କ୍ରିକେଟ ବିଶ୍ୱକପ୍‌

ଭାରତୀୟ ଦଳକୁ ବଡ଼ ଝଟ୍‌କା

ଲଣ୍ଡନ,୧୯।୬(ପି.ଟି.)- ଭାରତୀୟ କ୍ରିକେଟ ଦଳର ବିଶ୍ୱକପ୍‌ ଅଭିଯାନକୁ ବୁଧବାର ବଡ଼ ଝଟ୍‌କା ଲାଗିଛି। ଦକ୍ଷ ଓପନିଂ ବ୍ୟାଟ୍ସମ୍ୟାନ ଶିଖର ଧାଓ୍ବନ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଛନ୍ତି। ତାଙ୍କ ଡାହାଣ ବୁଢ଼ା ଆଙ୍ଗୁଳି ଫ୍ୟାକଚର ସମସ୍ୟା ଧାର୍ଯ୍ୟ ସମୟରେ ଠିକ୍‌ ହୋଇପାରିବ ନାହିଁ। ପୂର୍ବରୁ…

ଲଣ୍ଡନ ଷ୍ଟ୍ରିଟ୍‌ରେ ବୁଲୁଛନ୍ତି ବିରୁଷ୍କା

ଲଣ୍ଡନ,୧୯ା୬: ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଓ ତାଙ୍କ ପତ୍ନୀ ତଥା ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କୁ ଲଣ୍ଡନରେ ଦେଖିବାକୁ ମିଳିଛି। ଭାରତୀୟ ଦଳ ଅତି ସହଜରେ ପାକିସ୍ତାନକୁ ହରାଇ ଦେଇଥିଲା। ୨୨ ତାରିଖରେ ଖେଳାଯିବାକୁ ଥିବା ଆଫଗାନିସ୍ତାନ…

‘ରାହୁଲ, ମୁଁ ବୁଝାମଣାର ଚ୍ୟାଲେଞ୍ଜ ବାଧା ଅତିକ୍ରମ କରିବାକୁ ପ୍ରସ୍ତୁତ’

ସାଉଥାମ୍ପଟନ,୧୮।୬(ପିଟି)- ରୋହିତ ଶର୍ମା ଓ ଶିଖର ଧାଓ୍ବନ ବର୍ତ୍ତମାନ ଦିନିକିଆ କ୍ରିକେଟର ସଫଳତମ ଓପନିଂ ଯୋଡ଼ି। ଉଭୟଙ୍କ ମଧ୍ୟରେ ଥିବା ଭଲ ବୁଝାମଣା ଏହାର କାରଣ। ଭାରତୀୟ ଦଳର ଉପଅଧିନାୟକ ରୋହିତ ସମାନ ସ୍ତରର ବୁଝାମଣା ଲୋକେଶ ରାହୁଲଙ୍କ ସହ ଆରମ୍ଭ…

ପ୍ରଶଂସକଙ୍କୁ ଅମିର, ମଲିକଙ୍କ ନିବେଦନ

ମାଞ୍ଚେଷ୍ଟର,୧୮।୬(ପିଟି)- ଭାରତଠାରୁ ମିଳିଥିବା ପରାଜୟ ପରେ ପାକିସ୍ତାନ ଦଳର ପ୍ରଶଂସକମାନେ ନିଜ ଦଳକୁ ସମାଲୋଚନା କରିବା ସହ ଖେଳାଳିଙ୍କୁ ଓ ତାଙ୍କ ପରିବାରବର୍ଗଙ୍କୁ ଖରାପ ଭାଷାରେ ଗାଳି ଦେଉଛନ୍ତି। ଏଥିରୁ ବିରତ ରହିବାକୁ ପେସର ମହମ୍ମଦ ଅମିର ପ୍ରଶଂସକଙ୍କୁ ନିବେଦନ କରିଛନ୍ତି।…

ଦଳରେ ଫାଟ ଯୋଗୁ ହାରିଲା ପାକିସ୍ତାନ

କରାଚୀ,୧୭।୬(ପି.ଟି.)- ଭାରତୀୟ ଦଳଠାରୁ ଚଳିତ ବିଶ୍ୱକପ୍‌ରେ ବଡ଼ ବ୍ୟବଧାନରେ ପରାଜୟ ବରଣ କରିବା ପରେ ପାକିସ୍ତାନ ଦଳରେ ଫାଟ ଥିବା ସ୍ଥାନୀୟ ଗଣମାଧ୍ୟମରେ ଚର୍ଚ୍ଚା ଆରମ୍ଭ ହୋଇଛି। ଭାରତଠାରୁ ପରାଜୟ ହଜମ କରିବା ପାକିସ୍ତାନ ଭଳି କ୍ରିକେଟ ପାଗଳ ଦେଶ ଲାଗି…

ମିଳିଲା ସର୍ଫରାଜଙ୍କ ଅଳସୁଆମିର କାରଣ

ମାଞ୍ଚେଷ୍ଟର,୧୭।୬(ଏଏଫ୍‌ପି)- ଭାରତୀୟ ଦଳ ବିଶ୍ୱକପ୍‌ ଇତିହାସରେ ପାକିସ୍ତାନ ଦଳ ବିପକ୍ଷରେ ତା’ର ଅପରାଜେୟ ଧାରା ଜାରି ରଖିବାରେ ସକ୍ଷମ ହୋଇଛି। ଏଭଳି ହାଇଭୋଲ୍ଟେଜ ମ୍ୟାଚ୍‌ରେ ପାକିସ୍ତାନ ଅଧିନାୟକ ସର୍ଫରାଜ ଅହମ୍ମଦ ହାଇ ମାରୁଥିବା ନଜରକୁ ଆସିଥିଲା। ଏହାର କାରଣ ଏବେ ପଦାକୁ…

ସର୍ଫରାଜଙ୍କୁ ବୁଦ୍ଧିହୀନ କହି ଅଖତରଙ୍କ ସମାଲୋଚନା

ମାଞ୍ଚେଷ୍ଟର,୧୭।୬- ଭାରତ ବିପକ୍ଷରେ ଥିବା ଖରାପ ବିଶ୍ୱକପ୍‌ ରେକର୍ଡକୁ ପାକିସ୍ତାନ ଦଳ ପରିବର୍ତ୍ତନ କରିପାରି ନାହିଁ। ସମସ୍ତ ବିଭାଗରେ ଭଲ ପ୍ରଦର୍ଶନ କରିଥିବା ଭାରତୀୟ ଦଳ ବର୍ଷା ବାଧାପ୍ରାପ୍ତ ମ୍ୟାଚ୍‌କୁ ୮୯ ରନ୍‌ରେ ଜିତିନେଇଛି। ଏହାପରେ ପାକିସ୍ତାନ ଅଧିନାୟକ ସର୍ଫରାଜ ଅହମ୍ମଦଙ୍କୁ…

ସ୍ବତନ୍ତ୍ର ତାଲିକାରେ ବିଜୟ ଶଙ୍କର

ମାଞ୍ଚେଷ୍ଟର,୧୭।୬- ଭାରତୀୟ ଅଲରାଉଣ୍ଡର ବିଜୟ ଶଙ୍କର ବିଶ୍ୱକପ୍‌ ଇତିହାସର ୩ୟ ବୋଲର ଭାବେ ପ୍ରଥମ ବଲରେ ଉଇକେଟ ନେବାର ସଫଳତା ପାଇଛନ୍ତି। ଏଠାରେ ପାକିସ୍ତାନ ବିପକ୍ଷରେ ଖେଳାଯାଇଥିବା ବିଶ୍ୱକପ୍‌ ମ୍ୟାଚ୍‌ର ୫ମ ଓଭରରେ ଇମାମ ଉଲ୍‌ ହକ୍‌ଙ୍କୁ ଆଉଟ୍‌କରି ସେ ଏହି…

୨ରୁ ୩ ମ୍ୟାଚ୍‌ ବାଦ୍‌ ପଡ଼ିବେ ଭୁବି- କୋହଲି

ମାଞ୍ଚେଷ୍ଟର,୧୭।୬(ପି.ଟି.)- ପାକିସ୍ତାନ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ପେସର ଭୁବନେଶ୍ୱର କୁମାରଙ୍କ ମାଂସପେଶୀ ଟାଣି ହୋଇଯାଇଛି। ଏଥିଯୋଗୁ ସେ ଅତିକମ୍‌ରେ ୨ରୁ ୩ ବିଶ୍ୱକପ୍‌ ମ୍ୟାଚ୍‌ରୁ ବାଦ୍‌ ପଡ଼ିଛନ୍ତି। ଏହି ପେସର ୩ ଓଭର ପୂରା କରିପାରି ନ ଥିଲେ। ତାଙ୍କ ସ୍ଥାନରେ…

ଟିଭି ନଷ୍ଟ କଲେ ପାକିସ୍ତାନ ପ୍ରଶଂସକ

ମାଞ୍ଚେଷ୍ଟର,୧୭।୬- ସ୍ଥାନୀୟ ଓଲ୍ଡ ଟାଫୋର୍ଡଠାରେ ଭାରତୀୟ ଦଳ ବିଶ୍ୱକପ୍‌ ମ୍ୟାଚ୍‌ରେ ଚିରପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ୮୯ ରନ୍‌ର ବୃହତ୍‌ ବ୍ୟବଧାନରେ ହରାଇ ଦେଇଛି। ବିଶ୍ୱକପ୍‌ ଇତିହାସରେ ଏହା ପାକିସ୍ତାନ ବିପକ୍ଷରେ ଟିମ୍‌ ଇଣ୍ଡିଆର କ୍ରମାଗତ ୭ମ ବିଜୟ। ଏହା ପାକିସ୍ତାନୀ ପ୍ରଶଂସକଙ୍କୁ ନିରାଶ…

ଚିନ୍ତାରେ ବାଂଲାଦେଶ ଦଳ

ଟଣ୍ଟନ,୧୬ା୬: ବାଂଲାଦେଶ ପାଇଁ ଚଳିତ ବିଶ୍ୱକପ୍‌ରେ ଦ୍ୱିତୀୟ ସର୍ବାଧିକ ରନ୍‌ ସ୍କୋରର ମୁସ୍ତାଫିକର ରହିମ ବ୍ୟାଟିଂ ଅଭ୍ୟାସ କରୁଥିବା ବେଳେ ଆହତ ହୋଇଛନ୍ତି। ସୋମବାର ଏଠାରେ ଓ୍ବେଷ୍ଟଇଣ୍ଡିଜ ଦଳ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଉଇକେଟକିପର ବ୍ୟାଟ୍ସମ୍ୟାନଙ୍କ ଆହତ ସମସ୍ୟା ବାଂଲାଦେଶ ଦଳର…

ସଚିନ, କୋହଲିଙ୍କୁ ପଛରେ ପକାଇଲେ ରୋହିତ

ମାଞ୍ଚେଷ୍ଟର,୧୬ା୬: ଭାରତୀୟ ଓପନର ରୋହିତ ଶର୍ମା ବିଶ୍ୱକପ୍‌ରେ ପାକିସ୍ତାନ ବିରୋଧରେ ସର୍ବାଧିକ ବ୍ୟକ୍ତିଗତ ସ୍କୋର କରିଛନ୍ତି। ଏହି ମ୍ୟାଚ୍‌ରେ ଭାରତୀୟ ଉପଅଧିନାୟକ ୧୧୨ ବଲର ସମ୍ମୁଖୀନ ହୋଇ ୧୪୦ ରନ୍‌ କରିଥିଲେ। ବିସ୍ଫୋରକ ଇନିଂସରେ ସାମିଲ ଥିଲା ୧୪ ଚୌକା ଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri