Odisha Elections 2024

କ୍ରିକେଟ ବିଶ୍ୱକପ୍‌

ଅମିର ପ୍ରଥମ

ଟଣ୍ଟନ,୧୩।୬: ପେସର ମହମ୍ମଦ ଅମିର ପ୍ରଥମ ପାକିସ୍ତାନ ବୋଲର ଭାବେ ବିଶ୍ୱକପ୍‌ରେ ଅଷ୍ଟ୍ରେଲିଆ ବିପକ୍ଷରେ ୫ ଉଇକେଟ ନେଇଛନ୍ତି। ଏଠାରେ ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ରେ ଅମିର କ୍ୟାରିୟରର ଶ୍ରେଷ୍ଠ ବୋଲିଂ ପ୍ରଦର୍ଶନ କରିଛନ୍ତି। ସେ ସମ୍ପୂର୍ଣ୍ଣ ୧୦ ଓଭର...

ବର୍ଷା ଯୋଗୁ ଟସ୍‌ରେ ବିଳମ୍ବ

ନଟ୍ଟିଂହାମ,୧୩।୬: ଏଠାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍‌ ଲାଗି ଟସ୍‌ରେ ବିଳମ୍ବ ହୋଇଛି। ଓଦା ଆଉଟ୍‌ ଫିଲ୍ଡ ଓ ପରେ ବର୍ଷା ଯୋଗୁ ଏପର୍ଯ୍ୟନ୍ତ ଟସ୍‌ ପଡ଼ିପାରି ନାହିଁ। ଏବେ ବର୍ଷା ବନ୍ଦ ହୋଇଯାଇଥିବାରୁ ଗ୍ରାଉଣ୍ଡରୁ...

ଆଣ୍ଟିଗୁଆରୁ ଭାରତର ଟେଷ୍ଟ ଚାମ୍ପିୟନଶିପ୍‌ ଅଭିଯାନ

ଆଣ୍ଟିଗୁଆ,୧୩।୬: ଆଣ୍ଟିଗୁଆର ସାର ଭିଭିଆନ ରିଚାଡର୍‌ସ ଷ୍ଟାଡିୟମ୍‌ରୁ ଭାରତୀୟ ଦଳର ତା’ର ପ୍ରଥମ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲୁଟିସି) ଆୟୋଜନ କରିିବ। ଏଠାରେ ଆୟୋଜକ ଓ୍ବେଷ୍ଟଇଣ୍ଡିଜ ସହ ଶୀର୍ଷ ର଼୍ୟାଙ୍କଧାରୀ ଭାରତ ଅଗଷ୍ଟ ୨୨ରୁ ୨୬ ତାରିଖ ପର୍ଯ୍ୟନ୍ତ ଟେଷ୍ଟ...

ବିଶ୍ୱ ରେକର୍ଡ ନିକଟରେ କୋହଲି

ନୂଆଦିଲ୍ଲୀ,୧୩।୬: ଶିଖର ଧାଓ୍ବନଙ୍କ ଅନୁପସ୍ଥିତି ଅଧିନାୟକ ବିରାଟ କୋହଲିଙ୍କ କାନ୍ଧ ଉପରେ ଆହୁରି ଦାୟିତ୍ୱ ବୃଦ୍ଧି ପାଇଛି। ଏଭଳି ସ୍ଥିତିରେ ନ୍ୟୁଜିଲାଣ୍ଡ ବିପକ୍ଷ ମ୍ୟାଚ୍‌ରେ କୋହଲି ଅତ୍ୟଧିକ ଚାପର ସମ୍ମୁଖୀନ ହୋଇପାରନ୍ତି। ଏହି ମ୍ୟାଚ୍‌ରେ ତାଙ୍କ ନିକଟରେ ଏକ ବିଶ୍ୱ...

ଆଇସିସି ବିଶ୍ୱକପ୍‌: ଟିମ୍‌ ଇଣ୍ଡିଆର ମିଶନ ନ୍ୟୁଜିଲାଣ୍ଡ

ନଟିଂହାମ,୧୩।୬(ପି.ଟି.)- ଚଳିତ ଆନ୍ତର୍ଜାତିକ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପ୍‌ର ଦ୍ୱାଦଶ ସଂସ୍କରଣରେ ଭାରତ ତା’ର ତୃତୀୟ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡକୁ ଭେଟିବ। ସ୍ଥାନୀୟ ଟ୍ରେଣ୍ଟ ବ୍ରିଜ୍‌ ଗ୍ରାଉଣ୍ଡରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍‌ ବିଭିନ୍ନ ଦୃଷ୍ଟିକୋଣରୁ ନ୍ୟୁଜିଲାଣ୍ଡ ଅପେକ୍ଷା ଭାରତ ପାଇଁ...

ଆଇସିସି ବିଶ୍ୱକପ୍‌: ପାକିସ୍ତାନକୁ ହରାଇଲା ଅଷ୍ଟ୍ରେଲିଆ

ଟଣ୍ଟନ,୧୩।୬(ଏଏଫ୍‌ପି)- ଚଳିତ ବିଶ୍ୱକପ୍‌ର ୧୭ତମ ମ୍ୟାଚ୍‌ରେ ଗତଥରର ଚାମ୍ପିୟନ ଅଷ୍ଟ୍ରେଲିଆ ୪୧ ରନରେ ପାକିସ୍ତାନକୁ ପରାସ୍ତ କରିଛି। ସ୍ଥାନୀୟ କୁପର ଆସୋସିଏଟ କାଉଣ୍ଟି ଗ୍ରାଉଣ୍ଡରେ ବୁଧବାର ଖେଳାଯାଇଥିବା ମ୍ୟାଚରେ ପାକିସ୍ତାନ ଟସ୍‌ ଜିତି ଫିଲ୍ଡିଂ ନିଷ୍ପତ୍ତି ନେଇଥିଲା। ପ୍ରଥମେ ବ୍ୟାଟିଂ...

ପନ୍ତଙ୍କୁ ଡାକରା

ନୂଆଦିଲ୍ଲୀ, ୧୨।୬: ଦିଲ୍ଲୀ ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ବୁଧବାର ଇଂଲଣ୍ଡରେ ପହଞ୍ଚତ୍ଛନ୍ତି। ତାଙ୍କୁ ବ୍ୟାକ୍‌ଅପ ଖେଳାଳି ଭାବେ ଭାରତୀୟ ଦଳରେ ଯୋଗଦେବା ପାଇଁ ଡାକରା ଦିଆଯାଇଛି ବୋଲି ସୂତ୍ରରୁ ଜଣାପଡ଼ିଛି। ଆହତ ସମସ୍ୟା ଦେଇ ଗତି କରୁଥିବା ଶିଖର...

‘ମୋତେ ପ୍ରସ୍ତୁତ ରହିବାକୁ କହିଛନ୍ତି ଶାସ୍ତ୍ରୀ’

ନୂଆଦିଲ୍ଲୀ,୧୨।୬: ନେଟ୍ସ ବୋଲର ଦାୟିତ୍ୱ ଶେଷ କରିଥିବା ପେସର ଦୀପକ ଚହର ଇଂଲଣ୍ଡରୁ ଫେରିବା ପୂର୍ବରୁ ସେ କୋଚ୍‌ ରବି ଶାସ୍ତ୍ରୀଙ୍କ ସମେତ ସମସ୍ତ ଖେଳାଳିଙ୍କୁ ଭେଟିଥିଲେ। ମୁଁ ଇଂଲଣ୍ଡ ଛାଡ଼ିବା ପୂର୍ବରୁ ସଭିଙ୍କୁ ଭେଟିଥିଲି। ମୋତେ ଦଳୀୟ କୋଚ୍‌...

ଇଣ୍ଡୋ-ପାକ୍‌ ବିଶ୍ୱକପ୍‌ ମ୍ୟାଚ୍‌ ବିଜ୍ଞାପନକୁ ସାନିଆଙ୍କ ବିରୋଧ

ନୂଆଦିଲ୍ଲୀ,୧୨।୬(ପିଟି): ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ବିଶ୍ୱକପ୍‌ର ବହୁ ପ୍ରତୀକ୍ଷିତ ମ୍ୟାଚ୍‌ ଲାଗି ପ୍ରସାରଣକାରୀ ଚ୍ୟାନେଲରେ ଦେଉଥିବା କିଛି ସ୍ବତନ୍ତ୍ର ବିଜ୍ଞାପନ ଉଭୟ ଦେଶର କ୍ରିକେଟ ପ୍ରଶଂସକଙ୍କ ମଧ୍ୟରେ ତିକ୍ତତା ବୃଦ୍ଧି କରୁଛି। ଏହି ବିଜ୍ଞାପନକୁ ଟେନିସ...

ପ୍ରତ୍ୟେକ ମ୍ୟାଚ୍‌ ଲାଗି ରିିଜର୍ଭ ଦିନ ସମ୍ଭବ ନୁହେଁ: ଆଇସିସି

ନଟ୍ଟିଂହାମ,୧୨।୬ (ପିଟି): ଚଳିତ ବିଶ୍ୱକପ୍‌ରେ ବର୍ଷା ଯୋଗୁ ୩ ମ୍ୟାଚ୍‌ ବାତିଲ ହୋଇସାରିଛି। ଆଉ କିଛି ମ୍ୟାଚ୍‌ ମଧ୍ୟ ବର୍ଷା ଦ୍ୱାରା ପ୍ରଭାବିତ ହେବାର ସମ୍ଭାବନା ରହିଛି। କିନ୍ତୁ ଏଥିରେ କିଛି କରାଯାଇ ପାରିବ ନାହିଁ ବୋଲି ଅନ୍ତର୍ଜାତୀୟ କ୍ରିକେଟ...

ଅଭିନନ୍ଦନଙ୍କ ମଜାକ ଉଡାଇଲା ପାକିସ୍ତାନ

ଇସଲମାବାଦ୍‌, ୧୨।୫: ଇଂଲଣ୍ଡ ଚାଲିଥିବା କ୍ରିକେଟ ବିଶକପରେ ଜୁନ୍‌ ୧୬ ଏକ ହାଇ ଭୋଲ୍ଟଟେଜ୍‌ ମ୍ୟାଚ୍‌। ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦୀ ଭାରତ ଏବଂ ପାକିସତନା ପୁଣି ଥରେ ପରସ୍ପରକୁ ଭେଟିବେ। ଏଥିପାଇଁ ଉଭୟ ଦେଶର ପ୍ରଶଂସକଙ୍କ ମଧ୍ୟରେ ଉତ୍କଣ୍ଠା ବଢିଯାଇଛି।...

ପାଣ୍ଡ୍ୟାଙ୍କୁ କ୍ଲୁଜନରଙ୍କ ସହ ତୁଳନା କଲେ ଷ୍ଟିଭ୍‌ ଓ୍ବ

ଲଣ୍ଡନ, ୧୧।୬(ପି.ଟି.)- ପ୍ରାକ୍ତନ ଅଷ୍ଟ୍ରେଲିଆ ଅଧିନାୟକ ଷ୍ଟିଭ୍‌ ଓ୍ବ ଭାରତୀୟ ଦଳର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ତୁଳନା ଦକ୍ଷିଣ ଆଫ୍ରିକାର ମହାନ ଅଲ୍‌ରାଉଣ୍ଡର ଲାନ୍ସ କ୍ଲୁଜନରଙ୍କ ୧୯୯୯ ବିଶ୍ୱକପ୍‌ ପ୍ରଦର୍ଶନ ସହ କରିଛନ୍ତି। ପାଣ୍ଡ୍ୟା ଯେଉଁଭଳି ଭାବରେ ବଡ଼ ଶଟ୍‌ମାନ ଖେଳୁଛନ୍ତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri