କ୍ରିକେଟ ବିଶ୍ୱକପ୍‌

ଭାରତ-ନ୍ୟୁଜିଲାଣ୍ଡ ମ୍ୟାଚ୍‌ରେ ବର୍ଷା ସାଜିପାରେ ବାଧକ

ନଟ୍ଟିଂହାମ, ୧୧।୬(ପି.ଟି.)- ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ଚଳିତ ଆଇସିସି ବିଶ୍ୱକପ୍‌ରେ ଏହାର ପରବର୍ତ୍ତୀ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡକୁ ଭେଟିବ। ଏହି ମ୍ୟାଚ୍‌ ଗୁରୁବାର ଟ୍ରେଣ୍ଟବ୍ରିଜଠାରେ ଖେଳାଯିବ। ତେବେ ଏହି ହାଇଭୋଲଟେଜ୍‌ ମ୍ୟାଚ୍‌ରେ ବର୍ଷା ବାଧକ ସାଜିପାରେ ବୋଲି ସ୍ଥାନୀୟ...

ସ୍ବଦେଶ ଫେରିବେ ମାଲିଙ୍ଗା

ବ୍ରିଷ୍ଟଲ, ୧୧।୬- ଶ୍ରୀଲଙ୍କା କ୍ରିକେଟ ଦଳର ଭେଟେରାନ ଦ୍ରୁତ ବୋଲର ଲସିଥ୍‌ ମାଲିଙ୍ଗା ଚଳିତ ଆଇସିସି ବିଶ୍ୱକପ୍‌ ମଝିରୁ ସ୍ବଦେଶ ପ୍ରତ୍ୟାବର୍ତ୍ତନ କରିବେ। ମଙ୍ଗଳବାର ଏଠାରେ ବାଂଲାଦେଶ ଓ ଶ୍ରୀଲଙ୍କା ମଧ୍ୟରେ ଅନୁଷ୍ଠିତ ମ୍ୟାଚ୍‌ ପରେ ମାଲିଙ୍ଗା ଶାଶୁଙ୍କ ଅନ୍ତ୍ୟେଷ୍ଟି...

ଏଲ୍‌ଇଡି ବେଲକୁ କୋହଲି, ଫିଞ୍ଚଙ୍କ ବିରୋଧ

ଲଣ୍ଡନ,୧୦।୬(ପି.ଟି.)- ଭାରତୀୟ ଅଧିନାୟକ ବିରାଟ କୋହଲି ଓ ତାଙ୍କ ପ୍ରତିପକ୍ଷ ଅଧିନାୟକ ଆରୋନ ଫିଞ୍ଚ୍‌ ଏଲ୍‌ଇଡି ବେଲକୁ ନେଇ ଖୁସି ନୁହନ୍ତି। ଏଥିରେ ବଲ କିମ୍ବା କିଛି ବାଜିବା ପରେ ଆଲୋକିତ ହେଉଛି, ଯାହା ଟିଭି ଅମ୍ପାୟରଙ୍କ କାର୍ଯ୍ୟକୁ ସହଜ...

ବଲ ଟ୍ୟାମ୍ପରିଂ କରି ନାହାନ୍ତି ଜାମ୍ପା

ଲଣ୍ଡନ,୧୦।୬- ଭାରତ ବିପକ୍ଷ ମ୍ୟାଚ୍‌ରେ ଅଷ୍ଟ୍ରେଲିଆର ଲେଗ୍‌ ସ୍ପିନର ଆଡାମ ଜାମ୍ପାଙ୍କ କାର୍ଯ୍ୟ ଉପରେ ବହୁତ ପ୍ରଶ୍ନ ଉଠିଛି। ମ୍ୟାଚ୍‌ ବେଳେ ସେ ବୋଲିଂ କରିବା ପୂର୍ବରୁ ପକେଟରୁ କିଛି ବାହାର କରି ବଲ ଉପରେ ଘଷିଥିଲେ। ବାରମ୍ବାର ଏଭଳି...

ବିଶ୍ୱକପ୍‌ରେ ଟିମ୍‌ ଇଣ୍ଡିଆର ରେକର୍ଡ

ଲଣ୍ଡନ,୧୦।୬- ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ଚଳିତ ବିଶ୍ୱକପ୍‌ରେ ଏକ ରେକର୍ଡର ଅଧିକାରୀ ହୋଇଛି। ବିଶ୍ୱକପ୍‌ ଇତିହାସରେ ଟିମ୍‌ ଇଣ୍ଡିଆ ପ୍ରଥମ ଦଳ ଭାବେ ଅଷ୍ଟ୍ରେଲିଆ ବିପକ୍ଷରେ ୩୫୦ ରନ୍‌ରୁ ଊର୍ଦ୍ଧ୍ୱ ସ୍କୋର କରିପାରିଛି। ଏଥିପୂର୍ବରୁ କୌଣସି ଦଳ...

ପୁଣି ମ୍ୟାଚ୍‌ରେ ଦେଖିବାକୁ ମିଳିଲା ବଳିଦାନ ଚିହ୍ନ

ଲଣ୍ଡନ,୧୦।୬- ଆଇସିସି ନିର୍ଦ୍ଦେଶକ୍ରମେ ଭେଟେରାନ ଉଇକେଟକିପର ବ୍ୟାଟ୍ସମ୍ୟାନ ମହେନ୍ଦ୍ର ସିଂ ଧୋନୀ ତାଙ୍କ ଗ୍ଲୋଭ୍ସରୁ ବଳିଦାନ ଚିହ୍ନ ତଥା ଆର୍ମିର କୌଣସି ପ୍ରତୀକକୁ ହଟାଇ ଦେଇଛନ୍ତି। ହେଲେ ଭାରତୀୟ ପ୍ରଶଂସକମାନେ ଧୋନୀଙ୍କୁ ସମର୍ଥନ କରିବା ସହ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ...

ଭାରତର ଦମ୍‌ଦାର ବିଜୟ

ଲଣ୍ଡନ, ୯।୬- ଆଇସିସି ବିଶ୍ୱକପର ରବିବାର ଅନୁଷ୍ଠିତ ହାଇ ଭୋଲ୍‌ଟେଜ୍‌ ମ୍ୟାଚରେ ଗତଥରର ଚାମ୍ପିୟନ ଅଷ୍ଟ୍ରେଲିଆକୁ ୩୬ ରନରେ ପରାସ୍ତ କରିଛି ଟିମ୍‌ ଇଣ୍ଡିଆ। ଭାରତ ବିଜୟର ହିରୋ ସାଜିଛନ୍ତି ଶତକ ହାସଲକାରୀ ଶିଖର ଧାଓ୍ବନ। ଧାଓ୍ବନଙ୍କ ଶତକ, ଅଧିନାୟକ...

ସ୍ବତନ୍ତ୍ର କ୍ଲବରେ ରୋହିତ-ଧାଓ୍ବନ

ଲଣ୍ଡନ,୯ା୬: ଭାରତୀୟ କ୍ରିକେଟ ଦଳର ଓପ୍‌ନିଂ ବ୍ୟାଟ୍ସମ୍ୟାନ ରୋହିତ ଶର୍ମା ଓ ଶିଖର ଧାଓ୍ବନ ସ୍ବତନ୍ତ୍ର କ୍ଲବରେ ସ୍ଥାନ ପାଇଛନ୍ତି। ଏହି ଦୁଇ ବ୍ୟାଟ୍ସମ୍ୟାନଙ୍କ ଯୋଡ଼ି ଏଠାରେ ଅଷ୍ଟ୍ରେଲିଆ ବିପକ୍ଷ ଖେଳାଯାଇଥିବା ମ୍ୟାଚ୍‌ରେ ୧୨୭ ରନ୍‌ର ଭାଗୀଦାରି କରିଛନ୍ତି। ଆଇସିସି...

ଇଂଲଣ୍ଡରେ ଧାଓ୍ବନଙ୍କ ହଜାରେ

ଲଣ୍ଡନ,୯ା୬: ଭାରତୀୟ ଓପନର ଶିଖର ଧାଓ୍ବନ ଇଂଲଣ୍ଡରେ ଦିନିକିଆ ଫର୍ମାଟରେ ଏକହଜାର ରନ୍‌ ପୂରଣ କରିଛନ୍ତି। ଏଠାରେ ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ରେ କ୍ୟାରିୟରର ୧୭ତମ ଶତକୀୟ ଇନିଂସ ବେଳେ ଏହି ମାଇଲଷ୍ଟୋନ ସ୍ପର୍ଶ କରିଛନ୍ତି। ମ୍ୟାଚ୍‌ ପୂର୍ବରୁ ତାଙ୍କୁ...

ତେନ୍ଦୁଲକରଙ୍କୁ ପଛରେ ପକାଇଲେ ରୋହିତ

ଲଣ୍ଡନ,୯ା୬: ଭାରତୀୟ ଦଳର ଓପନର ରୋହିତ ଶର୍ମା ନିର୍ଦ୍ଦିଷ୍ଟ ଦଳ ବିପକ୍ଷରେ ଦୁଇ ହଜାର ରନ୍‌ କରିବାରେ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଛନ୍ତି। ରୋହିତ ଏଠାରେ ଖେଳାଯାଇଥିବା ମ୍ୟାଚ୍‌ରେ ୫୭ ରନ୍‌ କରିବା ସହ ଅଷ୍ଟ୍ରେଲିଆ ବିପକ୍ଷରେ...

ଓ୍ବାର୍ନରଙ୍କ ବ୍ୟାଟ୍‌ରେ ସେନ୍‌ସର

ଲଣ୍ଡନ,୯ା୬(ପି.ଟି.): ଅଷ୍ଟ୍ରେଲିଆ ଓପନର ଡେଭିଡ୍‌ ଓ୍ବାର୍ନର ବିଶ୍ୱକପ୍‌ରେ ଘାତକ ବୋଲରଙ୍କ ସମ୍ମୁଖୀନ ହେବା ପାଇଁ ବ୍ୟାଟ୍‌ରେ ଏକ ନୂଆ ଯନ୍ତ୍ରର ବ୍ୟବହାର କରିଛନ୍ତି। ସେ ଭାରତ ବିପକ୍ଷ ମ୍ୟାଚ୍‌ ପୂର୍ବୁର ବ୍ୟାଟ୍‌ରେ ସେନ୍‌ସର ଲଗାଇ ଅଭ୍ୟାସ କରିଥିଲେ। ଏହି ସେନ୍‌ସରରେ...

ପ୍ରଥମେ ବ୍ୟାଟିଂ କରିବ ଭାରତ

ଲଣ୍ଡନ,୯ା୬: ଏଠାରେ ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯିବାକୁ ଥିବା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତୀୟ ଦଳ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ପିଚ୍‌ରେ ଘାସ ଥିବାରୁ ପ୍ରଥମେ ବ୍ୟାଟିଂ କରିବାରେ ସୁବିଧା ହେବା ବୋଲି ଏଭଳି ନିଷ୍ପତ୍ତି ନେଇଛନ୍ତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri