷି ଆଇନକୁ ବିରୋଧ କରାଯାଇ ଦିଲ୍ଲୀ ସୀମାରେ ଧାରଣା ଜାରି ରହିଛି। ତେବେ ଏବେ ମୋର୍ଚ୍ଚା ପକ୍ଷରୁ ଏହାର ରଣନୀତିରେ କେତେକ ପରିବର୍ତ୍ତନ କରାଯାଇଛି। ସୀମାରେ ଧାରଣା ଦେଉଥିବା ଚାଷୀଙ୍କ ସଂଖ୍ୟା କମାଇବା ଲାଗି…

ପୁଣି ଫେରିବେ ଦିଦି: ଚମତ୍କାର ଆଶାରେ ଭାଜପା

କୋଲକାତା,୧୬।୨: ପଶ୍ଚିମବଙ୍ଗରେ ଆଗକୁ ବିଧାନସଭା ନିର୍ବାଚନ ହେବ। ରାଜ୍ୟରେ ତୃଣମୂଳ କଂଗ୍ରେସର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସରକାରଙ୍କୁ ହଟାଇବା ପାଇଁ ଭାଜପା ପକ୍ଷରୁ ଯୋଜନା କରାଯାଉଛି। ତେବେ ପୁଣି ମମତା ଦିଦି କ୍ଷମତା ଦଖଲ କରିବେ ବୋଲି ଓପିନିୟନ ପୋଲ୍‌ରୁ ଅନୁମାନ…

ଭାରତୀୟ ଦଳ ପାଇଁ ଖରାପ ଖବର,ହସ୍ପିଟାଲ ଗଲେ ଏହି ଖେଳାଳି

ଚେନ୍ନାଇ,୧୬।୨: ଚେନ୍ନାଇ ଟେଷ୍ଟରେ ଭାରତୀୟ ଦଳ ବିଜୟ ଆଡକୁ ଗତି କରିଛି। ଏହି ଟେଷ୍ଟରେ ଯଦିଓ ଭାରତ ବିଜୟ ସୁନିଶ୍ଚିତ ରହିଛି, କିନ୍ତୁ ଭାରତୀୟ ଦଳ ପାଇଁ ଏକ ଖରାପ ଖବର ରହିଛି। ଦଳର ଓପନର୍‌ ଶୁବମନ ଗିଲ୍‌ ଆହତ ହୋଇଛନ୍ତି।…

କେନାଲକୁ ଖସିଲା ଯାତ୍ରୀବାହୀ ବସ୍‌

ସିଦ୍ଧି,୧୬।୨: ମଧ୍ୟପ୍ରଦେଶ ସିଦ୍ଧି ଜିଲାରେ ମଙ୍ଗଳବାର ସକାଳ ୭ଟା ୩୦ରେ ଏକ ଅଭାବନୀୟ ଘଟଣା ଘଟିଛି। ୫୪ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ ବସ କେନାଲକୁ ଖସି ପଡ଼ିଛି। ଖବର ପାଇ ଘଟଣାସ୍ଥଳରେ ଏନ୍‌ଡିଆର୍‌ଏଫ୍‌ ଏବଂ ପୋଲିସ ପହଞ୍ଚି…

ନିଖୋଜଙ୍କ ଜୀବିତ ଆଶା ଏବେ ବୃଥା: ବଢୁଛି ମୃତଦେହ, କମୁଛି ନିଖୋଜଙ୍କ ସଂଖ୍ୟା

ଡେରାଡୁନ୍‌,୧୬।୨: ଉତ୍ତରାଖଣ୍ଡ ହିମସ୍ଖଳନରେ ନିଖୋଜ ଥିବା ଲୋକଙ୍କ ଜୀବିତ ରହିଥିବା ଆଶା ଏବେ ନିରାଶରେ ପରିଣତ ହେବାରରେ ଲାଗିଛି। ପ୍ରତିଦିନ ଉଦ୍ଧାରକାରୀଦଳ କେବଳ ମୃତଦେହ ଉଦ୍ଧାର କରୁଛନ୍ତି। ଇତିମଧ୍ୟରେ ୫୬ ମୃତଦେହ ଉଦ୍ଧାର କରାଯାଇଛି। ତେବେ ବି ନିଖୋଜଙ୍କୁ ଜୀବିତ ଫେରି…

ଏହି ପ୍ରସିଦ୍ଧ ଅଭିନେତା କଲେ ଆତ୍ମହତ୍ୟା

ମୁମ୍ବାଇ,୧୬।୨: ଏମଏସ ଧୋନୀ ଦ ଅନଟୋଲ୍ଡ ଷ୍ଟୋରୀ ଏବଂ କେସରୀ ଭଳି ହିଟ ଫିଲ୍ମରେ କାମ କରିଥିବା ଅଭିନେତା ସନ୍ଦୀପ ନାହର ମୁମ୍ବାଇର ଗୋରେଗାଓଁରେ ନିଜ ବାସଭବନରେ ଆତ୍ମହତ୍ୟା କରିଛନ୍ତି। ମୁମ୍ବାଇ ପୋଲିସର ସୂଚନାନୁସାରେ, ଏନେଇ ଏକ ମାମଲା ରୁଜୁ ହୋଇଛି…

ଲୋକଙ୍କ ପଛରେ ଲାଗିବେ ଲୋକେ

ନୂଆଦିଲ୍ଲୀ,୧୬।୨: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଏକ ନୂଆ କାର୍ଯ୍ୟକ୍ରମ ଆରମ୍ଭ କରିଛି, ଯେଉଁଥିରେ ନାଗରିକମାନଙ୍କୁ ଭଲ୍ୟୁଣ୍ଟିୟର ଭାବେ ନିଯୁକ୍ତି ଦିଆଯିବ। ସେମାନେ ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକରେ ଶିଶୁଙ୍କୁ ନେଇ ଅଶ୍ଳୀଳ ଫଟୋ ଓ ଭିଡିଓ, ବଳାତ୍କାର ଅପରାଧ, ଆତଙ୍କବାଦ ଏବଂ ଦେଶ ବିରୋଧୀ…

କ୍ଷମତାର ଅପବ୍ୟବହାର

ନୂଆଦିଲ୍ଲୀ,୧୬ା୨: ସମାଜରେ ସଚେତନତାର ବାର୍ତ୍ତା ବାଣ୍ଟୁଥିବା ଯୁବ କ୍ଲାଇମେଟ୍‌ ଚେଞ୍ଜ ଆକ୍ଟିଭିଷ୍ଟ ଦିଶା ରବିଙ୍କୁ ଦିଲ୍ଲୀ ପୋଲିସ ବେଙ୍ଗାଲୁରୁରୁ ରାତିଅଧିଆ ଉଠାଇନେବା ସମସ୍ତଙ୍କୁ ଚକିତ କରିଛି। ପଟିଆଲା ହାଉସ୍‌ କୋର୍ଟରେ ଦିଶାଙ୍କୁ ହାଜର କରିବା ବେଳେ ତାଙ୍କ ପକ୍ଷ ରଖିବା ପାଇଁ…

ପ୍ରିୟଙ୍କା ସିଂଙ୍କ ବିରୋଧରେ ଚାଲିବ ମାମଲା

ମୁମ୍ବାଇ, ୧୬ା୨: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ଘଟଣାରେ ତାଙ୍କ ଭଉଣୀ ପ୍ରିୟଙ୍କା ସିଂଙ୍କ ବିରୋଧରେ ରୁଜୁ ମାମଲା ଖାରଜ କରିବାକୁ ମନା କରିଛନ୍ତି ମୁମ୍ବାଇ ହାଇକୋର୍ଟ। ତେବେ ସୁଶାନ୍ତଙ୍କ ଆଉ ଜଣେ ଭଉଣୀ ମିତୁ ସିଂଙ୍କ ନାଁରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?