କ୍ରିକେଟ ବିଶ୍ୱକପ୍‌

୩୮ ବର୍ଷରେ ପାଦ ଦେଲେ ଧୋନୀ

ଲିଡ୍ସ,୭।୭- ଭେଟେରାନ ଉଇକେଟକିପର ଓ ବ୍ୟାଟ୍ସମ୍ୟାନ ମହେନ୍ଦ୍ର ସିଂ ଧୋନୀ ରବିବାର ୩୮ ବର୍ଷରେ ପାଦ ଦେଇଛନ୍ତି। ଭାରତୀୟ ଦଳ ତା’ର ଅନ୍ତିମ ଲିଗ୍‌ ମ୍ୟାଚ୍‌ରେ ଶ୍ରୀଲଙ୍କାକୁ…

5 years ago

ରୋହିତ୍‌ଙ୍କ ବିଶ୍ୱରେକର୍ଡ

ଲିଡ୍ସ, ୭।୭ (ପି.ଟି.)- ଶ୍ରେଷ୍ଠ ଫର୍ମରେ ଥିବା ତାରକା ଓପନର୍‌ ରୋହିତ୍‌ ଶର୍ମା ଏବଂ ଲୋକେଶ ରାହୁଲଙ୍କ ଶତକ ସହାୟତାରେ ଭାରତ ଚଳିତ ଆଇସିସି ବିଶ୍ୱକପର ଶନିବାର…

5 years ago

ଧୋନୀଙ୍କୁ ଆଇସିସିର ଭୂୟସୀ ପ୍ରଶଂସା

ଲିଡ୍ସ,୭।୭(ପି.ଟି.)- ଭାରତୀୟ ପୂର୍ବତନ ଅଧିନାୟକ ତଥା ଅଭିଜ୍ଞ ଉଇକେଟକିପର ବ୍ୟାଟ୍ସମ୍ୟାନ ମହେନ୍ଦ୍ର ସିଂ ଧୋନଙ୍କ ପ୍ରଶଂସାରେ ଶତମୁଖ ହୋଇଛି ଆନ୍ତର୍ଜାତିକ କ୍ରିକେଟ କାଉନସିଲ (ଆଇସିସି)। ଧୋନୀ ଭାରତୀୟ…

5 years ago

ଭାରତର ସହଜ ବିଜୟ

ଭାରତର ସହଜ ବିଜୟଲିଡ୍ସ, ୬।୭(ପି.ଟି.)- ଦୁଇ ଓପନର ରୋହିତ ଶର୍ମା ଓ ଲୋକେଶ ରାହୁଲଙ୍କ ଶତକ ସହାୟତାରେ ଚଳିତ ବିଶ୍ୱକପ୍‌ରେ ଭାରତ ତା’ର ଅନ୍ତିମ ଲିଗ୍‌ ମ୍ୟାଚ୍‌ରେ…

5 years ago

ଉଡିଲା ଭାରତ ବିରୋଧୀ ବ୍ୟାନର

ଲିଡ୍ସ,୬।୭(ପିଟି)- ଚଳିତ ବିଶ୍ୱକପ୍‌ରେ ଆଉ ଏକ ରାଜନୈତିକ ବ୍ୟାନର ଦେଖିବାକୁ ମିଳିଛି। ସ୍ଥାନୀୟ ହେଡିଂଲେ ଷ୍ଟାଡିୟମ୍‌ରେ ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ମ୍ୟାଚ୍‌ବେଳେ ଏକ ଅଜଣା…

5 years ago

ଅମ୍ପାୟର ଇଆନ ଗୋଲ୍ଡଙ୍କ ଅବସର

ଲିଡ୍ସ,୬।୭(ପିଟି)- ଇଂଲିଶ ଅମ୍ପାୟର ଇଆନ ଗୋଲ୍ଡ ଏଠାରେ ଚାଲିଥିବା ଭାରତ ଓ ଶ୍ରୀଲଙ୍କା ମ୍ୟାଚ୍‌ ପରେ ଅବସର ନେବେ। ଏ ନେଇ ଆଇସିସି ପକ୍ଷରୁ ଶନିବାର କୁହାଯାଇଛି।…

5 years ago

ନେଟ୍‌ ରନରେଟ୍‌ ନିୟମକୁ ଆର୍ଥରଙ୍କ ସମାଲୋଚନା

ଲଡର୍‌ସ,୬।୭- ପାକିସ୍ତାନ କ୍ରିକେଟ୍‌ ଦଳର କୋଚ୍‌ ମିକି ଆର୍ଥର ନେଟ୍‌ ରନରେଟ୍‌ ନିୟମ ବଦଳାଇବା ନେଇ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି)କୁ ପରାମର୍ଶ ଦେଇଛନ୍ତି। ଏହା ବଦଳରେ…

5 years ago

ବିଶ୍ୱକପ୍‌ ରେକର୍ଡ ଅଧିକାରୀ ଶାହିନ ଆଫ୍ରିଦୀ

ଲଣ୍ଡନ,୬।୭- ୧୯ ବର୍ଷୀୟ ପାକିସ୍ତାନ ବୋଲର ଶାହିନ ଶାହ ଆଫ୍ରିଦୀ ଶୁକ୍ରବାର ବାଂଲାଦେଶ ବିପକ୍ଷ ମ୍ୟାଚ୍‌ରେ ବିଶ୍ୱକପ୍‌ ରେକର୍ଡର ଅଧିକାରୀ ହୋଇଛନ୍ତି। ଏହି ମ୍ୟାଚ୍‌ରେ ସେ ୯.୧…

5 years ago

ପ୍ରଥମେ ବୋଲିଂ କରିବ ଭାରତ

ଲିଡ୍ସ,୬।୭- ଚଳିତ ବିଶ୍ୱକପ୍‌ରେ ଶ୍ରୀଲଙ୍କା ବିପକ୍ଷ ଅନ୍ତିମ ଗ୍ରୁପ୍‌ ପର୍ଯ୍ୟାୟ ମ୍ୟାଚ୍‌ରେ ଭାରତୀୟ ଦଳ ପ୍ରଥମେ ବୋଲିଂ କରିବାକୁ ଆମନ୍ତ୍ରଣ ପାଇଛି। ଗ୍ରାଉଣ୍ଡରେ ପ୍ରଥମେ ବ୍ୟାଟିଂ କରିଥିବା…

5 years ago

ଦିନିକିଆରୁ ମଲିକଙ୍କ ଅବସର

କରାଚୀ,୬।୭- ଭେଟେରାନ ପାକିସ୍ତାନ ଅଲରାଉଣ୍ଡର ଶୋଏବ ମଲିକ ଅନ୍ତର୍ଜାତୀୟ ଦିନିକିଆର ଅବସର ନେଇଛନ୍ତି। ଲଡର୍‌ସଠାରେ ପାକିସ୍ତାନ ତା’ର ଅନ୍ତିମ ମ୍ୟାଚ୍‌ରେ ବାଂଲାଦେଶକୁ ହରାଇବା ପରେ ମଲିକ ଏହି…

5 years ago