BJD: ନବୀନ ନିବାସରେ ହେଲା ଫାଇନାଲ, କାଲି ବଡ଼ ଘୋଷଣା!
ଭୁବନେଶ୍ୱର,୧୮।୪: ବିଜୁ ଜନତା ଦଳ (ବିଜେଡି) ସଂଗଠନରେ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଦଳର ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିକଟରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ଯାଉଛନ୍ତି, ଯାହା ଦଳର ଆଭ୍ୟନ୍ତରୀଣ ଗଠନ ଓ ରାଜନୈତିକ…
UPI ଉପରେ ଲାଗିବନି GST, ଡିଜିଟାଲ ପେମେଣ୍ଟ ଉପରେ ଟିକସ ନାହିଁ ବୋଲି ସ୍ପଷ୍ଟ କଲା କେନ୍ଦ୍ର
ନୂଆଦିଲ୍ଲୀ,୧୮।୪: UPI ଉପରେ ଲାଗିବନି GST। କେନ୍ଦ୍ର ସରକାର ୨୦୦୦ ଟଙ୍କାରୁ ଅଧିକ ମୂଲ୍ୟର UPI କାରବାର ଉପରେ GST ଲାଗୁ କରିବାକୁ ଯୋଜନା କରୁଥିବା ନେଇ ସୋସିଆଲ ମିଡିଆରେ ରିପୋର୍ଟ ପ୍ରକାଶ ପାଉଥିଲା। ଏହାକୁ ନେଇ ଭାରତୀୟ ଅର୍ଥ ମନ୍ତ୍ରଣାଳୟ…
IPL ୨୦୨୫: ପୁଣି ବଦଳିବେ ରାଜସ୍ଥାନ ରୟାଲ୍ସ ଅଧିନାୟକ? ସାମସନଙ୍କ ଯୋଗୁ ନେବାକୁ ପଡ଼ିପାରେ…
ନୂଆଦିଲ୍ଲୀ,୧୮।୪: ୨୦୨୫ ଆଇପିଏଲରେ ରାଜସ୍ଥାନ ରୟାଲ୍ସ ପାଇଁ ଏପର୍ଯ୍ୟନ୍ତ ନୈରାଶ୍ୟଜନକ ପ୍ରଦର୍ଶନ କରିଆସୁଛି। ଏବେ ଦଳରେ ଏକ ନୂତନ ସମସ୍ୟା ସୃଷ୍ଟି ହୋଇଛି। ସିଜିନ ମଝିରେ ରାଜସ୍ଥାନକୁ ପୁଣି ଥରେ ଅଧିନାୟକ ପରିବର୍ତ୍ତନ କରିବାକୁ ପଡ଼ିପାରେ। ଏହାର କାରଣ ହେଉଛନ୍ତି ଅଧିନାୟକ…
କ’ଣ ଏହି ମଡେଲଙ୍କୁ ଡେଟ୍ କରୁଛନ୍ତି ହନି ସିଂ? ଜନ୍ମଦିନ ପାର୍ଟିରେ ହାତ ଧରି…
ମୁମ୍ବାଇ: ପ୍ରେମରେ ପଡ଼ିଛନ୍ତି ଖ୍ୟାତନାମା ରାପର ହନି ସିଂ। ଜଣେ ମଡେଲଙ୍କ ପାଇଁ ତାଙ୍କ ହୃଦୟରେ ଗୀଟାର, ବୀଣା ବାଜିବା ଆରମ୍ଭ ହୋଇଛି। ସଂଗୀତ ଦୁନିଆରେ ଜବରଦସ୍ତ କମ୍ବ୍ୟାକ୍ ପରେ ଏବେ ବ୍ୟକ୍ତିଗତ ଜୀବନରେ ବି ଦୁଇପାଦ ଆଗକୁ ବଢ଼ିଛନ୍ତି। ଇଜିପ୍ଟର…
କାଳବୈଶାଖୀରେ ଉଜାଡ଼ି ଦେଲା ସବୁକିଛି, ମୁଣ୍ଡ ଉପରୁ ଛାତ ହରାଇ ଭାଙ୍ଗିପଡ଼ିଛନ୍ତି ୨ ପରିବାର
ଆନନ୍ଦପୁର,୧୮।୪(ସୁଶାନ୍ତ କୁମାର ସାହୁ ): ଅଦିନରେ ବର୍ଷା, ପବନ, ଘଡ଼ଘଡ଼ି। କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ଏଥିରେ ବ୍ୟାପକ କ୍ଷୟକ୍ଷତି ହେବା ସହ କିଛି ପରିବାରର ସର୍ବସ୍ବ ଉଜାଡି ଦେଇଛି । ସୂଚନାନୁଯାୟୀ,…
କେନ୍ଦ୍ରୀୟ ଡେପୁଟେଶନରେ ଯିବେ ଆଇଏଏସ୍ Nikunja Bihari Dhal, ମିଳିଲା ନୂଆ ନିଯୁକ୍ତି
ଭୁବନେଶ୍ୱର,୧୮।୪: କେନ୍ଦ୍ରକୁ ଯିବେ ବରିଷ୍ଠ ଆଇଏଏସ୍ ଅଧିକାରୀ ନିକୁଞ୍ଜ ବିହାରୀ ଧଳ। ୧୯୯୩ ବ୍ୟାଚର ଓଡ଼ିଶା କ୍ୟାଡର୍ ଏହି ଆଇଏଏସ୍ ଅଫିସର ଏବେ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ କାମ କରୁଛନ୍ତି । କେନ୍ଦ୍ରରେ ତାଙ୍କୁ ସଂସଦୀୟ ବ୍ୟାପାର…
ପୁଣି ଦାରିଙ୍ଗବାଡ଼ି-ଫୁଲବାଣୀକୁ ଚଳାଚଳ କରିବ ଲକ୍ଷ୍ମୀ ବସ୍, ଜିଲା ପ୍ରଶାସନକୁ ଚିଠି ଲେଖିଲେ ବିଡିଓ
ଦାରିଙ୍ଗବାଡ଼ି,୧୮ା୪(ଅରୁଣ ସାହୁ): ଦାରିଙ୍ଗବାଡ଼ିଠାରୁ ଫୁଲବାଣୀକୁ ପୁଣି ଥରେ ଶୀତ ତାପ ନିୟନ୍ତ୍ରଣ ଲକ୍ଷ୍ମୀବସ୍ ଚଳାଚଳ କରିବାକୁ ବାଟ ଖୋଲିଲା। ସ୍ଥାନୀୟ ବିଡିଓ ପ୍ରୀତିରଞ୍ଜନ ରଥ ଏନେଇ ଜିଲା ମୁଖ୍ୟ ଉନ୍ନୟନ ଅଧିକାରୀ- କମ୍-କାର୍ଯ୍ୟନିର୍ବାହୀ ଅଧିକାରୀ ଶମ୍ଭୁନାଥ ନନ୍ଦୀଙ୍କୁ ଚିଠି ଲେଖିଛନ୍ତି। ସେ…
ସମ୍ବଭ ଜୈନ କିଏ? ଯାହାଙ୍କ ହାତ ଧରିଲେ ଅରବିନ୍ଦ କେଜ୍ରିଓ୍ବାଲଙ୍କ ଝିଅ ହର୍ଷିତା
ନୂଆଦିଲ୍ଲୀ,୧୮।୪: ଆମ ଆଦମୀ ପାର୍ଟି (ଏଏପି) ସୁପ୍ରିମୋ ତଥା ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଝିଅ ହର୍ଷିତା କେଜ୍ରିଓ୍ବାଲ ନିଜ ଆଇଆଇଟି ବ୍ୟାଚମେଟ୍ ସମ୍ବଭ ଜେନାଙ୍କୁ ବିବାହ କରିଛନ୍ତି। ଦିଲ୍ଲୀର କପୁରଥଲା ହାଉସରେ ଏହି ବିବାହ ହୋଇଥିଲା, ଯେଉଁଠାରେ ଦୁଇ…
ବଜ୍ରପାତ ନେଲା ଜଣଙ୍କ ଜୀବନ
ବାଲେଶ୍ୱର,୧୮ା୪: ବାଲେଶ୍ୱର ଜିଲା ରେମୁଣା ଜଗନ୍ନାଥପୁର ଗାଁରେ ବଜ୍ରପାତ ଘଟି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଫକୀରମୋହନ ଗୋଲେଇରେ ଏକ ବିରାଟ କଦମ୍ବ ଗଛ ଭାଙ୍ଗି ୩ଟି ବାଇକ୍ ଭାଙ୍ଗି ଚୂରମାର ହୋଇଯାଇଛି। ସେହିପରି ବସ୍ତା ବାହାର୍ଦ୍ଦା ଊର୍ଦ୍ଦୁ ପ୍ରାଥମିକ ବିଦ୍ୟାଳୟର…
କାଜୁବାଡ଼ି ଜଗିବାକୁ ଯାଇ ଘରକୁ ଫେରି ନ ଥିଲେ ବୃଦ୍ଧା, ଆଜି ମିଳିଲା ମୃତଦେହ
ନନ୍ଦପୁର,୧୮ା୪ (ତୁଷାରକାନ୍ତ ମହାନ୍ତି): ନନ୍ଦପୁର ବ୍ଲକ୍ ବିଲାପୁଟ ପଞ୍ଚାୟତ କଣ୍ଟା ଗ୍ରାମର ଶୁକ୍ରି ହନ୍ତାଳ(୭୪) ବୁଧବାର ସକାଳୁ ନିଖୋଜ ଥିବା ବେଳେ ଶୁକ୍ରବାର ତାଙ୍କ ମୃତଦେହ କିଚବା ଡଙ୍ଗାଘାଟ ନିକଟରୁ ମିଳିଛି। ମୃତଦେହ ପାଣିରେ ଭାସୁଥିବା ସୂଚନା ପାଇ ମାଛକୁଣ୍ଡ ପୋଲିସ…
ବିବାହ ବନ୍ଧନରେ ଆବଦ୍ଧ ହେଲେ କେଜ୍ରିଓ୍ବାଲଙ୍କ ଝିଅ ହର୍ଷିତା, ୨୦ ଏପ୍ରିଲରେ ରିସେପ୍ସନ
ନୂଆଦିଲ୍ଲୀ,୧୮।୪: ଆମ ଆଦମୀ ପାର୍ଟି(ଆପ୍)ର ରାଷ୍ଟ୍ରୀୟ ସଂଯୋଜକ ତଥା ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିିୱାଲଙ୍କ ଘରେ ବାଜିଛି ସାହାନାଇ। ଝିଅ ହର୍ଷିତା କେଜ୍ରିିୱାଲ ଶୁକ୍ରବାର ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସମ୍ଭବ ଜୈନଙ୍କ ହାତ ଧରିଛନ୍ତି ସେ। ଏହି ହାଇପ୍ରୋଫାଇଲ୍…
ବାଡ଼ାବାଙ୍ଗା ସେବାଶ୍ରମରେ ମହୁମାଛି ଆକ୍ରମଣ ଘଟଣା: ବସା ନଷ୍ଟ କଲା ବନ ବିଭାଗ, ସ୍ଥିତି ପରଖିଲେ ବିଡିଓ
ଦାରିଙ୍ଗବାଡ଼ି,୧୮ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବାଡ଼ାବାଙ୍ଗା ସେବାଶ୍ରମରେ ଛାତ୍ରୀଛାତ୍ରଙ୍କୁ ମହୁମାଛି ଆକ୍ରମଣ ଘଟଣାରେ ସ୍ଥାନୀୟ୨ ପ୍ରଶାସନର ଦୃଢ଼ ପଦକ୍ଷେପ ଗ୍ରହଣ କରିଛି। ବନ ବିଭାଗକୁ ବିଡିଓ ଚିଠି ଲେଖିବା ପରେ ବନ ବିଭାଗ ସେବାଶ୍ରମରେ ପହଞ୍ଚି ମହୁମାଛି ବସାକୁ…
Archives


