Home

କୃଷି ଆଇନକୁ ବିରୋଧ କରି ‘ଦିଲ୍ଲୀ ଚଲୋ’ ଡାକରା

ଚଣ୍ଡିଗଡ଼, ୨୫ା୧୧: କେନ୍ଦ୍ରର କୃଷି ବିଲ୍‌କୁ ବିରୋଧକରି ପଞ୍ଜାବ, ହରିୟାଣାର ସହସ୍ରାଧିକ କୃଷକ ‘ଦିଲ୍ଲୀ ଚଲୋ’ ଡାକରା ଦେବା ସହ ବିକ୍ଷୋଭ ଲାଗି ଆଗେଇ ଆସିଛନ୍ତି। ହରିୟାଣା ସୀମାରେ ଟ୍ରାକ୍ଟର, ଟ୍ରେଲର ସହ କୃଷକମାନେ ମେଳି ବାନ୍ଧିଥିବାବେଳେ କଡ଼ା ସୁରକ୍ଷା ବ୍ୟବସ୍ଥା…

ଏଲଏସିରେ ଉତ୍ତେଜନା ମଧ୍ୟରେ ଚାଇନା ଉପରେ ନଜର ରଖିବ ଆମେରିକାର ଏହି ଡ୍ରୋନ

ନୂଆଦିଲ୍ଲୀ,୨୫।୧୧: ସୀମାରେ ଚାଇନା ସହ ଜାରି ରହିଥିବା ଉତ୍ତେଜନା ମଧ୍ୟରେ ଆମେରିକା ସହ ଭାରତର ଘନିଷ୍ଠତା ଯୋଗୁ ମିଳିଥିବା ଦୁଇଟି ଡ୍ରୋନକୁ ନୌସେନାରେ ସାମିଲ କରାଯାଇଛି। ହିନ୍ଦ ଓ ପ୍ରଶାନ୍ତ ମହାସାଗରରେ ନଜର ରଖିବା ପାଇଁ ଆମେରିକାରୁ ଆସିଥିବା ୨ଟି ପ୍ରିଡେଟର…

ରାଜ୍ୟରେ ସୁସ୍ଥ ହେଲେ ଆଉ ୭୨୮ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୫ା୧୧(ବ୍ୟୁରୋ): ବୁଧବାର ରାଜ୍ୟରୁ ଆଉ ୭୨୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ଆଜି ସର୍ବାଧିକ ଖୋର୍ଦ୍ଧାରୁ ୧୦୩ ଜଣ ସୁସ୍ଥ ହୋଇଥିବା ବେଳେ ମୟୂରଭଞ୍ଜରୁ ୭୩,…

ଡାକ ଟିକେଟ-ଶହେ ଟଙ୍କିଆ ମୂଦ୍ରା ଜାରି କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୫।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଲକ୍ଷ୍ନୌ ବିଶ୍ୱବିଦ୍ୟାଳୟର ୧୦୦ତମ ବାର୍ଷିକୀ ଉତ୍ସବରେ ଭିଡିଓ କନ୍‌ଫରେନ୍ସ ଜରିଆରେ ଯୋଗଦେଇଥିଲେ। ଲକ୍ଷ୍ନୌ ବିଶ୍ୱବିଦ୍ୟାଳୟ ୧୦୦ ବର୍ଷ ପୂରଣ କରିଥିବାରୁ ସେ ହାର୍ଦ୍ଧିକ ଶୁଭେଚ୍ଛା ଜଣାଇଛନ୍ତି। ଶହେ ବର୍ଷର ସମୟ କେବଳ ଏକ ପରିସଂଖ୍ୟାନ…

ସ୍ଥଳଭାଗ ମୁହାଁ ‘ନିଭାର’, ଓଡ଼ିଶାକୁ ବାତ୍ୟା ଭୟ ନାହିଁ

ଭୁବନେଶ୍ୱର,୨୫ା୧୧(ବ୍ୟୁରୋ): ବଙ୍ଗୋପସାଗର ଦକ୍ଷିଣ-ପଶ୍ଚିମରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ‘ନିଭାର’ ମଙ୍ଗଳବାର ରାତିରୁ ସିଭିୟର ସାଇକ୍ଲୋନିକ୍‌ ଷ୍ଟର୍ମରେ ପରିଣତ ହୋଇଛି। ଏବେ ଉପକୂଳ ଆଡ଼େ ମାଡ଼ି ଆସୁଥିଲେ ମଧ୍ୟ ତା’ର ସିଧାସଳଖ ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ ବୋଲି ରାଜ୍ୟ…

ବାତ୍ୟା ‘ନିଭାର’ ପାଇଁ ଏହିସବୁ ଟ୍ରେନ୍‌ ବାତିଲ

ଚେନ୍ନାଇ,୨୫ା୧୧: ବାତ୍ୟା ‘ନିଭାର’ଯୋଗୁ ତାମିଲନାଡୁ ଏବଂ ପୁଡୁଚେରୀ ଉପକୂଳବର୍ତ୍ତୀ ଅଞ୍ଚଳରେ ରେଳବାଇ ଅନେକ ଟ୍ରେନ ବାତିଲ କରିଥିବାବେଳେ କିଛି ଟ୍ରେନରେ ମଧ୍ୟ ପରିବର୍ତ୍ତନ କରାଯାଇଛି। ଏହି ସାମୁଦ୍ରିକ ଝଡ଼ ତାମିଲନାଡୁ ଏବଂ ପୁଡୁଚେରୀ ଉପକୂଳ ଦେଇ ବୁଧବାର ରାତିରେ ଅତିକ୍ରମ କରିପାରେ।…

ମମତାଙ୍କ ଖୋଲା ଚ୍ୟାଲେଞ୍ଜ: ସାହସ ଅଛି ତ ଗିରଫ କରାଉ ଭାଜପା

କୋଲକାତା,୨୫।୧୧: ପଶ୍ଚିମବଙ୍ଗରେ ଆସନ୍ତାବର୍ଷ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏଭଳି ସ୍ଥିତିରେ ଶାସକ ଦଳ ଟିଏମ୍‌ସି ଓ ବିରୋଧୀ ଦଳ ରାଜ୍ୟରେ ନିର୍ବାଚନ ପ୍ରଚାର ଜୋରଦାର ଚଳାଇଛନ୍ତି। ଏହିକ୍ରମରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାଜ୍ୟର ବାଙ୍କୁଡାରେ ନିର୍ବାଚନ ରାଲିକୁ ସମ୍ବୋଧିତ କରିଛନ୍ତି।…

ଏମିତି ମନ୍ଦିର: ଯେଉଁଠି ପବନରେ ଝୁଲି ରହିଛି ଏକ ଖମ୍ବ, ଆଜି ବି ରହସ୍ୟାବୃତ୍ତ

ଭାରତକୁ ମନ୍ଦିରର ଦେଶ କୁହାଯାଏ। କାରଣ ଏଠାରେ ଅନେକଗୁଡ଼ିଏ ମନ୍ଦିର ଅଛି, ଯାହାକୁ ଗଣିବା ଅସମ୍ଭବ। ସେଥିମଧ୍ୟରୁ କିଛି ମନ୍ଦିର ମହାନତା ଏବଂ ଅନନ୍ୟ ବିଶ୍ୱାସ ପାଇଁ ବେଶ୍‌ ଜଣାଶୁଣା। ଏମିତି ଏକ ଅନନ୍ୟ ମନ୍ଦିର ଆନ୍ଧ୍ରପ୍ରଦେଶର ଅନନ୍ତପୁର ଜିଲାରେ ଅଛି।…

ଡିସେମ୍ବର ପାଇଁ ଆସିଲା ଗାଇଡ୍‌ଲାଇନ: ଜାଣନ୍ତୁ କ’ଣ ରହିବ ଖୋଲା, କ’ଣ ରହିବ ବନ୍ଦ

ନୂଆଦିଲ୍ଲୀ: ଡିସେମ୍ବର ପାଇଁ ଗୃହ ମନ୍ତ୍ରଣାଳୟ ପକ୍ଷରୁ ବୁଧବାର ଗାଇଡ୍‌ଲାଇନ ଜାରି କରାଯାଇଛି। କରୋନା ମୁକାବିଲା ପାଇଁ ସୁରକ୍ଷା ଉପରେ ଗାଇଡ୍‌ଲାଇନରେ ଗୁରୁତ୍ୱ ଦିଆଯାଇଛି। କଣ୍ଟେନମେଣ୍ଟ ଗାଇଡ୍‌ଲାଇନକୁ କଡ଼ାକଡ଼ି ମାନିବାକୁ ପରାମର୍ଶ ଦିଆଯାଇଛି। କଣ୍ଟେନମେଣ୍ଟ ଜୋନ୍‌ରେ କେବଳ ଅତି ଜରୁରୀ କାର୍ଯ୍ୟକୁ…

ଦ୍ରୁତ ଗତିରେ ଆସି ଘରେ ପଶିଗଲା କାର୍‌, ଆଉ ତା’ ପରେ…

ଲଣ୍ଡନ,୨୫ା୧୧: ବ୍ରିଟେନର ଜଣେ ଯୁବକ ଦ୍ରୁତଗତିରେ ଏକ କାର୍‌ ଚଳାଇ ଏକ ଘର ଭିିତରେ ପଶିଗଲେ। ଯେତେବେଳେ ବାହାରକୁ ଆସିଲେ, ସେତେବେଳେ ଘରର ମୁଖ୍ୟ ଦ୍ୱାର କବାଟ ଭାଙ୍ଗି ତାଙ୍କ କାର୍‌ରେ ଲାଖି ରହିଥିଲା। ଏହି ଘଟଣା ଜଣା ପଡ଼ିବା ପରେ…

ପ୍ରେମରେ ଉବୁଟୁବୁ ଇରା: ବାପାଙ୍କ ଫିଟ୍‌ନେସ୍‌ କୋଚଙ୍କୁ କରୁଛନ୍ତି ଡେଟ୍‌

ମୁମ୍ବାଇ: ବଲିଉଡ୍‌ ପରଫେକ୍ଟନିଷ୍ଟ ଅମିର ଖାଁଙ୍କ ଝିଅ ଇରା ଖଁା ସୋସିଆଲ ମିଡିଆରେ ସବୁବେଳେ ଆକ୍ଟିଭ ରହିଥାନ୍ତି। ପ୍ରାୟ ସମରେ ସେ ନିଜ ଜୀବନ ହେଉ ବା ମନର କଥାକୁ ପ୍ରଶଂସକଙ୍କ ସହ ଶେୟାର କରିଥାନ୍ତି। ନିକଟରେ ସେ ଡିପ୍ରେସନ ଥିବା…

ଗୁଗଲ ପେ’ ବ୍ୟବହାରକାରୀ ଏହି କଥା ଜାଣିବା ନିହାତି ଦରକାର, ନଚେତ୍‌…

ନୂଆଦିଲ୍ଲୀ: ଯଦି ଆପଣ ଗୁଗଲ ପେ’ରୁ ପଇସା ନେଣଦେଣ କରୁଛନ୍ତି ତେବେ ଏହି କଥା ଜାଣିବା ନିହାତି ବହୁତ ଜରୁରୀ । ଡିଜିଟାଲ ପ୍ଲାଟଫର୍ମ ଗୁଗଲ ପେ’ ଆଗାମୀ ବର୍ଷ ଜାନୁୟାରୀରୁ ନିଜ ପିୟର-ଟୁ-ପିୟର ପେମେଣ୍ଟ ସୁବିଧାକୁ ବନ୍ଦ କରିବାକୁ ଯାଉଛି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri