ଇମ୍ରାନ, ସଚିନଙ୍କୁ ନେଇ ଦ୍ୱନ୍ଦ୍ୱରେ ପାକ୍ ପ୍ରଧାନମନ୍ତ୍ରୀଙ୍କ ସହଯୋଗୀ
ନୂଆଦିଲ୍ଲୀ,୨୩ା୬: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଜଣେ ସହଯୋଗୀ କିମ୍ବଦନ୍ତୀ ଭାରତୀୟ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କୁ ନେଇ ଦ୍ୱନ୍ଦ୍ୱରେ ଥିବା ଜଣାପଡ଼ିଛି। ପାକିସ୍ତାନ ପିଏମ୍ଙ୍କ ସ୍ପେଶାଲ ଆସିଷ୍ଟାଣ୍ଟ ନଇମ ଉଲ ହକ୍ ଶନିବାର ତେନ୍ଦୁଲକରଙ୍କ ଯୁବ ଅବସ୍ଥାର ଏକ ଫଟୋ ଶେୟାର…
ଧିମା ବ୍ୟାଟିଂ ଲାଗି ଧୋନୀଙ୍କୁ ସମାଲୋଚନା
ସାଉଥାମ୍ପଟନ,୨୩ା୬: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କୁ ପୁଣି ଥରେ ସମାଲୋଚନା କରାଯାଇଛି। ଆଫଗାନିସ୍ତାନ ବିପକ୍ଷ ମ୍ୟାଚ୍ରେ ଧୋନୀ ଧିମା ବ୍ୟାଟିଂ କରିଥିଲେ, ଯେଉଁ ମ୍ୟାଚ୍କୁ ଭାରତୀୟ ଦଳ ୧୧ ରନ୍ରେ ଜିତି ନେଇଥିଲା। ଶନିବାର ଅଧିନାୟକ ବିରାଟ କୋହଲିଙ୍କ…
ସ୍ବତନ୍ତ୍ର କ୍ଲବରେ ମାଲିଙ୍ଗା
ଲିଡ୍ସ,୨୧।୬: ଶ୍ରୀଲଙ୍କାର ଅଭିଜ୍ଞ ପେସର ଲସିଥ ମାଲିଙ୍ଗା ଏକ ସ୍ବତନ୍ତ୍ର କ୍ଲବରେ ସ୍ଥାନ ପାଇଛନ୍ତି। ଏଠାରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍ରେ ସେ ୪ ଉଇକେଟ ନେଇ ବିଶ୍ୱକପ୍ ଇତିହାସରେ ୫୦ ଉଇକେଟ ପୂରଣ କରିଛନ୍ତି। ସେ ବିଶ୍ୱର ୪ର୍ଥ ଓ…
ପ୍ରଥମେ ବ୍ୟାଟିଂ କରିବ ଭାରତ
ସାଉଥାମ୍ପଟନ,୨୨।୬: ଏଠାରେ ଖେଳାଯାଉଥିବା ଆଫଗାନିସ୍ତାନ ବିପକ୍ଷ ବିଶ୍ୱକପ୍ ମ୍ୟାଚ୍ରେ ଭାରତୀୟ ଦଳ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ବଡ଼ ସ୍କୋର ଛିଡ଼ କରିବା ଉଦ୍ଦେଶ୍ୟ ରଖି ଏହି ନିଷ୍ପତ୍ତି ନେଇଥିବା ଅଧିନାୟକ ବିରାଟ କୋହଲି କହିଛନ୍ତି। ଆହତ…
ଅଭିନବ ଉପାୟରେ ବିଶ୍ୱକପ୍ ଶୁଭେଚ୍ଛା ଜଣାଇଲେ ଛାତ୍ରୀଛାତ୍ର
ନୂଆଦିଲ୍ଲୀ,୨୧।୬- ଚଳିତ ବିଶ୍ୱକପ୍ରେ ଭାରତୀୟ ଦଳକୁ ପ୍ରବଳ ସମର୍ଥନ ମିଳୁଛି। ଡିପେଣ୍ଡିଂ ଚାମ୍ପିୟନ ଅଷ୍ଟ୍ରେଲିଆ ବିପକ୍ଷ ମ୍ୟାଚ୍ଠାରୁ ଆରମ୍ଭ କରି ଚିରପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନ ବିପକ୍ଷ ମ୍ୟାଚ୍ ପର୍ଯ୍ୟନ୍ତ ବଡ଼ ସଂଖ୍ୟାରେ ପ୍ରଶଂସକ ଭାରତୀୟ ଦଳକୁ ସମର୍ଥନ କରୁଛନ୍ତି। ବିରାଟ କୋହଲିଙ୍କ ନେତୃତ୍ୱାଧୀନ…
ସ୍କୁଲ ଛାତ୍ରୀଛାତ୍ରଙ୍କ ସହ ଖେଳିଲେ କୋହଲି
ସାଉଥାମ୍ପଟନ,୨୧।୬- ସ୍ଥାନୀୟ ସ୍ପ୍ରିଙ୍ଗହିଲ ସ୍କୁଲର ୩୦ ଛାତ୍ରୀଛାତ୍ରଙ୍କ ଲାଗି ଗୁରୁବାର ଥିଲା ସ୍ବତନ୍ତ୍ର ଦିନ। କାରଣ ଭାରତୀୟ କ୍ରିକେଟ ଦଳର ଅଧିନାୟକ ତଥା ନଂ ୧ ଦିନିକିଆ ବ୍ୟାଟ୍ସମ୍ୟାନ ବିରାଟ କୋହଲି ସେମାନଙ୍କ ସହ ଖେଳିଥିଲେ। ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ…
ବିପଦରେ ସଚିନଙ୍କ ଆଉ ଏକ ରେକର୍ଡ
ନୂଆଦିଲ୍ଲୀ,୨୧।୬- କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କ ନାମରେ ଥିବା ରେକର୍ଡକୁ ଭାରତୀୟ ଅଧିନାୟକ ବିରାଟ କୋହଲି କ୍ରମାଗତ ଭାବେ ଭାଙ୍ଗି ଚାଲିଛନ୍ତି। ଗତ ପାକିସ୍ତାନ ବିପକ୍ଷ ମ୍ୟାଚ୍ରେ ଦ୍ରୁତତମ ବ୍ୟାଟ୍ସମ୍ୟାନ ଭାବେ ଦିନିକିଆରେ ୧୧ ହଜାର ରନ୍ ପୂରଣ କରିଥିବା କୋହଲିଙ୍କ ନିକଟରେ…
କେନ ଓ୍ବିଲିୟମସନଙ୍କ ଖେଳୁଆଡ଼ ମନୋଭାବ ଉପରେ ପ୍ରଶ୍ନ
ବର୍ମିଂହାମ,୨୦।୬(ପି.ଟି.)- ଏଠାରେ ଖେଳାଯାଇଥିବା ବିଶ୍ୱକପ୍ ମ୍ୟାଚ୍ରେ ଅଧିନାୟକ କେନ ଓ୍ବିଲିୟମସନଙ୍କ ଅପରାଜିତ ଶତକ ବଳରେ ନ୍ୟୁଜିଲାଣ୍ଡ ୪ ଉଇକେଟରେ ଦକ୍ଷିଣ ଆଫ୍ରିକାକୁ ହରାଇ ଦେଇଛି। କିନ୍ତୁ ଓ୍ବିଲିୟମସନଙ୍କ ଖେଳୁଆଡ଼ ମନୋଭାବ ଉପରେ ପ୍ରଶ୍ନ ଉଠାଇଛନ୍ତି ପୂର୍ବତନ ଦକ୍ଷିଣ ଆଫ୍ରିକୀୟ ଖେଳାଳି ପଲ…
ଇଂଲଣ୍ଡ ବିପକ୍ଷରେ ଭାରତୀୟ ଦଳ ଭିନ୍ନ ରଙ୍ଗର ଜର୍ସି ପିନ୍ଧିପାରେ
ଲଣ୍ଡନ,୨୦।୬- ଚଳିତ ବିଶ୍ୱକପ୍ରେ ଭାରତୀୟ ଦଳ କିଛି ମ୍ୟାଚ୍ରେ ଭିନ୍ନ ରଙ୍ଗର ଜର୍ସି ପରିଧାନ କରିବ। ୩୦ ତାରିଖରେ ଇଂଲଣ୍ଡ ବିପକ୍ଷରେ ମ୍ୟାଚ୍ରେ ନୂଆ ଜର୍ସି ବ୍ୟବହାର କରିବାର ବିଶେଷ ସମ୍ଭାବନା ରହିଛି ବୋଲି ସୂତ୍ରରୁ ଜଣାପଡ଼ିଛି। ଭାରତୀୟ ଦଳ କିମ୍ବା…
ଆଉ ଜଣେ ଭାରତୀୟ ଖେଳାଳି ଆହତ
ସାଉଥାମ୍ପଟନ,୨୦।୬(ପି.ଟି.)- ଚଳିତ ବିଶ୍ୱକପ୍ରେ ଭାରତୀୟ ଦଳର ସମସ୍ୟା ବଢ଼ିବାରେ ଲାଗିଛି। ଓପନର ଶିଖର ଧାଓ୍ବନ ବିଶ୍ୱକପ୍ରୁ ବାଦ୍ ପଡ଼ିଥିବା ବେଳେ ଭୁବନେଶ୍ୱର କୁମାର ଆହତ ସମସ୍ୟା ଯୋଗୁ କିଛି ମ୍ୟାଚ୍ରେ ଖେଳିପାରିବେ ନାହିଁ ବୋଲି ଦଳୀୟ ମ୍ୟାନେଜମେଣ୍ଟ ପକ୍ଷରୁ କୁହାଯାଇଛି। ଆଉ…
ଆହତ ସମସ୍ୟାରୁ ମୁକ୍ତ ହେଲେ ଷ୍ଟୋଇନିସ
ନଟିଂହାମ,୧୯।୬(ପିଟି)- ଅଲରାଉଣ୍ଡର ମାର୍କସ ଷ୍ଟୋଇନିସ ଏବେ ସମ୍ପୂର୍ଣ୍ଣ ଫିଟ୍। ଫଳରେ ଅଷ୍ଟ୍ରେଲିଆ ଦଳକୁ ବଡ଼ ଆଶ୍ୱସ୍ତି ମିଳିଛି। ସେ ଦଳ ପାଇଁ ବଳକା ଥିବା ମ୍ୟାଚ୍ଗୁଡ଼ିକରେ ଖେଳିପାରିବେ ବୋଲି ମୁଖ୍ୟ କୋଚ୍ ଜଷ୍ଟିନ ଲାଙ୍ଗର କହିଛନ୍ତି। କିନ୍ତୁ ଶୀଘ୍ର ଫେରିବେ କି…
ରେଷ୍ଟୁରାଣ୍ଟରେ ଆଫଗାନିସ୍ତାନ ଖେଳାଳିଙ୍କ ସଂଘର୍ଷ
ମାଞ୍ଚେଷ୍ଟର,୧୯।୬(ଏଏଫ୍ପି)- ମାଞ୍ଚେଷ୍ଟରର ଏକ ରେଷ୍ଟୁରାଣ୍ଟରେ ଆଫଗାନିସ୍ତାନ ଦଳର ଖେଳାଳି ଓ ସ୍ଥାନୀୟ ବ୍ୟକ୍ତିଙ୍କ ମଧ୍ୟରେ ସଂଘର୍ଷ ଘଟିଛି। ଇଂଲଣ୍ଡ ବିପକ୍ଷ ବିଶ୍ୱକପ୍ ମ୍ୟାଚ୍ ପୂର୍ବ ରାତିରେ ଏହି ଘଟଣା ଘଟିଥିଲା। ବିବିସି ଅନୁଯାୟୀ ରେଷ୍ଟୁରାଣ୍ଟରେ ସ୍ଥାନୀୟ ଲୋକ ଆଫଗାନିସ୍ତାନ ଖେଳାଳିଙ୍କ ଭିଡିଓ…
Archives


