Home

ନୂଆ ରୂପରେ କଳିଙ୍ଗ ଷ୍ଟୁଡିଓ

ଭୁବନେଶ୍ୱର,୯।୧୦(ବ୍ୟୁରୋ)- ୧୯୯୯ ମହାବାତ୍ୟା ଠାରୁ ସ୍ଥାଣୁ ପାଲଟିଯାଇଥିବା ଓଡ଼ିଶାର ଏକମାତ୍ର ଫିଲ୍ମ ଶୁଟିଂ ଷ୍ଟୁଡିଓ ‘କଳିଙ୍ଗ ଷ୍ଟୁଡିଓ’ ଚଳଚଞ୍ଚଳ ହୋଇଉଠିଛି। ଧାରାବାହିକ ଓ ବିଭିନ୍ନ କାର୍ଯ୍ୟକ୍ରମର ଶୁଟିଂ ସହ ଆଗାମୀଦିନରେ ଫିଲ୍ମ ଶୁଟିଂ ପାଇଁ ନିଜକୁ ପ୍ରସ୍ତୁତ କରିଛି ଷ୍ଟୁଡିଓ। ଅଚଳ…

୬ ମାସର ଗର୍ଭବତୀ ଥିବାବେଳେ ସ୍ତ୍ରୀଙ୍କୁ ଛାଡିପଳାଇଥିଲେ ଏହି ପ୍ରସିଦ୍ଧ ଗାୟକ

ବଲିଉଡ୍‌ର ପ୍ରସିଦ୍ଧ ଗାୟକ କୁମାର ସାନୁଙ୍କ ପୁଅ ଜାନ କୁମାର ଏବେ ବିଗ୍‌ ବସ୍‌ ଘରେ ଅଛନ୍ତି। ସେ ଘରର ସମସ୍ତ କାର୍ଯ୍ୟ ସଠିକ୍‌ ଭାବେ କରୁଛନ୍ତି। ନିକଟରେ ସେ ଏକ୍ସଟ୍ରା ମସାଲା କାର୍ଯ୍ୟକ୍ରମରେ ଘରର କିଛି ସଦସ୍ୟଙ୍କ ଆଗରେ ନିଜ…

ଅଧାରେ ଅଟକିଛି ମଣିଭଦ୍ରା ପତୁରିଆ ନଦୀବନ୍ଧ

ନୟାଗଡ଼ ଅଫିସ,୯।୧୦: ଜମି ଅଧିଗ୍ରହଣ ସମସ୍ୟା ଯୋଗୁ ନୟାଗଡ଼ ଜିଲା ଗଣିଆର ମଣିଭଦ୍ରା ପତୁରିଆ ନଦୀବନ୍ଧ ଅଧାରେ ଅଟକିଛି। ବନ୍ୟା ସମସ୍ୟାରୁ ମୁକୁଳିବା ପାଇଁ ଅଞ୍ଚଳବାସୀଙ୍କ ବାରମ୍ବାର ଦାବି ପରେ ଏହି ପ୍ରକଳ୍ପ କାର୍ଯ୍ୟକାରୀ କରିବାକୁ ସ୍ଥିର ହୋଇଥିଲା। ହେଲେ ୨୦୧୩ରୁ…

ବରୁଣାଡ଼ିହା ପାନୀୟ ଜଳ ପ୍ରକଳ୍ପ ମାମଲା: ପୁନର୍ବାର କାର୍ଯ୍ୟ ଆରମ୍ଭକୁ ବିରୋଧ

କେନ୍ଦ୍ରାପଡ଼ା ଅଫିସ,୯।୧୦: କେନ୍ଦ୍ରାପଡ଼ା ଜିଲାର ଆଳି ଓ ରାଜକନିକା ବ୍ଲକ ସୀମା ବରୁଣାଡିଆଠାରେ ଖରସ୍ରୋତା ନଦୀରେ ବର୍ଷେ ଧରି ପଡିରହିଥିବା ପାନୀୟ ଜଳ ପ୍ରକଳ୍ପ ଆରମ୍ଭ ହେବା ପରେ ଅଞ୍ଚଳବାସୀଙ୍କ ମଧ୍ୟରେ ପ୍ରତିକ୍ରିୟା ପ୍ରକାଶ ପାଇଛି। ଠିକା ସଂସ୍ଥା ପୋଲିସ ସାହାଯ୍ୟରେ…

ଫିଲ୍ମ ଇଣ୍ଡଷ୍ଟ୍ରିକୁ ବାଏ ବାଏ କହିଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ, ଜାଣନ୍ତୁ କାହିଁକି

ଅଭିନେତ୍ରୀ ସନା ଖାନ ଗ୍ଲାମର ଇଣ୍ଡଷ୍ଟ୍ରି ଛାଡିବାକୁଘୋଷଣା କରିଛନ୍ତି। ସୋସିଆଲ ମିଡିଆରେ ଏକ ଲମ୍ବା ପୋଷ୍ଟ ଲେଖି ସେ ଏହି ସୂଚନା ଦେଇଛନ୍ତି। ସନା କହିଛନ୍ତି ଯେ ବର୍ତ୍ତମାନ ସେ ଫିଲ୍ମ ଇଣ୍ଡଷ୍ଟ୍ରୀ ଦୁନିଆରୁ ଦୂରରେ ରହିବେ। ମୁଁ ଏବେ ଜୀବନର…

ଦିବ୍ୟାଙ୍ଗ, ବୟସ୍କ, କରୋନା ଆକ୍ରାନ୍ତଙ୍କ ଭୋଟିଂକୁ ନେଇ ସମୀକ୍ଷା

ଭୁବନେଶ୍ୱର,୯।୧୦(ବ୍ୟୁରୋ): ବାଲେଶ୍ବର ସଦର ଏବଂ ତିର୍ତ୍ତୋଲ ବିଧାନସଭା ନିର୍ବାଚନମଣ୍ଡଳୀରେ ହେବାକୁ ଥିବା ଉପନିର୍ବାଚନରେ ୮୦ରୁ ଅଧିକ ବୟସ୍କ, ଦିବ୍ୟାଙ୍ଗ ଏବଂ କରୋନାରେ ଆକ୍ରାନ୍ତ କିପରି ଭୋଟ ଦେବେ ସେନେଇ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି। ଏହି ଭୋଟରମାନେ ପୋଷ୍ଟାଲ ବାଲାଟ୍‌ ମାଧ୍ୟମରେ ସୁରୁଖୁରୁରେ…

ଇଶାନ କୁମାର ପାତ୍ର ଆଇଏଏନ୍‌ଏସ୍‌ ସଭାପତି

କଟକ ଅଫିସ,୯।୧୦: ରେଭେନ୍‌ଶା ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଇଶାନ କୁମାର ପାତ୍ର ଇଣ୍ଡିଆନ ଏକାଡେମୀ ଅଫ୍‌ ନ୍ୟୁରୋ ସାଇନ୍ସ (ଆଇଏଏନ୍‌ଏସ୍‌)ର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ୨୦୨୧ରୁ ୨୦୨୩ ମସିହା ପର୍ଯ୍ୟନ୍ତ ସେ ଏହି ସଭାପତି ପଦରେ ରହିବେ। ୪୦ ବର୍ଷର…

ରାଜ୍ୟରେ ଧାର୍ମିକସ୍ଥଳ ଖୋଲିବା ପ୍ରସଙ୍ଗ: ଶ୍ରୀମନ୍ଦିରକୁ ଅନ୍ୟ ସହ ତୁଳନା କରା ନ ଯାଉ

ପୁରୀ ଅଫିସ,୯।୧୦: କରୋନା ପାଇଁ ବନ୍ଦ ଥିବା ରାଜ୍ୟର ଧାର୍ମିିକସ୍ଥଳ ଖୁବଶୀଘ୍ର ଖୋଲିପାରେ। ଏଥିଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ସଙ୍କେତ ମିଳିଛି। ଜିଲାର ସ୍ଥିତି ଦେଖି କୋଭିଡ୍‌ ନିୟମ ମାନି ଖୋଲିବାକୁ ପରାମର୍ଶ ଦିଆଯାଇଛି। ସମସ୍ତ ଅଂଶୀଦାରଙ୍କ ସହ ଆଲୋଚନା କରି…

ଅନ୍‌ଲାଇନ୍‌ ପାଠପଢ଼ା ରିପୋର୍ଟ ଶିକ୍ଷକ ଦେବେ

ଭୁବନେଶ୍ୱର,୯।୧୦(ବ୍ୟୁରୋ): ଗତ ୬ମାସ ମଧ୍ୟରେ ହାଇସ୍କୁଲ୍‌ ଶିକ୍ଷୟିତ୍ରୀ, ଶିକ୍ଷକମାନେ ଅନ୍‌ଲାଇନରେ କିଭଳି ଓ କେତେ ପାଠ ପଢାଇଛନ୍ତି ତାହାର ରିପୋର୍ଟ ମାଗିଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ। ଏନେଇ ସମସ୍ତ ଜିଲା ଶିକ୍ଷା ଅଧିକାରୀ(ଡିଇଓ)ଙ୍କୁ ଚିଠି…

୧ ନିୟୁତ ଟନ୍‌ ପାଉଁଶ ପରିବହନ କରିବ ପୂର୍ବତଟ ରେଳପଥ

ଭୁବନେଶ୍ୱର,୯।୧୦ (ବ୍ୟୁରୋ): ୨୦୨୦-୨୧ରେ ପଣ୍ୟ ପରିବହନରେ ନିଜର ଅଂଶ ବୃଦ୍ଧି କରିବାକୁ ପୂର୍ବତଟ ରେଳପଥ ଲକ୍ଷ୍ୟ ରଖିଛି। ସଡ଼କ ମାର୍ଗରେ ପରିବହନ ହେଉଥିବା ପଣ୍ୟକୁ ରେଳପଥ ପ୍ରତି କିପରି ଆକୃଷ୍ଟ କରାଯାଇପାରିବ ସେଥିପ୍ରତି ପୂର୍ବତଟ ରେଳପଥ ଗୁରୁତ୍ୱାରୋପ କରୁଛି। ମହାପ୍ରବନ୍ଧକ ବିଦ୍ୟା…

ମା’ ବିରଜାଙ୍କ ରଥଯାତ୍ରାକୁ ଅନୁମତି: ଜିଲାପାଳଙ୍କୁ ଦାୟିତ୍ୱ ଦେଲେ ହାଇକୋର୍ଟ

କଟକ ଅଫିସ/ଯାଜପୁର ଟାଉନ,୯।୧୦: ଯାଜପୁରର ପ୍ରସିଦ୍ଧ ବିରଜା ମନ୍ଦିରର ରଥଯାତ୍ରାକୁ ଅନୁମତି ପ୍ରଦାନ କରିବା ସହ ଏହାର ଆୟୋଜନ ଦାୟିତ୍ୱ ଯାଜପୁର ଜିଲାପାଳଙ୍କ ଉପରେ ହାଇକୋର୍ଟ ନ୍ୟସ୍ତ କରିଛନ୍ତି। କୋଭିଡ୍‌ କଟକଣା ଭିତରେ ସମସ୍ତ କାର୍ଯ୍ୟ କରିବାକୁ ହାଇକୋର୍ଟ ମୁଖ୍ୟ ବିଚାରପତି…

ରାମ୍‌କୋ ସିମେଣ୍ଟ ଗ୍ରାଇଣ୍ଡିଂ ୟୁନିଟ୍‌ ଶୁଭାରମ୍ଭ: ଭିସିରେ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଧର୍ମଶାଳା,୯।୧୦ (ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅଧୀନ ହରିଦାସପୁରଠାରେ ନିର୍ମିତ ରାମ୍‌କୋ ସିମେଣ୍ଟ ଗ୍ରାଇଣ୍ଡିଂ ୟୁନିଟ୍‌ ଗୁରୁବାର ଅପରାହ୍ନରେ ଶୁଭାରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସ (ଭିସି) ମାଧ୍ୟମରେ ଏହାର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ଅତିଥି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri