Home

ଶୋଏବ ନୁହନ୍ତି, ଏହି କ୍ରିକେଟର କ୍ରିକେଟ ଇତିହାସର ସବୁଠାରୁ ଦ୍ରୁତ ବୋଲର; ବୋଲିଂ ଯୋଗୁ ଭାଙ୍ଗୁଥିଲା ଆଙ୍ଗୁଠି

ନୂଆଦିଲ୍ଲୀ,୯।୧: ପାକିସ୍ତାନର ପୂର୍ବ ଦ୍ରୁତ ବୋଲର୍‌ ଶୋଏବ ଅଖତରଙ୍କୁ ବିଶ୍ୱର ସବୁଠାରୁ ଦ୍ରୁତ ବୋଲର ଭାବେ ଗଣାଯାଏ। ୨୦୦୩ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଉଥିବା ମ୍ୟାଚ୍‌ରେ ସେ ୧୬୧.୩ କିମି ବେଗରେ ବଲ୍‌ ଫିଙ୍ଗିଥିଲେ। ଏହାକୁ ନେଇ ସେତେବେଳେ ବେଶ ଚର୍ଚ୍ଚା ହୋଇଥିଲା।…

ଆସନ୍ତା ୧୬ରୁ ସମଗ୍ର ଦେଶରେ ଟିକାକରଣ

ନୂଆଦିଲ୍ଲୀ,୯।୧: ଆସନ୍ତା ୧୬ ତାରିଖରୁ ସମଗ୍ର ଦେଶରେ ଟିକାକରଣ କରାଯିବ ବୋଲି ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ନିଷ୍ପତ୍ତି ହୋଇଛି। ପ୍ରଥମ ପର୍ଯ୍ୟାୟରେ ୩ କୋଟି ଲୋକଙ୍କୁ ଟିକା ଦିଆଯିବ। ପ୍ରଥମେ ସ୍ବାସ୍ଥ୍ୟ କର୍ମୀ ଏବଂ ସମ୍ମୁଖ କର୍ମୀଙ୍କୁ ଟିକା ଦିଆଯିବା…

ଏହି ଭାରତୀୟ କ୍ରିକେଟରଙ୍କ ନାମରେ ରହିଛି ଏକ ଲଜ୍ଜାଜନକ ରେକର୍ଡ: ଗୋଟିଏ ଭୁଲ୍‌ ଯୋଗୁ ଐତିହାସିକ ରନ୍‌ କରିଥିଲେ ବ୍ୟାଟ୍ସମ୍ୟାନ୍‌

ନୂଆଦିଲ୍ଲୀ,୯।୧: ଭାରତୀୟ କ୍ରିକେଟ ଟିମ ଏବେ ଉନ୍ନତମାନର ଫିଲ୍ଡିଂ ପାଇଁ ଜଣାଣୁଣା। ହେଲେ ଏପରି ଏକ ସମୟ ଥିଲା ଯେତେବେଳେ ଦଳ ଭଲ ଫିଲ୍ଡିଂ କରୁ ନ ଥିଲା। ବିଶେଷକରି କିଛି ଖେଳାଳି ନିଜର ଫିଲ୍ଡିଂକୁ ନେଇ ସମାଲୋଚନାର ଶିକାର ହୋଇଛନ୍ତି।…

କ୍ୱାରାଣ୍ଟାଇନ୍‌ ସେଣ୍ଟର ହୋଇଥିବା ଶ୍ରେଣୀଗୃହ ଏଯାଏ ହେଲାନି ହସ୍ତାନ୍ତର: ଖୋଲା ଆକାଶ ତଳେ ପଢୁଛନ୍ତି ପିଲା

କୋରୁକୋଣ୍ଡା,୯।୧(ଡି.ଏନ୍‌.ଏ.) : ବାହାରେ ବସି ଖୋଲା ଆକାଶ ତଳେ ପାଠ ପଢୁଛନ୍ତି ୧୦ମ ଶ୍ରେଣୀ ଛାତ୍ରୀଛାତ୍ର। ଶିକ୍ଷାର ଏଭଳି ଅଭାବନୀୟ ଦୃଶ୍ୟ ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ନୀଳାକାମ୍ବେରୁ ପଞ୍ଚାୟତର ସରକାରୀ ଉଚ୍ଚ ବିଦ୍ୟାଳୟରେ ଦେଖିବାକୁ ମିଳିଛି। କରୋନା କଟକଣାକୁ…

ପରିବାର ଲୋକଙ୍କୁ ମଞ୍ଚୁରିଆନ ସୁପ୍‌ରେ ବିଷ ମିଶାଇ ପିଇବାକୁ ଦେଲେ ଚାକର ଦମ୍ପତି

ଜୟପୁର,୯।୧: ରାଜସ୍ଥାନର ଯୋଧପୁର ସହରରେ ଏକ ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିଛି। ଯେଉଁଠି ଚାକର ଦମ୍ପତି ଏକ ପରିବାରର ୪ ସଦସ୍ୟଙ୍କୁ ମଞ୍ଚୁରିଆନ ସୁପ୍‌ରେ ବିଷ ଦେବାରୁ ସେମାନେ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଘଟଣା ପରଠାରୁ ସେମାନେ କେଉଁଆଡ଼େ ଫେରାର ହୋଇଯାଇଛନ୍ତି।…

ଦୁଃଖରେ ଭାଙ୍ଗିପଡ଼ିଛନ୍ତି ଆଲିଆ

ବଲିଉଡ୍‌ ଅଭିନେତ୍ରୀ ଆଲିଆ ଭଟ୍ଟ ଏବେ ଦୁଃଖରେ ଭାଙ୍ଗିପଡ଼ିଛନ୍ତି। କାରଣ ତାଙ୍କର ପ୍ରିୟ ତଥା ଅତି ନିକଟତର ବିଲେଇ ଶିବାର ମୃତ୍ୟୁ ଘଟିଛି। ଆଲିଆ ଶିବାକୁ ବହୁତ ଭଲ ପାଉଥିଲେ। ଅଧିକାଂଶ ସମୟରେ ସେ ଶିବାର ଫଟୋ ନିଜର ଇନ୍‌ଷ୍ଟାଗ୍ରାମ୍‌ରେ ଶେୟାର…

ଚିନ୍ତାରେ ଭାରତୀୟ ଟିମ୍‌: ପନ୍ତଙ୍କ ପରେ ଜାଡେଜା ଗଲେ ଡାକ୍ତରଖାନା

ସିଡନୀ,୯।୧: ଭାରତୀୟ ଦଳ ପାଇଁ ଗୋଟିଏ ପରେ ଗୋଟିଏ ଖରାପ ଖବର ଆସିବାରେ ଲାଗିଛି। ଷ୍ଟାର ଅଲ୍‌ରାଉଣ୍ଡର ରବିନ୍ଦ୍ର ଜାଡେଜାଙ୍କ ବାମ ଆଙ୍ଗୁଠିରେ ଆଘାତ ଲାଗିବା ପରେ ସ୍କାନ ପାଇଁ ଡାକ୍ତରଖାନା ନିଆଯାଇଛି। ପୂର୍ବରୁ ଉଇକେଟକିପର ବ୍ୟାଟ୍ସମ୍ୟାନ୍‌ ରିଷଭ ପନ୍ତଙ୍କୁ ସ୍କାନ…

ସ୍ବାମୀଙ୍କ ନାଁରେ ମାର୍‌ପିଟ ଅଭିଯୋଗ ଆଣିଲେ ଏହି ଅଭିନେତ୍ରୀ: ପରିଚୟ ଲୁଚାଇ କରିଥିଲେ ବିବାହ

ଟିଭି ଅଭିନେତ୍ରୀ ପ୍ରୀତି ତଲରେଜା ସ୍ବାମୀଙ୍କ ନାମରେ ଥାନାରେ ମାରପିଟ ଅଭିଯୋଗ ଆଣିଛନ୍ତି। ପ୍ରୀତି ସ୍ବାମୀଙ୍କ ଉପରେ ମାରପିଟ, ଧର୍ମାନ୍ତରଣ, ଶାରିରୀକ ଏବଂ ମାନସିକ ଅଭିଯୋଗ ଆଣିଛନ୍ତି। ଏ ନେଇ ସେ ସୋସିଆଲ ମିଡିଆରେ ମଧ୍ୟ ନିଜ ଦୁଃଖ ପ୍ରଶଂସକଙ୍କ ସହ…

ଭାରତକୁ ଝଟକା: କୁମିନ୍ସଙ୍କ ବାଉନ୍ସରରେ ଆହତ ପରେ ଡାକ୍ତରଖାନା ଗଲେ ଏହି କ୍ରିକେଟର

ସିଡନୀ,୯।୧: ଭାରତୀୟ ଟିମ୍‌ର ଉଇକେଟ୍‌କିପର ତଥା ବ୍ୟାଟ୍ସମ୍ୟାନ୍‌ ରିଷଭ ପନ୍ଥ ଆହତ ହୋଇଛନ୍ତି। ସିଡନୀରେ ଚାଲିଥିବା ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ଟେଷ୍ଟର ତୃତୀୟ ଦିନରେ ବ୍ୟାଟିଂ ସମୟରେ ପ୍ୟାଟ୍‌ କୁମିନ୍ସଙ୍କ ବାଉନ୍ସରରେ ତାଙ୍କର ବାମ ହାତରେ ଆଘାତ ଲାଗିଛି। ତାଙ୍କୁ ସ୍କାନ…

ଟ୍ରମ୍ପ୍‌ଙ୍କ ଟୁଇଟର ଆକାଉଣ୍ଟ୍‌ ଉପରେ ସ୍ଥାୟୀ ପ୍ରତିବନ୍ଧକ

ଓ୍ବାଶିଂଟନ,୯।୧: କ୍ୟାପିଟୋଲ ହିଂସାକାଣ୍ଡ ପରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଟୁଇଟର ଆକାଉଣ୍ଟ ଉପରେ ସ୍ଥାୟୀ ପ୍ରତିବନ୍ଧକ ଲଗାଯାଇଛି। ଏନେଇ ଟୁଇଟର ପକ୍ଷରୁ ସୂଚନା ଦିଆଯାଇଛି। ଏହି ଆକାଉଣ୍ଟ୍‌ରେ ଟ୍ରମ୍ପ୍‌ ୫୭୦୦୦ ଟୁଇଟ୍‌ କରିଥିଲେ। ଆଇନର ଉଲ୍ଲଂଘନ କରାଯାଇଥିବାରୁ ଏଭଳି ପଦକ୍ଷେପ ଗ୍ରହଣ…

କରୋନା ସଂକ୍ରମଣକୁ ଡରି ଦମ୍ପତି ନେଲେ ଏମିତି ପଦକ୍ଷେପ, ସମଗ୍ର ବିଶ୍ୱବାସୀ ହେଲେ ଚକିତ

କରୋନା ଭାଇରସ ସମଗ୍ର ଦୁନିଆକୁ କବଳିତ କରିସାରିଛି। ବର୍ଷେରୁ ଊର୍ଦ୍ଧ୍ୱ ହେବ ଏହି ମହାମାରୀ ଅନେକ ଲୋକଙ୍କ ଜୀବନ ବି ନେଇ ସାରିଲାଣି। ଏହି ରୋଗର ସଫଳ ଟିକାକରଣ ଯେହେତୁ ହୋଇନାହିଁ ତେଣୁ ସଂକ୍ରମଣରୁ ରକ୍ଷା ପାଇବା ପାଇଁ ସାମାଜିକ ଦୂରତା…

ଶିଶୁପୁତ୍ରକୁ ଯୌନ ନିର୍ଯାତନା, ଉତ୍ତର ପ୍ରଦେଶର ଜଣେ ଗିରଫ

ବଲାଙ୍ଗୀର ଅଫିସ, ୯।୧: ବଲାଙ୍ଗୀର ସହରରେ ଉତ୍ତର ପ୍ରଦେଶର ଜଣେ ଯୁବକ ଭଡ଼ା ରହୁଥିଲେ। ସେ ଭଡାରେ ରହୁଥିବା ମାଲିକଙ୍କ ୩ ବର୍ଷର ଶିଶୁପୁତ୍ରକୁ ଅପ୍ରାକୃତିକ ଯୌନ ନିର୍ଯାତନା ଦେଇଥିବା ନେଇ ଶୁକ୍ରାବର ଟାଉନ ଥାନାରେ ଅଭିଯୋଗ ହୋଇଥିଲା। ଅଭିଯୋଗ ପରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri