କ୍ରିକେଟ ବିଶ୍ୱକପ୍‌

ପରାଜୟରେ ମୋଦି ନିରାଶ

ନୂଆଦିଲ୍ଲୀ, ୧୧।୭ (ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍‌ର ଏକ ହାଇଭୋଲଟେଜ ସେମିଫାଇନାଲ ମ୍ୟାଚ୍‌ରେ ବୁଧବାର ଭାରତୀୟ ଦଳ ୧୮ ରନରେ ନ୍ୟୁଜିଲାଣ୍ଡ ନିକଟରୁ ପରାସ୍ତ ହୋଇ ପ୍ରତିଯୋଗିତାରୁ…

7 years ago

ଅବସର ନେବେ ନାହିଁ ହାଫିଜ୍‌

କରାଚୀ, ୧୧।୭ (ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍‌ରେ ନୈରାଶ୍ୟଜନକ ପ୍ରଦର୍ଶନ କରି ଲିଗ୍‌ ପର୍ଯ୍ୟାୟରୁ ବିଦାୟ ନେଇଥିଲେ ମଧ୍ୟ ପାକିସ୍ତାନ ଭେଟେରାନ ଅଲ୍‌ରାଉଣ୍ଡର ମହମ୍ମଦ ହାଫିଜ ବର୍ତ୍ତମାନ…

7 years ago

ଆଇସିସି ବିଶ୍ୱକପ୍‌: ଇଂଲଣ୍ଡ- ଅଷ୍ଟ୍ରେଲିଆ ଦ୍ୱିତୀୟ ସେମିଫାଇନାଲ

ବର୍ମିଂହାମ,୧୧।୭(ପି.ଟି.)- ଚଳିତ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପ୍‌ର ଦ୍ୱିତୀୟ ସେମିଫାଇନାଲରେ ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଇଂଲଣ୍ଡ ଓ ଅଷ୍ଟ୍ରେଲିଆ ପରସ୍ପରକୁ ଭେଟିବେ। ଗୁରୁବାର ବର୍ମିଂହାମର ଏଜବାଷ୍ଟନ…

7 years ago

ଆଇସିସି ବିଶ୍ୱକପ୍‌: ଭାରତ ଆଶା ଧୂଳିସାତ୍‌, ଫାଇନାଲରେ ନ୍ୟୁଜିଲାଣ୍ଡ

ମାଞ୍ଚେଷ୍ଟର,୧୧।୭(ପି.ଟି.)- ଶେଷରେ ଭାରତ ଆଶା ଧୂଳିସାତ୍‌ ହୋଇଛି। କୋଟି କୋଟି ଭାରତୀୟ କ୍ରିକେଟ ପ୍ରଶଂସକ ନିରାଶ ହୋଇଛନ୍ତି। ସେମିଫାଇନାଲରେ ପରାସ୍ତ ହୋଇ ଭାରତ ଚଳିତ ଆଇସିସି ବିଶ୍ୱକପରୁ…

7 years ago

ବିଶ୍ୱକପ୍‌ରୁ ବିଦାୟ ନେଲା ଭାରତ

ମାଞ୍ଚେଷ୍ଟର, ୧୦।୭: ଅଲ୍‌ରାଉଣ୍ଡର ରବୀନ୍ଦ୍ର ଜାଡେଜାଙ୍କ ସାହସିକଭରା ଅର୍ଦ୍ଧଶତକୀୟ ଇନିଂସ ସତ୍ତ୍ୱେ ଏଠାରେ ଅନୁଷ୍ଠିତ ଆଇସିସି ବିଶ୍ୱକପ୍‌ର ପ୍ରଥମ ସେମିଫାଇନାଲରେ ଭାରତ ୧୮ ରନରେ ନ୍ୟୁଜିଲାଣ୍ଡ ନିକଟରୁ…

7 years ago

ବୁମ୍‌ରାଙ୍କ ବୋଲିଂ ଶୈଳୀକୁ ନକଲ କଲେ ବିରାଟ

ମାଞ୍ଚେଷ୍ଟର,୧୦।୭(ପିଟି)- ଶୀର୍ଷ ର଼୍ୟାଙ୍କ୍‌ଧାରୀ ଦିନିକିଆ ବ୍ୟାଟ୍ସମ୍ୟାନ ବିରାଟ କୋହଲି ବୁଧବାର ନଂ.୧ ବୋଲର ଯଶ୍‌ପ୍ରୀତ ବୁମ୍‌ରାଙ୍କ ବୋଲିଂ ଶୈଳୀକୁ ନକଲ କରିବାକୁ ଉଦ୍ୟମ କରିଛନ୍ତି। ନ୍ୟୁଜିଲାଣ୍ଡ ଇନିଂସ୍‌ର…

7 years ago

ସଙ୍କଟରେ ଭାରତୀୟ ଦଳ

ମାଞ୍ଚେଷ୍ଟର,୧୦।୭- ଏଠାରେ ଚାଲିଥିବା ସେମିଫାଇନାଲରେ ପ୍ରାରମ୍ଭିକ ଝଟ୍‌କା ଯୋଗୁ ଭାରତୀୟ ଦଳ ସଙ୍କଟରେ ପଡ଼ିଛି। ଫୁଲ୍‌ ଫର୍ମରେ ଥିବା ରୋହିତ ଶର୍ମା, ଅଧିନାୟକ ବିରାଟ କୋହଲି, ଓପ୍‌ନର…

7 years ago

ଭାରତକୁ ପ୍ରାରମ୍ଭିକ ଝଟ୍‌କା

ମାଞ୍ଚେଷ୍ଟର,୧୦।୭- ୨୪୦ ରନ୍‌ ବିଜୟ ଲକ୍ଷ୍ୟର ପିଛା କରୁଥିବା ଭାରତୀୟ ଦଳକୁ ପ୍ରାରମ୍ଭିକ ଝଟ୍‌କା ଲାଗିଛି। ଫୁଲ ଫର୍ମରେ ଥିବା ରୋହିତ ଶର୍ମା ମାତ୍ର ୧ ରନ୍‌…

7 years ago

ଭାରତ ଆଗରେ ୨୪୦ ରନ୍‌ର ବିଜୟଲକ୍ଷ୍ୟ

ଭାରତ ଆଗରେ ୨୪୦ ରନ୍‌ର ବିଜୟ ଲକ୍ଷ୍ୟ ମାଞ୍ଚେଷ୍ଟର,୧୦।୭- ଭାରତୀୟ ଦଳକୁ ଚଳିତ ଆଇସିସି ବିଶ୍ୱକପ୍‌ ଫାଇନାଲରେ ପ୍ରବେଶ କରିବା ପାଇଁ ୨୪୦ ରନ୍‌ ଦରକାର। ସ୍ଥାନୀୟ…

7 years ago

ଭାରତ-ନ୍ୟୁଜିଲାଣ୍ଡ ସେମିଫାଇନାଲ ସମ୍ଭବ ନ ହେଲେ ହେବ କ’ଣ

ନୂଆଦିଲ୍ଲୀ,୧୦।୭- ଚଳିତ ଆଇସିସି ଦିନିକିଆ ବିଶ୍ୱକପରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଥିବା ପ୍ରଥମ ସେମିଫାଇନାଲରେ ବର୍ଷା ବାଧକ ସାଜିଛି। ନକ୍‌ଆଉଟ ମ୍ୟାଚ୍‌ ଥିବାରୁ ଏହି ମୁକାବିଲା…

7 years ago