‘ଧୋନୀ ଆଉ ଦୁଇ ବର୍ଷ ଖେଳିବା ଉଚିତ’
ନୂଆଦିଲ୍ଲୀ,୫।୭- ଧିମା ବ୍ୟାଟିଂ ଲାଗି ଚଳିତ ବିଶ୍ୱକପ୍ରେ ଭାରତୀୟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କୁ ପ୍ରବଳ ସମାଲୋଚନାର ସମ୍ମୁଖୀନ ହେବାକୁ ପଡ଼ିଛି। ସେ ଚଳିତ ବିଶ୍ୱକପ୍ରେ ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ନ୍ୟାସ ନେବେ ବୋଲି କେତେକ ପୂର୍ବତନ ଖେଳାଳି ଓ…
ଏକାଠି ସମୟ ବିତାଉଛନ୍ତି ବିରୁଷ୍କା
ନୂଆଦିଲ୍ଲୀ,୩।୭- ଅଭିନେତ୍ରୀ ଅନୁଷ୍କା ଶର୍ମା ଏବେ ଇଂଲଣ୍ଡରେ ଅଛନ୍ତି। ଶନିବାର ଖେଳାଯିବାକୁ ଥିବା ଶ୍ରୀଲଙ୍କା ବିପକ୍ଷ ଅନ୍ତିମ ଲିଗ୍ ପର୍ଯ୍ୟାୟ ମ୍ୟାଚ୍ ପୂର୍ବରୁ ଭାରତୀୟ ଅଧିନାୟକ ବିରାଟ କୋହଲି ଓ ତାଙ୍କ ପତ୍ନୀ ଅନୁଷ୍କା (ବିରୁଷ୍କା) ଏକାଠି ସମୟ ବିତାଉଛନ୍ତି। ଉଭୟେ…
ଧୋନୀଙ୍କ ବ୍ୟାଟ୍ରେ ଭିନ୍ନ ଲୋଗୋ
ନୂଆଦିଲ୍ଲୀ,୫।୭- ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ କଦାପି ନିଜ ପ୍ରଶଂସକଙ୍କୁ ଚକିତ କରିବାକୁ ଭୁଲନ୍ତି ନାହିଁ। ୨୦୦୭ ଟି୨୦ ବିଶ୍ୱକପ୍ ଫାଇନାଲରେ ଅନ୍ତିମ ଓଭର ଯୋଗିନ୍ଦର ଶର୍ମାଙ୍କୁ ବୋଲିଂ ଦେବା ହେଉ କି ୨୦୧୧ ବିଶ୍ୱକପ୍ ଫାଇନାଲରେ ବ୍ୟାଟିଂ…
ସଙ୍କଟରେ ୩ ବିଶ୍ୱ ରେକର୍ଡ
ଲିଡ୍ସ,୫।୭- ଏଠାରେ ଶ୍ରୀଲଙ୍କା ବିପକ୍ଷ ଅନ୍ତିମ ବିଶ୍ୱକପ୍ ଲିଗ୍ ମ୍ୟାଚ୍ରେ ଭାରତୀୟ ଦଳର ଉପ ଅଧିନାୟକ ରୋହିତ ଶର୍ମାଙ୍କ ନିକଟରେ ୩ ବିଶ୍ୱ ରେକର୍ଡ ଅଧିକାରୀ ହେବାର ସୁଯୋଗ ରହିଛି। ରୋହିତ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ୯୦.୬୬ ଆଭରେଜରେ ୪ ଶତକ ସହ…
ମାର୍ଶ ବାଦ୍, ଅଷ୍ଟ୍ରେଲିଆ ଦଳରେ ହାଣ୍ଡସ୍କମ୍ବ
ଲିଡ୍ସ, ୫।୭- ଟପ୍ ଅର୍ଡର ବାମହାତୀ ବ୍ୟାଟ୍ସମ୍ୟାନ ଶନ ମାର୍ଶ ଆହତ ସମସ୍ୟା ଯୋଗୁ ଅଷ୍ଟ୍ରେଲିଆ ବିଶ୍ୱକପ୍ ଦଳରୁ ବାଦ୍ ପଡ଼ିଛନ୍ତି। ତାଙ୍କ ସ୍ଥାନରେ ପିଟର ହାଣ୍ଡସ୍କମ୍ବଙ୍କୁ ଦଳରେ ସାମିଲ କରାଯାଇଛି। ଏ ନେଇ ଅନ୍ତର୍ଜାତୀୟ କ୍ରିକେଟ ବୋର୍ଡ (ଆଇସିସି) ପକ୍ଷରୁ…
ସଚିନଙ୍କ ରେକର୍ଡ ଭାଙ୍ଗିଲେ ଆଫଗାନିସ୍ତାନ ବ୍ୟାଟ୍ସମ୍ୟାନ
ଲିଡ୍ସ,୫।୭- କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କ ୨୭ ବର୍ଷର ପୁରୁଣା ରେକର୍ଡ ଭାଙ୍ଗିଛନ୍ତି ଆଫାଗାନିସ୍ତାନ ଓପନର ଇକ୍ରାମ ଅଲିଖିଲ। ସେ ବିଶ୍ୱକପ୍ ଇତିହାସରେ ସର୍ବକନିଷ୍ଠ ଖେଳାଳି ଭାବେ ୮୦ରୁ ଊର୍ଦ୍ଧ୍ୱ ରନ୍ କରିଛନ୍ତି। ତାଙ୍କ ବୟସ ଏବେ ୧୮ ବର୍ଷ ଓ…
କୋପା ଆମେରିକା: ଫାଇନାଲରେ ପେରୁ
ପୋର୍ଟୋ ଆଲେଗ୍ରେ, ୪।୭(ଏଏଫ୍ପି)- ଏଠାରେ ଖେଳାଯାଇଥିବା ସେମିଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଚିଲିକୁ ୦-୩ ଗୋଲରେ ହରାଇ ପେରୁ କୋପା ଆମେରିକା ଫୁଟ୍ବଲ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛି। ଦୀର୍ଘ ୪୪ ବର୍ଷର ବ୍ୟବଧାନ ପରେ ପେରୁ ଏହି ସମ୍ମାନଜନକ ଇଭେଣ୍ଟର ଫାଇନାଲରେ…
ବାସନ୍ଦ ହୋଇପାରନ୍ତି କୋହଲି
ନୂଆଦିଲ୍ଲୀ,୪।୭- ଏକ ରୋମାଞ୍ଚଭରା ମ୍ୟାଚ୍ରେ ଭାରତୀୟ ଦଳ ୨୮ ରନ୍ରେ ବାଂଲାଦେଶକୁ ହରାଇ ଚଳିତ ବିଶ୍ୱକପ୍ର ସେମିଫାଇନାଲରେ ପ୍ରବେଶ କରିଛି। ଭାରତୀୟ ଦଳ ବିଶ୍ୱକପ୍ ଜିତିବା ନେଇ ପ୍ରଶଂସକମାନେ ଆଲୋଚନା କରୁଥିବାବେଳେ ସେମିଫାଇନାଲ ପୂର୍ବରୁ ବିରାଟ କୋହଲିଙ୍କୁ ଚିନ୍ତା କରିବାକୁ ପଡ଼ିବ।…
‘ଆପଣଙ୍କ ଫାଲ୍ତୁ କଥା ବହୁତ ଶୁଣିଲି’
ବର୍ମିଂହାମ, ୪।୭ (ପି.ଟି.)- ଚଳିତ ବିଶ୍ୱକପ୍ରେ ସେମିଫାଇନାଲରେ ପ୍ରବେଶ କରିସାରିଥିବା ଭାରତୀୟ କ୍ରିକେଟ୍ ଦଳର ଅଲ୍ରାଉଣ୍ଡର ରବୀନ୍ଦ୍ର ଜାଡେଜା ବୁଧବାର ପ୍ରାକ୍ତନ କ୍ରିକେଟର୍ ତଥା ଭାଷ୍ୟକାର ସଞ୍ଜୟ ମଞ୍ଜରେକରଙ୍କ ଉପରେ ଖୁବ୍ ବର୍ଷିଛନ୍ତି। ନିକଟରେ ଇଂଲଣ୍ଡ ନିକଟରୁ ପରାଜୟବରଣ କରିବା ପରେ…
ଆଇସିସି ବିଶ୍ୱକପ୍: ସେମିଫାଇନାଲରେ ଇଂଲଣ୍ଡ
ଚେଷ୍ଟର- ଲି- ଷ୍ଟିଟ୍, ୪।୭(ପି.ଟି)- ଚଳିତ ଆଇସିସି ବିଶ୍ୱକପ୍ରେ ଆୟୋଜକ ଇଂଲଣ୍ଡ ତୃତୀୟ ଦଳ ଭାବେ ସେମିଫାଇନାଲରେ ପ୍ରବେଶ କରିଛି। ପୂର୍ବରୁ ଗତଥରର ଚାମ୍ପିୟନ ଅଷ୍ଟ୍ରେଲିଆ ଓ ଭାରତ ସେମିରେ ପ୍ରବେଶ କରିସାରିଛନ୍ତି। ବୁଧବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍ରେ ଇଂଲଣ୍ଡ ବୃହତ୍…
ଆଇସିସି ବିଶ୍ୱକପ୍: ଆଫଗାନିସ୍ତାନ- ଓ୍ବେଷ୍ଟଇଣ୍ଡିଜ ସମ୍ମାନ ଲଢ଼େଇ
ଲିଡ୍ସ,୪।୭(ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍ରେ ସେମିଫାଇନାଲ ଦୌଡ଼ରୁ ବାଦ୍ ପଡିସାରିଥିବା ଦୁଇ ଦଳ ଓ୍ବେଷ୍ଟଇଣ୍ଡିଜ ଓ ଆଫଗାନିସ୍ତାନ ସେମାନଙ୍କ ଶେଷ ଲିଗ୍ ମ୍ୟାଚ୍ରେ ଗୁରୁବାର ପରସ୍ପରକୁ ଭେଟିବେ। ଲିଡ୍ସର ହେଡିଂଲେ ଗ୍ରାଉଣ୍ଡରେ ଖେଳାଯିବାକୁ ଥିବା ଟୁର୍ନାମେଣ୍ଟର ଏହି ୪୨ତମ ମ୍ୟାଚ୍ରେ ଆଫଗାନିସ୍ତାନ…
ବାଂଲାଦେଶକୁ ୩୧୬ ରନରେ ହରାଇଲେ ସେମିରେ ପହଞ୍ଚିବ ପାକିସ୍ତାନ
ଚେଷ୍ଟର-ଲି-ଷ୍ଟ୍ରିଟ୍, ୪।୭- ବିଶ୍ୱକପ୍ରେ ବୁଧବାର ଅନୁଷ୍ଠିତ ମ୍ୟାଚ୍ରେ ଆୟୋଜକ ଇଂଲଣ୍ଡ ୧୧୯ ରନରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରି ୩ୟ ଦଳ ଭାବେ ସେମିଫାଇନାଲରେ ସ୍ଥାନ ସୁରକ୍ଷିତ କରିନେଇଛି। ଇଂଲଣ୍ଡର ଏହି ବିଜୟ ଏବେ ପାକିସ୍ତାନର ସେମିଫାଇନାଲ ଖେଳିବା ଆଶାକୁ ଏକପ୍ରକାର ମଉଳାଇ…
Archives


