କ୍ରିକେଟ ବିଶ୍ୱକପ୍‌

ତୃତୀୟ ସନ୍ତାନର ପିତା ହେଲେ ଓ୍ବାର୍ନର

ଲଣ୍ଡନ, ୨।୭ (ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍‌ ମଝିରେ ବିସ୍ଫୋରକ ଅଷ୍ଟ୍ରେଲୀୟ ଓପନିଂ ବ୍ୟାଟ୍ସମ୍ୟାନ ଡେଭିଡ୍‌ ଓ୍ବାର୍ନରଙ୍କ ପାଇଁ ଖୁସି ଖବର ଆସିଛି। ସେ ତୃତୀୟ ସନ୍ତାନର ପିତା ହୋଇଛନ୍ତି। ଓ୍ବାର୍ନରଙ୍କ ସ୍ତ୍ରୀ କ୍ୟାଣ୍ଡିସ ରବିବାର ରାତିରେ ଏକ କନ୍ୟା...

କମଳା ରଙ୍ଗର ଜର୍ସିକୁ ଦୋଷ ଦେଲେ ମେହବୁବା ମୁଫ୍‌ତି

ଶ୍ରୀନଗର,୧ା୭(ପି.ଟି.)- ପୂର୍ବତନ ଜମ୍ମୁ କଶ୍ମୀର ମୁଖ୍ୟମନ୍ତ୍ରୀ ମେହବୁବା ମୁଫ୍‌ତି ଭାରତୀୟ କ୍ରିକେଟ ଦଳର ପରାଜୟ ଲାଗି କମଳା ରଙ୍ଗର ଜର୍ସିକୁ ଦୋଷାରୋପ କରିଛନ୍ତି। ମୋତେ ଅନ୍ଧବିଶ୍ୱାସୀ କୁହାଯାଇପାରେ। କିନ୍ତୁ ମୋ ମତରେ ନୂଆ ଜର୍ସି ଲାଗି ଚଳିତ ବିଶ୍ୱକପ୍‌ରେ ଭାରତୀୟ...

‘ଉପମହାଦେଶର ସମର୍ଥନ ଭାରତକୁ ସହାୟକ ହୋଇପାରିଲା ନାହିଁ’

ଲଣ୍ଡନ,୧ା୭(ପି.ଟି.)- ଇଂଲଣ୍ଡଠାରୁ ଭାରତୀୟ ଦଳ ପରାସ୍ତ ହେବା ପରେ ପୂର୍ବତନ ପାକିସ୍ତାନ ପେସର ସୋଏବ ଅଖ୍‌ତର ଦୁଃଖ ପ୍ରକାଶ କରିଛନ୍ତି। ଭାରତୀୟ ଦଳର ପରାଜୟ ଦ୍ୱାରା ପାକିସ୍ତାନର ସେମିଫାଇନାଲକୁ ଉନ୍ନୀତ ହେବାର ସମ୍ଭାବନା କମ୍‌ ହୋଇଛି। ନିଶ୍ଚିତ ବିଜୟ ଆବଶ୍ୟକ...

ଧୋନୀଙ୍କ ସପକ୍ଷରେ କୋହଲି

ବର୍ମିଂହାମ,୧ା୭- ଏଠାରେ ଖେଳାଯାଇଥିବା ଇଂଲଣ୍ଡ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ଦଳ ୩୧ ରନ୍‌ରେ ପରାଜିତ ହୋଇଛି। ଅନ୍ତିମ ଓଭରଗୁଡ଼ିକରେ ମହେନ୍ଦ୍ର ସିଂ ଧୋନୀଙ୍କ ଧିମା ବ୍ୟାଟିଂ ଏହି ପରାଜୟର ମୁଖ୍ୟ କାରଣ ବୋଲି ପୂର୍ବତନ କ୍ରିକେଟର ଓ ପ୍ରଶଂସକ ସମାଲୋଚନା...

ପ୍ରଥମ ଭାରତୀୟ କୋହଲି

ନୂଆଦିଲ୍ଲୀ,୧।୭-ବିଶ୍ୱର କୌଣସି ବୋଲିଂ ଲାଇନ ଅଫ୍‌ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କୁ ରନ୍‌ କରିବାରୁ ରୋକିପାରିବ ନାହିଁ। ବହୁ ରେକର୍ଡ ଅଧିକାରୀ କୋହଲି ରବିବାର ନିଜ କ୍ୟାରିୟରରେ ସଫଳତାର ଆଉ ଏକ ଫର୍ବ୍ଦ ଯୋଡ଼ିଛନ୍ତି। ଇଂଲଣ୍ଡ ବିପକ୍ଷରେ ବର୍ମିଂହାମଠାରେ ଖେଳାଯାଇଥିବା...

ଭାରତୀୟ ଦଳକୁ ବଡ଼ ଝଟ୍‌କା

ଭାରତୀୟ ଦଳକୁ ବଡ଼ ଝଟକା ବର୍ମିଂହାମ,୧ା୭(ପିଟି)- ଚଳିତ ବିଶ୍ୱକପ୍‌ରେ ପ୍ରଥମ ପରାଜୟବରଣ କରିଥିବା ଭାରତୀୟ ଦଳକୁ ସୋମବାର ବଡ଼ ଝଟକା ଲାଗିଛି। ଆହତ ସମସ୍ୟା ଯୋଗୁ ବିଜୟ ଶଙ୍କର ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଛନ୍ତି। ଗୋଡ଼ ଆଙ୍ଗୁଠିରେ ଲାଗିଥିବା ଆହତ ସମସ୍ୟା...

ଭାରତୀୟ ଦଳର ଖେଳୁଆଡ଼ ମନୋଭାବ ଉପରେ ପ୍ରଶ୍ନ ଉଠାଇଲେ ୟୁନିସ

ଲଣ୍ଡନ,୧।୭(ପି.ଟି.)- ଚଳିତ ବିଶ୍ୱକପ୍‌ରେ ଭାରତୀୟ ଦଳ ୩୧ ରନ୍‌ରେ ଇଂଲଣ୍ଡଠାରୁ ପରାଜୟବରଣ କରିଛି। ଏଥିନେଇ ପୂର୍ବତନ ପାକିସ୍ତାନ ଅଧିନାୟକ ଓ୍ବାକର ୟୁନିସ ଟିମ୍‌ ଇଣ୍ଡିଆର ଖେଳୁଆଡ଼ ମନୋଭାବ ଉପରେ ପ୍ରଶ୍ନ ଉଠାଇଛନ୍ତି। ଚିର ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନ ସେମିଫାଇନାଲରେ ପ୍ରବେଶ କରିବା...

ସ୍ବତନ୍ତ୍ର କ୍ଲବ୍‌ରେ ସାମି

ନୂଆଦିଲ୍ଲୀ,୧।୭-ଭାରତୀୟ ପେସର ମହମ୍ମଦ ସାମି ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ରେ ୫ ଉଇକେଟ ନେଇଛନ୍ତି। ଏଥିସହିତ ସେ ବିଶ୍ୱକପ୍‌ରେ କ୍ରମାଗତ ୩ଥର ୪ କିମ୍ବା ତା’ଠାରୁ ଊର୍ଦ୍ଧ୍ୱ ଉଇକେଟ ନେଇଥିବା ବୋଲରଙ୍କ କ୍ଲବ୍‌ରେ ସ୍ଥାନ ପାଇଛନ୍ତି। ସାମିଙ୍କ ବ୍ୟତୀତ ପାକିସ୍ତାନର...

ଚହଲଙ୍କ ଅଲୋଡ଼ା ରେକର୍ଡ

ବର୍ମିଂହାମ, ୧।୭(ପି.ଟି.)- ଆୟୋଜକ ଇଂଲଣ୍ଡ ଓ ଭାରତ ମଧ୍ୟରେ ରବିବାର ଏଠାରେ ଖେଳାଯାଇଥିବା ବିଶ୍ୱକପ୍‌ର ଏକ ଗୁରତ୍ୱପୂର୍ଣ୍ଣ ମୁକାବିଲାରେ ଭାରତୀୟ ସ୍ପିନର ଯୁଜବେନ୍ଦ୍ର ଚହଲ ଏକ ଅଲୋଡ଼ା ରେକର୍ଡର ଅଧିକାରୀ ହୋଇଛନ୍ତି। ଏହି ମ୍ୟାଚ୍‌ରେ ଇଂଲଣ୍ଡ ପ୍ରଥମେ ବ୍ୟାଟିଂ କରି...

ରୋହିତଙ୍କ ଶତକ ସତ୍ତ୍ୱେ ଭାରତ ପରାସ୍ତ

ବର୍ମିଂହାମ, ୧।୭(ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍‌ରେ ଫେଭରାଇଟ୍‌ ବିବେଚିତ ହେଉଥିବା ବିରାଟ କୋହଲିଙ୍କ ଭାରତୀୟ ଦଳ ପ୍ରଥମ ପରାଜୟ ବରଣ କରିଛି। ରବିବାର ଏଜବାଷ୍ଟନ ଗ୍ରାଉଣ୍ଡରେ ଖେଳାଯାଇଥିବା ଟୁର୍ନାମେଣ୍ଟର ୩୮ତମ ମ୍ୟାଚ୍‌ରେ ଇଂଲଣ୍ଡ ୩୧ ରନରେ ଭାରତକୁ ପରାସ୍ତ କରି...

ଦିନିକିଆରେ ଓ୍ବିଲିୟମସନଙ୍କ ୬ ହଜାର ରନ୍‌

ଲଡର୍‌ସ,୩୦।୬- ଏଠାରେ ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯାଇଥିବା ବିଶ୍ୱକପ୍‌ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ପ୍ରଥମ ପରାଜୟ ବରଣ କରିଛି। ଏହି ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ଅଧିନାୟକ କେନ ଓ୍ବିଲିୟମସନ ୫୧ ବଲରୁ ୪୦ ରନ୍‌ କରିଥିଲେ। ଏହି ଅବସରରେ ସେ ଦିନିକିଆ କ୍ରିକେଟରେ ୬...

ଷ୍ଟାର୍କଙ୍କ ସ୍ବତନ୍ତ୍ର ରେକର୍ଡ

ଲଡର୍‌ସ,୩୦।୬- ମିଚେଲ ଷ୍ଟାର୍କଙ୍କ ଘାତକ ବୋଲିଂ ଯୋଗୁ ଅଷ୍ଟ୍ରେଲିଆ ଦଳ ଆଇକନିକ ଗ୍ରାଉଣ୍ଡରେ ଚିରପ୍ରତିଦ୍ୱନ୍ଦ୍ୱୀ ନ୍ୟୁଜିଲାଣ୍ଡକୁ ୮୬ ରନ୍‌ର ବୃହତ୍‌ ବ୍ୟବଧାନରେ ହରାଇ ଦେଇଛି। ମ୍ୟାଚ୍‌ରେ ୫ ଉଇକେଟ ନେବା ସହ ଷ୍ଟାର୍କ ସ୍ବତନ୍ତ୍ର ରେକର୍ଡର ଅଧିକାରୀ ହୋଇଛନ୍ତି। ସେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri