Home

ଥରିଲା ହିମାଚଳ ପ୍ରଦେଶ

ସିମ୍‌ଲା,୧୪।୨: ହିମାଚନ ପ୍ରଦେଶର ରବିବାର ଭୁକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତିବ୍ରତା ୩.୨ ମପାଯାଇଛି। ଭୂକମ୍ପର କେନ୍ଦ୍ରସ୍ଥଳ ବିଳାଶପୁର ବୋଲି ଜଣାପଡିଛି। ଏହି ଭୂକମ୍ପରେ କୌଣସି କ୍ଷୟକ୍ଷତିର ଆକଳନ ଏପର୍ଯ୍ୟନ୍ତ କରାଯାଇ ନାହିଁ। ଗତ ଶୁକ୍ରବାର ଉତ୍ତର ଭାରତରେ…

ଭାଲେଣ୍ଟାଇନ୍‌ ଡେ’ରେ ସ୍ବତନ୍ତ୍ର ଭିଡିଓ ଶେୟାର କଲେ ଆନନ୍ଦ ମହିନ୍ଦ୍ରା, ଲୋକେ କହିଲେ ସବୁଠୁ ବଡ ଉପହାର

ଆଜି ଫେବୃୟାରୀ ୧୪, ସମଗ୍ର ବିଶ୍ୱରେ ଆଜି ଭାଲେଣ୍ଟାଇନ ଡେ’ ଅର୍ଥାତ୍‌ ପ୍ରେମ ଦିବସ ଭାବେ ପାଳନ କରାଯାଉଛି। କରୋନା ଯୋଗୁ ଚଳିତ ବର୍ଷ ଭାଲେଣ୍ଟାଇନ୍ସ ଡେ’ରେ ଅଧିକ ଖାସ୍‌ ହୋଇନାହିଁ। ଏହି ବିଶେଷ ଦିନରେ ଭାରତର ପ୍ରସିଦ୍ଧ ବ୍ୟବସାୟୀ ଆନନ୍ଦ…

ମାତ୍ର ୧ ଟଙ୍କା ଦେଇ ପେଟ ପୂରା ଖାଇଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୧୪।୨: ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ କ୍ରିକେଟର୍‌ ତଥା ଭାଜପା ଏମ୍‌ପି ଗୌତମ ଗମ୍ଭୀର ନିଜ ନିର୍ବାଚନ ମଣ୍ଡଳୀରେ ଅନେକ ସାମାଜିକ କଲ୍ୟାଣ କାର୍ଯ୍ୟ କରୁଛନ୍ତି। ନିକଟରେ ସେ ନିଜ ସଂସଦୀୟ କ୍ଷେତ୍ରରେ ଦ୍ୱିତୀୟ ଜନ ରସୋଇ କ୍ୟାଣ୍ଟିନ୍‌ ଆରମ୍ଭ କରିଛନ୍ତି।…

ଖାକି ବଦଳରେ କୋଲକାତା ପୋଲିସ ପିନ୍ଧନ୍ତି ଧଳା ରଙ୍ଗର ପୋଷାକ, କାରଣ ଜାଣିଲେ…

ସାଧାରଣତଃ ଆମ ଦେଶରେ ପୋଲିସମାନେ ଖାକି ରଙ୍ଗର ପୋଷାକ ପିନ୍ଧିଥାନ୍ତି। ମାତ୍ର ଆପଣ ଜାଣନ୍ତି କି କେବଳ କୋଲକାତାର ପୋଲିସମାନେ ହିଁ ଧଳା ପୋଷାକ ପିନ୍ଧିଥାନ୍ତି। ଜାଣନ୍ତୁ କ’ଣ ରହିଛି ଏହାର କାରଣ… ଖାକି ଏବଂ ଧଳା ପୋଷାକ ଇଂରେଜମାନଙ୍କ ଅମଳରୁ…

ନିଆରା ରେକର୍ଡ ହାସଲ କଲା ଭାରତୀୟ ଦଳ

ଚେନ୍ନାଇ,୧୪।୨: ଭାରତ ଏବଂ ଇଲଂଣ୍ଡ ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟେଷ୍ଟର ପ୍ରଥମ ଇନିଂସରେ ଟିମ ଇଣ୍ଡିଆ ୩୨୯ ରନ ସଂଗ୍ରହ କରିଥିଲା। ଏହି ମ୍ୟାଚ୍‌ ଟିମ ଇଣ୍ଡିଆ ଏକ ନିଆରା ରେକର୍ଡ ନେଇଛି। ଅତିରିକ୍ତ ରନ ବିନା ଟେଷ୍ଟର ଇନିଂସରେ ଏହା…

ଏହି ପ୍ରସିଦ୍ଧ କ୍ରିକେଟର୍‌ଙ୍କୁ ପଛରେ ପକାଇଲେ ଆର୍‌. ଅଶ୍ୱିନ୍‌

ଚେନ୍ନାଇ,୧୪।୨: ଭାରତ ଏବଂ ଇଂଲଣ୍ଠ ମଧ୍ୟ ଦ୍ୱିତୀୟ ଟେଷ୍ଟ ଚେନ୍ନାଇରେ ଖେଳାଯାଉଛି। ପ୍ରଥମ ଇନିଂସରେ ଭାରତର ୩୨୯ ରନ୍‌ ଜବାବରେ ଇଂଲଣ୍ଡ ପ୍ରଥମ ଇନିଂସରେ ୧୩୪ ରନ ସଂଗ୍ରହ କରିଥିଲା। ଏହି ପରିପ୍ରେକ୍ଷୀରେ ଭାରତ ପ୍ରଥମ ଇନିଂସରେ ୧୯୫ରନର ଆଗୁଆ ରହିଛି।…

ରବିବାର ବିଦ୍ୟାଳୟ, ମହାବିଦ୍ୟାଳୟ ସ୍ଥିତି ପରଖିଲେ ନିର୍ଦ୍ଦେଶକ

ନିଶ୍ଚିନ୍ତକୋଇଲି,୧୪।୨(ସ୍ବ.ପ୍ର.): କରୋନା ମହାମାରୀ ପାଇଁ ବିଦ୍ୟାଳୟ ଓ ମହାବିଦ୍ୟାଳୟ ବନ୍ଦ ଥିଲା । ଗତ ମାସରୁ ଦଶମ ଓ ଦ୍ୱାଦଶ ପିଲାମାନଙ୍କୁ ଶ୍ରେଣୀ କକ୍ଷରେ ଶିକ୍ଷାଦାନ ବ୍ୟବସ୍ଥା ରାଜ୍ୟ ସରକାର ଆରମ୍ଭ କରିଛନ୍ତି। ୧୦୦ଦିନ ଶିକ୍ଷାଦାନର ଏକ ବ୍ୟବସ୍ଥା କରି କୋଭିଡ୍‌…

ହ୍ବିସିଲ୍‌ ମାରି ଦର୍ଶକଙ୍କୁ ଏମିତି ଡିମାଣ୍ଡ କଲେ କୋହଲି

ଚେନ୍ନାଇ,୧୪।୨: ଚେନ୍ନାଇର ଚେପାକ ଗ୍ରାଉଣ୍ଡରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଚାଲିଥିବା ଚାରି ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ ଖେଳାଯାଉଛି। ଦ୍ୱିତୀୟ ଟେଷ୍ଟର ଦ୍ୱିତୀୟ ଦିନରେ ଭାରତୀୟ ସ୍ପିନରଙ୍କ ଆଧାରରେ ଟିମ ଇଣ୍ଡିଆ ଇଂଲଣ୍ଡ ଉପରେ କଡା ଜବାବ ଦେଇଛି। ରବିବାରର…

ଡଙ୍ଗାରେ ନଦୀ ପାର ହେଉଥିବା ସମୟରେ ଭାସିଗଲେ

କଣିହାଁ,୧୪।୨(ଡି.ଏନ୍‌.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକ ଟିକିରା ନଦୀରେ କରଡେଇ ଘାଟରେ ଡଙ୍ଗାରେ ପାର ହେଉଥିବାବେଳେ ଜଣେ ବ୍ୟକ୍ତି ଭାସିଯାଇ ନିଖୋଜ ଥିବା ଜଣାପଡ଼ିଛି। ତାଙ୍କ ନାମ ପବିତ୍ର ପ୍ରଧାନ (୫୦) ହୋଇଥିବା ବେଳେ ଘର କଣିହାଁ ଥାନା ଚିନ୍ତାମଣିପୂର ବୋଲି…

ଜମ୍ମୁ ବସ୍‌ଷ୍ଟାଣ୍ଡ୍‌ ନିକଟରୁ ୭ କିଲୋଗ୍ରାମ୍‌ ଆର୍‌ଡିଏକ୍ସ ଜବତ

ଶ୍ରୀନଗର,୧୪।୨: ପୁଲଓ୍ବାମା ଆତଙ୍କବାଦୀ ଆକ୍ରମଣ ଘଟଣାକୁ ରବିବାର ୨ ବର୍ଷ ପୂରଣ ହୋଇଛି। ରାଜ୍ୟରେ ସୁରକ୍ଷା ବ୍ୟବସ୍ଥା କଡ଼ିକଡ଼ି ରହିଛି। ତେବେ ଜମ୍ମୁ ବସ୍‌ଷ୍ଟାଣ୍ଡ୍‌ ନିକଟରୁ କଶ୍ମୀର ଜୋନ୍‌ ପୋଲିସ ୭ କିଲୋଗ୍ରାମ୍‌ ଆର୍‌ଡିଏକ୍ସ ଜବତ କରିଛି। ଏହାଦ୍ୱାରା ଆତଙ୍କବାଦୀଙ୍କ ପକ୍ଷରୁ…

ଆଜିର ଦିନରେ ଅନ୍ୟପାଇଁ ଉଦାହରଣ ଏସବୁ ପ୍ରେମକାହାଣୀ: ଶୁଣିଲେ ଆଖି ହେବ ଓଦା, ଖୁସିରେ ଭରିବ…

ପ୍ରେମ ଶାଶ୍ୱତ, ସୁନ୍ଦର ଓ ପବିତ୍ର। ଏଥିରେ ଥାଏ ପରସ୍ପର ପ୍ରତି କେବଳ ନିଚ୍ଛକ ଭଲପାଇବା। ଆଉ ଏହି ଭଲପାଇବା ଦେଖେନାହିଁ ଜାତି, ଧର୍ମ କି ସୁନ୍ଦର ରୂପ ରଙ୍ଗ। କେବଳ ନିର୍ମଳ ମନଟିଏ ଆବଶ୍ୟକ ହୁଏ ଜଣଙ୍କର ହୃଦୟକୁ ଚିହ୍ନିବାକୁ…

ମ୍ୟାନେଜର୍‌ଙ୍କୁ କରିଛନ୍ତି ଜୀବନସାଥୀ: ବେଶ୍‌ ରୋମାଣ୍ଟିକ୍‌ ହିଟ୍‌ମ୍ୟାନ୍‌ଙ୍କ ଲଭ୍‌ଷ୍ଟୋରୀ

ଇଂଲଣ୍ଡ ବିପକ୍ଷ ଟେଷ୍ଟରେ ଶତକୀୟ ପାଳି ଖେଳି ପ୍ରଶଂସକଙ୍କ ହୃଦୟ ଜିତିଥିବା ରୋହିତଙ୍କ ଜୀବନସାଥୀ ହେଲେ ରିତିକା ସଜଦେହ। ଉଭୟଙ୍କ ଲଭ୍‌ଷ୍ଟୋରୀ ବେଶ୍‌ ରୋମାଣ୍ଟିକ୍‌। ପ୍ରଥମେ ରୋହିତଙ୍କ ମ୍ୟାନେଜର ଥିଲେ ସେ। ଛଅ ବର୍ଷରୁ ଅଧିକ ସମୟ ଧରି ରୋହିତଙ୍କୁ ଜାଣିଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?