Home

ବିଗ୍‌ ବିଙ୍କ ସହ କେବେ ବି କାମ କରିନାହାନ୍ତି ଧକ୍‌ ଧକ୍‌ ଗର୍ଲ, କାରଣ ଜାଣିଲେ..

ବମ୍ବେ: ମହାନାୟକ ଅମିତାଭ ବଚ୍ଚନଙ୍କ ଫିଲ୍ମରେ କାମ କରିବାକୁ ଚାହିଁ ବସିଥାନ୍ତି ଅଭିନେତ୍ରୀମାନେ। ହେଲେ ବଲିଉଡ୍‌ର ଏଭଳି ଜଣେ ନାୟିକା ଅଛନ୍ତି ଯିଏ ବିଗ୍‌ ବିଙ୍କ ସହ ଗୋଟିଏ ଫିଲ୍ମରେ ବି କାମ କରିନାହିନ୍ତି। ସେ ହେଲେ ମାଧୁରୀ ଦିକ୍ଷୀତ। ଆଶ୍ଚର୍ଯ୍ୟ…

ବଲିଉଡ୍‌ରେ ଡେବ୍ୟୁ ପାଇଁ ସଜ ହେଲେଣି କପୁର ଲଳନା

ମୁମ୍ବାଇ: ସଞ୍ଜୟ କପୁରଙ୍କ ଝିଅ ଶାନୟା କପୁର ବଲିଉଡ୍‌ରେ ଡେବ୍ୟୁ ପାଇଁ ପ୍ରସ୍ତୁତ ହେଉଛନ୍ତି। ତାଙ୍କର ଫଟୋଶୁଟ୍‌କୁ ଦେଖିଲେ ଏହା ପ୍ରମାଣିତ ହେଉଛି ଯେ, ଶାନୟା ଶୀଘ୍ର ଭଉଣୀ ସୋନମ ଏବଂ ଜାହ୍ନବୀଙ୍କ ସହ ଯୋଗଦେବାକୁ ଯାଉଛନ୍ତି। ଶାନୟାଙ୍କ ନୂଆ ଫଟୋ…

ଭାରତ ବିଷୟରେ ଏଭଳି ଭାବନ୍ତି ଏହି ୧୧ ବର୍ଷର ପାକିସ୍ତାନୀ ବାଳକ; ଭିଡିଓ ଦେଖିଲେ ଅବାକ ହେବେ..

ଇସଲାମାବାଦ: ଭାରତ-ପାକିସ୍ତାନ ମଧ୍ୟରେ ସମ୍ପର୍କ ସର୍ବଦା ଜଟିଳ। କଶ୍ମୀର ପ୍ରସଙ୍ଗ ହେଉ ଅବା ଆତଙ୍କବାଦକୁ ପୋତ୍ସାହନ, ସବୁ କ୍ଷେତ୍ରରେ ପାକିସ୍ତାନର ଭୂମିକା ସନ୍ଦେହ ଘେରରେ ରହିଥାଏ। ଏଥିଯୋଗୁ ପାକିସ୍ତାନବାସୀ ଭାରତ ବିଷୟରେ କ’ଣ ଚିନ୍ତା କରନ୍ତି ତାହା ଭାରତୀୟଙ୍କ ମନରେ ପ୍ରଶ୍ନ…

ମୃତ ସ୍ତ୍ରୀଙ୍କ ଫଟୋ ସହ ସେଲ୍‌ଫି ନେଇ ଲାଇଭ୍‌ ଭିଡିଓ କରି ଜୀବନ ହାରିଲେ ଏହି ବ୍ୟକ୍ତି, କାରଣ …

ପାଟଣା,୮।୧: ବିହାରର ହାଜିପୁରରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେଉଁଠାରେ ଜଣେ ବ୍ୟକ୍ତି ନିଜର ସମସ୍ତ ଆତ୍ମହତ୍ୟା ଘଟଣାକୁ ଲାଇଭ୍‌ ଭିଡିଓରେ ରେକର୍ଡ କରି ଆତ୍ମହତ୍ୟା କରିଛନ୍ତି। ଏହି ବ୍ୟକ୍ତିଙ୍କ ନାମ ଅମରେଶ। ସେ ତାଙ୍କ ମୃତ ସ୍ତ୍ରୀଙ୍କ ଫଟୋ…

ମାର୍କେଟ ନେଉଛି ‘ଗର୍ଲଫ୍ରେଣ୍ଡ୍‌’

ହରିୟାଣାର ପ୍ରସିଦ୍ଧ ଗାୟକ ଅରବିନ୍ଦ ଜାଙ୍ଗିଡଙ୍କ ଏକ ନୂଆ ଗୀତକୁ ଏବେ ବହୁତ ପସନ୍ଦ କରାଯାଉଛି। ଏହି ଗୀତର ଟାଇଟଲ ହେଉଛି ‘ଗର୍ଲଫ୍ରେଣ୍ଡ’। ଅରବିନ୍ଦଙ୍କ ଦ୍ୱାରା ଗାନ କରାଯାଇଥିବା ଏହି ଗୀତ ରିଲିଜ୍‌ ହେବା ପରେ ତୀବ୍ର ବେଗରେ ଭାଇରାଲ ହେଉଛି।…

ବଲିଉଡ୍‌ର ଏହି ଅଭିନେତ୍ରୀଙ୍କ ଉପରେ ଶୁଟିଂ ହୋଇଥିଲା ସର୍ବାଧିକ ବଳାତ୍କାର ଦୃଶ୍ୟ; ମାତ୍ର ୨୭ ବର୍ଷରେ ବୁଜିଥିଲେ ଆଖି

ବମ୍ବେ: ସତୁରୀ ତଥା ଅଶୀ ଦଶକରେ ନିର୍ମାଣ ହେଉଥିବା ବଲିଉଡ୍‌ ଫିଲ୍ମ ବିଶେଷଭାବେ ନାରୀ ଉପରେ ପର୍ଯ୍ୟବଶିତ ଥିଲା। ମହିଳାମାନଙ୍କ ଶୋଷଣ, ସମାଜର ବିଧି ବ୍ୟବସ୍ଥା ଉପରେ ଫିଲ୍ମର କାହାଣୀ ଗତିଶୀଳ ହେଉଥିଲା। ବାସ୍ତବ ଜୀବନରେ ମହିଳାମାନେ ସହୁଥିବା ଅନ୍ୟାୟକୁ ବଡ଼…

୪ ଆନ୍ତଃ ଜିଲା ହାଇଓ୍ବେ ଲୁଟେରା ଗିରଫ

ସାକ୍ଷୀଗୋପାଳ,୮।୧(ଡି.ଏନ୍‌.ଏ.): ଜାତୀୟ ରାଜପଥରେ କ୍ରମାଗତ ଲୁଟ୍‌ କରୁଥିବା ଆନ୍ତଃଜିଲା ଲୁଟେରା ଗ୍ୟାଙ୍ଗର ୪ ଜଣ ଲୁଟେରାଙ୍କ ସହିତ ଚୋରି ଜିନିଷ ରଖିଥିବା ଅନ୍ୟ ଦୁଇ ଜଣଙ୍କୁ ଶୁକ୍ରବାର ସତ୍ୟବାଦୀ ପୋଲିସ ଗିରଫ କରିଛି। ସେମାନେ ହେଲେ ଗଡ଼ିଶାଗଦା ଥାନା ନଇକୁଳପାଟଣା ଗ୍ରାମର…

ଏମିତି ରାସ୍ତା, ଯାହା ଉପରେ ଚାଲିଲେ ଉତ୍ପନ୍ନ ହୁଏ ବିଦ୍ୟୁତ୍‌ ଶକ୍ତି

ଏମିତି ଏକ ରାସ୍ତା ଯାହା ଉପରେ ଚାଲିଲେ ବିଦ୍ୟୁତ୍‌ ଶକ୍ତି ଉତ୍ପନ୍ନ ହୋଇଥାଏ। ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଏହି ରାସ୍ତା ନିର୍ମାଣ କରିଥିବା ଅନୁସନ୍ଧାନକାରୀଙ୍କ ମୁଖ୍ୟ ଡା. ରାହୁଲ ଭୈଶ କହିଛନ୍ତି, ଏହି ରାସ୍ତା ନିର୍ମାଣ ପାଇଁ ପାଇଓଲୋଜିକ୍ଟ୍ରିକ୍‌ ସାମଗ୍ରୀ…

ଦମ୍‌ଦାର ବ୍ୟାଟିଂକୁ ନେଇ ହୃଦୟ ଜିତିଲେ ଏହି ଭାରତୀୟ କ୍ରିକେଟର; କ୍ୟାରିୟରର ଦ୍ୱିତୀୟ ଟେଷ୍ଟରେ..

ସିଡନୀ,୮।୧: ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ଟେଷ୍ଟ ମ୍ୟାଚ୍‌ରେ ପ୍ରଶଂସନୀୟ ପାଳି ଖେଳିଛନ୍ତି ଯୁବ କ୍ରିକେଟର ଶୁଭମନ ଗିଲ। ନିଜ କ୍ୟାରିୟରର ଦ୍ୱିତୀୟ ଟେଷ୍ଟରେ ଶୁକ୍ରବାର ସେ ଅର୍ଦ୍ଧଶତକ କରିଥିଲେ। ଏଥିରେ ୮ ଚଉକା ରହିଥିଲା। ଘରୋଇ ଦଳକୁ ୩୩୮ ରନ୍‌ରେ ଅଲଆଉଟ୍‌…

ଅଷ୍ଟ୍ରେଲିଆ ବିପକ୍ଷରେ ହିଟ୍‌ମ୍ୟାନଙ୍କ ରେକର୍ଡ: ଏହି ସ୍ପେଶାଲ ଶତକ କରିବାରେ ପାଲଟିଲେ ବିଶ୍ୱରେ ପ୍ରଥମ କ୍ରିକେଟର

ସିଡନୀ,୮।୧: ଭାରତର ହିଟ୍‌ମ୍ୟାନ୍‌ ରୋହିତ ଶର୍ମା ତୃତୀୟ ଟେଷ୍ଟ ମ୍ୟାଚ୍‌ରେ ରେକର୍ଡ କରିଛନ୍ତି। ଅନ୍ତରାଷ୍ଟ୍ରୀୟ କ୍ରିକେଟରେ ଅଷ୍ଟ୍ରେଲିଆ ବିପକ୍ଷରେ ୧୦୦ ଛକା ମାରିଥିବା ବିଶ୍ୱର ପ୍ରଥମ ଖେଳାଳି ପାଲଟିଛନ୍ତି ସେ। ଏଯାବତ ସେ ୬୫ଟି ମ୍ୟାଚ୍‌ର ୬୭ପାଳିରେ ୨୮୩୪ ରନ୍‌ କରିଛନ୍ତି।…

ୟୁରୋପର ଭ୍ରମ ସୃଷ୍ଟି କରୁଛି ଭାରତର ଏହି ଗାଁ, ଆଶ୍ଚର୍ଯ୍ୟ ହେଉଛନ୍ତି ଲୋକେ

ନିକଟରେ କେରଳରେ ଏପରି ଏକ ପାର୍କ ନିର୍ମାଣ କରାଯାଇଛି, ଯାହା ଦେଖି ଲୋକେ ଆଶ୍ଚର୍ଯ୍ୟ ହୋଇଯାଉଛନ୍ତି। କହୁଛନ୍ତି ଏହା ଆମ ଭାରତ ନା ୟୁରୋପ? ଏହା ମଧ୍ୟ ଦେଇ ଗାଡ଼ି ଚଳାଚଳ ପାଇଁ ଅନୁମତି ନାହିଁ। କେବଳ ଏଥିରେ ଲୋକମାନେ ଚାଲି…

ଲୁଚିଛପି ବିବାହ କଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ

ଦକ୍ଷିଣ ଫିଲ୍ମ ଇଣ୍ଡଷ୍ଟ୍ରିର ଲୋକପ୍ରିୟ ଅଭିନେତ୍ରୀଙ୍କ ମଧ୍ୟରେ ଅନ୍ୟତମ କୟାଲ ଆନନ୍ଦୀ। ପ୍ରଥମ ଫିଲ୍ମରୁ ସେ ଦର୍ଶକଙ୍କ ହୃଦୟ ଜିତିପରିଛନ୍ତି। ତେବେ ଏହି ଅଭିନେତ୍ରୀ ନୂଆ ବର୍ଷରେ ପ୍ରଶଂସକଙ୍କୁ ଏକ ବଡ଼ ସରପ୍ରାଇଜ୍‌ ଦେଇଛନ୍ତି। ସେ ଜାନୁଆରୀ ୭ରେ ଲୁଚିଛପି ବିବାହ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri