କ୍ରିକେଟ ବିଶ୍ୱକପ୍‌

‘ଶ୍ରୀଲଙ୍କା, ବାଂଲାଦେଶଠାରୁ ଜାଣିଶୁଣି ହାରିବ ଭାରତ’

କରାଚୀ,୨୮।୬(ପିଟି)- ପାକିସ୍ତାନ ଦଳକୁ ବିଶ୍ୱକପ୍‌ର ସେମିଫାଇନାଲ ଦୌଡ଼ରୁ ବିଦା କରିବା ଲାଗି ଭାରତୀୟ ଦଳ ଜାଣିଶୁଣି ତା’ର ପରବର୍ତ୍ତୀ ମ୍ୟାଚ୍‌ରେ ବାଂଲାଦେଶ ଓ ଶ୍ରୀଲଙ୍କାଠାରୁ ପରାସ୍ତ ହେବ। ଏଭଳି ଅପମାନଜ୍ଜନକ ମନ୍ତବ୍ୟ ଦେଇଛନ୍ତି ପୂର୍ବତନ ପାକିସ୍ତାନ ବ୍ୟାଟ୍ସମ୍ୟାନ ବାସିତ୍‌ ଅଲି। ଏହି…

କୋହଲିଙ୍କଠାରୁ ଦ୍ରୁତତମ ବାବର ଆଜାମ

ବର୍ମିଂହାମ,୨୮।୬- ପାକିସ୍ତାନର ଯୁବ ବ୍ୟାଟ୍ସମ୍ୟାନ ବାବର ଆଜାମ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କୁ ନିଜର ଆଇଡଲ ବୋଲି ମନେକରନ୍ତି। ହେଲେ ମାଇଲଷ୍ଟୋନ ସ୍ପର୍ଶ କରିବାରେ କୋହଲିଙ୍କଠାରୁ ପାକିସ୍ତାନୀ ବ୍ୟାଟ୍ସମ୍ୟାନ ଦ୍ରୁତତମ। ବାବର ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱକପ୍‌ ମ୍ୟାଚ୍‌ରେ ଅପରାଜିତ ଶତକ ଲଗାଇବା…

ପୁଣି ବିଶ୍ୱକପ୍‌ରେ ହୋଇପାରେ ଭାରତ-ପାକିସ୍ତାନ ମ୍ୟାଚ୍‌

ମାଞ୍ଚେଷ୍ଟର,୨୮।୬- ବିଶ୍ୱକପ୍‌ରେ ଭାରତ-ପାକିସ୍ତାନ ମ୍ୟାଚ୍‌କୁ ‘ମଦର ଅଫ୍‌ ଅଲ ବ୍ୟାଟ୍‌ଲ’ ବୋଲି କୁହାଯାଏ। ଗତ ୧୬ ତାରିଖରେ ପାକିସ୍ତାନକୁ ଏକତରଫା ମ୍ୟାଚ୍‌ରେ ହରାଇ ଭାରତୀୟ ଦଳ ୭-୦ର ଅଗ୍ରଣୀ ହାସଲ କରିଛି। ଦୁଇ ଚିରପ୍ରତିଦ୍ୱନ୍ଦ୍ୱୀ ଦଳ ଚଳିତ ବିଶ୍ୱକପ୍‌ରେ ପୁଣି ଥରେ…

କୋହଲିଙ୍କ ବିଶ୍ୱ ରେକର୍ଡ

ମାଞ୍ଚେଷ୍ଟର,୨୭।୬- ଭାରତୀୟ ଅଧିନାୟକ ବିରାଟ କୋହଲି ଆଉ ଏକ ବିଶ୍ୱରେକର୍ଡର ଅଧିକାରୀ ହୋଇଛନ୍ତି। ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଗୁରୁବାର ଏଠାରେ ଖେଳାଯାଇଥିବା ବିଶ୍ୱକପ୍‌ର ଏକ ମ୍ୟାଚ୍‌ ଅବସରରେ ସେ ବିଶ୍ୱର ଦ୍ରୁତତମ ବ୍ୟାଟ୍ସମ୍ୟାନ ଭାବେ ଅନ୍ତର୍ଜାତୀୟ କ୍ରିକେଟରେ ୨୦ ହଜାର ରନ୍‌ ପୂରଣ…

ନିଶ୍ଚିତ ବିଜୟ ଲକ୍ଷ୍ୟରେ ଶ୍ରୀଲଙ୍କା

ଚେଷ୍ଟର-ଲି-ଷ୍ଟ୍ରିଟ୍‌, ୨୭।୬ (ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍‌ର ଏକ ମ୍ୟାଚ୍‌ରେ ଶୁକ୍ରବାର ସେମିଫାଇନାଲ ଦୌଡ଼ରୁ ବାଦ୍‌ ପଡ଼ିସାରିଥିବା ଦକ୍ଷିଣ ଆଫ୍ରିକା ଓ ଏସୀୟ ରାଷ୍ଟ୍ର ଶ୍ରୀଲଙ୍କା ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ସ୍ଥାନୀୟ ରିଭରସାଇଡ୍‌ ଗ୍ରାଉଣ୍ଡରେ ଏହି ମ୍ୟାଚ୍‌ ଖେଳାଯିବ। ଶ୍ରୀଲଙ୍କା ଏହାର…

ଆଜମଙ୍କୁ କୋହଲିଙ୍କ ସହ ତୁଳନା କରାଯାଇପାରିବ

ଆଜମଙ୍କୁ କୋହଲିଙ୍କ ସହ ତୁଳନା କରାଯାଇପାରିବ ବର୍ମିଂହାମ, ୨୭।୬(ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍‌ର ଏକ ରୋମାଞ୍ଚକ ମ୍ୟାଚ୍‌ରେ ବୁଧବାର ପାକିସ୍ତାନ ୬ ଉଇକେଟ୍‌ରେ ଟାଇଟଲ୍‌ ଦାବିଦାର ନ୍ୟୁଜିଲାଣ୍ଡକୁ ପରାସ୍ତ କରିଛି। ଏଥିସହ ବିଶ୍ୱକପ୍‌ରେ ନ୍ୟୁଜିଲାଣ୍ଡର ଅପରାଜେୟ ଧାରାରେ ପାକିସ୍ତାନ ରୋକ୍‌ ଲଗାଇବାରେ…

ଭାରତ ସିରିଜ ପରେ ସନ୍ନ୍ୟାସ ନେବେ ଗେଲ୍‌

ମାଞ୍ଚେଷ୍ଟର, ୨୭।୬(ପି.ଟି.)- ବିସ୍ଫୋରକ ଓ୍ବେଷ୍ଟଇଣ୍ଡିଜ ଓପନିଂ ବ୍ୟାଟ୍ସମ୍ୟାନ କ୍ରିସ୍‌ ଗେଲ୍‌ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା ନେଇ ତାଙ୍କ ମତ ବଦଳାଇଛନ୍ତି। ଘରୋଇ ମାଟିରେ ଭାରତ ବିପକ୍ଷରେ ଖେଳାଯିବାକୁ ଥିବା ସିରିଜ ପରେ ଅନ୍ତର୍ଜାତୀୟ କ୍ରିକେଟ୍‌ରୁ ସନ୍ନ୍ୟାସ ଗ୍ରହଣ କରିବେ ବୋଲି…

ଆଇସିସି ବିଶ୍ୱକପ୍‌: ଭାରତ- ଓ୍ବେଷ୍ଟଇଣ୍ଡିଜ ମୁକାବିଲା

ମାଞ୍ଚେଷ୍ଟର, ୨୭।୬(ପି.ଟି.)- ଚଳିତ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପ୍‌ରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତ ତା’ର ଷଷ୍ଠ ଲିଗ୍‌ ପର୍ଯ୍ୟାୟ ମ୍ୟାଚ୍‌ରେ ବିପଜ୍ଜନକ ଓ୍ବେଷ୍ଟଇଣ୍ଡିକୁ ଭେଟିବ। ଗୁରୁବାର ସ୍ଥାନୀୟ ଓଲ୍ଡ ଟ୍ରାଫର୍ଡରେ ଖେଳାଯିବାକୁ ଥିବା ମ୍ୟାଚ୍‌ ଓ୍ବେଷ୍ଟଇଣ୍ଡିଜ ଅପେକ୍ଷା ଭାରତ…

ବିଶ୍ୱ ରେକର୍ଡଠାରୁ ୩୭ ରନ୍‌ ଦୂରରେ କୋହଲି

ମାଞ୍ଚେଷ୍ଟର,୨୬।୬- ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ନିକଟରେ ଏକ ବିଶ୍ୱରେକର୍ଡର ଅଧିକାରୀ ହେବାର ସୁଯୋଗ ରହିଛି। ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଖେଳାଯିବାକୁ ଥିବା ମ୍ୟାଚ୍‌ରେ ସେ ଦ୍ରୁତତମ ବ୍ୟାଟ୍ସମ୍ୟାନ ଭାବେ ଅନ୍ତର୍ଜାତୀୟ କ୍ରିକେଟରେ ୨୦ ହଜାର ରନ୍‌ ପୂରଣ କରିପାରନ୍ତି। ଏହି ମାଇଲଷ୍ଟୋନ…

ଭାରତ ଟପ୍‌, ତାଲିକା ଶେଷରେ ପାକିସ୍ତାନ

ଲଣ୍ଡନ,୨୬।୬- ମ୍ୟାଚ୍‌ରେ କ୍ୟାଚ୍‌ ହାତଛଡ଼ା କରିବା ବିଶ୍ୱକପ୍‌ରେ ବେଳେବେଳେ ମହଙ୍ଗା ପଡ଼େ। ଏହା ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଦଳ ସହ ଏପର୍ଯ୍ୟନ୍ତ ଘଟିନାହିଁ। ଟିମ୍‌ ଇଣ୍ଡିଆ ଏଯାଏ ମାତ୍ର ଗୋଟିଏ କ୍ୟାଚ୍‌ ହାତଛଡ଼ା କରିଛି, ଯାହା ବିଶ୍ୱକପ୍‌ରେ ଅଂଶଗ୍ରହଣ କରିଥିବା ଦଳଗୁଡ଼ିକଠାରୁ…

ନେଟ୍ସରେ ଭୁବିଙ୍କ ଅଭ୍ୟାସ

ନୂଆଦିଲ୍ଲୀ,୨୫।୬- ଭାରତୀୟ ଦଳର ମ୍ୟାନେଜମେଣ୍ଟକୁ ମଙ୍ଗଳବାର ବଡ଼ ଆଶ୍ୱସ୍ତି ମିଳିଛି। ପେସର ଭୁବନେଶ୍ୱର କୁମାର (ଭୁବି) ୩୦ରୁ ୩୫ ମିନିଟ୍‌ ଧରି ମାଞ୍ଚେଷ୍ଟରର ଇନ୍‌ଡୋର ନେଟ୍ସରେ ଅଭ୍ୟାସ କରିଛନ୍ତି। ଗୁରୁବାର ଓଲ୍ଡ ଟ୍ରାଫୋର୍ଡଠାରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଖେଳାଯିବାକୁ ଥିବା ମୁକାବିଲାରେ ତାଙ୍କ…

ଜିମ୍‌ରେ ବିରାଟଙ୍କ ଓ୍ବାର୍କ ଆଉଟ୍‌

ନୂଆଦିଲ୍ଲୀ,୨୫।୬- ଚଳିତ ବିଶ୍ୱକପ୍‌ରେ ଭାରତୀୟ ଦଳ ଗୁରୁବାର ଓ୍ବେଷ୍ଟଇଣ୍ଡିଜକୁ ଭେଟିବାକୁ ଯାଉଛି। ମାଞ୍ଚେଷ୍ଟରଠାରେ ଖେଳାଯିବାକୁ ଥିବା ମ୍ୟାଚ୍‌ ପୂର୍ବରୁ ଭାରତୀୟ ଅଧିନାୟକ ବିରାଟ କୋହଲି ଜିମ୍‌ରେ ଝାଳ ବୁହା ପରିଶ୍ରମ କରିଛନ୍ତି। ତାଙ୍କର ଓ୍ବାର୍କ ଆଉଟ୍‌ ବେଳର ଏକ ଭିଡିଓ କୋହଲି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri