କ୍ରିକେଟ ବିଶ୍ୱକପ୍‌

ସ୍କୁଲ ଛାତ୍ରୀଛାତ୍ରଙ୍କ ସହ ଖେଳିଲେ କୋହଲି

ସାଉଥାମ୍ପଟନ,୨୧।୬- ସ୍ଥାନୀୟ ସ୍ପ୍ରିଙ୍ଗହିଲ ସ୍କୁଲର ୩୦ ଛାତ୍ରୀଛାତ୍ରଙ୍କ ଲାଗି ଗୁରୁବାର ଥିଲା ସ୍ବତନ୍ତ୍ର ଦିନ। କାରଣ ଭାରତୀୟ କ୍ରିକେଟ ଦଳର ଅଧିନାୟକ ତଥା ନଂ ୧ ଦିନିକିଆ ବ୍ୟାଟ୍ସମ୍ୟାନ ବିରାଟ କୋହଲି ସେମାନଙ୍କ ସହ ଖେଳିଥିଲେ। ଇଂଲଣ୍ଡ ଓ ଓ୍ବେଲ୍ସ...

ବିପଦରେ ସଚିନଙ୍କ ଆଉ ଏକ ରେକର୍ଡ

ନୂଆଦିଲ୍ଲୀ,୨୧।୬- କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କ ନାମରେ ଥିବା ରେକର୍ଡକୁ ଭାରତୀୟ ଅଧିନାୟକ ବିରାଟ କୋହଲି କ୍ରମାଗତ ଭାବେ ଭାଙ୍ଗି ଚାଲିଛନ୍ତି। ଗତ ପାକିସ୍ତାନ ବିପକ୍ଷ ମ୍ୟାଚ୍‌ରେ ଦ୍ରୁତତମ ବ୍ୟାଟ୍ସମ୍ୟାନ ଭାବେ ଦିନିକିଆରେ ୧୧ ହଜାର ରନ୍‌ ପୂରଣ କରିଥିବା କୋହଲିଙ୍କ...

କେନ ଓ୍ବିଲିୟମସନଙ୍କ ଖେଳୁଆଡ଼ ମନୋଭାବ ଉପରେ ପ୍ରଶ୍ନ

ବର୍ମିଂହାମ,୨୦।୬(ପି.ଟି.)- ଏଠାରେ ଖେଳାଯାଇଥିବା ବିଶ୍ୱକପ୍‌ ମ୍ୟାଚ୍‌ରେ ଅଧିନାୟକ କେନ ଓ୍ବିଲିୟମସନଙ୍କ ଅପରାଜିତ ଶତକ ବଳରେ ନ୍ୟୁଜିଲାଣ୍ଡ ୪ ଉଇକେଟରେ ଦକ୍ଷିଣ ଆଫ୍ରିକାକୁ ହରାଇ ଦେଇଛି। କିନ୍ତୁ ଓ୍ବିଲିୟମସନଙ୍କ  ଖେଳୁଆଡ଼ ମନୋଭାବ ଉପରେ ପ୍ରଶ୍ନ ଉଠାଇଛନ୍ତି ପୂର୍ବତନ ଦକ୍ଷିଣ ଆଫ୍ରିକୀୟ ଖେଳାଳି...

ଇଂଲଣ୍ଡ ବିପକ୍ଷରେ ଭାରତୀୟ ଦଳ ଭିନ୍ନ ରଙ୍ଗର ଜର୍ସି ପିନ୍ଧିପାରେ

ଲଣ୍ଡନ,୨୦।୬- ଚଳିତ ବିଶ୍ୱକପ୍‌ରେ ଭାରତୀୟ ଦଳ କିଛି ମ୍ୟାଚ୍‌ରେ ଭିନ୍ନ ରଙ୍ଗର ଜର୍ସି ପରିଧାନ କରିବ। ୩୦ ତାରିଖରେ ଇଂଲଣ୍ଡ ବିପକ୍ଷରେ ମ୍ୟାଚ୍‌ରେ ନୂଆ ଜର୍ସି ବ୍ୟବହାର କରିବାର ବିଶେଷ ସମ୍ଭାବନା ରହିଛି ବୋଲି ସୂତ୍ରରୁ ଜଣାପଡ଼ିଛି। ଭାରତୀୟ ଦଳ...

ଆଉ ଜଣେ ଭାରତୀୟ ଖେଳାଳି ଆହତ

ସାଉଥାମ୍ପଟନ,୨୦।୬(ପି.ଟି.)- ଚଳିତ ବିଶ୍ୱକପ୍‌ରେ ଭାରତୀୟ ଦଳର ସମସ୍ୟା ବଢ଼ିବାରେ ଲାଗିଛି। ଓପନର ଶିଖର ଧାଓ୍ବନ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଥିବା ବେଳେ ଭୁବନେଶ୍ୱର କୁମାର ଆହତ ସମସ୍ୟା ଯୋଗୁ କିଛି ମ୍ୟାଚ୍‌ରେ ଖେଳିପାରିବେ ନାହିଁ ବୋଲି ଦଳୀୟ ମ୍ୟାନେଜମେଣ୍ଟ ପକ୍ଷରୁ କୁହାଯାଇଛି।...

ଆହତ ସମସ୍ୟାରୁ ମୁକ୍ତ ହେଲେ ଷ୍ଟୋଇନିସ

ନଟିଂହାମ,୧୯।୬(ପିଟି)- ଅଲରାଉଣ୍ଡର ମାର୍କସ ଷ୍ଟୋଇନିସ ଏବେ ସମ୍ପୂର୍ଣ୍ଣ ଫିଟ୍‌। ଫଳରେ ଅଷ୍ଟ୍ରେଲିଆ ଦଳକୁ ବଡ଼ ଆଶ୍ୱସ୍ତି ମିଳିଛି। ସେ ଦଳ ପାଇଁ ବଳକା ଥିବା ମ୍ୟାଚ୍‌ଗୁଡ଼ିକରେ ଖେଳିପାରିବେ ବୋଲି ମୁଖ୍ୟ କୋଚ୍‌ ଜଷ୍ଟିନ ଲାଙ୍ଗର କହିଛନ୍ତି। କିନ୍ତୁ ଶୀଘ୍ର ଫେରିବେ...

ରେଷ୍ଟୁରାଣ୍ଟରେ ଆଫଗାନିସ୍ତାନ ଖେଳାଳିଙ୍କ ସଂଘର୍ଷ

ମାଞ୍ଚେଷ୍ଟର,୧୯।୬(ଏଏଫ୍‌ପି)- ମାଞ୍ଚେଷ୍ଟରର ଏକ ରେଷ୍ଟୁରାଣ୍ଟରେ ଆଫଗାନିସ୍ତାନ ଦଳର ଖେଳାଳି ଓ ସ୍ଥାନୀୟ ବ୍ୟକ୍ତିଙ୍କ ମଧ୍ୟରେ ସଂଘର୍ଷ ଘଟିଛି। ଇଂଲଣ୍ଡ ବିପକ୍ଷ ବିଶ୍ୱକପ୍‌ ମ୍ୟାଚ୍‌ ପୂର୍ବ ରାତିରେ ଏହି ଘଟଣା ଘଟିଥିଲା। ବିବିସି ଅନୁଯାୟୀ ରେଷ୍ଟୁରାଣ୍ଟରେ ସ୍ଥାନୀୟ ଲୋକ ଆଫଗାନିସ୍ତାନ ଖେଳାଳିଙ୍କ...

ଭାରତୀୟ ଦଳକୁ ବଡ଼ ଝଟ୍‌କା

ଲଣ୍ଡନ,୧୯।୬(ପି.ଟି.)- ଭାରତୀୟ କ୍ରିକେଟ ଦଳର ବିଶ୍ୱକପ୍‌ ଅଭିଯାନକୁ ବୁଧବାର ବଡ଼ ଝଟ୍‌କା ଲାଗିଛି। ଦକ୍ଷ ଓପନିଂ ବ୍ୟାଟ୍ସମ୍ୟାନ ଶିଖର ଧାଓ୍ବନ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଛନ୍ତି। ତାଙ୍କ ଡାହାଣ ବୁଢ଼ା ଆଙ୍ଗୁଳି ଫ୍ୟାକଚର ସମସ୍ୟା ଧାର୍ଯ୍ୟ ସମୟରେ ଠିକ୍‌ ହୋଇପାରିବ ନାହିଁ।...

ଲଣ୍ଡନ ଷ୍ଟ୍ରିଟ୍‌ରେ ବୁଲୁଛନ୍ତି ବିରୁଷ୍କା

ଲଣ୍ଡନ,୧୯ା୬: ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଓ ତାଙ୍କ ପତ୍ନୀ ତଥା ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କୁ ଲଣ୍ଡନରେ ଦେଖିବାକୁ ମିଳିଛି। ଭାରତୀୟ ଦଳ ଅତି ସହଜରେ ପାକିସ୍ତାନକୁ ହରାଇ ଦେଇଥିଲା। ୨୨ ତାରିଖରେ ଖେଳାଯିବାକୁ ଥିବା...

‘ରାହୁଲ, ମୁଁ ବୁଝାମଣାର ଚ୍ୟାଲେଞ୍ଜ ବାଧା ଅତିକ୍ରମ କରିବାକୁ ପ୍ରସ୍ତୁତ’

ସାଉଥାମ୍ପଟନ,୧୮।୬(ପିଟି)- ରୋହିତ ଶର୍ମା ଓ ଶିଖର ଧାଓ୍ବନ ବର୍ତ୍ତମାନ ଦିନିକିଆ କ୍ରିକେଟର ସଫଳତମ ଓପନିଂ ଯୋଡ଼ି। ଉଭୟଙ୍କ ମଧ୍ୟରେ ଥିବା ଭଲ ବୁଝାମଣା ଏହାର କାରଣ। ଭାରତୀୟ ଦଳର ଉପଅଧିନାୟକ ରୋହିତ ସମାନ ସ୍ତରର ବୁଝାମଣା ଲୋକେଶ ରାହୁଲଙ୍କ ସହ...

ପ୍ରଶଂସକଙ୍କୁ ଅମିର, ମଲିକଙ୍କ ନିବେଦନ

ମାଞ୍ଚେଷ୍ଟର,୧୮।୬(ପିଟି)- ଭାରତଠାରୁ ମିଳିଥିବା ପରାଜୟ ପରେ ପାକିସ୍ତାନ ଦଳର ପ୍ରଶଂସକମାନେ ନିଜ ଦଳକୁ ସମାଲୋଚନା କରିବା ସହ ଖେଳାଳିଙ୍କୁ ଓ ତାଙ୍କ ପରିବାରବର୍ଗଙ୍କୁ ଖରାପ ଭାଷାରେ ଗାଳି ଦେଉଛନ୍ତି। ଏଥିରୁ ବିରତ ରହିବାକୁ ପେସର ମହମ୍ମଦ ଅମିର ପ୍ରଶଂସକଙ୍କୁ ନିବେଦନ...

ଦଳରେ ଫାଟ ଯୋଗୁ ହାରିଲା ପାକିସ୍ତାନ

କରାଚୀ,୧୭।୬(ପି.ଟି.)- ଭାରତୀୟ ଦଳଠାରୁ ଚଳିତ ବିଶ୍ୱକପ୍‌ରେ ବଡ଼ ବ୍ୟବଧାନରେ ପରାଜୟ ବରଣ କରିବା ପରେ ପାକିସ୍ତାନ ଦଳରେ ଫାଟ ଥିବା ସ୍ଥାନୀୟ ଗଣମାଧ୍ୟମରେ ଚର୍ଚ୍ଚା ଆରମ୍ଭ ହୋଇଛି। ଭାରତଠାରୁ ପରାଜୟ ହଜମ କରିବା ପାକିସ୍ତାନ ଭଳି କ୍ରିକେଟ ପାଗଳ ଦେଶ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri