ଏହି ୨ ଅକ୍ଷର ନାମଧାରୀ ମହିଳା ସର୍ବଦା ରହିଥାନ୍ତି ଚିନ୍ତାରେ
ରାଶି ଏବଂ ନାମର ପ୍ରଥମ ଅକ୍ଷରରୁ ଝିଅ ତଥା ମହିଳାଙ୍କ ସ୍ବଭାବ ବିଷୟରେ ଜଣାପଡ଼ିଥାଏ। ତେବେ ଏହି ୨ ଅକ୍ଷର ନାମଧାରୀ ମହିଳାମାନେ ସବୁବେଳେ ଚିନ୍ତାରେ ରହିଥାନ୍ତି। ଏହି ୨ ଅକ୍ଷର ହେଲା ‘ପି ’ ଏବଂ ‘କେ’। ‘ପି’ ନାମଧାରୀ…
ଧରିତ୍ରୀ ଖବରକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଟୁଇଟ୍, ସାଇଙ୍କ ଚିକିତ୍ସା ପାଇଁ ବଢୁଛି ସହଯୋଗର ହାତ
ବରଗଡ଼ ଅଫିସ,୭।୧: ବରଗଡ଼ ପୌର ପରିଷଦ ଅଧୀନ ଓ୍ବାର୍ଡ ନଂ-୧ ନିଗମାନନ୍ଦ ବିହାରସ୍ଥିତ ଏକ ଭଡ଼ାଘରେ ରହୁଥିବା ପୂଜା ୟାଦବ ଓ କଲ୍ଲୁ ୟାଦବଙ୍କ ଏକ ଶିଶୁପୁତ୍ର ସାଇ ଗୁରୁତର ଅସୁସ୍ଥ ଅଛନ୍ତି। ତାଙ୍କ ବୟସ ୧୪ ମାସ ହୋଇଥିବା ବେଳେ…
ବ୍ୟକ୍ତିଙ୍କ ନିକଟରେ ଏହି ୨ ଗୁଣ ଥିଲେ ଶତ୍ରୁ ବି ପାଲଟିବେ ମିତ୍ର, ସମାଜରେ ବଢ଼ିବ ମାନ-ସମ୍ମାନ
ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ମନୁଷ୍ୟ ଜୀବନ ସହ ଜଡ଼ିତ ବିଭିନ୍ନ ସମସ୍ୟା ଓ ତା’ର ନିଦାନ ସମ୍ପର୍କରେ ବର୍ଣ୍ଣନା କରିଛନ୍ତି। ଏହି ନୀତିକୁ ଆପଣାଇବା ଦ୍ୱାରା ମଣିଷ ଜୀବନରେ ସଫଳତା ପାଇଥାଏ। ଏହି କ୍ରମରେ ଚାଣକ୍ୟ ଶତ୍ରୁଙ୍କୁ ମିତ୍ର କରିବାର ଦୁଇଟି…
ଅପେକ୍ଷାରେ କରିନା
ବଲିଉଡ୍ର ଲୋକପ୍ରିୟ ଅଭିନେତ୍ରୀ କରିନା କପୁର ସୋସିଆଲ ମିଡିଆରେ ସବୁବେଳେ ସକ୍ରିୟ ରହିଥାନ୍ତି। ସବୁ ସମୟରେ ସେ ନିଜର ଫଟୋ ଏବଂ ଭିଡିଓ ପ୍ରଶଂସକଙ୍କ ପାଇଁ ଶେୟାର କରିଥାନ୍ତି। ନିକଟରେ ତାଙ୍କର ଏକ ଫଟୋ ଖୁବ୍ ଭାଇରାଲ ହେବାରେ ଲାଗିଛି। ଏହି…
ଏକଦା ଗୋଟିଏ ବଖରା ଘରେ ସ୍ତ୍ରୀ,ପିଲାଙ୍କ ସହ ରହୁଥିଲେ ଏହି ଅଭିନେତା; ଏବେ ଆମିରଙ୍କ ଘର ନିକଟରେ କିଣିଲେ ବଙ୍ଗଳା
ବମ୍ବେ: ବଲିଉଡ୍ର ଏପରି କିଛି କଳାକାର ଅଛନ୍ତି , ଯେଉଁମାନେ ନିଜର ଅଭିନୟ ଚାତୁରୀରେ ଦର୍ଶକଙ୍କୁ ବାନ୍ଧି ରଖନ୍ତି। ସେମାନଙ୍କ ମଧ୍ୟରୁ ଅଭିନେତା ପଙ୍କଜ ତ୍ରିପାଠୀ ଜଣେ। ଖଳନାୟକଠାରୁ ଆରମ୍ଭ କରି ହାସ୍ୟ ଅଭିନେତା ତଥା ଅନ୍ୟ ଭୂମିକାରେ ସେ ମନ…
ଡିଆରଡିଏ କାର୍ଯ୍ୟାଳୟ ଘେରାଉ କଲେ ଗାଁ ସାଥୀ
କେନ୍ଦୁଝର,୭।୧(ସ୍ବ.ପ୍ର.): ମହାତ୍ମାଗାନ୍ଧୀ ଜାତୀୟ କର୍ମ ନିଯୁକ୍ତି ଯୋଜନାରେ କାର୍ଯ୍ୟ ସମ୍ପାଦନ ପାଇଁ ନିୟୋଜିତ ଗାଁ ସାଥୀ (ମେଟ୍)ମାନଙ୍କ ବିଭିନ୍ନ ସମସ୍ୟାକୁ ନେଇ ଗୁରୁବାର ଗାଁ ସାଥୀ ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି, ଓଡ଼ଶା ପକ୍ଷରୁ ୨୩ ଦଫା ଦାବି ନେଇ ଘେରାଉ…
ପ୍ରଥମ ଥର ଝିଅଙ୍କ ସହ ବିଜ୍ଞାପନରେ ନଜର ଆସିଲେ ଧୋନୀ
ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନିଙ୍କ ଝିଅ ଜିଭା ଏବେ ମାତ୍ର ୫ ବର୍ଷର। ମାତ୍ର ୫ ବର୍ଷ ବୟସରୁ ସେ ଆୟ କରିବା ଆରମ୍ଭ କରିଦେଇଛନ୍ତି। ନିକଟରେ ଜିଭା ବାପା ଧୋନୀଙ୍କ ସହ ଏକ ବିସ୍କୁଟ…
ଆଜି ରାଜଧାନୀରୁ ୧୦ ନୂଆ ପଜିଟିଭ୍ ଚିହ୍ନଟ, ସୁସ୍ଥ ହେଲେ ୧୧
ଭୁବନେଶ୍ୱର,୭ା୧(ବ୍ୟୁରୋ): ରାଜଧାନୀରୁ ଗୁରୁବାର ୯ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେହିପରି ୧୧ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବିଏମ୍ସି ଟୁଇଟ୍ କରି ସୂଚନା ଦେଇଛି। କ୍ୱାରାଣ୍ଟାଇନରୁ ୫ ଜଣ ଚିହ୍ନଟ ହୋଇଥିବା ବେଳେ ୫ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।…
ମନେ ପଡ଼ିଲେ ବାପା
ସିଡନୀ,୭।୧: ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯାଉଥିବା ତୃତୀୟ ଟେଷ୍ଟ ମ୍ୟାଚ୍ର ପ୍ରଥମ ଦିନରେ ଟିମ୍ ଇଣ୍ଡିଆର ଦ୍ରୁତ ବୋଲର ମହମ୍ମଦ ସିରାଜ ଚର୍ଚ୍ଚାରେ। ମ୍ୟାଚ୍ ଆରମ୍ଭରୁ ଜାତୀୟ ସଂଗୀତ ପରିବେଷଣ କରାଯାଉଥିବା ସମୟରେ ଭାବପ୍ରବଣ ହୋଇପଡ଼ିଥିଲେ ସେ। କେହି କେହି ଏହାକୁ ତାଙ୍କ…
ମଣିଷଙ୍କ ପୂର୍ବରୁ ପ୍ରଥମେ ଏହି ଜୀବକୁ ଦିଆଯାଇଥିଲା କରୋନା ଟିକା
ଓ୍ବାଶିଂଟନ,୭।୧: କରୋନା ଟିକା ପାଇଁ ସମଗ୍ର ବିଶ୍ୱବାସୀ ଚାତକ ପରି ଚାହିଁ ରହିଛନ୍ତି। କିଛି ସ୍ଥାନରେ ଲୋକେ ଏହି ଟିକା ନେଲେଣି ମଧ୍ୟ। ମାତ୍ର ଜାଣନ୍ତି କି ମଣିଷକୁ କରୋନା ଟିକା ଦିଆଯିବା ପୂର୍ବରୁ ଏକ ଜୀବ ଦେହରେ ଦିଆଯାଇଥିଲା। ଏହି…
ଏହି ରୋଗରେ ଆକ୍ରାନ୍ତ ଅନୁଷ୍କା ଶର୍ମା
ବଲିଉଡ୍ ଅଭିନେତ୍ରୀ ଅନୁଷ୍କା ଶର୍ମା ଖୁବ୍ ଶୀଘ୍ର ମା’ ହେବାକୁ ଯାଉଛନ୍ତି। ଏହାରି ମଧ୍ୟରେ ସେ ବାରମ୍ବାର କ୍ଲିନିକ୍ ଯାଉଥିବା ମଧ୍ୟ ନଜର ଆସିଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ତାଙ୍କର ଗର୍ଭାବସ୍ଥାକୁ ନେଇ କୌଣସି ଅସୁବିଧା ହୋଇନାହିଁ। ଆତ୍ର ଅନେକ ବର୍ଷ ହେବ…
ସିରାଜଙ୍କ ଦେଶଭକ୍ତିକୁ ସଲାମ କଲେ କୈଫ, ଜାଫର କହିଲେ ‘କ୍ରିକେଟର ଦର୍ଶକଙ୍କ ପାଇଁ ନୁହେଁ ଦେଶ ପାଇଁ ଖେଳେ’
ନୂଆଦିଲ୍ଲୀ,୭।୧: ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ୪ ମ୍ୟାଚ୍ ବିଶିଷ୍ଟ ସିରିଜର ତୃତୀୟ ଟେଷ୍ଟର ପ୍ରଥମ ଦିନରେ ଏକ ହୃଦୟସ୍ପର୍ଶୀ ଘଟଣା ଦେଖିବାକୁ ମିଳିଛି। ମ୍ୟାଚ୍ ଆରମ୍ଭ ପୂର୍ବରୁ ଜାତୀୟସଂଗୀତ ଗାନ ସମୟରେ ମହମ୍ମଦ ସିରାଜ ଭାବବିହ୍ବଳ ହୋଇଯାଇଥିଲେ। ଏହି ସମୟର ଅନେକ…
Archives


